Gênesis 8
Oriya Bible (GL_ORIYA) vs NVT
1 ପରମେଶ୍ବର ନୋହ ଏବଂ ତାଙ୍କ ସହିତ ଜାହାଜ ରେ ଥିବା ସମସ୍ତ ଜୀବିତ ପ୍ରାଣୀକୁ ମନେ ପକାଇଲେ। ପରମେଶ୍ବର ପୃଥିବୀ ଉପରେ ପବନ ବୁହାଇଲେ ଏବଂ ବନ୍ଯା ଜଳ କମିଗଲା।
1 Então Deus se lembrou de Noé e de todos os animais selvagens e domésticos que estavam com ele na arca. Deus fez soprar um vento sobre a terra, e as águas do dilúvio começaram a baixar.
2 ଆକାଶରୁ ବର୍ଷା ପଡ଼ିବା ବନ୍ଦ ହାଇଗେଲା ଏବଂ ଧରିତ୍ରୀ ତଳେ ଜଳଷୋର୍ତ ବନ୍ଦ ହାଇଗେଲା। ଆକାଶସ୍ଥ ଦ୍ବାର ସକଳ ବନ୍ଦ ହାଇଗେଲା।
2 As fontes subterrâneas pararam de jorrar, e as chuvas torrenciais cessaram.
3 ପୃଥିବୀକୁ ଆଚ୍ଛାଦନ କରିଥିବା ପାଣି ତଳକୁ ତଳକୁ ଚାଲିଗଲା।ଏବଂ 15 0ଦିନପରେ ଜଳ ପତ୍ତନ ଧି ରଧେି ରେ କମିଗଲା।
3 As águas do dilúvio foram baixando aos poucos. Depois de 150 dias,
4 ଏହାପରେ ସପ୍ତଦଶ ମାସର ସପ୍ତଦଶ ଦିନ ରେ ଆରାରଟ ପର୍ବତ ଉପରେ ଜାହାଜ ଲାଗି ରହିଲା।
4 exatamente cinco meses depois do início do dilúvio, a arca repousou sobre as montanhas de Ararate.
5 ଏହିପରି ଦଶମମାସ ପର୍ୟ୍ଯନ୍ତ ଜଳ କ୍ରମଶଃ କମିଲା। ସହେି ଦଶମ ମାସର ପ୍ରଥମ ଦିନ ରେ ପର୍ବତଗଣର ଶୃଂଗ ଦଖାଗେଲା।
5 Dois meses e meio depois, à medida que as águas continuaram a baixar, apareceram os picos de outras montanhas.
6 ଏହାପରେ ଆହୁରି ଚ଼ାଳିଶ ଦିନ ୟିବାପରେ ନୋହ ଜାହାଜର ଝରକା ଫିଟାଇ ଦେଲେ।
6 Passados mais quarenta dias, Noé abriu a janela que havia feito na arca
7 ତା'ପରେ ନୋହ ଏକ କାଉକୁ ଆକାଶ ଉପରେ ଉଡ଼ାଇ ଦେଲେ। ସହେି କାଉଟି ପାଣି ଛାଡ଼ି ଭୂମି ଶୁଖିବା ପର୍ୟ୍ଯନ୍ତ ଏକ ସ୍ଥାନରୁ ଅନ୍ୟ ସ୍ଥାନକୁ ଉଡ଼ିଲା।
7 e soltou um corvo, que ia e voltava até as águas do dilúvio secarem sobre a terra.
8 ପୁନଶ୍ଚ ନୋହ ଏକ କପୋତକୁ ଛାଡ଼ିଲେ, ଜାଣିବା ପାଇଁ ସବୁ ଜଳ ପୃଥିବୀରୁ ଶୁଖି ଗଲାଣି କି ନାହିଁ।
8 Noé também soltou uma pomba para ver se as águas tinham baixado e se ela encontraria terra seca,
9 ସହେି କପୋତଟି କୌଣସିଠା ରେ ବିଶ୍ରାମ ନବୋକୁ ସ୍ଥାନ ନପାଇ ଫରେିଆସିଲା। କାରଣ ସେ ପର୍ୟ୍ଯନ୍ତ ପୃଥିବୀ ଉପରେ ଜଳରାଶି ବୁଡ଼ି କରିଥିଲା। ନୋହ ହାତ ବଢ଼ାଇ କପୋତକୁ ଧରି ଜାହାଜ ମଧ୍ଯକୁ ନେଲେ।
9 mas a pomba não encontrou lugar para pousar, pois a água ainda cobria todo o solo. Então a pomba retornou à arca, e Noé estendeu a mão e a trouxe de volta para dentro.
10 ସାତଦିନ ପରେ, ନୋହ ଜାହାଜରୁ ପୂନର୍ବାର କପୋତକୁ ପଠାଇଲେ।
10 Depois de esperar mais sete dias, Noé soltou a pomba mais uma vez.
11 ସହେି ଦିନ ସଂଧ୍ଯା ସମୟରେ ସହେି କପୋତଟି ତା'ର ଥଣ୍ଟ ରେ ଏକ ତାଜା ଜୀତ ଅଲିଭ୍ ଗଛର ପତ୍ର ଧରି ଆସିଥିଲା। ନୋହ ଏଥିରୁ ଜାଣିଲେ ଯେ ପୃଥିବୀ ଉପରୁ ଜଳ କ୍ରମଶଃ ଛାଡ଼ି ୟାଇଅଛି।
11 Quando ela voltou ao entardecer, trouxe no bico uma folha nova de oliveira. Noé concluiu que restava pouca água do dilúvio.
12 ସାତଦିନ ଗଲାପରେ ନୋହ ଜାହାଜରୁ ପୂନର୍ବାର କପୋତକୁ ପଠାଇଲେ। କିନ୍ତୁ କପୋତ ଆଉ ଫରେିଲା ନାହିଁ।
12 Esperou outros sete dias e soltou a pomba novamente. Dessa vez, ela não voltou.
13 ଏହାପରେ, ନୋହ ଜାହାଜର ଦ୍ବାର ଖାଲିେଲେ। ନୋହ ଦେଖିଲେ ଯେ, ଭୂମି ପୁରା ଶୁଖି ୟାଇଛି। ଏହାଥିଲା ପ୍ରଥମ ମାସର ପ୍ରଥମ ଦିବସ। ନୋହକୁ ସେତବେେଳେ 601 ବର୍ଷ ହାଇେଥିଲା।
13 Noé tinha completado 601 anos. No primeiro dia do novo ano, dez meses e meio depois do início do dilúvio, quase não havia mais água sobre a terra. Noé levantou a cobertura da arca e viu que o solo estava praticamente seco.
14 ଦ୍ବିତିଯ ମାସର ଶତାଇଶ ଦିନ ବଳକେୁଭୂମି ପୁରା ଶୁଖିୟାଇଥିଲା
14 Mais dois meses se passaram e, por fim, a terra estava completamente seca.
15 ଏହାପରେ ପରମେଶ୍ବର ନୋହଙ୍କୁ କହିଲେ,
15 Então Deus disse a Noé:
16 ଜାହାଜକୁ ପରିତ୍ଯାଗ କର, ତୁମ୍ଭେ ତୁମ୍ଭର ସ୍ତ୍ରୀ, ତୁମ୍ଭର ପୁତ୍ର ଓ ପୁତ୍ରବଧୂମାନଙ୍କୁ ବାହାରି ଆସିବାକୁ କୁହ
16 “Saiam da arca, você, sua mulher, seus filhos e as mulheres deles.
17 ତୁମ୍ଭ ସହିତ ସମସ୍ତ ପଶୁଗୁଡିକୁ ବାହାର କରି ଆଣ । ସମସ୍ତ ପଶୁ, ସମସ୍ତ ପକ୍ଷୀ, ସମସ୍ତ ଭୂଚର ପ୍ରାଣୀ ସମାନେେ ପୃଥିବୀକୁ ପରିପୂର୍ଣ୍ଣ କରନ୍ତୁ। ପୁଣି ପୃଥିବୀ ଫଳବନ୍ତ ହେଉ।
17 Solte todos os animais, as aves, os animais domésticos e os animais que rastejam pelo chão, para que sejam férteis e se multipliquem na terra”.
18 ତେଣୁ ନୋହ ତା'ର ସ୍ତ୍ରୀ ଓ ତା'ର ପୁତ୍ର ଓ ପୁତ୍ରବଧୂମାନଙ୍କ ସହିତ ବାହାରକୁ ପଳାଇ ଆସିଲେ।
18 Noé, sua mulher, seus filhos e as mulheres deles desembarcaram.
19 ସମସ୍ତ ପଶୁ ଏବଂ ସମସ୍ତ ଭୂମିରେ ଗୁରୁଣ୍ଡୁଥିବା ଜୀବିତ ପ୍ରାଣୀମାନେ ଏବଂ ସମସ୍ତ ପକ୍ଷୀ ତାଙ୍କର ପରିବାର ସହିତ ଜାହାଜରୁ ବାହାରି ଆସିଲେ।
19 Todos os animais, grandes e pequenos, e as aves saíram da arca, um casal de cada vez.
20 ଏହାପରେ ନୋହ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଏକ ୟଜ୍ଞବଦେୀ ସ୍ଥାପନ କଲେ। ନୋହ ସେଥି ରେ ଶୁଚ଼ିପଶୁ ଓ ପକ୍ଷୀମାନଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ବ ରେ ନବୈେଦ୍ଯ ଦେଲେ।
20 Em seguida, Noé construiu um altar ao S enhor e ali ofereceu como holocaustos alguns animais e aves puros.
21 ତହିଁରେ ସଦାପ୍ରଭୁ ସମାନଙ୍କେର ବଳିଦାନକୁ ଆଘ୍ରାଣ କଲେ ଏବଂ ନିଜେ ମନେ ମନେ ଚ଼ିନ୍ତା କଲେ, ପୃଥିବୀକି ଅଭିଶାପ ଦବୋ ନାହିଁ। ଯଦିଓ ବାଲ୍ଯାକାଳରୁ ମନୁଷ୍ଯର ମନର ଅଭିପ୍ରାଯ ଓ ପ୍ରବଣତା ମନ୍ଦ, ତଥାପି ଆଉ କବେେ ହେଲ ସମସ୍ତ ଜୀବଙ୍କୁ ବିନଷ୍ଟ କରିବି ନାହିଁ, ଯେପରି ମୁଁ ପୂର୍ବରୁ କଲି।
21 O aroma do sacrifício agradou ao S enhor , que disse consigo: “Nunca mais amaldiçoarei a terra por causa do ser humano, embora todos os seus pensamentos e seus propósitos se inclinem para o mal desde a infância. Nunca mais destruirei todos os seres vivos.
22 ଯେ ପର୍ୟ୍ଯନ୍ତ ପୃଥିବୀ ରହିଛି, ସପେର୍ୟ୍ଯନ୍ତ ବୁଣିବାର ସମୟ ଓ ଅମଳ କରିବାର ସମୟ ଥଣ୍ଡା ଓ ଗରମ, ପୁଣି ଗ୍ରୀଷ୍ମ ଓ ଶୀତକାଳ, ଦିବସ ଓ ରାତ୍ରି ଏସବୁ ପୃଥିବୀ ରେ ଚ଼ାଲିଥିବ।
22 Enquanto durar a terra, haverá plantio e colheita, frio e calor, verão e inverno, dia e noite”.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Gênesis 8, comparar traduções ou montar um estudo — tudo direto pelo WhatsApp.