Hebreus 11
Oriya Bible (GL_ORIYA) vs ACF
1 ବିଶ୍ବାସର ଅର୍ଥ ହେଉଛି ଆମ୍ଭେ ଭରସା କରୁଥିବା ବିଷୟ ପ୍ରତି ସୁନିଶ୍ଚିତତା। ବିଶ୍ବାସ ଏଭଳି ସୁନିଶ୍ଚିତ ବୋଧ ଯେ, ଆମ୍ଭେ ଯାହା ନ ଦେଖୁ, ତାହା ବାସ୍ତବ ବୋଲି ଜାଣୁ।
1 Ora, a fé é o firme fundamento das coisas que se esperam, e a prova das coisas que se não vêem.
2 ପ୍ରାଚୀନ କାଳ ରେ, ଲୋକମାନଙ୍କର ଏହି ଭଳି ବିଶ୍ବାସ ଥିଲା ବୋଲି, ପରମେଶ୍ବର ସମାନଙ୍କେ ଉପରେ ପ୍ରସନ୍ନ ଥିଲେ।
2 Porque por ela os antigos alcançaram testemunho.
3 ବିଶ୍ବାସ ଦ୍ବାରା ଆମ୍ଭେ ବୁଝିଛୁ ଯେ ସମଗ୍ର ସୃଷ୍ଟିର ରଚନା ପରମେଶ୍ବର ନିଜ ଆଜ୍ଞା ବଳ ରେ କରିଥିଲେ। ଏହାର ଅର୍ଥ ଯେ, ଆମ୍ଭକୁ ଦିଶୁଥିବା ବିଷୟଗୁଡ଼ିକର ସୃଷ୍ଟି ଅଦୃଶ୍ଯ ବିଷୟ ଦ୍ବାରା ହାଇେଛି।
3 Pela fé entendemos que os mundos pela palavra de Deus foram criados; de maneira que aquilo que se vê não foi feito do que é aparente.
4 କଯିନ ଓ ହବେଲ ଦୁ ହେଁ ପରମେଶ୍ବରଙ୍କୁ ବଳି ଉତ୍ସର୍ଗ କଲେ। କିନ୍ତୁ ବିଶ୍ବାସ ଥିବା ହତେୁ ହବେଲ ଭଲ ବଳି ଉତ୍ସର୍ଗ କଲେ। ପରମେଶ୍ବର କହିଲେ, ଯେ, ସେ ହବେଲ ଉତ୍ସର୍ଗ କରିଥିବା ବଳି ପାଇଁ ପ୍ରସନ୍ନ ଥିଲେ। ପରମେଶ୍ବରଙ୍କଠା ରେ ହବେଲର ବିଶ୍ବାସ ହତେୁ ତାହାକୁ ଭଲ ଲୋକ ବୋଲି କହିଲେ। ହବେଲ ମରି ଯାଇଛି କିନ୍ତୁ ନିଜ ବିଶ୍ବାସ ହତେୁ ଏବେ ସୁଦ୍ଧା ସେ କଥା କହୁଛି।
4 Pela fé Abel ofereceu a Deus maior sacrifício do que Caim, pelo qual alcançou testemunho de que era justo, dando Deus testemunho dos seus dons, e por ela, depois de morto, ainda fala.
5 ବିଶ୍ବାସ ହତେୁ ହନୋକଙ୍କୁ ଏହି ପୃଥିବୀରୁ ଉଠାଇ ନିଆ ହେଲା। ସେ କବେବେି ମୃତ୍ଯୁ ଅନୁଭବ କଲେ ନାହିଁ। ଶାସ୍ତ୍ର କୁ ହେ ଯେ, ହନୋକଙ୍କୁ ଉଠାଇ ନଇେ ୟିବା ପୂର୍ବରୁ ସେ ପରମେଶ୍ବରଙ୍କୁ ସନ୍ତୁଷ୍ଟ କରିଥିଲେ। ପରେ ଲୋକେ ତାହାଙ୍କୁ ଖାଜେି ପାରିଲେ ନାହିଁ, କାରଣ ପରମେଶ୍ବର ହନୋକଙ୍କୁ ନିଜ ସହିତ ରହିବା ଲାଗି ନଇଗେଲେ।
5 Pela fé Enoque foi trasladado para não ver a morte, e não foi achado, porque Deus o trasladara; visto como antes da sua trasladação alcançou testemunho de que agradara a Deus.
6 ବିଶ୍ବାସ ବିନା ଜଣେ ପରମେଶ୍ବରଙ୍କୁ ପ୍ରସନ୍ନ କରି ପାରିବ ନାହିଁ। ପରମେଶ୍ବରଙ୍କ ପାଖକୁ ଆସୁଥିବା ପ୍ରେତ୍ୟକକ ଲୋକ ପରମେଶ୍ବର ଅଛନ୍ତି ବୋଲି ବିଶ୍ବାସ କରିବା ଉଚିତ୍। ୟିଏ ପରମେଶ୍ବରଙ୍କ ପାଖକୁ ଆସିବ ସେ ବିଶ୍ବାସ କରିବା ଦରକାର ଯେ ୟିଏ ପ୍ରକୃତ ରେ ତାହାଙ୍କୁ ଖୋଜେ, ପରମେଶ୍ବର ତାହାକୁ ପୁରସ୍କାର ପ୍ରଦାନ କରନ୍ତି।
6 Ora, sem fé é impossível agradar-lhe; porque é necessário que aquele que se aproxima de Deus creia que ele existe, e que é galardoador dos que o buscam.
7 କେତକେ ଦେଖି ନ ପାରୁ ଥିବା ବିଷୟଗୁଡ଼ିକ ପ୍ରତି ପରମେଶ୍ବର ନୋହଙ୍କୁ ସତର୍କ କରି ଦଇେଥିଲେ। ନୋହଙ୍କର ପରମେଶ୍ବରଙ୍କ ପ୍ରତି ବିଶ୍ବାସ ଓ ଭକ୍ତିଭାବ ଥିଲା। ଅତଏବ ନୋହ ନିଜ ପରିବାରକୁ ରକ୍ଷା କରିବାକୁ ଯାଇ ବଡ଼ ଜାହାଜଟିଏ ତିଆରି କଲେ। ନିଜ ବିଶ୍ବାସ ବଳ ରେ ନୋହ ଦଖାଇେଲେ ଯେ, ଜଗତ ଦୋଷୀ ଥିଲା। ଯେଉଁମାନଙ୍କୁ ପରମେଶ୍ବର ବିଶ୍ବାସ ବଳ ରେ ଧାର୍ମିକ କରନ୍ତି, ସମାନଙ୍କେ ଭିତରୁ ନୋହ ଜଣେ ଥିଲେ।
7 Pela fé Noé, divinamente avisado das coisas que ainda não se viam, temeu e, para salvação da sua família, preparou a arca, pela qual condenou o mundo, e foi feito herdeiro da justiça que é segundo a fé.
8 ପରମେଶ୍ବର ଅବ୍ରହାମଙ୍କୁ ତାହାଙ୍କ ସ୍ଥାନ ଛାଡ଼ିବାକୁ, ଓ ଅନ୍ୟ ଗୋଟିଏ ସ୍ଥାନକୁ ୟିବା ପାଇଁ ଡାକିଲେ। ପରମେଶ୍ବର ତାହାଙ୍କୁ ସହେି ଦେଶ ଦବୋ ପାଇଁ ପ୍ରତିଜ୍ଞା କରିଥିଲେ। ସେ କେଉଁଠାକୁ ଯାଉଅଛନ୍ତି, ତାହା ଅବ୍ରହାମ ଜାଣି ନ ଥିଲେ। କିନ୍ତୁ ଅବ୍ରହାମ ନିଜ ବିଶ୍ବାସ ଦ୍ବାରା ମାନିଲେ, ଓ ସହେି ସ୍ଥାନ ପାଇଁ ପ୍ରସ୍ଥାନ କଲେ।
8 Pela fé Abraão, sendo chamado, obedeceu, indo para um lugar que havia de receber por herança; e saiu, sem saber para onde ia.
9 ପରମେଶ୍ବର ପ୍ରତିଜ୍ଞା ଅନୁସାରେ ଅବ୍ରହାମ ସହେି ସ୍ଥାନ ରେ ରହିଲେ। ସେ ଜଣେ ଯାତ୍ରୀ ଭଳି ରହିଲେ, ଜଣେ ବାସିନ୍ଦା ଭଳି ନୁହେଁ। ବିଶ୍ବାସ ଥିବା ହତେୁ ସେ ଏପରି କଲେ। ଇସ୍ହାକ ଓ ଯାକୁବଙ୍କ ସହିତ ଅବ୍ରହାମ ତମ୍ବୁ ରେ ରହିଲେ। ଇସ୍ହାକ ଓ ଯାକୁବ ମଧ୍ଯ
9 Pela fé habitou na terra da promessa, como em terra alheia, morando em cabanas com Isaque e Jacó, herdeiros com ele da mesma promessa.
10 ପରମେଶ୍ବରଙ୍କଠାରୁ ସହେି ପ୍ରତିଜ୍ଞା ପାଇଥିଲେ।। ଅବ୍ରହାମ ସୁଦୃଢ଼ ମୂଳଦୁଆ ଥିବା ନଗରୀ320 ର ଅପେକ୍ଷା ରେ ଥିଲେ। ପରମେଶ୍ବର ସ୍ବଯଂ ସହେି ନଗରୀଟିର ଯୋଜନା ଓ ନିର୍ମାଣ କରିଥିଲେ।
10 Porque esperava a cidade que tem fundamentos, da qual o artífice e construtor é Deus.
11 ପିଲାପିଲି ହବୋ ପାଇଁ ଅବ୍ରହାମଙ୍କର ବୟସ ଅଧିକ ହାଇେ ଯାଇଥିଲା। ଆହୁରି ମଧ୍ଯ ସାରାର ପିଲାପିଲି ହାଇେ ପାରି ନ ଥିଲା। କିନ୍ତୁ ପରମେଶ୍ବରଙ୍କଠା ରେ ଅବ୍ରହାମଙ୍କର ବିଶ୍ବାସ ଥିଲା, ଅତଏବ ପରମେଶ୍ବର ସମାନଙ୍କେୁ ସନ୍ତାନ ହବୋ ପାଇଁ ସକ୍ଷମ କଲେ। ପରମେଶ୍ବରଙ୍କ ପ୍ରତିଜ୍ଞା ପୂରଣ କରିବା ବିଷୟ ରେ ଅବ୍ରହାମ ତାହାଙ୍କ ଉପରେ ବିଶ୍ବାସ ରଖିଥିଲେ।
11 Pela fé também a mesma Sara recebeu a virtude de conceber, e deu à luz já fora da idade; porquanto teve por fiel aquele que lho tinha prometido.
12 ଏହି ଲୋକ ଜଣକ ଏତେ ବୃଦ୍ଧ ଥିଲେ ଯେ ସେ ମୃତବତ ଥିଲେ। କିନ୍ତୁ ସହେି ଜଣେ ଲୋକଙ୍କଠାରୁ ଆକାଶର ତାରାଗଣ ଓ ସମୁଦ୍ର କୂଳର ବାଲି ଭଳି ଅସଂଖ୍ଯ ସନ୍ତାନ ଜନ୍ମଗ୍ରହଣ କଲେ।
12 Por isso também de um, e esse já amortecido, descenderam tantos, em multidão, como as estrelas do céu, e como a areia inumerável que está na praia do mar.
13 ସହେି ସମସ୍ତ ମହାନ ଲୋକ ମୃତ୍ଯୁ ପର୍ୟ୍ଯନ୍ତ ନିଜର ବିଶ୍ବାସ ସହିତ ଜୀବିତ ରହିଲେ। ପରମେଶ୍ବର ନିଜ ଲୋକଙ୍କୁ ପ୍ରତିଜ୍ଞା କରିଥିବା ବସ୍ତୁମାନ ସହେି ଲୋକମାନେ ପାଇଲେ ନାହିଁ। ସମାନେେ ଖାଲି ଦେଖିଲେ ଯେ, ସହେି ବିଷୟଗୁଡ଼ିକ ସୁଦୂର ଭବିଷ୍ଯତ ରେ ଆସିବ, ଓ ସମାନେେ ( ସତେିକି ରେ) ଖୁସି ହେଲେ। ସମାନେେ ଗ୍ରହଣ କରି ନେଲେ ଯେ ସମାନେେ ଏହି ପୃଥିବୀ ରେ ଯାତ୍ରୀ ଓ ଅପରିଚିତ ବ୍ଯକ୍ତି ଅଟନ୍ତି।
13 Todos estes morreram na fé, sem terem recebido as promessas; mas vendo-as de longe, e crendo-as e abraçando-as, confessaram que eram estrangeiros e peregrinos na terra.
14 ଯେଉଁ ଲୋକମାନେ ସହେିଭଳି କଥା ମାନି ନିଅନ୍ତି, ସମାନେେ ସମାନଙ୍କେର ନିଜର ଗୋଟିଏ ଦେଶ ପାଇଁ ଅପେକ୍ଷାରତ ଅଛନ୍ତି ବୋଲି ପ୍ରଦର୍ଶିତ କରନ୍ତି।
14 Porque, os que isto dizem, claramente mostram que buscam uma pátria.
15 ଯଦି ସମାନେେ ପୂର୍ବରୁ ଛାଡ଼ି ଥିବା ଦେଶ ବିଷୟ ରେ ଭାବୁ ଥିଲେ, ସମାନେେ ସହେି ସ୍ଥାନକୁ ଫରେିବାକୁ ଗୋଟିଏ ସୁଯୋଗ ଖାଜେି ପାଇ ପାରିଥାଆନ୍ତେ।
15 E se, na verdade, se lembrassem daquela de onde haviam saído, teriam oportunidade de tornar.
16 କିନ୍ତୁ ବାସ୍ତବିକ ସମାନେେ ଗୋଟିଏ ଅପେକ୍ଷାକୃତ ଭଲ ଦେଶ ପାଇଁ ଅପେକ୍ଷା କରୁେଥିଳେ, ଯାହାକି ଗୋଟିଏ ସ୍ବର୍ଗୀୟ ଦେଶ। ତେଣୁ ପରମେଶ୍ବର ସଙ୍କତେ କଲେ ନାହିଁ, ସମାନଙ୍କେର ପରମେଶ୍ବର ଭାବରେ ପରିଚିତ ହବୋ ପାଇଁ। ସହେି ଲୋକମାନଙ୍କ ଲାଗି ପରମେଶ୍ବର ଗୋଟିଏ ନଗର ତିଆରି କରି ରଖିଅଛନ୍ତି।
16 Mas agora desejam uma melhor, isto é, a celestial. Por isso também Deus não se envergonha deles, de se chamar seu Deus, porque já lhes preparou uma cidade.
17 ପରମେଶ୍ବର ଅବ୍ରହାମଙ୍କୁ ପରୀକ୍ଷା କରିଥିଲେ। ଅବ୍ରହାମଙ୍କୁ ପରମେଶ୍ବର କହିଥିଲେ ଯେ, ଇସ୍ହାକଙ୍କୁ ବଳିରୂପେ ସମର୍ପିତ କରିବ। ଅବ୍ରହାମଙ୍କ ବିଶ୍ବାସ ଥିବାରୁ ସେ ତାହା ମାନିଲେ। ପରମେଶ୍ବରଙ୍କଠାରୁ ଅବ୍ରହାମ ପୂର୍ବରୁ ପ୍ରତିଜ୍ଞା ପାଇଥିଲେ।
17 Pela fé ofereceu Abraão a Isaque, quando foi provado; sim, aquele que recebera as promessas ofereceu o seu unigênito.
18 ପରମେଶ୍ବର ଅବ୍ରହାମଙ୍କୁ କହି ସାରିଥିଲେ ଯେ, ଇସହାକଙ୍କ ଦ୍ବାରା ତୁମ୍ଭର ବଂଶଧରମାନେ ଆସିବେ। କିନ୍ତୁ ନିଜର ଏକମାତ୍ର ପୁତ୍ର ଇସ୍ହାକଙ୍କୁ ସେ ସମର୍ପିତ କରିବା ପାଇଁ ପ୍ରସ୍ତୁତ ଥିଲେ। ବିଶ୍ବାସ ଥିବାରୁ ଅବ୍ରହାମ ଏପରି କଲେ।
18 Sendo-lhe dito: Em Isaque será chamada a tua descendência, considerou que Deus era poderoso para até dentre os mortos o ressuscitar;
19 ଅବ୍ରହାମ ବିଶ୍ବାସ କରିଥିଲେ ଯେ, ପରମେଶ୍ବର ଲୋକମାନଙ୍କୁ ମୃତ୍ଯୁରୁ ଉଠାଇ ଆଣି ପାରିବେ। ପ୍ରକୃତ ରେ ଯେତବେେଳେ ସେ ଇସ୍ହାକଙ୍କୁ ମାରିବା ପାଇଁ ଗଲା ବେଳେ ପରମେଶ୍ବର ଅବ୍ରହାମଙ୍କୁ ଅଟକାଇ ଦେଲେ। ସେତବେେଳେ ଅବ୍ରହାମ ଯେପରି ଇସ୍ହାକଙ୍କୁ ମୃତ୍ଯୁରୁ ଫରେି ପାଇଲେ।
19 E daí também em figura ele o recobrou.
20 ବିଶ୍ବାସ କାରଣରୁ ଇସ୍ହାକ, ଯାକୁବ ଓ ଏସୌଙ୍କୁ ସମାନଙ୍କେ ଭବିଷ୍ଯତ ବିଷୟ ରେ ଆଶୀର୍ବାଦ ଦେଲେ।
20 Pela fé Isaque abençoou Jacó e Esaú, no tocante às coisas futuras.
21 ବିଶ୍ବାସ କାରଣରୁ ହିଁ, ମଲାବେଳେ ଯାକୁବ, ଯୋଷଫଙ୍କେ ପ୍ରେତ୍ୟକକ ପୁତ୍ରକୁ ଆଶୀର୍ବାଦ କଲେ। ସେ ନିଜର ବାଡ଼ି ଉପରେ ନଇଁ ପଡ଼ି ପରମେଶ୍ବରଙ୍କୁ ଉପାସନା କଲେ।
21 Pela fé Jacó, próximo da morte, abençoou cada um dos filhos de José, e adorou encostado à ponta do seu bordão.
22 ବିଶ୍ବାସ ଦ୍ବାରା ହଁ, ନିଜର ଶଷେ ସମୟ ନିକଟ ହବୋ ପୂର୍ବରୁ ଯୋଷଫେ ଇଶ୍ରାୟେଲ ନିବାସୀମାନଙ୍କର ମିଶର ଦେଶରୁ ନିର୍ଗମନ ବିଷୟ ରେ, ତାହାଙ୍କ ମୃତ୍ଯୁ ପରେ ତାହାଙ୍କୁ କିପରି କବର ଦବେେ, ସେ ବିଷୟ ରେ କହିଥିଲେ।
22 Pela fé José, próximo da morte, fez menção da saída dos filhos de Israel, e deu ordem acerca de seus ossos.
23 ବିଶ୍ବାସ ଦ୍ବାରା ମୁଁ, ମାଶାଙ୍କେର ମା ଓ ବାପା ମାଶାଙ୍କେୁ ଜନ୍ମ ଦଲୋ ପରେ ତନିମାସ ଧରି ଲୁଚାଇ ରଖିଲେ। କାରଣ ସମାନେେ ଦେଖିଲେ ଯେ ମାଶାେ ସୁନ୍ଦର ଶିଶୁଟିଏ। ସମାନେେ ରାଜାଜ୍ଞାକୁ ଅବଜ୍ଞା କରିବାକୁ ଭୟ କରି ନ ଥିଲେ।
23 Pela fé Moisés, já nascido, foi escondido três meses por seus pais, porque viram que era um menino formoso; e não temeram o mandamento do rei.
24 ମାଶାେ ବଡ଼ ହାଇେ ମଣିଷ ହେଲେ। ସେ ଫାରୋଙ୍କ ଝିଅର ପୁତ୍ର ହବୋ ପାଇଁ ମନା କଲେ।
24 Pela fé Moisés, sendo já grande, recusou ser chamado filho da filha de Faraó,
25 ସେ ପାପର କ୍ଷଣକ ସୁଖଭୋଗ କରିବା ପାଇଁ ଚାହିଁଲେ ନାହିଁ। ତା' ପରିବର୍ତେ ସେ ଈଶ୍ବରଙ୍କ ଲୋକମାନଙ୍କ ସହ୍ଯ ହେଉଥିବା ଦୁର୍ବ୍ଯବହାର ସହିବା ପସନ୍ଦ କଲେ। ନିଜର ବିଶ୍ବାସ ହତେୁ ସେ ଏପରି କଲେ।
25 Escolhendo antes ser maltratado com o povo de Deus, do que por um pouco de tempo ter o gozo do pecado;
26 ମିଶର ଦେଶର ସମସ୍ତ ଧନଭଣ୍ଡାର ପ୍ରାପ୍ତ କରିବା ବଦଳ ରେ ଖ୍ରୀଷ୍ଟଙ୍କ ପାଇଁ କଷ୍ଟ ସହନ କରିବା, ମାଶାେ ଅପେକ୍ଷାକୃତ ଭଲ ମନେ କଲେ। ପରମେଶ୍ବରଙ୍କ ଦ୍ବାରା ଭବିଷ୍ଯତ ରେ ମିଳିବାକୁ ଥିବା ପ୍ରତିଦାନ ପାଇଁ ସେ ପ୍ରତୀକ୍ଷା କଲେ।
26 Tendo por maiores riquezas o vitupério de Cristo do que os tesouros do Egito; porque tinha em vista a recompensa.
27 ନିଜ ବିଶ୍ବାସ କାରଣରୁ ମାଶାେ ମିଶର ଦେଶ ଛାଡ଼ିଲେ। ସେ ରାଜାଙ୍କର କୋରଧ ପ୍ରତି ଭୟଭୀତ ନ ଥିଲେ। ସେ ଅନ୍ୟମାନଙ୍କୁ ଅଦୃଶ୍ଯ ପରମେଶ୍ବରଙ୍କୁ ଦେଖି ପାରିଲା ଭଳି ନିଜ ବିଶ୍ବାସ ରେ ଦୃଢ଼ ଥିଲେ।
27 Pela fé deixou o Egito, não temendo a ira do rei; porque ficou firme, como vendo o invisível.
28 ମାଶାେ ନିସ୍ତାର ଭୋଜି321 (ପର୍ବ) କରି ଦ୍ବାର ମାନଙ୍କ ରେ ରକ୍ତ ସିଞ୍ଚନ କଲେ। ଯିହୂଦୀମାନଙ୍କର ପ୍ରଥମଜାତ ସନ୍ତାନମାନଙ୍କୁ ମୃତ୍ଯୁର ଦୂତ ଯେପରି ମରି ପାରିବେ ନାହିଁ, ସେଥିପାଇଁ ମାଶାେ ଏପରି କଲେ। ମାଶାଙ୍କେର ବିଶ୍ବାସ ଥିବାରୁ ସେ ଏପରି କଲେ।
28 Pela fé celebrou a páscoa e a aspersão do sangue, para que o destruidor dos primogênitos lhes não tocasse.
29 ବିଶ୍ବାସଥିବା ହତେୁ ହିଁ ମାଶାଙ୍କେ ନତେୃତ୍ବ ରେ ସମସ୍ତେ ସୁଫସାଗର ମଧ୍ଯ ଦଇେ ଶୁଖିଲା ଭୂଇଁ ଥିଲା ଭଳି ଚାଲିଚାଲି ପାର ହାଇଗେଲେ। ଯେତବେେଳେ ମିଶରଦେଶର ଲୋକେ ସୁଫସାଗର ଦଇେ ୟିବାପାଇଁ ଚେଷ୍ଟା କଲେ ସମାନେେ ବୁଡ଼ି ଗଲେ।
29 Pela fé passaram o Mar Vermelho, como por terra seca; o que intentando os egípcios, se afogaram.
30 ଈଶ୍ବରଙ୍କ ଲୋକମାନଙ୍କ ବିଶ୍ବାସ ହତେୁ ଯିରୀହାେ ନଗରର ପାଚରେୀଗୁଡ଼ିକ ସମାନେେ ସାତଦିନ ପରିକ୍ରମା କଲାପରେ, ଭାଙ୍ଗି ପଡ଼ିଗଲା।
30 Pela fé caíram os muros de Jericó, sendo rodeados durante sete dias.
31 ନିଜର ବିଶ୍ବାସ ଦ୍ବାରା, ରାହବ ନାମ୍ନୀ ବେଶ୍ଯା, ଇଶ୍ରାୟେଲର ଗୁପ୍ତଚରମାନଙ୍କୁ ମିତ୍ର ଭଳି ସ୍ବାଗତ କଲା, ଓ ସମାନଙ୍କେୁ ସାହାୟ୍ଯ କଲା, ଓ ଅନ୍ୟ ଯେଉଁ ଲୋକମାନେ ମାନିବାକୁ ମନା କରିଥିଲେ, ସମାନଙ୍କେ ସହିତ ମୃତ ହେଲା ନାହିଁ।
31 Pela fé Raabe, a meretriz, não pereceu com os incrédulos, acolhendo em paz os espias.
32 ମୁଁ ଅଧିକ ଆଉ କ'ଣ କହିବି, ଓ କି ଉଦାହରଣମାନ ପ୍ରସ୍ତୁତ କରିବି ? ଗିଦିଯୋନ, ବାରାକ, ଶାମ୍ଶୋନ, ୟିପ୍ତାହ ଦାଉଦ, ଶାମୁଯଲେ, ଓ ଭବିଷ୍ଯଦ୍ ବକ୍ତାମାନଙ୍କ ବିଷୟ ରେ କହିବା ପାଇଁ ମାେ ପାଖ ରେ ଅଧିକ ସମୟ ନାହିଁ,
32 E que mais direi? Faltar-me-ia o tempo contando de Gideão, e de Baraque, e de Sansão, e de Jefté, e de Davi, e de Samuel e dos profetas,
33 ସେ ସମସ୍ତଙ୍କର ବହୁତ ଅଧିକ ବିଶ୍ବାସ ଥିଲା। ସହେି ବିଶ୍ବାସ ବଳ ରେ ସମାନେେ ସାମ୍ରାଜ୍ଯଗୁଡ଼ିକୁ ପରାସ୍ତ କରିଥିଲେ। ସମାନେ ସମସ୍ତେ ଧାର୍ମିକ କାର୍ୟ୍ଯ କଲେ, ପରମେଶ୍ବରଙ୍କ ପ୍ରତିଜ୍ଞାର ବିଷୟଗୁଡ଼ିକ ପାଇଲେ। ସମାନେେ ନିଜ ବିଶ୍ବାସ ଦ୍ବାରା ସିଂହମାନଙ୍କର ମୁହଁ ବନ୍ଦ କଲେ।
33 Os quais pela fé venceram reinos, praticaram a justiça, alcançaram promessas, fecharam as bocas dos leões,
34 ସହେି ବିଶ୍ବାସ ବଳ ରେ କେତେ ଜଣ ଅଗ୍ନିର ଶକ୍ତି ବନ୍ଦ କଲେ, ଓ କେତେ ଲୋକ ଖଡ୍ଗ ଦ୍ବାରା ମରିବାରୁ ରକ୍ଷା ପାଇଲେ। ବିଶ୍ବାସ କାରଣରୁ ଦୁର୍ବଳ ଲୋକ ଶକ୍ତିଶାଳୀ ହେଲେ। ସମାନେେ ୟୁଦ୍ଧ ରେ ଶକ୍ତିଶାଳୀ ହାଇେ ଶତୃ ସନୋଙ୍କୁ ପରାସ୍ତ କଲେ।
34 Apagaram a força do fogo, escaparam do fio da espada, da fraqueza tiraram forças, na batalha se esforçaram, puseram em fuga os exércitos dos estranhos.
35 ମୃତ୍ଯୁରୁ ଲୋକମାନେ ପୁନଃଜୀବିତ ହାଇେ ପରିବାର ରେ ନିଜ ନାରୀମାନଙ୍କ ପାଖକୁ ଗଲେ। ଅନ୍ୟ ଲୋକମାନଙ୍କୁ ଯାତନା ଦିଆ ହେଲା, ସମାନେେ ସ୍ବାଧୀନ ହବୋକୁ ଚାହିଁଲେ ନାହିଁ କାରଣ ସମାନେେ ମୃତ୍ଯୁରୁ ପୁନଃଜୀବନ ଲାଭ କରି ଗୋଟିଏ ଅଧିକ ଭଲ ଜୀବନ ପାଇ ପାରିବେ ବୋଲି ଭାବି ଏହି ସବୁ କାର୍ୟ୍ଯ କରିଥିଲେ।
35 As mulheres receberam pela ressurreição os seus mortos; uns foram torturados, não aceitando o seu livramento, para alcançarem uma melhor ressurreição;
36 କେତେ ଲୋକ ହାସ୍ଯର ପାତ୍ର ହେଲେ ଓ କୋରଡ଼ା ଆଘାତ ପାଇଲେ। ଅନ୍ୟମାନେ ବନ୍ଧା ହେଲେ, ଓ ବନ୍ଦୀଘ ରେ ରଖା ଗଲେ।
36 E outros experimentaram escárnios e açoites, e até cadeias e prisões.
37 ସମାନଙ୍କେୁ ପଥର ମାରି ଦିଆ ହେଲା, ଓ କରତ ରେ ଦୁଇଫାଳ କରି ଚିରି ଦିଆ ହେଲା। କେତକଙ୍କେୁ ଖଡ୍ଗଦ୍ବାରା ମାରି ଦିଆ ହେଲା। ସମାନଙ୍କେ ଭିତରୁ କେତେ ଜଣ ମଷେ ଓ ଛଳେିର ଚମଡ଼ା ପିନ୍ଧିଲେ। ସମାନେେ ଗରିବ ଥିଲେ, ନିର୍ୟ୍ଯାତିତ ହେଲେ, ଓ ଅନ୍ୟମାନଙ୍କ ଦ୍ବାରା ମନ୍ଦ ବ୍ଯବହାର ପାଇଲେ।
37 Foram apedrejados, serrados, tentados, mortos ao fio da espada; andaram vestidos de peles de ovelhas e de cabras, desamparados, aflitos e maltratados
38 ଏହି ମହାନ୍ ଲୋକମାନଙ୍କ ଲାଗି ପୃଥିବୀ ଉପୟୁକ୍ତ ନ ଥିଲା। ସମାନେେ ମରୁଭୂମିରେ ଓ ପାହାଡ଼ ରେ ବୁଲିଲେ ଓ ଗୁମ୍ଫା ଏବଂ ଭୂମିରେ ଥିବା ଗାତମାନଙ୍କ ରେ ନିଜକୁ ଲୁଚାଇ ରଖିଲେ।
38 (Dos quais o mundo não era digno), errantes pelos desertos, e montes, e pelas covas e cavernas da terra.
39 ଏହି ସମସ୍ତ ଲୋକମାନେ ନିଜର ବିଶ୍ବାସ ପାଇଁ ଜଣା ଶୁଣା। କିନ୍ତୁ ଏମାନଙ୍କ ଭିତରୁ କହେି ହେଲ ପରମେଶ୍ବରଙ୍କ ମହାନ୍ ପ୍ରତିଜ୍ଞା ପାଇପାରି ନ ଥିଲେ।
39 E todos estes, tendo tido testemunho pela fé, não alcançaram a promessa,
40 ପରମେଶ୍ବର ଆମ୍ଭକୁ କିଛି ଅପେକ୍ଷାକୃତ ଭଲ ଦବୋ ପାଇଁ ଯୋଜନା କରିଥିଲେ। ପରମେଶ୍ବରଙ୍କ ଯୋଜନା ଥିଲା ଯେ, ସମାନେେ କବଳେ ଆମ୍ଭ ସହିତ ପରିପୂର୍ଣ୍ଣ ହବେେ।
40 Provendo Deus alguma coisa melhor a nosso respeito, para que eles sem nós não fossem aperfeiçoados.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Hebreus 11, comparar traduções ou montar um estudo — tudo direto pelo WhatsApp.