Gênesis 4

Oriya Bible (GL_ORIYA) vs NVT

Sair da comparação
NVT Nova Versão Transformadora
1 ଯେତବେେଳେ ସହେି ମନୁଷ୍ଯ ତାଙ୍କର ସ୍ତ୍ରୀ ହବାଙ୍କ ସହିତ ସହବାସ କଲେ, ସେ ଗର୍ଭବତୀ ହେଲ ଏବଂ ଏକ ପୁତ୍ରକୁ ଜନ୍ମ ଦେଲେ, ଯାହାକୁ ସେ କଯିନ କହିଲେ। ହବା କହିଲେ, ସଦାପ୍ରଭୁଙ୍କ ସହାୟତା ରେ ମୁଁ ଏକ ମନୁଷ୍ଯ ଜନ୍ମ କରିଛି।
1 Adão teve relações com Eva, sua mulher, que engravidou. Quando deu à luz Caim, ela disse: “Com a ajuda do S enhor , tive um filho!”.
2 ଏହାପରେ ହବା କଯିନର ଭାଇ ଏବଲଙ୍କୁ ଜନ୍ମ କଲେ। ଏବଲ ମଷେପାଳକ ଓ କଯିନ କୃଷକ ହେଲ।
2 Tempos depois, deu à luz o irmão de Caim e o chamou de Abel. Quando os meninos cresceram, Abel se tornou pastor de ovelhas, e Caim cultivava o solo.
3 କିଛି ସମୟ ପରେ, କଯିନ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଭୂଉତ୍ପନ୍ନ ଫଳ ଆଣି ଉତ୍ସର୍ଗ କଲେ
3 No tempo da colheita, Caim apresentou parte de sua produção como oferta ao S enhor .
4 ଏବଂ ଏବଲ ନିଜର ପ୍ରଥମଜାତ ମଷେ ଆଣିଲେ ଏବଂ ସମାନଙ୍କେର ସର୍ବୋତ୍ତମ ଅଂଶ ପରମେଶ୍ବରଙ୍କୁ ଉତ୍ସର୍ଗ କଲେ।
4 Abel, por sua vez, ofertou as melhores porções dos cordeiros dentre as primeiras crias de seu rebanho. O S enhor aceitou Abel e sua oferta,
5 କିନ୍ତୁ ସଦାପ୍ରଭୁ କଯିନଙ୍କୁ ଓ ତାଙ୍କର ନବୈେଦ୍ଯକୁ ଗ୍ରହଣ କଲେ ନାହିଁ। ଏଣୁ କଯିନ ବହୁତ କୋରଧ ଏବଂ ଦୁଃଖ କଲା।
5 mas não aceitou Caim e sua oferta. Caim se enfureceu e ficou transtornado.
6 ସଦାପ୍ରଭୁ କଯିନକୁ ପଚ଼ାରିଲେ, କାହିଁକି ତୁମ୍ଭେ କୋରଧ କରିଅଛ? ତୁମ୍ଭେ କାହିଁକି ଦୁଃଖ କରୁଛ?
6 “Por que você está tão furioso?”, o S enhor perguntou a Caim. “Por que está tão transtornado?
7 ତୁମ୍ଭେ ଯଦି ଠିକ୍ ବିଷଯ କରିବ, ତବେେ ମୁଁ ତୁମ୍ଭକୁ ଗ୍ରହଣ କରିବି। ଯଦି ତୁମ୍ଭେ ଭୁଲ କର ତବେେ ତାହା ପାପ ହବେ। ପାପ ଏକ ପ୍ରାଣୀପରି, ତୁମ୍ଭ ଦ୍ବାରା ସମ୍ମୁଖ ରେ ନଇଁ କରି ତୁମ୍ଭ ଉପରେ ଝାମ୍ପମାରି ଧରିବାକୁ ଅପେକ୍ଷା କରିଅଛ। ତୁମ୍ଭେ ନିଶ୍ଚଯ ତା' ଉପରେ ରାଜତ୍ବ କରିବ।
7 Se você fizer o que é certo, será aceito. Mas, se não o fizer, tome cuidado! O pecado está à porta, à sua espera, e deseja controlá-lo, mas é você quem deve dominá-lo.”
8 କଯିନ ତା'ର ଭାଇ ହବେଲକୁ କହିଲା, ଚ଼ାଲ କ୍ଷତକେୁ ୟିବା। ତେଣୁ କଯିନ ଏବଂ ହବେଲ କ୍ଷତକେୁ ବାହାରି ଗଲେ। ଏହାପରେ କଯିନ ହବେଲକୁ ଆକ୍ରମଣ କରି ହତ୍ଯା କଲେ।
8 Caim sugeriu a seu irmão: “Vamos ao campo”. E, enquanto estavam lá, Caim atacou seu irmão Abel e o matou.
9 ଏହାପରେ ସଦାପ୍ରଭୁ କଯିନକୁ କହିଲେ, ତୁମ୍ଭର ଭାଇ ହବେଲ କେଉଁଠି?
9 Então o S enhor perguntou a Caim: “Onde está seu irmão? Onde está Abel?”. “Não sei”, respondeu Caim. “Por acaso sou responsável por meu irmão?”
10 ଏହାପରେ ସଦାପ୍ରଭୁ କହିଲେ, ତୁମ୍ଭେ କ'ଣ କଲ? ତୁମ୍ଭ ଭାଇର ରକ୍ତ ଭୂମିରୁ ଆମ୍ଭ ପ୍ରତି ଡ଼ାକ ପକାଉଛି।
10 Então Deus disse: “O que você fez? Ouça! O sangue de seu irmão clama a mim da terra!
11 ଭୂମିରେ ତୁମ୍ଭ ଭାଇର ରକ୍ତ ଢ଼ାଳିଲ। ସେଥିପାଇଁ ତୁମ୍ଭେ ଅଭିଶପ୍ତ ହେଲ ଏବଂ ତୁମ୍ଭକୁ ଭୂମିରୁ ବାହାର କରାୟିବ।
11 O próprio solo, que bebeu o sangue de seu irmão, sangue que você derramou, amaldiçoa você.
12 ଅତୀତ ରେ ଭୂମିରେ କୃଷିକର୍ମ କଲେ ହେଁ ତାହା ଆପଣା ଶକ୍ତି ଦଇେ ଆଉ ତୁମ୍ଭର ସବୋ କରିବ ନାହିଁ। ତୁମ୍ଭେ ଗୋଟିଏ ସ୍ଥାନରୁ ଅନ୍ୟ ଏକ ସ୍ଥାନକୁ ବୁଲୁଥିବ, ପୃଥିବୀ ରେ ତୁମ୍ଭର ଗୃହ ରହିବ ନାହିଁ।
12 O solo não lhe dará boas colheitas, por mais que você se esforce! E, de agora em diante, você não terá um lar e andará sem rumo pela terra”.
13 ଏହାପରେ କଯିନ କହିଲା, ମାରଦେଣ୍ଡ ଅସହ୍ଯ!
13 Caim disse ao S enhor : “Meu castigo é pesado demais. Não posso aguentá-lo!
14 ଆଜି ତୁମ୍ଭେ ମାେତେ ଭୂମିରୁ ତଡ଼ି ଦଲେ, ତହିଁରେ ମୁଁ ତୁମ୍ଭଠାରୁ ଲୁକାଯିତ ହବେି। ମୁଁ ଏକ ପଳାତକ ଓ ପୃଥିବୀ ରେ ଭ୍ରମଣକାରୀ ହବେି। ଏପରି ହବେ ଯେ କୌଣସି ଲୋକ ମାେତେ ପାଇଲେ ବଧ କରିବ।
14 Tu me expulsaste da terra e de tua presença e me transformaste num andarilho sem lar. Qualquer um que me encontrar me matará!”.
15 ଏହାପରେ ସଦାପ୍ରଭୁ କଯିନକୁ କହିଲେ, ମୁଁ ଏପରି ଘଟିବାକୁ ଦବେି ନାହିଁ! ଯଦି କୌଣସି ଲୋକ ତୁମ୍ଭକୁ ହତ୍ଯା କରେ ତବେେ ମୁଁ ତାକୁ ଅଧିକରୁ ଅଧିକ ଦଣ୍ଡ ବିଧାନ କରିବି। ଏହାପରେ ସଦାପ୍ରଭୁ ପରମେଶ୍ବର କଯିନଙ୍କୁ ଏକ ଚି଼ହ୍ନଟ ଦେଲେ। ଚ଼ିହ୍ନଟି ଦର୍ଶାଇଲା ଯେ, କହେି ତାକୁ ମାରିବା ଉଚ଼ିତ୍ ନୁହେଁ।
15 O S enhor respondeu: “Eu castigarei sete vezes mais quem matar você”. Então o S enhor pôs em Caim um sinal para alertar qualquer um que tentasse matá-lo.
16 ଏହାପରେ କଯିନ ସଦାପ୍ରଭୁଙ୍କର ସମ୍ମୁଖରୁ ପ୍ରସ୍ଥାନ କରି ଏଦନର ପୂର୍ବଦିଗସ୍ଥ ନୋଦ ନାମକ ଦେଶ ରେ ବାସ କଲେ।
16 Caim saiu da presença do S enhor e se estabeleceu na terra de Node, a leste do Éden.
17 କଯିନ ତା'ର ସ୍ତ୍ରୀ ସହିତ ସହବାସ କଲା। ଏହାପରେ ସେ ଗର୍ଭବତୀ ହାଇେ ଏକ ସନ୍ତାନ ଜନ୍ମ କଲା ଯାହାର ନାମ ଥିଲା ହନୋକ। କଯିନ ତା'ର ପୁତ୍ର ନାମ ଅନୁସାରେ ଏକ ନଗର ନିର୍ମାଣ କଲା ଓ ତା'ର ନାମ ଦଲୋ ହନୋକ।
17 Caim teve relações com sua mulher, que engravidou e deu à luz Enoque. Então Caim fundou uma cidade, à qual deu o nome de Enoque, como seu filho.
18 ହନୋକର ଏକ ପୁତ୍ର ଥିଲା ଯାହାର ନାମ ଈରଦ। ଈରଦର ଏକ ପୁତ୍ର ଥିଲା ଯାହାର ନାମ ମହୁଯାଯଲେ। ମହୁଯାଯଲରେ ଏକ ପୁତ୍ର ଥିଲା ଯାହାର ନାମ ମଥୁଶାଯଲେ ଓ ମଥୁଶାଯଲରେ ଏକ ପୁତ୍ର ଥିଲା ଯାହାର ନାମ ଲମେକ।
18 Enoque teve um filho chamado Irade. Irade gerou Meujael; Meujael gerou Metusael; Metusael gerou Lameque.
19 ଲମେକ ଦୁଇଟି ସ୍ତ୍ରୀ ବିବାହ କଲେ, ଜଣଙ୍କର ନାମ ଆଦା ଓ ଅନ୍ୟ ଜଣଙ୍କର ନାମ ଥିଲା ସିଲ୍ଲା।
19 Lameque se casou com duas mulheres. A primeira se chamava Ada, e a segunda, Zilá.
20 ଆଦା ଜାବଳକୁ ଜନ୍ମ ଦଲୋ, ସେ ତମ୍ବୁ ନିବାସୀ ପଶୁପାଳମାନଙ୍କର ଆଦିପୁରୁଷ ଥିଲା ଓ ସମାନେେ ଗୋରୁଗାଇ ଚ଼ରାଇ ଜୀବିକା ନିର୍ବାହ କରୁଥିଲେ।
20 Ada deu à luz Jabal; ele foi o precursor dos que criam rebanhos e moram em tendas.
21 ଜାବଳ ଭାଇର ନାମ ଥିଲା ୟୁବଳ। ସେ ବୀଣା ଓ ବଂଶୀବାଦକମାନଙ୍କର ଆଦିପୁରୁଷ ଥିଲା।
21 Seu irmão se chamava Jubal, o precursor dos que tocam harpa e flauta.
22 ସିଲ୍ଲାର ଗର୍ଭରୁ ତୁବଲ-କଯିନ ଜନ୍ମ ହେଲା। ସେ ପିତ୍ତଳ ଓ ଲୌହର ନାନାପ୍ରକାର ଅସ୍ତ୍ର ନିର୍ମାଣକାରୀ ଥିଲା। ତୁବଲ-କଯିନର ନଯମା ନାମ୍ନୀ ଏକ ଭଉଣୀ ଥିଲା।
22 Zilá, a outra mulher de Lameque, deu à luz um filho chamado Tubalcaim, que se tornou mestre em criar ferramentas de bronze e ferro. Tubalcaim teve uma irmã chamada Naamá.
23 ଲମେକ ତା'ର ସ୍ତ୍ରୀକୁ କହିଲା, ହେ ଆଦା ଓ ସିଲ୍ଲା, ମାେ କଥା ଶୁଣ! ହେ ଲମେକର ସ୍ତ୍ରୀଗଣ ତୁମ୍ଭମାନେ ମାେ କଥା ଶୁଣ ଜଣେ ଲୋକ ମାେତେ ଆଘାତ ଦଲୋ ତେଣୁ ମୁଁ ତାକୁ ମାରିଦଲେି। ଜଣେ ଶିଶୁ ମାେତେ ପ୍ରହାର କଲା ତେଣୁ ମୁଁ ତାକୁ ମାରିଦଲେି।
23 Certo dia, Lameque disse a suas mulheres: “Ada e Zilá, ouçam minha voz; escutem o que vou dizer, mulheres de Lameque. Matei um homem que me atacou, um rapaz que me feriu.
24 ଯବେେ କଯିନର ହତ୍ଯାର ପ୍ରତି ଶାଧେ ବହୁତ ହବେ। ତବେେ ମାେତେ ହତ୍ଯା କରିବାର ଦଣ୍ଡ ତା'ଠାରୁ ଅନକେ ଗୁଣ ରେ କଠାେର ହବେ।
24 Se aquele que matar Caim será castigado sete vezes, quem me matar será castigado setenta e sete vezes!”.
25 ଆଦମ ପୁନର୍ବାର ତା'ର ସ୍ତ୍ରୀ ହବା ସହିତ ସହବାସ କଲା ଏବଂ ପୁଣି ସେ ଅନ୍ୟ ଏକ ପୁତ୍ର ସନ୍ତାନ ପ୍ରସବ କଲା, ଏବଂ ତାକୁ ଶେଥ ବୋଲି ଡ଼ାକିଲା। ହବା କହିଲେ, ପରମେଶ୍ବର ହବେଲର ପ୍ରତି ବଦଳ ରେ ଆଉ ଗୋଟିଏ ପୁତ୍ର ଦଇେଛନ୍ତି, କାରଣ କଯିନ ତାହାଙ୍କୁ ହତ୍ଯା କଲା।
25 Adão teve relações com sua mulher novamente, e ela deu à luz outro filho. Chamou-o de Sete, pois disse: “Deus me concedeu outro filho no lugar de Abel, a quem Caim matou”.
26 ଶେଥର ଏକ ପୁତ୍ର ଥିଲା, ସେ ତା'ର ନାମ ଦଇେଥିଲେ ଈନୋଶ। ଏହି ସମୟରେ ମନୁଷ୍ଯମାନେ ସଦାପ୍ରଭୁଙ୍କର ପ୍ରାର୍ଥନା କରିବାକୁ ଆରମ୍ଭ କଲେ।
26 Quando Sete chegou à idade adulta, teve um filho e o chamou de Enos. Nessa época, as pessoas começaram a invocar o nome do S enhor .

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Gênesis 4, comparar traduções ou montar um estudo — tudo direto pelo WhatsApp.