Hebreus 2
Oriya Bible (GL_ORIYA) vs VC
1 ଅତଏବ, ଆମ୍ଭକୁ ଶିଖା ଯାଇଥିବା କଥାଗୁଡ଼ିକୁ ପାଳନ କରିବା ବିଷୟ ରେ ଅଧିକ ମନୋୟୋଗୀ ହବୋ ଦରକାର, ନଚେତ୍ ସତ୍ଯମାର୍ଗରୁ ବିଚଳିତ ହାଇେ ପଥଭ୍ରଷ୍ଟ ହବେୁ।
1 Por isso, é necessário prestarmos a maior atenção à mensagem que temos recebido, para não acontecer que nos desviemos do caminho reto.
2 ସ୍ବର୍ଗଦୂତମାନଙ୍କ ମାଧ୍ଯମ ରେ ପରମେଶ୍ବର କହିଥିବା ଶିକ୍ଷା ସତ୍ଯ ବୋଲି ଦଖାଇେ ଦିଆଗଲା। ପ୍ରେତ୍ୟକକ ଥର ୟିହୁଦୀମାନେ ତାହାର ବିରୁଦ୍ଧାଚରଣ କରି ଦଣ୍ଡ ପାଇଥିଲେ। ଯେତବେେଳେ ସହେି ଶିକ୍ଷାକୁ ସମାନେେ ଅବମାନନା କଲେ, ସମାନେେ ଦଣ୍ଡିତ ହେଲେ।
2 A palavra anunciada por intermédio dos anjos era a tal ponto válida, que toda transgressão ou desobediência recebeu o justo castigo.
3 ଆମ୍ଭକୁ ଦତ୍ତ ମହା ପରିତ୍ରାଣ ଅବ ହଳୋ କଲେ, ଆମ୍ଭେ ମଧ୍ଯ ନିଶ୍ଚିତ ଭାବରେ ଦଣ୍ଡ ପାଇବା। ପ୍ରଭୁ ଯୀଶୁଖ୍ରୀଷ୍ଟ ହେଉଛନ୍ତି ପ୍ରଥମ ବ୍ଯକ୍ତି, ୟିଏ ଲୋକମାନଙ୍କୁ ଏହି ପରିତ୍ରାଣ ବିଷୟ ରେ କହିଲେ। ଯେଉଁମାନେ ଶୁଣିଲେ, ସମାନେେ ଆମ୍ଭକୁ ଏହାର ସତ୍ଯତା ପ୍ରମାଣ କରି ଦଖାଇେ ଦେଲେ। ଆଶ୍ଚର୍ୟ୍ଯ କର୍ମ, ନାନାଦି ଚିହ୍ନ ଓ ଅନକେ ପ୍ରକାରର ଅଦ୍ଭୁତ
3 Como, então, escaparemos nós se agora desprezarmos a mensagem da salvação, tão sublime, anunciada primeiramente pelo Senhor e depois confirmada pelos que a ouviram,
4 କର୍ମ ଦ୍ବାରା ପରମେଶ୍ବର ମଧ୍ଯ ଏହାର ପ୍ରମାଣ ଦେଲେ। ପରମେଶ୍ବର ଆପଣା ଇଚ୍ଛାନୁସା ରେ ପବିତ୍ର ଆତ୍ମାଙ୍କ ଅନ୍ଯାନ୍ଯ ଦାନ ଦ୍ବାରା ଏହା ପ୍ରମାଣିତ କରିଅଛନ୍ତି।
4 comprovando-a o próprio Deus por sinais, prodígios, milagres e pelos dons do Espírito Santo, repartidos segundo a sua vontade?
5 ଯେଉଁ ଭାବୀଜଗତ ବିଷୟ ରେ ଆମ୍ଭେ ଆଲୋଚନା କରୁଛୁ, ତାହାକୁ ଶାସନ କରିବା ପାଇଁ ପରମେଶ୍ବର ଦୂତମାନଙ୍କୁ ବାଛି ନାହାନ୍ତି।
5 Não foi tampouco aos anjos que Deus submeteu o mundo vindouro, de que falamos.
6 ଶାସ୍ତ୍ର ରେ କୌଣସି ସ୍ଥାନ ରେ ଏପରି ଲଖାେ ଅଛି :
6 Alguém em certa passagem afirmou: Que é o homem para que dele te lembres, ou o filho do homem, para que o visites?
7 ତୁମ୍ଭେ ସ୍ବର୍ଗଦୂତଙ୍କଠାରୁ ତାହାକୁ ଅଳ୍ପକ୍ଷଣ ପାଇଁ ନ୍ଯୁନ କରିଅଛ ? ତୁମ୍ଭେ ତାହାକୁ ଗୌରବ ଓ ସମ୍ମାନର ରାଜମୁକୁଟ ପିନ୍ଧାଇଅଛ,
7 Por pouco tempo o colocaste inferior aos anjos; de glória e de honra o coroaste,
8 ଓ ପ୍ରେତ୍ୟକକ ବିଷୟ ତା' ନିୟନ୍ତ୍ରଣ ରେ ରଖିଅଛ। ଗୀତସଂହିତା 8:4-6
8 e sujeitaste a seus pés todas as coisas {Sl 8,5s}. Ora, se lhe sujeitou todas as coisas, nada deixou que não lhe ficasse sujeito. Atualmente, é verdade, não vemos que tudo lhe esteja sujeito.
9 ଅତି ଅଳ୍ପ ସମୟ ନିମନ୍ତେ ଯୀଶୁଙ୍କୁ ସ୍ବର୍ଗଦୂତମାନଙ୍କ ଠାରୁ ନିମ୍ନ ସ୍ତର ରେ ରଖା ଯାଇଥିଲା, କିନ୍ତୁ ଏବେ ଆମ୍ଭେ ଦେଖୁଛୁ ଯେ, ସେ ଗୌରବ ଓ ସମ୍ମାନର ରାଜମୁକୁଟ ପିନ୍ଧିଛନ୍ତି। ଏହାର କାରଣ, ତାହାଙ୍କର ଦୁଃଖଭୋଗ ଓ ମୃତ୍ଯୁ ଅଟେ। ପରମେଶ୍ବରଙ୍କ ଅନୁଗ୍ରହ ହତେୁ ଯୀଶୁ ପ୍ରେତ୍ୟକକ ଲୋକଙ୍କ ପାଇଁ ମୃତ୍ଯୁ ବରଣ କଲେ।
9 Mas aquele que fora colocado por pouco tempo abaixo dos anjos, Jesus, nós o vemos, por sua Paixão e morte, coroado de glória e de honra. Assim, pela graça de Deus, a sua morte aproveita a todos os homens.
10 ପରମେଶ୍ବର ସମସ୍ତ ବିଷୟ ସୃଷ୍ଟି କରିଛନ୍ତି। ସମସ୍ତ ବିଷୟଗୁଡ଼ିକ ତାହାଙ୍କ ଗୌରବ ପାଇଁ ଉଦ୍ଦିଷ୍ଟ। ଅନକେ ଲୋକ ଯେପରି ତାହାଙ୍କ ଗୌରବ ରେ ପ୍ରବେଶ କରନ୍ତି ଏହା ଇଚ୍ଛା କରି ସେ ଯୀଶୁଙ୍କୁ ଦୁଃଖ ଭୋଗ ମାଧ୍ଯମ ରେ ସିଦ୍ଧ କଲେ, ତହିଁରେ ସେ ଲୋକମାନଙ୍କୁ ପରିତ୍ରାଣର ମାର୍ଗ ଦଖାଇେଲେ।
10 Aquele para quem e por quem todas as coisas existem, desejando conduzir à glória numerosos filhos, deliberou elevar à perfeição, pelo sofrimento, o autor da salvação deles,
11 ତେଣୁ ୟିଏ ପବିତ୍ର କରନ୍ତି, ଓ ଯେଉଁମାନେ ପବିତ୍ର ହୁଅନ୍ତି ଦୁ ହେଁ ଗୋଟିଏ ପରିବାରର ଅଟନ୍ତି। ଅତଏବ ଯୀଶୁ ସମାନଙ୍କେୁ ନିଜ ଭାଇ ଓ ଭଉଣୀ ଡ଼ାକିବା ରେ ଲଜ୍ଜା ବୋଧ କରନ୍ତି ନାହିଁ। ଯୀଶୁ କୁହନ୍ତି :
11 para que santificador e santificados formem um só todo. Por isso, {Jesus} não hesita em chamá-los seus irmãos,
12 ହେ ପରମେଶ୍ବର, ମୁଁ ମାରେ ଭାଇ ଓ ଭଉଣୀମାନଙ୍କୁ ତୁମ୍ଭ ବିଷୟ ରେ କହିବି। ତୁମ୍ଭର ସବୁଲୋକ (ସାଧୁ) ମାନଙ୍କ ଆଗ ରେ, ମୁଁ ତୁମ୍ଭର ପ୍ରଶଂସା ପାଇବି। ଗୀତିସଂହିତା 22:22
12 dizendo: Anunciarei teu nome a meus irmãos, no meio da assembléia cantarei os teus louvores {Sl 21,23}.
13 ସେ ଆହୁରି କହନ୍ତି :
13 E outra vez: Quanto a mim, ponho nele a minha confiança {Is 8,17}; e: Eis-me aqui, eu e os filhos que Deus me deu {Is 8,18}.
14 ସହେି ସନ୍ତାନମାନେ ରକ୍ତମାଂସ ବିଶିଷ୍ଟ ଶରୀର ଧାରଣ କରିଛନ୍ତି। ଅତଏବ ଯୀଶୁ ସମାନଙ୍କେ ଭଳି ରକ୍ତ ମାଂସର ଶରୀର ଧାରଣ କଲେ। ସପରେି କରିବା ଦ୍ବାରା, ଯୀଶୁ ମୃତ୍ଯୁ ଶକ୍ତିର ନିଦାନ ଶୟତାନକୁ ବିନଷ୍ଟ କଲେ।
14 Porquanto os filhos participam da mesma natureza, da mesma carne e do sangue, também ele participou, a fim de destruir pela morte aquele que tinha o império da morte, isto é, o demônio,
15 ମୃତ୍ଯୁ ଭୟ ରେ ସାରା ଜୀବନ ବନ୍ଧନ ଗ୍ରସ୍ତ ଲୋକଙ୍କୁ ଉଦ୍ଧାର କରିବା ପାଇଁ ଯୀଶୁ ମାନବରୂପ ଧାରଣ କରି ମୃତ୍ଯୁ ବରଣ କଲେ।
15 e libertar aqueles que, pelo medo da morte, estavam toda a vida sujeitos a uma verdadeira escravidão.
16 କାରଣ ପ୍ରକୃତ ରେ ଯୀଶୁ ସ୍ବର୍ଗଦୂତମାନଙ୍କ ପ୍ରତି ମନ ଯୋଗୀ ନ ହାଇେ ଅବ୍ରହାମର ସନ୍ତାନମାନଙ୍କୁ ସାହାୟ୍ଯ କରନ୍ତି।
16 Veio em socorro, não dos anjos, e sim da raça de Abraão;
17 ଅତଏବ ସମସ୍ତ ବିଷୟ ରେ ସେ ଆପଣା ଭାଇ ଓ ଭଉଣୀମାନଙ୍କ ପରି ହବୋକୁ ପଡ଼ିଲା। ଯେପରି ପରମେଶ୍ବରଙ୍କ ସବୋ ରେ ସହେି ଲୋକମାନଙ୍କର ପାପର ପ୍ରାୟଶ୍ଚିତ୍ତ ସାଧନ ପାଇଁ ଦୟାଳୁ ଓ ବିଶ୍ବସ୍ତ ମହାୟାଜକ ହୁଅନ୍ତି।
17 e por isso convinha que ele se tornasse em tudo semelhante aos seus irmãos, para ser um pontífice compassivo e fiel no serviço de Deus, capaz de expiar os pecados do povo.
18 ଯୀଶୁ ପରୀକ୍ଷିତ ହାଇେ ଦୁଃଖ ଭୋଗ କରିଥିବାରୁ ପରୀକ୍ଷିତ ଲୋକମାନଙ୍କୁ ସାହାୟ୍ଯ କରିବା ନିମନ୍ତେ ସକ୍ଷମ ଅଟନ୍ତି।
18 De fato, por ter ele mesmo suportado tribulações, está em condição de vir em auxílio dos que são atribulados.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Hebreus 2, comparar traduções ou montar um estudo — tudo direto pelo WhatsApp.