Hebreus 13

Oriya Bible (GL_ORIYA) vs VC

Sair da comparação
VC Versão Católica
1 ଖ୍ରୀଷ୍ଟଙ୍କଠା ରେ ଥିବା ତୁମ୍ଭର ଭାଇ ଓ ଭଉଣୀମାନଙ୍କ ପାଇଁ ପ୍ ରମେଭାବ ରଖିଥାଅ।
1 Conserve-se entre vós a caridade fraterna.
2 ନିଜ ଘ ରେ ସ୍ବାଗତ ଜଣାଇ ସର୍ବଦା ଲୋକଙ୍କୁ ସାହାୟ୍ଯ କରିବା କଥା ମନେ ରଖ। କେତବେେଳେ ଏହିପରି କରି ଅଜାଣତ ରେ ସ୍ବର୍ଗଦୂତମାନଙ୍କୁ ସାହାୟ୍ଯ କରିଛନ୍ତି।
2 Não vos esqueçais da hospitalidade, pela qual alguns, sem o saberem, hospedaram anjos.
3 ବନ୍ଦୀଘ ରେ ଥିବା ସହେି ଲୋକମାନଙ୍କୁ ଭୁଲି ଯାଅ ନାହିଁ। ତୁମ୍ଭମାନେେ ନିଜେ ମଧ୍ଯ ବନ୍ଦୀଘ ରେ ଥିବା ଭଳି ସମାନଙ୍କେୁ ମନେ ରଖ। ଯେଉଁମାନେ ଯାତନା ପାଉଛନ୍ତି, ସମାନଙ୍କେୁ ମଧ୍ଯ ଭୁଲ ନାହିଁ। ମନେ ରଖ ଯେ, ତୁମ୍ଭମାନେେ ମଧ୍ଯ ସମାନଙ୍କେ ସ୍ଥାନ ରେ ଭବିଷ୍ଯତ ରେ ରହିପାର।
3 Lembrai-vos dos encarcerados, como se vós mesmos estivésseis presos com eles. E dos maltratados, como se habitásseis no mesmo corpo com eles.
4 ବିବାହକୁ ସବୁଲୋକଙ୍କ ଦ୍ବାରା ସମ୍ମାନ ମିଳିବା ଆବଶ୍ଯକ। ପ୍ରେତ୍ୟକକ ବିବାହକୁ କବଳେ ଦୁଇ ଜଣକ ଭିତ ରେ ନିର୍ଦ୍ଦିଷ୍ଟ ରଖିବା ଉଚିତ। ଯେଉଁମାନେ ୟୌନଗତ ପାପ ଓ ବ୍ଯଭିଚାର କରୁଛନ୍ତି ପରମେଶ୍ବର ସମାନଙ୍କେୁ ଦୋଷୀ ବୋଲି ବିଚାର କରିବେ।
4 Vós todos considerai o matrimônio com respeito e conservai o leito conjugal imaculado, porque Deus julgará os impuros e os adúlteros.
5 ନିଜ ଜୀବନକୁ ଧନର ଲୋଭରୁ ମୁକ୍ତ ରଖ। ତୁମ୍ଭମାନଙ୍କ ପାଖ ରେ ଯାହା ଅଛି, ସେଥି ରେ ସନ୍ତାଷେ ଲାଭ କର। ପରମେଶ୍ବର କହିଛନ୍ତି :
5 Vivei sem avareza. Contentai-vos com o que tendes, pois Deus mesmo disse: Não te deixarei nem desampararei {Dt 31,6}.
6 ଅତଏବ ଆମ୍ଭେ ନିଃସନ୍ଦହେ ଭାବରେ କହିପାରିବା :
6 Por isso é que podemos dizer com confiança: O Senhor é meu socorro, e nada tenho que temer. Que me poderá fazer o homem {Sl 117,6}?
7 ତୁମ୍ଭମାନେେ ତୁମ୍ଭମାନଙ୍କର ନେତାମାନଙ୍କୁ ମନେ ପକାଅ। ସମାନେେ ପରମେଶ୍ବରଙ୍କ ବାକ୍ଯ ତୁମ୍ଭମାନଙ୍କୁ ଶିଖାଇଛନ୍ତି। ସମାନେେ କିପରି ଜୀବନଯାପନ କରିଥିଲେ, ଓ ମୃତ୍ଯୁ ଭୋଗ କଲେ ତାହା ମନେ ପକାଅ, ଏବଂ ସମାନଙ୍କେର ବିଶ୍ବାସର ଉଦାହରଣକୁ ଅନୁସରଣ କର।
7 Lembrai-vos de vossos guias que vos pregaram a palavra de Deus. Considerai como souberam encerrar a carreira. E imitai-lhes a fé.
8 ଯୀଶୁଖ୍ରୀଷ୍ଟ ଗତକାଲି, ଆଜି ଓ ସବୁ ସମୟ ପାଇଁ ସମାନ ଅଟନ୍ତି।
8 Jesus Cristo é sempre o mesmo: ontem, hoje e por toda a eternidade.
9 ନାନା ପ୍ରକାରର ଅଜଣା ଶିକ୍ଷା ଦ୍ବାରା ଭୁଲ ବାଟରେ ପରିଚାଳିତ ହୁଅ ନାହିଁ। ତୁମ୍ଭମାନଙ୍କର ହୃଦୟ ଖାଦ୍ୟର ନିୟମ ଗୁଡ଼ିକ ଦ୍ବାରା ନୁହେଁ, ବରଂ ପରମେଶ୍ବରଙ୍କ ଅନୁଗଅହ ଦ୍ବାରା ଶକ୍ତିଶାଳୀ ହବୋ ଉଚିତ୍। ଏହିଭଳି ନିୟମଗୁଡ଼ିକ ମାନିବା ଦ୍ବାରା କିଛି ସାହାୟ୍ଯ ମିଳେ ନାହିଁ।
9 Não vos deixeis desviar pela diversidade de doutrinas estranhas. É muito melhor fortificar a alma pela graça do que por alimentos que nenhum proveito trazem aos que a eles se entregam.
10 ଆମ୍ଭର ବଳିଟିଏ ଅଛି। ପବିତ୍ର ତମ୍ବୁ328 ରେ ସବୋ କରୁଥିବା ଯାଜକମାନେ ଆମ୍ଭ ବଳିରୁ ଖାଇପାରିବେ ନାହିଁ।
10 Temos um altar do qual não têm direito de comer os que se empregam no serviço do tabernáculo {mosaico}.
11 ମହାୟାଜକ ପଶୁମାନଙ୍କର ରକ୍ତକୁ ଅତି ପବିତ୍ର ସ୍ଥାନକୁ ନଇେ ଯାଆନ୍ତି, ଓ ପାପ ପାଇଁ ସେ ରକ୍ତକୁ ସମର୍ପଣ କରନ୍ତି। କିନ୍ତୁ ଶିବିର ବାହା ରେ ପଶୁମାନଙ୍କର ଶରୀରଗୁଡ଼ିକୁ ପୋଡ଼ି ଦିଆଯାଏ।
11 Porque, quando o sumo sacerdote levava ao santuário o sangue dos animais imolados para a expiação do pecado, os corpos desses animais eram inteiramente consumidos fora da entrada.
12 ସହେି ଭଳି ଯୀଶୁ ମଧ୍ଯ ସହର ବାହା ରେ ଯାତନା ପାଇଲେ। ନିଜ ରକ୍ତ ଦ୍ବାରା ନିଜ ଲୋକମାନଙ୍କୁ ପବିତ୍ର କରିବା ପାଇଁ ଯୀଶୁ ମଲେ।
12 Por esta razão, Jesus, querendo purificar o povo pelo seu próprio sangue, padeceu fora das portas.
13 ଅତଏବ, ଆମ୍ଭେ ଶିବିରର ବାହାରକୁ ଯୀଶୁଙ୍କ ପାଖକୁ ୟିବା ଉଚିତ। ଆମ୍ଭେ ମଧ୍ଯ, ଯୀଶୁ ପାଇଥିବା ସମାନ ଲଜ୍ଜା ଗ୍ରହଣ କରିବା ଉଚିତ୍।
13 Saiamos, pois, a ele fora da entrada, levando a sua ignomínia.
14 ଏହି ପୃଥିବୀ ରେ ଆମ୍ଭର କୌଣସି ଚିରସ୍ଥାଯୀ ନଗର ନାହିଁ। କିନ୍ତୁ ଆମ୍ଭେ ଗୋଟିଏ ନଗର ପାଇଁ ପ୍ରତୀକ୍ଷା କରୁଛ, ଯାହା ଭବିଷ୍ଯତ ରେ ଆସିବ।
14 Aliás, não temos aqui cidade permanente, mas vamos em busca da futura.
15 ଅତଏବ ଯୀଶୁଙ୍କ ମାଧ୍ଯମ ରେ ପରମେଶ୍ବରଙ୍କୁ ଆମ୍ଭର ବଳି ଉତ୍ସର୍ଗ କରିବା ବିଷୟ ଆମ୍ଭେ କବେେ ହେଲେ ବନ୍ଦ କରିବା ଉଚିତ ନୁହେଁ। ମୁଖ ଦ୍ବାରା ପ୍ରଶଂସାପୂର୍ବକ ତାହାଙ୍କର ନାମ ଉଚ୍ଚାରଣ ସହେି 'ବଳି' ଅଟେ।
15 Por ele ofereçamos a Deus sem cessar sacrifícios de louvor, isto é, o fruto dos lábios que celebram o seu nome {Os 14,2}.
16 ଅନ୍ୟମାନଙ୍କର ପାଇଁ ଭଲ କାମ କରିବା କବେେ ହେଲେ ଭୁଲି ଯାଅ ନାହିଁ। ତୁମ୍ଭମାନଙ୍କ ପାଖ ରେ ଯାହା ଅଛି ଅନ୍ୟ ଲୋକମାନଙ୍କ ସହିତ ଅଂଶୀ କର। ଏହିପରି ବଳିଗୁଡ଼ିକ ଦ୍ବାରା ପରମେଶ୍ବର ପ୍ରସନ୍ନ ହୁଅନ୍ତି।
16 Não negligencieis a beneficência e a liberalidade. Estes são sacrifícios que agradam a Deus!
17 ତୁମ୍ଭମାନଙ୍କର ନେତାମାନଙ୍କର ଆଜ୍ଞାପାଳନ କର। ସମାନଙ୍କେର ଅଧୀନ ରେ ରୁହ। ସମାନେେ ତୁମ୍ଭମାନଙ୍କ ପାଇଁ ଉତ୍ତରଦାଯୀ। ଅତଏବ, ସମାନେେ ସବୁବେଳେ ତୁମ୍ଭମାନଙ୍କର ଆତ୍ମାର ରକ୍ଷା ପାଇଁ ଜଗି ଥାଆନ୍ତି। ସମାନଙ୍କେର ଆଜ୍ଞାପାଳନ କର ଯେପରି ଏହି କାମଟି ସମାନେେ ଖୁସି ମନ ରେ କରିବେ, ଦୁଃଖ ରେ ନୁହେଁ। ସମାନଙ୍କେର କାମ କଠିନ ହେଲେ, ତା'ଦ୍ବାରା ତୁମ୍ଭମାନଙ୍କର କୌଣସି ଲାଭ ହବେ ନାହିଁ।
17 Sede submissos e obedecei aos que vos guiam {pois eles velam por vossas almas e delas devem dar conta}. Assim, eles o farão com alegria, e não a gemer, que isto vos seria funesto.
18 ଆମ୍ଭ ପାଇଁ ପ୍ରାର୍ଥନା କରୁଥାଅ। ଆମ୍ଭେ ସବୁବେଳେ ସର୍ବୋତ୍କୃଷ୍ଟ କାମ କରିବାକୁ ଚେଷ୍ଟା କରୁଥିବାରୁ, ଆମ୍ଭେ କରୁଥିବା କାମଗୁଡ଼ିକ ଠିକ୍ ବୋଲି ଅନୁଭବ କରୁ।
18 Orai por nós. Estamos persuadidos de ter a consciência em paz, pois estamos decididos a procurar o bem em tudo.
19 ମୁଁ ତୁମ୍ଭମାନଙ୍କୁ ଅନୁ ରୋଧ କରୁଛି, ତୁମ୍ଭମାନେେ ପ୍ରାର୍ଥନା କର ଯେ, ଯେପରି ପରମେଶ୍ବର ମାେତେ ଶୀଘ୍ର ତୁମ୍ଭମାନଙ୍କ ପାଖକୁ ପଠାନ୍ତୁ। ଅନ୍ୟ କୌଣସି କଥା ଅପେକ୍ଷା ଏହା ମୁଁ ବିଶଷେ ଭାବରେ ଚା ହେଁ।
19 Com o maior encarecimento, porém, vos rogo que oreis, para que mais depressa eu vos seja restituído.
20 ମୁଁ ଶାନ୍ତିର ପରମେଶ୍ବରଙ୍କଠା ରେ ପ୍ରାର୍ଥନା କରୁଛି ଯେ, ତାହାଙ୍କର ଇଚ୍ଛାନୁସା ରେ ତୁମ୍ଭମାନେେ କାମ କରିବା ପାଇଁ ସେ ତୁମ୍ଭମାନଙ୍କୁ ପ୍ରେତ୍ୟକକ ଉତ୍ତମ ବସ୍ତ୍ର ପ୍ରଦାନ କରନ୍ତୁ। ପରମେଶ୍ବର ହିଁ ଆମ୍ଭର ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କୁ ମୃତ୍ଯୁରୁ ପୁନଃଜୀବିତ କରିଥିଲେ। ମହାନ୍ ମଷେପାଳକ ଯୀଶୁଙ୍କୁ ପରମେଶ୍ବର ତାହାଙ୍କ ରକ୍ତ ହତେୁ ପୁନର୍ଜୀବିତ କଲେ। ତାହାଙ୍କର ରକ୍ତ ହିଁ ନୂତନ ଚୁକ୍ତି ଆରମ୍ଭ କଲା। ଏହି ନୂତନଚୁକ୍ତି ଚିରନ୍ତନ ଅଟେ।
20 E o Deus da paz que, no sangue da eterna aliança, ressuscitou dos mortos o grande pastor das ovelhas, nosso Senhor Jesus,
21 ମୁଁ ପ୍ରାର୍ଥନା କରୁଛି, ଯେ ତାହାଙ୍କୁ ପ୍ରସନ୍ନ କଲାଭଳି କାର୍ୟ୍ଯଗୁଡ଼ିକ ପରମେଶ୍ବର ଆମ୍ଭ ଦ୍ବାରା କରାଉଥାଆନ୍ତୁ। ଯୀଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ସେ ଏପରି କରନ୍ତୁ ବୋଲି ମୁଁ କହୁଛି। ସଦାସର୍ବଦା ଯୀଶୁଙ୍କ ମହିମା ହେଉ। ଆମେନ୍ !
21 queira dispor-vos ao bem e vos conceder que cumprais,a sua vontade, realizando ele próprio em vós o que é agradável aos seus olhos, por Jesus Cristo, a quem seja dada a glória por toda a eternidade. Amém.
22 ମାେ ଭାଇ ଓ ଭଉଣୀମାନେ !ମୁଁ କହିଥିବା କଥାଗୁଡ଼ିକୁ ର୍ଧୈୟ୍ଯପୂର୍ବକ ଶୁଣ ବୋଲି ମୁଁ ଅନୁ ରୋଧ କରେ। ଏହି କଥାଗୁଡ଼ିକ ମୁଁ ତୁମ୍ଭମାନଙ୍କୁ ଶକ୍ତିଶାଳୀ କରିବା ପାଇଁ କହିଛି। ଏହି ଚିଠିଟି ବହୁତ ଲମ୍ବା ନୁହେଁ।
22 Rogo-vos, irmãos, que aceiteis de boa mente estas exortações, pois vos escrevi com brevidade.
23 ଆମ୍ଭ ଭାଇ ତୀମଥି ବନ୍ଦୀଗୃହରୁ ମୁକ୍ତ ହାଇେ ଅଛନ୍ତି, ଏହା ତୁମ୍ଭମାନେେ ଜାଣ ବୋଲି ମାରେ ଇଚ୍ଛା। ଯଦି ସେ ମାେ ପାଖକୁ ଶୀଘ୍ର ଆସନ୍ତି, ତା' ହେଲେ ଆମ୍ଭେ ଦୁ ହେଁ ତୁମ୍ଭମାନଙ୍କ ଦଖାେ କରିବାକୁ ଆସିବୁ।
23 Sabei que nosso irmão Timóteo foi posto em liberdade; se ele voltar a tempo, irei com ele ver-vos.
24 ସଠାେରେ ତୁମ୍ଭମାନଙ୍କର ସବୁ ପ୍ରାଚୀନ ନେତାମାନଙ୍କୁ ଓ ପରମେଶ୍ବରଙ୍କ ଲୋକମାନଙ୍କୁ ଆମର ନମସ୍କା ଜଣାଇବ। ଇତାଲିଆ ଦେଶର ସମସ୍ତ ପରମେଶ୍ବରଙ୍କ ଲୋକମାନଙ୍କର ତୁମ୍ଭମାନଙ୍କୁ ନମସ୍କାର।
24 Saudai a todos os que vos guiam e a todos os santos. Os irmãos da Itália vos saúdam.
25 ପରମେଶ୍ବରଙ୍କ ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହିତ ରହିଥାଉ।
25 A graça esteja com todos vós. Amém.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Hebreus 13, comparar traduções ou montar um estudo — tudo direto pelo WhatsApp.