Hebreus 10

Oriya Bible (GL_ORIYA) vs BKJ

Sair da comparação
1 ବ୍ଯବସ୍ଥା ଆମ୍ଭକୁ ଭବିଷ୍ଯ ରେ ଘଟିବାକୁ ଥିବା ଉତ୍ତମ ବିଷୟଗୁଡ଼ିକର ଅସ୍ପଷ୍ଟ ଚିତ୍ର ପ୍ରଦାନ କରେ। ବ୍ଯବସ୍ଥା ପ୍ରକୃତ ବିଷୟଗୁଡ଼ିକର ପରିପୂର୍ଣ୍ଣ ଚିତ୍ର ନୁହେଁ। ବ୍ଯବସ୍ଥା ଲୋକମାନଙ୍କୁ ସମାନ ବଳିଗୁଡ଼ିକୁ ପ୍ରତିବର୍ଷ ସମର୍ପଣ କରିବା ପାଇଁ କୁ ହେ। ଯେଉଁ ଲୋକମାନେ ପରମେଶ୍ବରଙ୍କୁ ଉପାସନା କରିବା ପାଇଁ ଆସନ୍ତି, ସହେି ବଳି ସମର୍ପଣ କାର୍ୟ୍ଯ କରି ଚାଲିଥାନ୍ତି। କିନ୍ତୁ ବ୍ଯବସ୍ଥା କବେେ ହେଲେ ସେ ଲୋକମାନଙ୍କୁ ସମ୍ପୂର୍ଣ୍ଣ ସିଦ୍ଧ କରି ନ ଥାଏ।
1 Porque a lei, tendo a sombra das coisas boas que virão, e não a imagem exata das coisas, não pode nunca, com os mesmos sacrifícios que eram continuamente oferecidos de ano em ano, aperfeiçoar os que se achegam.
2 ଯଦି ବ୍ଯବସ୍ଥା ଲୋକମାନଙ୍କୁ ସମ୍ପୂର୍ଣ୍ଣ ସିଦ୍ଧ କରିଥାନ୍ତା ତା' ହେଲେ ସହେି ବଳିଗୁଡ଼ିକ ବନ୍ଦ ହାଇେ ଯାଇ ସାରିଥାଆନ୍ତା। ସହେି ଲୋକମାନେ ମଧ୍ଯ ପାପରୁ ଶୁଦ୍ଧ ହାଇଯୋଇ ସାରିଥାନ୍ତେ। ସମାନେେ ଏବେ ସୁଦ୍ଧା ନିଜ ପାପ ପାଇଁ ନିଜକୁ ଦୋଷୀ ଅନୁଭବ କରୁ ନ ଥାନ୍ତେ। କିନ୍ତୁ ବ୍ଯବସ୍ଥା କଦାପି ତାହା କରି ପାରିବ ନାହିଁ।
2 Se ainda o fosse, não teriam deixado de ser oferecidos? Pois os adoradores, tendo sido uma vez purificados, nunca mais teriam consciência de pecado.
3 ସମାନେେ ଯେଉଁ ବଳି ଗୁଡ଼ିକ ଦିଅନ୍ତି, ତାହା ପ୍ରତିବର୍ଷ ସମାନଙ୍କେୁ ସମାନଙ୍କେର ପାପଗୁଡ଼ିକ ସ୍ମରଣ କରାଇ ଦିଏ।
3 Mas, nesses sacrifícios, a cada ano se recordam os pecados.
4 ଏହାର କାରଣ ହେଲା ଯେ, ବଳଦମାନଙ୍କ ଓ ଛଳେିମାନଙ୍କ ରକ୍ତ ପାପ ହରଣ କରିବା ପାଇଁ ସକ୍ଷମ ନୁହଁନ୍ତି।
4 Porque não é possível que o sangue de touros e de bodes tire pecados.
5 ଅତଏବ ଯେତବେେଳେ ଖ୍ରୀଷ୍ଟ ସଂସାରକୁ ଆସିଲେ ସେ କହିଲେ :
5 Pelo que, quando ele veio ao mundo, diz: Sacrifício e oferta não quiseste, mas um corpo me preparaste.
6 ହାମବେଳି ଓ ପାପାର୍ଥକ ବଳି ରେ ତୁମ୍ଭେ ଖୁସି ହୁଅ ନାହିଁ। ବଳି ଦ୍ବାରା ପାପହରଣ କଥାର ମଧ୍ଯ ତୁମ୍ଭେ ଖୁସି ନୁହଁ।
6 Em ofertas queimadas e sacrifícios pelo pecado não tens prazer algum.
7 ତା'ପରେ ମୁଁ କହିଲି : 'ପରମେଶ୍ବର ମୁଁ ଅଛି ଏଠା ରେ ବ୍ଯବସ୍ଥା ପୁସ୍ତକରେ ମାେ ବିଷୟ ରେ ଲଖାେ ଅଛି। ତୁମ୍ଭେ ଚାହିଁ ଥିବା କାର୍ୟ୍ଯଗୁଡ଼ିକ ମୁଁ କରିବା ପାଇଁ ଆସିଛି।' ଗୀତସଂହିତା 40:6-8
7 Então, eu disse: Eis-me aqui (na cabeça do rolo está escrito sobre mim) para fazer a tua vontade, ó Deus.
8 ଏହି ଶାସ୍ତ୍ର ରେ ସେ ପ୍ରଥମେ କହିଥିଲେ, ତୁମ୍ଭେ ବଳି ଓ ନବୈେଦ୍ଯମାନ ଚାହଁ ନାହିଁ। ତୁମ୍ଭେ ହାମବେଳି ଦ୍ବାରା ବା ପାପହରଣ ହବୋ ପାଇଁ ଦିଆଯାଉଥିବା ବଳିଗୁଡ଼ିକ ଦ୍ବାରା ପ୍ରସନ୍ନ ହୁଅ ନାହିଁ। ବ୍ଯବସ୍ଥା ଆଜ୍ଞା ଦିଏ ଏହି ବଳିଦାନ ପାଇଁ।
8 Acima, quando disse: Sacrifício e ofertas, e ofertas queimadas e ofertas pelo pecado não quiseste, nem neles tiveste prazer, os quais são oferecidos pela lei.
9 ତା'ପରେ ସେ କହିଲେ ପରମେଶ୍ବର, ମୁଁ ଏଠା ରେ ଅଛି। ମୁଁ ତୁମ୍ଭେ ଚାହୁଁଥିବା କାମ କରିବା ପାଇଁ ଆସିଛି। ଅତଏବ ପରମେଶ୍ବର ତାହାଙ୍କର ପ୍ରଥମ ବଳିଦାନ ପ୍ରଥା ସମାପ୍ତ କରି ନୂତନପ୍ରଥା ଆରମ୍ଭ କଲେ।
9 Então, ele disse: Eis-me aqui para fazer a tua vontade, ó Deus. Ele tira o primeiro, para que possa estabelecer o segundo.
10 ପରମେଶ୍ବର ଚାହିଁଥିବା କର୍ମମାନ ଖ୍ରୀଷ୍ଟ କଲେ। ଓ ଏହା ଦ୍ବାରା ତାହାଙ୍କ ଶରୀରର ବଳିଦାନ ହତେୁ ଆମ୍ଭେ ପବିତ୍ର ହେଲୁ। ଯୀଶୁ ସବୁଦିନ ପାଇଁ ପର୍ୟ୍ଯାପ୍ତ ହେଲା ଭଳି ଥରମାେତ୍ର ସହେି ବଳିଦାନ କଲେ।
10 Por cuja vontade somos santificados pela oferta do corpo de Jesus Cristo, feita de uma vez por todas.
11 ଯାଜକମାନେ ପ୍ରତିଦିନ ଠିଆ ହାଇେ ସମାନଙ୍କେର ଧାର୍ମିକ ସବୋ କାର୍ୟ୍ଯ କରନ୍ତି। ସହେି, ସମାନ ବଳିଗୁଡ଼ିକ ସମାନେେ ବାରମ୍ବାର ସମର୍ପଣ କରନ୍ତି। କିନ୍ତୁ ସହେିଭଳି ବଳି କବେେ ହେଲେ ପାପହରଣ କରି ପା ରେ ନାହିଁ।
11 E cada sacerdote se apresenta diariamente, ministrando e oferecendo muitas vezes os mesmos sacrifícios, que nunca podem tirar os pecados.
12 ଖ୍ରୀଷ୍ଟ ପାପଗୁଡ଼ିକ ପାଇଁ ଥରେ ମାତ୍ର ବଳିଦାନ ରୂପେ ସମର୍ପିତ କରି ଥିଲେ, ଓ ସହେି ବଳିଦାନ ସବୁଦିନ ପାଇଁ ପର୍ୟ୍ଯାପ୍ତ ଅଟେ।
12 Mas este homem, havendo oferecido um único sacrifício pelos pecados para sempre, assentou-se à direita de Deus.
13 ତା'ପରେ ଖ୍ରୀଷ୍ଟ ପରମେଶ୍ବରଙ୍କ ଡାହାଣ ପଟେ ବସିଲେ। ସଠାେରେ ଖ୍ରୀଷ୍ଟ ଏବେ ନିଜ ଶତ୍ରୁମାନଙ୍କୁ ତାହାଙ୍କ ଶକ୍ତି ତଳେ ରହିବା ପାଇଁ ଅପେକ୍ଷା ରେ ଅଛନ୍ତି।
13 Deste momento em diante encontra-se à espera, até que os seus inimigos sejam postos por escabelo de seus pés.
14 ମାତ୍ର ଗୋଟିଏ ବଳିଦାନ ଦ୍ବାରା ଯୀଶୁ ନିଜ ଲୋକମାନଙ୍କୁ ସର୍ବଦା ପାଇଁ ସମ୍ପୂର୍ଣ୍ଣ ସିଦ୍ଧ କରି ଦେଲେ। ସହେି ଲୋକମାନଙ୍କୁ ପବିତ୍ର କରାଯାଇଛି।
14 Porque com uma só oferta ele aperfeiçoou para sempre os que estão santificados;
15 ପବିତ୍ର ଆତ୍ମା ମଧ୍ଯ ଆମ୍ଭକୁ ଏହା ବିଷୟ ରେ କୁହନ୍ତି। ପ୍ରଥମ ରେ ସେ କୁହନ୍ତି :
15 e disto o Espírito Santo também nos é por testemunha, porque depois de haver dito:
16 ପ୍ରଭୁ କହିଲେ, ଭବିଷ୍ଯତ ରେ ମାେ ଲୋକମାନଙ୍କ ସହିତ ମୁଁ ଏହି ଚୁକ୍ତି କରିବି। ମୁଁ ମାେ ନିୟମଗୁଡ଼ିକୁ ସମାନଙ୍କେ ହୃଦୟ ରେ ରଖିବି। ମୁଁ ମାେ ନିୟମଗୁଡ଼ିକୁ ସମାନଙ୍କେ ମନ ରେ ଲେଖିବି। ୟିରିମିୟ 31:33
16 Este é o pacto que farei com eles depois daqueles dias, diz o Senhor: Colocarei as minhas leis em seus corações, e em suas mentes as escreverei;
17 ଏହା ମଧ୍ଯ କୁହନ୍ତି :
17 e de seus pecados e iniquidades não mais me lembrarei.
18 ଓ ଏହିସବୁଗୁଡ଼ିକୁ କ୍ଷମା କରି ଦିଆଗଲା ପରେ, ଆଉ ପାପଗୁଡ଼ିକ ପାଇଁ ବଳିଦାନର କୌଣସି ଆବଶ୍ଯକତା ନାହିଁ।
18 Ora, onde há remissão destes, não há mais oferta pelo pecado.
19 ଅତଏବ ହେ ଭାଇ ଓ ଭଉଣୀମାନେ, ଆମ୍ଭେ ମହାପବିତ୍ର ସ୍ଥାନ ରେ ପ୍ରବେଶ କରିବା ପାଇଁ ପୂର୍ଣ୍ଣ ସ୍ବାଧୀନ ପାଇଛୁ। ଯୀଶୁଙ୍କର ରକ୍ତ କାରଣରୁ ଆମ୍ଭେ ନିର୍ଭୟ ରେ ଏପରି କରିପାରିବା।
19 Tendo, pois, irmãos, ousadia para entrarmos no santíssimo lugar, pelo sangue de Jesus,
20 ଯୀଶୁଙ୍କ ଦ୍ବାରା ଖାଲିେ ଦିଆ ଯାଇଥିବା ଗୋଟିଏ ନୂତନ ବାଟ ଦଇେ ଆମ୍ଭେ ପ୍ରବେଶ କରି ପାରିବା। ଏହା ଏକ ଜୀବନ୍ତ ପଥ। ଏହି ନୂତନ ପଥଟି ପରଦା ମଧ୍ଯ ଦଇେ ଯାଏ ଯାହା କି ଯୀଶୁଙ୍କ ଶରୀର ଅଟେ।
20 por um caminho novo e vivo, que ele consagrou para nós, através do véu, isto é, da sua carne,
21 ପରମେଶ୍ବରଙ୍କ ଘରକୁ ଶାସନ କରୁଥିବା ଭଳି ଆମ୍ଭର ମଧ୍ଯ ଜଣେ ମହାୟାଜକ ଅଛନ୍ତି।
21 e tendo um sumo sacerdote sobre a casa de Deus;
22 ଆମ୍ଭର ଦହେ ଶୁଦ୍ଧ ଜଳ ରେ ସ୍ନାନ କରିଛି। ଅତଏବ ପରମେଶ୍ବରଙ୍କ ପାଖକୁ ସତ୍ଯନିଷ୍ଠା ହୃଦୟ ରେ ଆସ। ଆମ୍ଭ ବିଶ୍ବାସ ହତେୁ ଆମ୍ଭେ ନିଶ୍ଚିତତା ଅନୁଭବ କରିବା ଉଚିତ୍।
22 cheguemo-nos com coração verdadeiro, em inteira certeza de fé; tendo o coração purificado da má consciência, e o corpo lavado com água pura.
23 ଆମ୍ଭର ଭରସାକୁ ଦୃଢ଼ ଭାବରେ ଧରି ରଖ। ଆମ୍ଭେ ନିଜର ଭରସାକୁ ଲୋକମାନଙ୍କ ଆଗ ରେ ବ୍ଯକ୍ତ କରିବାକୁ ରୋକିବା ଉଚିତ୍ ନୁହେଁ। ସେ ଯାହା ପ୍ରତିଜ୍ଞା କଲେ, ତାହା କରିବେ ବୋଲି ଆମ୍ଭେ ପରମେଶ୍ବରଙ୍କଠା ରେ ବିଶ୍ବାସ କରିପାରିବା।
23 Fiquemos, pois, firmes em nossa profissão de fé, sem nos abalar; (porque fiel é aquele que prometeu);
24 ଆମ୍ଭେ ପରସ୍ପର ବିଷୟ ରେ ଚିନ୍ତା କରିବା ଏବଂ ପରସ୍ପରକୁ ଭଲ ପାଇବା ଓ ଭଲ କାମ କରିବା ପାଇଁ ଉତ୍ସାହିତ କରିବା ଉଚିତ୍।
24 e consideremo-nos uns aos outros, para nos estimularmos ao amor e às boas obras.
25 କିଛି ଲୋକ ଯେପରି ମଣ୍ଡଳୀ ଉପାସନା ପରିତ୍ଯାଗ କରନ୍ତି, ଆମ୍ଭେ ସପରେି ଏକାଠି ମିଳିତ ହବୋ ବନ୍ଦ କରିବା ଉଚିତ୍ ନୁହେଁ। ତା' ପରିବର୍ତେ, ସହେି ଦିନଟି ନିକଟତର ହେଉଛି ଦେଖି ଆମ୍ଭମାନେେ ଏକାଠି ମିଳିତ ହାଇେ ପରସ୍ପରକୁ ଅଧିକ ଉତ୍ସାହିତ କରିବା ଉଚିତ୍।
25 Não abandonando a nossa assembleia, como é costume de alguns, antes exortando-nos uns aos outros; e tanto mais, à medida que vedes que aquele dia se aproxima.
26 ସତ୍ଯକୁ ଜାଣିଲା ପରେ ମଧ୍ଯ ଯଦି ଆମ୍ଭେ ପାପକାମ କରି ଚାଲିବା ପାଇଁ ଇଚ୍ଛା କରିବା, ତା' ହେଲେ ସିଦ୍ଧାନ୍ତ ନେଉ, ପାପ ହରଣ କରିବା ପାଇଁ ଆଉ କୌଣସି ବଳିଦାନ ନାହିଁ।
26 Porque se pecamos voluntariamente, depois de termos recebido o conhecimento da verdade, já não resta mais sacrifício pelos pecados.
27 ଆମ୍ଭେ ଯଦି ପାପ କରି ଚାଲୁଥିବା, ତା ହେଲେ ଆମ୍ଭେ ନିଶ୍ଚିତ ଯେ, ଆମ୍ଭ ପାଇଁ ବିଚାରର ଭୟଙ୍କର ଆଶଙ୍କା ରହିଛି, ଓ ପରମେଶ୍ବରଙ୍କ ବିରୋଧୀ ଜୀବନଯାପନ କରୁଥିବା ଲୋକମାନଙ୍କୁ ଗ୍ରାସ କରିବାକୁ ଥିବା ଭୟଙ୍କର ଅଗ୍ନି ଆମ୍ଭ ପାଇଁ ରହିଛି।
27 Porém uma expectação terrível de juízo, e uma indignação ardente que há de devorar os adversários.
28 ଯେଉଁଲୋକ ମାଶାଙ୍କେ ବ୍ଯବସ୍ଥା ମାନିବାକୁ ମନା କଲା, ତାହାକୁ ଦୋଷୀ ପ୍ରମାଣିତ କରିବା ଲାଗି ଦୁଇ ବା ତିନିଜଣ ସାକ୍ଷୀ ଆବଶ୍ଯକ ଥିଲେ। କ୍ଷମା ଦିଆ ନ ଯାଇ, ତାହାକୁ ବଧ କରାଯାଇଥିଲା।
28 Aquele que desprezou a lei de Moisés, morreu sem misericórdia, sob duas ou três testemunhas.
29 ତା' ହେଲେ ଯେଉଁ ଲୋକ ପରମେଶ୍ବରଙ୍କ ପୁତ୍ର ପ୍ରତି ଘୃଣା ପ୍ରଦର୍ଶିତ କରେ, ତା'ପାଇଁ କଣ ଦଣ୍ଡବିଧାନ ହବୋ ଉଚିତ ? ଏହା ନିଶ୍ଚିତ ଯେ ତା'ର ଦଣ୍ଡ ଅଧିକ ଖରାପ ପ୍ରକାରର ହବେ। ନୂତନ ନିୟମ ଆରମ୍ଭ କରି ଥିବା ଉକ୍ତ ପ୍ରତି ଯେଉଁଲୋକ ଅସମ୍ମାନଭାବ ପ୍ରଦର୍ଶିତ କରିଛି, ଓ ଅନୁଗ୍ରହର ଆତ୍ମା ପ୍ରତି ଘୃଣାଭାବ ପ୍ରଦର୍ଶିତ କରିଛି, ସହେି ଲୋକର ଦଣ୍ଡ ଅଧିକ ଖରାପ ପ୍ରକାରର ହବେ କାରଣ ସହେି ରକ୍ତ ସହେି ଲୋକକୁ ଥରେ ପବିତ୍ର କରିଥିଲା।
29 Com quão maior castigo pensais vós que será julgado merecedor aquele que pisar o Filho de Deus, e tiver por profano o sangue do pacto com que foi santificado, e ultrajar ao Espírito da graça?
30 ଆମ୍ଭେ ଜାଣୁ ଯେ, ପରମେଶ୍ବର କହିଥିଲେ : ମନ୍ଦ କାମ କରିଥିବା ଲୋକଙ୍କୁ ମୁଁ ଦଣ୍ଡ ଦବେି, ମୁଁ ତାହାଙ୍କୁ ପ୍ରତିଦାନ ଦବେି।318 ପରମେଶ୍ବର ଆହୁରି ମଧ୍ଯ କହିଥିଲେ : ପ୍ରଭୁ ତାହାଙ୍କ ଲୋକଙ୍କର ବିଚାର କରିବେ। 319
30 Porque conhecemos aquele que disse: A vingança pertence a mim, eu retribuirei, diz o Senhor. E outra vez: O Senhor julgará o seu povo.
31 ଜୀବନ ପରମେଶ୍ବରଙ୍କ ହାତ ରେ ଜଣେ ପାପୀ ପଡ଼ିୟିବା, ଗୋଟିଏ ଭୟଙ୍କର କଥା।
31 Coisa terrível é cair nas mãos do Deus vivo.
32 ପ୍ରଥମଥର ସତ୍ଯ ଜାଣିବା ଦିନଗୁଡ଼ିକୁ ମନେ ପକାଅ। ଅନକେ ପ୍ରକାରର ଯାତନା ସହିତ ତୁମ୍ଭମାନେ ସଂଘର୍ଷ କରିଥିଲ, କିନ୍ତୁ ତୁମ୍ଭମାନେେ ଦୃଢ଼ ରହିଥିଲ।
32 Lembrai-vos, porém, dos dias passados, nos quais, depois de serdes iluminados, suportastes grande combate de aflições.
33 ସେତବେେଳେ ଲୋକେ ତୁମ୍ଭମାନଙ୍କୁ ଘୃଣାପୂର୍ଣ୍ଣ କଥାମାନ କହିଥିଲେ, ଓ ଅନକେ ଲୋକଙ୍କ ଆଗ ରେ ତୁମ୍ଭମାନଙ୍କୁ ଅପଦସ୍ତ କରିଥିଲେ। େ ବେଳବେଳେ ଏହି ଭଳି ଖରାପ ବ୍ଯବହାର ମଧ୍ଯ ଦଇେ ଗତି କରୁଥିବା ଲୋକଙ୍କୁ ତୁମ୍ଭମାନେେ ସାହାୟ୍ଯ କଲ।
33 Em parte, sendo feitos alvos tanto de desonra como de aflições, e também por vos tornardes companheiros dos que assim foram tratados.
34 ଯେଉଁମାନେ ବନ୍ଦୀଘ ରେ ରଖା ଯାଇଥିଲେ, ସମାନଙ୍କେର ଅସୁବିଧାଗୁଡ଼ିକରେ ତୁମ୍ଭମାନେେ ଭାଗନଲେ, ଓ ସମାନଙ୍କେୁ ସାହାୟ୍ଯ କଲ। ତୁମ୍ଭମାନଙ୍କର ଧନ-ସମ୍ପତ୍ତି ସବୁ ତୁମ୍ଭମାନଙ୍କଠାରୁ ନଇେ ୟିବା ପରେ ମଧ୍ଯ ତୁମ୍ଭମାନେେ ଆନନ୍ଦ ରେ ଥିଲ। ତୁମ୍ଭମାନେେ ଆନନ୍ଦ ରେ ରହିଥିଲ, କାରଣ ଜାଣିଥିଲ ଯେ ତୁମ୍ଭମାନଙ୍କ ପାଖ ରେ ଯାହା କିଛି ଅଛି ତାହା ଅତ୍ଯଧିକ ଭଲ। ଏବଂ ତାହା ସବୁଦିନ ପାଇଁ ରହିବ।
34 Pois vos compadecestes de mim em minhas prisões, mas também com alegria aceitastes a espoliação dos vossos bens, sabendo que vós tendes no céu uma possessão melhor e duradoura.
35 ଅତଏବ ପୂର୍ବରୁ ଥିବା ସାହସ ତୁମ୍ଭମାନେେ ହରାଅ ନାହିଁ। ତୁମ୍ଭମାନଙ୍କର ସାହସ ପାଇଁ ତୁମ୍ଭମାନେେ ପ୍ରଚୁର ମାତ୍ରା ରେ ପୁରସ୍କାର ପାଇବ।
35 Não lanceis fora a vossa confiança, a qual tem uma grande recompensa.
36 ତୁମ୍ଭମାନେେ ର୍ଧୈୟ୍ଯବାନ ହବୋ ଦରକାର। ପରମେଶ୍ବର ଯାହା ଇଚ୍ଛା କରନ୍ତି, ସହେି ସବୁ କାମ କରି ସାରିଲା ପରେ, ସେ ଯାହା ପ୍ରତିଜ୍ଞା କରିଛନ୍ତି, ସେ ସବୁ ତୁମ୍ଭମାନେେ ପାଇବ।
36 Porque necessitais de paciência, para que, depois de haverdes feito a vontade de Deus, alcanceis a promessa.
37 ଆଜି ଅଳ୍ପ ସମୟରେ,
37 Porque por mais um pouco de tempo, aquele que há de vir virá, e não tardará.
38 ଯେଉଁ ଲୋକ ମାେ ସହିତ ଧାର୍ମିକ, ତା'ର ବିଶ୍ବାସ ହତେୁ ସେ ଜୀବିତ ରହିବ। କିନ୍ତୁ ଯଦି ସେ ଲୋକ ଭୟ ରେ ମୁହଁ ମାେଡ଼େ, ମୁଁ ତା' ଉପରେ ପ୍ରସନ୍ନ ହବେି ନାହିଁ। ହବକ୍କୂକ୍ 2:3-4
38 Ora, o justo viverá pela fé; mas se algum homem recuar, a minha alma não terá prazer nele.
39 କିନ୍ତୁ ଆମ୍ଭେ ସହେି ଲୋକମାନଙ୍କ ପରି ନୋହୁଁ ଯେଉଁମାନେ ବିମୁଖ ହୁଅନ୍ତି ଓ ହଜିଯାଆନ୍ତି। ଯେଉଁମାନଙ୍କର ବିଶ୍ବାସ ରହିଛି, ଓ ଉଦ୍ଧାର ପାଇଛନ୍ତି ଆମ୍ଭେ ସମାନଙ୍କେ ଭଳି ଅଟୁ।
39 Nós, porém, não somos daqueles que recuam para a perdição, mas daqueles que creem para a salvação da alma.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Hebreus 10, comparar traduções ou montar um estudo — tudo direto pelo WhatsApp.