Gênesis 6
Oriya Bible (GL_ORIYA) vs NTLH
1 ପୃଥିବୀ ରେ ମନୁଷ୍ଯମାନଙ୍କର ସଂଖ୍ଯା ବଢ଼ିବାକୁ ଲାଗିଲା। ମନୁଷ୍ଯମାନଙ୍କର ଅନକେ କନ୍ଯାଜାତ ହେଲ।
1 Quando as pessoas começaram a se espalhar pela terra e tiveram filhas,
2 ପରମେଶ୍ବରଙ୍କର ପୁତ୍ରଗଣ ଦେଖିଲେ,
2 os filhos de Deus viram que essas mulheres eram muito bonitas. Então escolheram as que eles quiseram e casaram com elas.
3 ସହେି କନ୍ଯାମାନେ ଦେଖିବାକୁ ବହୁତ ସୁନ୍ଦରୀ। ତେଣୁ ପରମେଶ୍ବରଙ୍କର ପୁତ୍ରଗଣ
3 Aí o Senhor Deus disse: — Não deixarei que os seres humanos vivam para sempre, pois são mortais. De agora em diante eles não viverão mais do que cento e vinte anos.
4 ସମାନଙ୍କେ ପସନ୍ଦ ଅନୁସାରେ ସମାନଙ୍କେୁ ବିବାହ କଲେ।
4 Havia gigantes na terra naquele tempo e também depois, quando os filhos de Deus tiveram relações com as filhas dos homens e estas lhes deram filhos. Esses gigantes foram os heróis dos tempos antigos, homens famosos.
5 ସଦାପ୍ରଭୁ ଦେଖିଲେ ପୃଥିବୀର ଲୋକମାନେ ବହୁତ ମନ୍ଦ ଥିଲେ। ସଦାପ୍ରଭୁ ଦେଖିଲେ ଯେ, ଲୋକମାନେ ସର୍ବଦା କବଳେ ମନ୍ଦ ବିଷଯ ଚ଼ିନ୍ତା କରୁଛନ୍ତି।
5 Quando o Senhor viu que as pessoas eram muito más e que sempre estavam pensando em fazer coisas erradas,
6 ମନୁଷ୍ଯମାନଙ୍କୁ ଜନ୍ମ ଦଇେଥିବାରୁ, ସଦାପ୍ରଭୁ ଅନୁତାପ କଲେ। ଏହା ସଦାପ୍ରଭୁଙ୍କ ହୃଦଯକୁ ୟନ୍ତ୍ରଣା ଦଲୋ।
6 ficou muito triste por haver feito os seres humanos. O Senhor ficou tão triste e com o coração tão pesado,
7 ତେଣୁ ସଦାପ୍ରଭୁ କହିଲେ, ମୁଁ ସମସ୍ତ ମନୁଷ୍ଯକୁ ଧ୍ବଂସ କରି ଦବେି ଯାହା ମୁଁ ସୃଷ୍ଟି କରିଛି। ମୁଁ ସମସ୍ତ ମନୁଷ୍ଯ , ପଶୁ ଏବଂ ପ୍ରେତ୍ୟକକ ଖେଚ଼ର ପ୍ରାଣୀମାନଙ୍କୁ ଧ୍ବଂସ କରି ଦବେି। ଏବଂ ଆକାଶର ସମସ୍ତ ପକ୍ଷୀ କୂଳକୁ ମଧ୍ଯ ଧ୍ବଂସ କରି ଦବେି। କାହିଁକି? କାରଣ ଏମାନଙ୍କୁ ସୃଷ୍ଟି କରି ମୁଁ ଦୁଃଖିତ।
7 que disse: — Vou fazer desaparecer da terra essa gente, que criei, e também todos os animais, os seres que se arrastam pelo chão e as aves, pois estou muito triste porque os criei.
8 କିନ୍ତୁ ନୋହ ସଦାପ୍ରଭୁଙ୍କ ଦୃଷ୍ଟି ରେ ଅନୁଗ୍ରହର ପାତ୍ର ଥିଲେ।
8 Mas o Senhor Deus aprovava o que Noé fazia.
9 ଏହା ନୋହର ବଂଶାବଳୀ ଅଟେ। ନୋହ ଜଣେ ଧାର୍ମିକ ଲୋକ ଥିଲେ ଏବଂ ସର୍ବଦା ପରମେଶ୍ବରଙ୍କୁ ଅନୁସରଣ କରୁଥିଲେ।
9 — ausente —
10 ନୋହଙ୍କର ତିନୋଟି ପୁତ୍ର ଥିଲେ। ସମାନେେ ହେଲେ ଶମେ, ହାମ ଓ ଯଫେତ୍।
10 — ausente —
11 ପରମେଶ୍ବର ପୃଥିବୀକୁ ନିରୀକ୍ଷଣ କଲେ ଓ ଦେଖିଲେ ଯେ, ପୃଥିବୀ ଭ୍ରଷ୍ଟାଚ଼ାରିତା ହାଇେଅଛି। ସମସ୍ତ ସ୍ଥାନ ରେ ଅତ୍ଯାଚ଼ାର ଥିଲା,
11 Para Deus todas as outras pessoas eram más, e havia violência por toda parte.
12 ଲୋକମାନେ ସବୁ ମନ୍ଦ ଓ ନିଷ୍ଠୁର ହାଇେଛନ୍ତି। ପୃଥିବୀ ପୁରା ଦୌରାତ୍ମ୍ଯ ରେ ପରିପୂର୍ଣ୍ଣ ହାଇେଛି।
12 Deus olhou para o mundo e viu que estava cheio de pecado, pois todas as pessoas só faziam coisas más.
13 ତେଣୁ ପରମେଶ୍ବର ନୋରକୁ କହିଲେ, ସମସ୍ତ ଲୋକ ପୃଥିବୀକୁ କୋର୍ଧ ଓ ହିଂସା ରେ ଛାରଖାର କରି ଦେଲଣେି। ତେଣୁ ଆମ୍ଭେ ପୃଥିବୀ ସହିତ ସମାନଙ୍କେୁ ବିନଷ୍ଠ କରିବାା
13 Deus disse a Noé: — Resolvi acabar com todos os seres humanos. Eu os destruirei completamente e destruirei também a terra, pois está cheia de violência.
14 ତୁମ୍ଭେ ଗୋଫର କାଠର ଗୋଟିଏ ଜାହାଜ ନିର୍ମାଣ କର। ତା' ମଧିଅରେ ନାନା କଠାେରୀ ବନାଇ ତହିଁର ଭିତର ଓ ବାରାର ଝୁଣା ଦ୍ବାରା ଲପନେ କର।
14 Pegue madeira boa e construa para você uma grande barca. Faça divisões nela e tape todos os buracos com piche, por dentro e por fora.
15 ସହେି ଜାରାଜଟିକୁ ଏହିପରି ନିର୍ମାଣ କର ଯେ, ଏହାର ଲମ୍ବ ଯେପରି 300 ହାତ, ପ୍ରସ୍ଥ ପଚ଼ାଶ ହାତ ଏବଂ ତାହାର ଉଚ୍ଚତା ତିରିଶ ହାତ ହବେ।
15 As medidas serão as seguintes: cento e trinta e três metros de comprimento por vinte e dois de largura por treze de altura.
16 ଉପରୁ ଏକ ହାତ ଛାଡ଼ି ଝରକା କରିବ। ସହେି ଜାରାଜର ପାଶର୍ବ ରେ ଗୋଟିଏ ଦ୍ବାର ରହିବ। ଆଉ ତହିଁର ପ୍ରଥମ, ଦ୍ବିତୀୟ ଓ ତୃତୀୟ ଚଟାଣ ବନାଇବ।
16 Faça uma cobertura para a barca e deixe um espaço de meio metro entre os lados e a cobertura. Construa três andares na barca e ponha uma porta num dos lados.
17 ମୁଁ ଏକ ପ୍ରଳଯଙ୍କାରୀ ବନ୍ଯା ପୃଥିବୀ ଉପରେ ଆଣିବି। ଆକାଶ ତଳେ ଥିବା ସମସ୍ତ ଜୀବସତ୍ତାକୁ ଧ୍ବଂସ କରିବି। ପୃଥିବୀର ସମସ୍ତ ପ୍ରାଣୀ ମରିବେ।
17 Vou mandar um dilúvio para cobrir a terra, a fim de destruir tudo o que tem vida; tudo o que há na terra morrerá.
18 ମୁଁ ତୁମ୍ଭ ସହିତ ଏକ ଗୁରୁତ୍ବପୂର୍ଣ୍ଣ ଚୁକ୍ତି କରିବି। ଏବଂ ତୁମ୍ଭେ ତୁମ୍ଭର ସ୍ତ୍ରୀ ତୁମ୍ଭର ପୁତ୍ରମାନେ ଏବଂ ତୁମ୍ଭର ପୁତ୍ରମାନଙ୍କର ସ୍ତ୍ରୀମାନେ ସମସ୍ତେ ଜାହାଜକୁ ଯିବେ।
18 Mas com você eu vou fazer uma aliança . Portanto, entre na barca e leve com você a sua mulher, os seus filhos e as suas noras. Também leve para dentro da barca um macho e uma fêmea de todas as espécies de aves, de todas as espécies de animais e de todas as espécies de seres que se arrastam pelo chão, a fim de conservá-los vivos.
19 ପ୍ରାଣରକ୍ଷାର୍ଥେ ସର୍ବ ପ୍ରକାରର ଜୀବଜନ୍ତୁର ଏକ ଏକ ଦମ୍ପତ୍ତି ଆପଣା ସଂଗ ରେ ଧରି ଜାହାଜ ରେ ପ୍ରବେଶ କରିବ।
19 — ausente —
20 ସବୁପ୍ରକାର ପକ୍ଷୀ, ସର୍ବପ୍ରକାର ପଶୁ ଓ ସର୍ବ ପ୍ରକାର ଉ ରୋଗାମୀ ଜନ୍ତୁ ପ୍ରେତ୍ୟକକ ଜାତିରୁ ଗୋଟିଏ ଗୋଟିଏ ଦମ୍ପତ୍ତି ଜୀବନ ରକ୍ଷା ପାଇଁ ତୁମ୍ଭ ନିକଟକୁ ଆସିବେ।
20 — ausente —
21 ଆଉ ତୁମ୍ଭେ ଆପଣାର ଓ ସମାନଙ୍କେର ଆହାର ନିମନ୍ତେ ସବୁପ୍ରକାର ଖାଦ୍ୟ ସାମଗ୍ରୀ ଆଣି ଆପଣା ନିକଟରେ ସଂଚ଼ଯ କରିବ।
21 Ajunte e leve todo tipo de comida para que você e os animais tenham o que comer.
22 ତହିଁରେ ନୋହ ସହେିପରି କଲେ। ନୋହ ପରମେଶ୍ବରଙ୍କ ଆଜ୍ଞା ପାଳନ କଲେ।
22 E Noé fez tudo conforme Deus havia mandado.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Gênesis 6, comparar traduções ou montar um estudo — tudo direto pelo WhatsApp.