Hebreus 1

Oriya Bible (GL_ORIYA) vs ARIB

Sair da comparação
ARIB Almeida Revisada Imprensa Bíblica
1 ଅତୀତ ରେ ପରମେଶ୍ବର ଆମ୍ଭ ଲୋକମାନଙ୍କୁ ବିଭିନ୍ନ ସମୟରେ ବିଭିନ୍ନ ଭାବରେ ଭବିଷ୍ଯଦ୍ ବକ୍ତାମାନଙ୍କ ମାଧ୍ଯମ ରେ କଥା କହିଥିଲେ।
1 Havendo Deus antigamente falado muitas vezes, e de muitas maneiras, aos pais, pelos profetas,
2 କିନ୍ତୁ ଏହି ଶଷେ ସମୟରେ ପରମେଶ୍ବର ଆପଣା ପୁତ୍ରଙ୍କ ଦ୍ବାରା ଆମ୍ଭମାନଙ୍କୁ ପୁନର୍ବାର କଥା କହିଅଛନ୍ତି। ସେ ନିଜ ପୁତ୍ରଙ୍କ ଦ୍ବାରା ସାରା ବିଶ୍ବ ସୃଷ୍ଟି କଲେ। ସେ ନିଜ ପୁତ୍ରଙ୍କୁ ସମସ୍ତ ବିଷୟର ଉତ୍ତରାଧିକାରୀ କରିବା ନିମନ୍ତେ ମନୋନୀତ କରିଛନ୍ତି। ସହେି ପୁତ୍ର ପରମେଶ୍ବରଙ୍କ ମହିମା ପ୍ରକାଶ କରନ୍ତି।
2 nestes últimos dias a nós nos falou pelo Filho, a quem constituiu herdeiro de todas as coisas, e por quem fez também o mundo;
3 ସେ ପରମେଶ୍ବରଙ୍କ ମହିମାର ଅବିକଳ ପ୍ରତିମୂର୍ତ୍ତି। ସହେି ପୁତ୍ର ନିଜର ଶକ୍ତିୟୁକ୍ତ ବାକ୍ଯ ଦ୍ବାରା ପ୍ରେତ୍ୟକକ ବିଷୟକୁ ଧରି ରଖିଛନ୍ତି। ସହେି ପୁତ୍ର ଲୋକମାନଙ୍କୁ ପାପରୁ ମୁକ୍ତ କରି ସମାନଙ୍କେୁ ପବିତ୍ର କଲେ। ତା'ପରେ ସେ ସ୍ବର୍ଗସ୍ଥ ମହାମହିମ ପରମେଶ୍ବରଙ୍କ ଡ଼ାହାଣପଟ ରେ ବସିଲେ।
3 sendo ele o resplendor da sua glória e a expressa imagem do seu Ser, e sustentando todas as coisas pela palavra do seu poder, havendo ele mesmo feito a purificação dos pecados, assentou-se à direita da Majestade nas alturas,
4 ପରମେଶ୍ବର ତାହାଙ୍କୁ ସମସ୍ତ ସ୍ବର୍ଗଦୂତମାନଙ୍କ ଅପେକ୍ଷା ଅତ୍ଯଧିକ ଉତ୍କୃଷ୍ଟ ନାମ ଦେଲେ, ତେଣୁ ସେ ଯେ କୌଣସି ସ୍ବର୍ଗଦୂତଙ୍କ ଠାରୁ ମଧ୍ଯ ଅଧିକ ମହାନ୍ ହାଇେଅଛନ୍ତି।
4 feito tanto mais excelente do que os anjos, quanto herdou mais excelente nome do que eles.
5 ଆହୁରି ମଧ୍ଯ ସେ କୌଣସି ସ୍ବର୍ଗଦୂତଙ୍କୁ କହି ନ ଥିଲେ ଯେ :
5 Pois a qual dos anjos disse jamais: Tu és meu Filho, hoje te gerei? E outra vez: Eu lhe serei Pai, e ele me será Filho?
6 ଓ ଯେତବେେଳେ ପରମେଶ୍ବର ନିଜର ପ୍ରଥମଜାତ ସନ୍ତାନକୁ ପୁନର୍ବାର ଜଗତ ମଧ୍ଯକୁ ଆଣିବେ, ସହେି ସମୟକୁ ଲକ୍ଷ୍ଯ କରି ସେ କହନ୍ତି :
6 E outra vez, ao introduzir no mundo o primogênito, diz: E todos os anjos de Deus o adorem.
7 ନିଜର ସ୍ବର୍ଗଦୂତମାନଙ୍କ ବିଷୟ ରେ ପରମେଶ୍ବର କହିଛନ୍ତି :
7 Ora, quanto aos anjos, diz: Quem de seus anjos faz ventos, e de seus ministros labaredas de fogo.
8 କିନ୍ତୁ ପରମେଶ୍ବର ନିଜ ପୁତ୍ର ବିଷୟ ରେ କୁହନ୍ତି :
8 Mas do Filho diz: O teu trono, ó Deus, subsiste pelos séculos dos séculos, e cetro de eqüidade é o cetro do teu reino.
9 ତୁମ୍ଭେ ଧାର୍ମିକତାକୁ ଭଲ ପାଅ, ଓ ତୁମ୍ଭେ ଭୁଲକୁ ଘୃଣା କର। ଅତଏବ ପରମେଶ୍ବର, ତୁମ୍ଭ ପରମେଶ୍ବର ତୁମ୍ଭର ସଙ୍ଗୀମାନଙ୍କ ଅପେକ୍ଷା ତୁମ୍ଭକୁ ଅଧିକ ଆନନ୍ଦ ପ୍ରଦାନ କରିଛନ୍ତି।
9 Amaste a justiça e odiaste a iniqüidade; por isso Deus, o teu Deus, te ungiu com óleo de alegria, mais do que a teus companheiros;
10 ପରମେଶ୍ବର ଏହା ମଧ୍ଯ କହନ୍ତି :
10 e: Tu, Senhor, no princípio fundaste a terra, e os céus são obras de tuas mãos;
11 ଏହି ବିଷୟ ଗୁଡ଼ିକ ଲୋପ ପାଇବ, କିନ୍ତୁ ତୁମ୍ଭେ ନିତ୍ଯସ୍ଥାଯୀ। ସମସ୍ତ ବିଷୟ ବସ୍ତ୍ରଭଳି ପୁରୁଣା ହାଇଯେିବ।
11 eles perecerão, mas tu permaneces; e todos eles, como roupa, envelhecerão,
12 ତୁମ୍ଭେ ଚାଦର ଭଳି ସହେିସବୁ ଗୁଡ଼ାଇବ ଓ ସମାନେେ ବସ୍ତ୍ର ଭଳି ପରିବର୍ତ୍ତିତ ହବେେ। କିନ୍ତୁ ତୁମ୍ଭେ କଦାପି ବଦଳିବ ନାହିଁ, ଓ ତୁମ୍ଭ ଜୀବନର ଶଷେ ହବେ ନାହିଁ।
12 e qual um manto os enrolarás, e como roupa se mudarão; mas tu és o mesmo, e os teus anos não acabarão.
13 ପରମେଶ୍ବର କବେେ ହେଲେ କୌଣସି ସ୍ବର୍ଗଦୂତକୁ କହିଛନ୍ତି କି ଯେ :
13 Mas a qual dos anjos disse jamais: Assenta-te à minha direita até que eu ponha os teus inimigos por escabelo de teus pés?
14 ସମସ୍ତ ସ୍ବର୍ଗଦୂତ ଆତ୍ମା ଅଟନ୍ତି। ସମାନେେ ପରମେଶ୍ବରଙ୍କ ସବୋ କରନ୍ତି ଏବଂ ଯେଉଁମାନେ ପରିତ୍ରାଣ ପାଇଛନ୍ତି ସମାନଙ୍କେୁ ସାହାୟ୍ଯ କରନ୍ତି।
14 Não são todos eles espíritos ministradores, enviados para servir a favor dos que hão de herdar a salvação?

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Hebreus 1, comparar traduções ou montar um estudo — tudo direto pelo WhatsApp.