Gênesis 43

Oriya Bible (GL_ORIYA) vs BKJ

Sair da comparação
1 ଏହି ସମୟରେ ସେ ଦେଶ ରେ ଦୁର୍ଭିକ୍ଷ ଅତି ଭୟଙ୍କର ଥିଲା।
1 E a fome era grave na terra.
2 ଯାକୁବର ପରବାର ମିଶରରୁ ଆଣିଥିବା ସମସ୍ତ ଖାଦ୍ୟ ଦ୍ରବ୍ଯ ଖାଇ ଦେଲେ। ଯେତବେେଳେ ସହେି ଶସ୍ଯସବୁ ସରିଗଲା। ଯାକୁବ ତା'ର ପୁତ୍ରମାନଙ୍କୁ କହିଲେ, ମିଶରକୁ ୟାଇ ଆମ୍ଭମାନଙ୍କ ପାଇଁ ଆଉ କିଛି ଶସ୍ଯ ଖାଇବା ପାଇଁ ଆଣ।
2 E aconteceu que, quando eles terminaram de comer o trigo que haviam trazido do Egito, seu pai lhes disse: Ide novamente, comprai um pouco de alimento.
3 କିନ୍ତୁ ଯିହୁଦା ଯାକୁବଙ୍କୁ କହିଲେ, ସେ ଦେଶର କର୍ତ୍ତା ଆମ୍ଭକୁ ସତର୍କ କରାଇ ଦଇେ କହିଥିଲେ, 'ଯଦି ତୁମ୍ଭେ ତୁମ୍ଭର ଭାଇକୁ ମାେ ପାଖକୁ ନଆଣ ତବେେ ତୁମ୍ଭ ସହିତ କଥାବାର୍ତ୍ତା ହବେ ନାହିଁ।'
3 E Judá falou com ele, dizendo: O homem nos afirmou solenemente, dizendo: Não vereis a minha face, exceto se vosso irmão estiver convosco.
4 ଯଦି ତୁମ୍ଭେ ବିନ୍ଯାମୀନକୁ ଆମ ସହିତ ପଠାଅ। ତବେେ ଆମ୍ଭେ ୟାଇ ଶସ୍ଯ କ୍ରଯ କରିପାରିବୁ।
4 Se tu enviares nosso irmão conosco, desceremos para comprar-te alimento,
5 ଯଦି ତୁମ୍ଭେ ବିନ୍ଯାମୀନଙ୍କୁ ଆମ ସହିତ ନ ପଠାଅ। ତବେେ ଆମ୍ଭେ ଆଉ ସଠାେକୁ ୟିବୁ ନାହିଁ। ସେ ଲୋକ ଆମ୍ଭକୁ ସତର୍କ କରାଇ ଦଇେଛି ଯେ ତୁମ୍ଭର ସାନଭାଇକୁ ନଆଣି ଏଠାକୁ ଆସିବ ନାହିଁ।
5 mas se tu não o enviares, não desceremos, porque o homem nos disse: Não vereis a minha face, exceto se vosso irmão estiver convosco.
6 ଯାକୁବ କହିଲା, ତୁମ୍ଭମାନେେ କାହିଁକି କହିଲ ଯେ ତୁମ୍ଭର ଆଉ ଏକ ଭାଇ ଅଛି ବୋଲି? ତୁମ୍ଭମାନେେ ମାେ ପାଇଁ ଏକ ଖରାପ କାର୍ୟ୍ଯ କାହିଁକି କଲ?
6 E Israel disse: Por que agistes tão maldosamente comigo, ao contar ao homem que tínheis ainda um irmão?
7 ଭାଇମାନେ ଉତ୍ତର ଦେଲେ, ସେ ଲୋକ ଆମ୍ଭମାନଙ୍କୁ ବହୁତ ଗୁଡ଼ିଏ ପ୍ରଶ୍ନ ପଚାରିଲା। ସେ ଆମ୍ଭ ବିଷଯ ରେ ଓ ଆମ୍ଭ ପରିବାର ବଷଯ ରେ ସବୁ ଜାଣିବାକୁ ଚାହିଁଲା। ସେ ଆମ୍ଭମାନଙ୍କୁ ପଚାରିଲା, 'ତୁମ୍ଭର ପିତା କ'ଣ ଏବବେି ଜୀବିତ? ତୁମ୍ଭର ଆଉ କୌଣସି ଭାଇ ଗୃହ ରେ ଅଛି କି?' ଆମ୍ଭେ ଜାଣି ନଥିଲୁ ସେ ଆମ୍ଭକୁ କହିବ ଯେ ତୁମ୍ଭର ଭାଇକୁ ଏଠାକୁ ଆଣ।
7 E eles disseram: O homem nos perguntou particularmente por nossa condição, e por nossa parentela, dizendo: Vosso pai ainda está vivo? Tendes outro irmão? E lhe contamos de acordo com o teor destas palavras. Como poderíamos saber que ele diria: Trazei vosso irmão?
8 ଏହାପରେ ଯିହୁଦା ତାଙ୍କର ପିତାଙ୍କୁ କହିଲେ, ବିନ୍ଯାମୀନକୁ ମାେ ସହିତ ୟିବାକୁ ଦିଅ। ମୁଁ ତା'ର ଯତ୍ନ ନବେି। ଆମ୍ଭମାନଙ୍କୁ ମିଶର ୟାଇ ଖାଦ୍ୟ ଆଣିବାକୁ ଅଛି। ଯଦି ଆମ୍ଭେ ନଯାଉ ତବେେ ଆମ୍ଭେ ସମସ୍ତେ ମରିବା, ଏପରିକି ଆମ୍ଭର ପିଲାମାନେ ମଧ୍ଯ ମରିବେ।
8 E Judá disse a Israel, seu pai: Envia o rapaz comigo, e nos levantaremos e partiremos, para que vivamos, e não morramos, tanto nós, como tu e também nossos pequenos.
9 ମୁଁ ତୁମ୍ଭକୁ ପ୍ରତିଶୃତି ଦେଉଛି ଯେ ସେ ନିରାପଦ ରହିବ। ମୁଁ ତା' ପାଇଁ ଦାଯି ରହିବି। ଯଦି ମୁଁ ତାକୁ ତୁମ୍ଭ ନିକଟକୁ ଫରୋଇ ନଆଣେ ତବେେ ତୁମ୍ଭେ ମାେତେ ଜୀବନ ସାରା ଦୋଷ ଦବେ।
9 Eu serei fiador por ele; da minha mão o exigirás. Se eu não o trouxer a ti, e o colocar diante de ti, então deixa-me carregar a culpa para sempre,
10 ଯଦି ତୁମ୍ଭେ ଆମ୍ଭମାନଙ୍କୁ ଆଗରୁ ୟିବାକୁ ଦଇେଥାନ୍ତ, ଆମ୍ଭେ ସଠାେରେ ପହଞ୍ଚି ସାରି ଦୁଇଥର ଫରେି ଆସିଥାଆନ୍ତୁ।
10 porque se não tivéssemos demorado, certamente agora já teríamos retornado uma segunda vez.
11 ଏହାପରେ ତାଙ୍କର ପିତା ଇଶ୍ରାୟେଲ କହିଲେ, ଯଦି ଏହା ସତ୍ଯ ତବେେ ବିନ୍ଯାମୀନକୁ ତୁମ୍ଭ ସହିତ ନଇୟୋଅ। କିନ୍ତୁ ତାଙ୍କର କର୍ତ୍ତାଙ୍କ ପାଇଁ କିଛି ଉପହାର ନଇୟୋଅ। ତାଙ୍କ ନିକଟକୁ କିଛି ମହୁ, ପେସ୍ତାବାଦାମ, ଗୁଗ୍ଗୁଳ ଓ ଗନ୍ଧରସ ନଇେ ୟାଅ।
11 E o seu pai, Israel, disse-lhes: Se precisa ser assim agora, fazei-o: tomai os melhores frutos da terra em vossos vasos, e levai um presente ao homem, um pouco de bálsamo, um pouco de mel, especiarias e mirra, nozes e amêndoas.
12 ତୁମ୍ଭମାନେେ ଗତଥର ଯେତେ ଟଙ୍କା ନଇେଥିଲ ତା'ର ଦୁଇଗୁଣ ନିଅ। ଗତଥର ତୁମ୍ଭକୁ ଯେଉଁ ଟଙ୍କା ଫରୋଇ ଦଇେଥିଲେ ତାହାବି ନଇୟୋଅ କାରଣ ସେ ଏହା ଭୂଲ୍ ରେ ତୁମ୍ଭମାନଙ୍କୁ ଫରୋଇ ଦଇେଥିବେ।
12 E levai dinheiro em dobro em vossas mãos. E o dinheiro que foi trazido novamente na boca dos vossos sacos, levai-o novamente em vossas mãos. Talvez tenha sido um erro.
13 ବିନ୍ଯାମୀନକୁ ନଇେ ତାଙ୍କ ପାଖକୁ ୟାଅ।
13 Levai também vosso irmão, e levantai-vos, ide novamente ao homem;
14 ମୁଁ ସହେି ସର୍ବଶକ୍ତିମାନ ପରମେଶ୍ବରଙ୍କୁ ପାର୍ଥନା କରିବି, ସେ ରାଜ୍ଯପାଳଙ୍କୁ ଏପରି କହି ଦବେେ ଯେ, ସେ ତୁମ୍ଭଙ୍କୁ ଦୟା କରିବେ। ମୁଁ ପ୍ରାର୍ଥନା କରିବି ସେଶିମିଯୋନ ଓ ବିନ୍ଯାମୀନଙ୍କୁ ନିରାପଦ ରେ ଫରୋଇ ଦବେେ। ଯଦି ନ ଫରୋନ୍ତି, ତବେେ ମାେତେ ପୁଣି ପୁତ୍ର ପାଇଁ ଶାେକ କରିବାକୁ ପଡ଼ିବ।
14 e o Deus Todo-Poderoso vos dê misericórdia diante do homem, para que ele possa enviar vosso outro irmão, e Benjamim. Se eu for privado de meus filhos, privado serei.
15 ତେଣୁ ସହେି ଭାଇମାନେ ସହେି ଉପହାର ଦଇେ ସହେି କର୍ତ୍ତାଙ୍କ ନିକଟକୁ ଗଲେ। ଏବଂ ସମାନଙ୍କେ ସହିତ ତାଙ୍କ ଟଙ୍କାର ଦୁଇଗୁଣ ନଇଗେଲେ। ଏଥର ତାଙ୍କ ସହିତ ବିନ୍ଯାମୀନ ମଧ୍ଯ ମିଶରକୁ ଗଲେ। ସମାନେେ ଯେତବେେଳେ ସଠାେରେ ପହନ୍ଚିଲେ, ସମାନେେ ଯୋଷଫଙ୍କେୁ ଦେଖିବାକୁ ଗଲେ।
15 E os homens tomaram o presente, e levaram dinheiro em dobro nas suas mãos, e a Benjamim, e se levantaram, e desceram ao Egito, e se colocaram diante de José.
16 ଯୋଷଫେ ସମାନଙ୍କେ ସହିତ ବିନ୍ଯାମୀନକୁ ଦେଖିଲେ। ଯୋଷଫେ ତାଙ୍କର ଦାସକୁ ନିର୍ଦ୍ଦେଶ ଦେଲେ, ସହେି ଲୋକମାନଙ୍କୁ ମାରେ ଗୃହକୁ ପାଛୋଟି ଆଣ। ଏବଂ ଏକ ପଶୁମାରି ତାହାକୁ ରାନ୍ଧ। ସହେି ଲୋକମାନେ ଆଜି ମାେ ସହିତ ମଧ୍ଯାନ୍ନ ଭୋଜନ କରିବେ।
16 E quando José viu Benjamim com eles, disse ao administrador de sua casa: Levai estes homens para casa, e mata um animal, e prepara, porque estes homens comerão comigo ao meio-dia.
17 ଦାସକୁ ଯେପରି କୁହା ୟାଇଥିଲା ସେ ଠିକ୍ ସହେିପରି କଲା। ସେ ସହେି ଲୋକମାନଙ୍କୁ ଯୋଷଫଙ୍କେ ଗୃହକୁ ପା େଛାଟି ନଲୋ।
17 E o homem fez como José ordenara, e o homem levou os homens para a casa de José.
18 ସହେି ଲୋକମାନେ ଭୟଭିତ ହାଇେ ଗଲେ ଯେତବେେଳେ ସମାନେେ ଯୋଷଫଙ୍କେ ଗୃହକୁ ଗଲେ। ସମାନେେ କହିଲେ, ଆମ୍ଭମାନଙ୍କୁ ଏଥର ଏଠାକୁ ଅଣା ୟିବାର କାରଣ ହେଉଛ ଗତଥର ଆମ୍ଭମାନେେ ଶସ୍ଯ ଅଖା ସହିତ ସହେି ଟଙ୍କା ନଇେ ୟାଇଥିଲୁ। ଆମ୍ଭ ବିରୁଦ୍ଧ ରେ ଏହା ତାଙ୍କର ଏକ ପ୍ରମାଣ। ତେଣୁ ସେ ଏଥର ଆମ୍ଭର ସମସ୍ତ ଗଧକୁ ନଇେଯିବେ ଏବଂ ଆମ୍ଭମାନଙ୍କୁ ତାଙ୍କର ଦାସ କରି ରଖିବେ।
18 E os homens ficaram temerosos, porque eles foram levados à casa de José, e disseram: Por causa do dinheiro que foi devolvido aos nossos sacos na primeira vez fomos trazidos aqui, para procurarem motivo contra nós, e se arremessar sobre nós, e nos tomar por escravos, e a nossos jumentos.
19 ଯେତବେେଳେ ଯୋଷଫଙ୍କେ ଭାଇମାନେ ଯୋଷଫଙ୍କେ ଦାସଙ୍କୁ ଭଟେିଲେ, ସମାନେେ ତାଙ୍କ ସହିତ ଯୋଷଫଙ୍କେ ଘରର ଦ୍ବାର ସମ୍ମୁଖ ରେ କଥା ହେଲେ।
19 E se aproximaram do administrador da casa de José, e conversaram com ele à porta da casa,
20 ସମାନେେ କହିଲେ, ମହାଶୟ ଆମ୍ଭେ ପ୍ରତିଜ୍ଞା କରୁଛୁ ଯେ, ଆମ୍ଭେ ତୁମ୍ଭକୁ ଯାହା କହୁଛୁ ଏହା ସତ୍ଯ ଅଟେ। ଗତଥର ଆମ୍ଭମାନେେ ଏଠାକୁ ଖାଦ୍ୟ କ୍ରଯ କରିବାକୁ ଆସିଥିଲୁ।
20 e disseram: Ó Senhor, viemos, na verdade, a primeira vez para comprar alimento,
21 ୟିବା ବାଟରେ ଆମ୍ଭେ ଆମ୍ଭର ପଟ ଫିଟାଇ ଦେଖିଲା ବଳକେୁ ଆମ୍ଭମାନଙ୍କର ଟଙ୍କା ପ୍ରେତ୍ୟକକଙ୍କ ପଟ ମଧିଅରେ ଥିଲା।
21 e aconteceu que, quando chegamos à hospedaria, abrimos nossos sacos e eis que o dinheiro de cada homem estava na boca de seu saco, nosso dinheiro em todo o seu peso, e o trouxemos nas nossas mãos novamente.
22 ଆମ୍ଭେ ଜାଣି ନାହୁଁ ତାହା ସଠାେକୁ କିପରି ଗଲା। କିନ୍ତୁ ଆମ୍ଭମାନେେ ସହେି ଅର୍ଥ ତୁମ୍ଭକୁ ଦବୋ ପାଇଁ ଫରୋଇ ଆଣିଛୁ। କିଛି ଖାଦ୍ୟ ନଇୟିବୋ ପାଇଁ ଆଉ କିଛି ଅର୍ଥ ଆଣିଛୁ।
22 E outro dinheiro trouxemos nas nossas mãos para comprar alimento; não sabemos quem colocou o nosso dinheiro em nossos sacos.
23 କିନ୍ତୁ ଦାସ ଉତ୍ତର ଦେଲେ, ଭୟ କରନାହିଁ। ମାେତେ ବିଶ୍ବାସ କର। ତୁମ୍ଭର ପରମେଶ୍ବର ତୁମ୍ଭ ପିତାଙ୍କର ପରମେଶ୍ବର ଉପହାର ସ୍ବରୂପ ତୁମ୍ଭ ପଟ ରେ ପୁରା ୟାଇଥିଲା। ମାରେ ମନେ ଅଛି ତୁମ୍ଭେ ସହେି ଟଙ୍କା ଗତ ଥର ମାେତେ ଶସ୍ଯ କିଣିବା ସମୟରେ ଦଇେଥିଲ।
23 E ele disse: Paz esteja convosco, não temais. Vosso Deus, e o Deus de vosso pai, deu-vos um tesouro em vossos sacos; eu recebi o vosso dinheiro. E ele lhes trouxe Simeão.
24 ସହେି ଦାସ ଏମାନଙ୍କୁ ଯୋଷଫଙ୍କେ ଗୃହକୁ ନଇଗେଲେ। ସେ ତାଙ୍କୁ ତାଙ୍କର ପାଦ ଧୋଇବା ପାଇଁ କିଛି ପାଣି ଦେଲେ। ଏହାପରେ ତାଙ୍କର ଗଧମାନଙ୍କୁ ଖାଇବା ପାଇଁ ଖାଦ୍ୟ ଦିଆଗଲା।
24 E o homem conduziu os homens à casa de José, e lhes deu água, e eles lavaram seus pés, e ele deu forragem aos seus jumentos.
25 ଭାଇମାନେ ଶୁଣିବାକୁ ପାଇଲେ ଯେ ସମାନେେ ଯୋଷଫଙ୍କେ ସହିତ ଖାଇବାକୁ ଯାଉଛନ୍ତି। ତେଣୁ ସମାନେେ ତାଙ୍କର ଉପହାର ଗୁଡ଼ିକୁ ପ୍ରସ୍ତୁତ କରିବାକୁ ଲାଗିଲେ।
25 E eles prepararam o presente para José, que viria ao meio-dia, porque ouviram que eles deveriam comer pão ali.
26 ଯୋଷଫେ ଗୃହକୁ ପ୍ରବେଶ କଲେ, ଭାଇମାନେ ଆଣିଥିବା ଉପହାର ସବୁ ତାଙ୍କୁ ଦେଲେ। ଏହାପରେ ସମାନେେ ଯୋଷଫଙ୍କେୁ ଆଣ୍ଠୁମାଡ଼ି ଭୂମିଷ୍ଠ ପ୍ରଣାମ କଲେ।
26 E quando José veio para casa, trouxeram-lhe o presente que estava nas mãos deles para dentro da casa, e se curvaram diante dele com a face em terra.
27 ଯୋଷଫେ ସମାନଙ୍କେୁ ସମାନଙ୍କେର ଭଲମନ୍ଦ ବିଷଯ ରେ ପଚାରିଲେ। ତା'ପରେ ଯୋଷଫେ କହିଲେ, ତୁମ୍ଭର ବୃଦ୍ଧ ପିତା କିପରି ଅଛନ୍ତି? ସେ ଏବେ ଭଲ ରେ ବଞ୍ଚିଛନ୍ତି ତ?
27 E ele lhes perguntou sobre seu bem-estar, e disse: Está bem o vosso pai, o velho de quem falastes? Ele ainda está vivo?
28 ଭାଇମାନେ ଉତ୍ତର ଦେଲେ, ହଁ, ମହାଶୟ ଆମ୍ଭର ପିତା ଏବେ ଜୀବିତ। ଏବଂ ସମାନେେ ପୁନ୍ନର୍ବାର ଯୋଷଫଙ୍କେୁ ପ୍ରଣାମ କଲେ।
28 E eles responderam: Teu servo, nosso pai, está com boa saúde, ele ainda está vivo. E eles curvaram sua cabeça, e fizeram reverência.
29 ଯେତବେେଳେ ଯୋଷଫେ ତାଙ୍କର ଭାଇ ବିନ୍ଯାମୀନକୁ ଦେଖିଲେ। ବିନ୍ଯାମୀନ ଓ ଯୋଷଫେ ଗୋଟିଏ ମା'ର ସନ୍ତାନ। ଯୋଷଫେ କହିଲେ, ଏହି କ'ଣ ତୁମ୍ଭର ସାନ ଭାଇ, ଯାହା ବିଷଯ ରେ ତୁମ୍ଭେ ମାେତେ କହୁଥିଲ? ଏହାପରେ ଯୋଷଫେ ବିନ୍ଯାମୀନଙ୍କୁ କହିଲେ, ହେ ଆମ୍ଭର ପୁତ୍ର, ପରମେଶ୍ବର ତୁମ୍ଭକୁ ଆଶୀର୍ବାଦ କରନ୍ତୁ।
29 E ele levantou seus olhos, e viu seu irmão Benjamim, filho de sua mãe, e disse: Este é vosso irmão mais jovem, do qual me falastes? E ele disse: Deus seja gracioso contigo, meu filho.
30 ତା'ପରେ ଯୋଷଫେ ଆଉ ଅଧିକ ସମୟ ନିଜର ଦୟା ତାଙ୍କ ଭାଇମାନଙ୍କ ପ୍ରତି ସମ୍ଭାଳି ପାରିଲେ ନାହିଁ। ସେ ଶିଘ୍ର ସମାନଙ୍କେ ପାଖରୁ ଆଉ ଗୋଟିଏ କଠାେରୀକୁ ଗଲେ ଏବଂ କାନ୍ଦିଲେ।
30 E José se apressou, pois as suas entranhas se moveram para com seu irmão. E ele procurou onde chorar, e entrou na sua câmara, e chorou ali.
31 ତା'ପରେ ସେ ନିଜକୁ ନିଯନ୍ତ୍ରଣ ରେ ରଖିଲେ ଓ ମୁହଁ ଧୋଇ ବାହାରକୁ ଆସିଲେ ଓ ତା'ପରେ କହିଲେ, ବର୍ତ୍ତମାନ ଖାଇବାର ସମୟ।
31 E ele lavou sua face, e saiu, e se conteve, e disse: Ponde o pão.
32 ଯୋଷଫେର ଦାସମାନେ ଯୋଷଫଙ୍କେ ପାଇଁ ଏକ ଟବେୁଲ, ଏକ ଟବେୁଲ ତାଙ୍କ ଭାଇମାନଙ୍କ ପାଇଁ ଏବଂ ଆଉ ଏକ ଟବେୁଲ ମିଶ୍ରୀଯମାନଙ୍କ ପାଇଁ ଯେଉଁମାନେ ସମାନଙ୍କେ ସହିତ ବସି ଖାଇଲେ। କାରଣ ଏବ୍ରୀଯମାନଙ୍କ ସହିତ ଭୋଜନ କରିବା ମିଶ୍ରୀଯମାନଙ୍କର ପ୍ରଥା ନଥିଲା। ମିଶ୍ରୀଯମାନେ ଏବ୍ରୀଯମାନଙ୍କ ସହିତ ଖାଇବା ମସ୍ତବଡ଼ ଅନୁଚିତ ବୋଲି ବିବଚେିତ ହୁଏ।
32 E colocaram para ele à parte, e para eles à parte, e à parte para os egípcios que comiam com ele, porque os egípcios não podiam comer pão com os hebreus, porque isso é abominação para os egípcios.
33 ଯୋଷଫେର ଭାଇମାନେ ଯୋଷଫେର ଆଗ ଟବେୁଲ ରେ ଖାଇ ବସିଲେ। ତା'ର ଭାଇମାନେ ବଡ଼ରୁ ସାନ କ୍ରମ ରେ ବସିଥିଲେ। ସମସ୍ତେ ସମସ୍ତଙ୍କୁ ଚାହୁଁଥାନ୍ତି। କ'ଣ ସବୁ ଘଟୁଛି ସମାନେେ ଆଶ୍ଚର୍ୟ୍ଯ ହେଉଥାନ୍ତି।
33 E assentaram-se diante dele, o primogênito de acordo com seu direito de nascimento, e o mais jovem de acordo com sua juventude, e os homens se maravilharam entre si.
34 ଦାସମାନେ ଯୋଷଫଙ୍କେ ଟବେୁଲରୁ ଖାଦ୍ୟ ଆଣି ଅନ୍ୟ ଭାଇମାନଙ୍କୁ ପରଷୁଥାନ୍ତି। କିନ୍ତୁ ଦାସମାନେ ଅନ୍ୟ ଭାଇ ଅପେକ୍ଷା ବିନ୍ଯାମୀନକୁ ଅଧିକ ପାଞ୍ଚଥର ପରଷୁଥାନ୍ତି। ସମାନେେ ସମସ୍ତେ ଖାଇ ପିଇ ଆନନ୍ଦ କଲେ।
34 E de si mesmo ele tomou porções para eles, mas a porção de Benjamim era cinco vezes maior do que as dos outros. E eles beberam, e se alegraram com ele.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Gênesis 43, comparar traduções ou montar um estudo — tudo direto pelo WhatsApp.