Hebreus 4

Oriya Bible (GL_ORIYA) vs BKJ

Sair da comparação
1 ପରମେଶ୍ବରଙ୍କ ବିଶ୍ରାମସ୍ଥଳ ରେ ପ୍ରବେଶ କରିବାର ପ୍ରତିଜ୍ଞା ଥିବା ସ୍ଥଳେ ସୁଦ୍ଧା ଆମ୍ଭମାନଙ୍କ ମଧ୍ଯରୁ କହେି ଯେପରି ଏଥିରୁ ବଞ୍ଚିତ ନ ହେଉ, ଏଥିପାଇଁ ସତର୍କତାର ଜୀବନ କାଟିବା ଉଚିତ୍।
1 Portanto, temamos, a fim de que, uma promessa nos foi deixada de entrar em seu descanso, qualquer um de vocês deve parecer estar aquém disso.
2 କାରଣ ସମାନଙ୍କେ ନିକଟରେ ଯେପରି, ଆମ୍ଭମାନଙ୍କ ନିକଟରେ ସପରେି ସୁସମାଚାର କୁହାୟାଇଅଛି, କିନ୍ତୁ ସମାନେେ ଶୁଣି ମଧ୍ଯ ତାହାକୁ ବିଶ୍ବାସପୂର୍ବକ ନିଜସ୍ବ ନ କରିବାରୁ ସମାନଙ୍କେ ପକ୍ଷ ରେ ସୁସମାଚାର ଲାଭଜନକ ହେଲା ନାହିଁ।
2 Porque para nós o evangelho foi pregado, assim também como a eles, mas a palavra pregada não lhes serviu, não estando esta misturada com a fé daqueles que a ouviram.
3 ଆମ୍ଭେ ବିଶ୍ବାସୀ ଲୋକମାନେ ବିଶ୍ରାମ ସ୍ଥଳ ରେ ପ୍ରବେଶ କରିବାକୁ ସକ୍ଷମ ଅଟୁ। ଯେପରି ପରମେଶ୍ବର କହିଅଛନ୍ତି :
3 Porque nós, que temos crido, entramos no repouso, tal como ele disse: Assim como jurei na minha ira eles não entrarão no meu repouso; embora as obras estivessem consumadas desde a fundação do mundo.
4 ଶାସ୍ତ୍ରର କୌଣସି ସ୍ଥାନ ରେ ପରମେଶ୍ବର ସପ୍ତାହର ସପ୍ତମ ଦିନ ବିଷୟ ରେ କହିଛନ୍ତି : ସପ୍ତମ ଦିନ ରେ ପରମେଶ୍ବର ନିଜର ସମସ୍ତ କାମରୁ ବିଶ୍ରାମ ନେଲେ।304
4 Porque ele falou em um determinado lugar do sétimo dia: E Deus repousou no sétimo dia de todas as suas obras.
5 ପରମେଶ୍ବର ଆଉ ଏକ ଶାସ୍ତ୍ର ରେ କହିଛନ୍ତି : ସହେି ଲୋକମାନେ କବେେ ହେଲେ ମାରେ ବିଶ୍ରାମ ସ୍ଥଳ ରେ ପ୍ରବେଶ କରିବେ ନାହିଁ।305
5 E neste lugar novamente: Não entrarão no meu repouso.
6 ଯେଉଁ ଲୋକମାନଙ୍କୁ ଆଗରୁ ସୁସମାଚାର ଶୁଣା ଯାଇ ଥିଲା, ନିଜର ଅବଜ୍ଞା ୟୋଗୁ ସମାନେେ ବିଶ୍ରାମସ୍ଥଳ ରେ ପ୍ରବେଶ କରି ପାରିଲେ ନାହିଁ କିନ୍ତୁ ଏବେ ମଧ୍ଯ କବେେ ଲୋକ ପରମେଶ୍ବରଙ୍କ ବିଶ୍ରାମସ୍ଥଳ ରେ ପ୍ରବେଶ କରିବାକୁ ବାକି ଥିବାରୁ ପରମେଶ୍ବର ଆଉ ଗୋଟିଏ ବିଶଷେ ଦିନ ଅର୍ଥାତ୍ 'ଆଜିଦିନ'306 ନିରୂପଣ କଲେ।
6 Vendo, portanto, que ainda há alguns que devem entrar, e que aqueles que primeiro receberam a pregação não entraram por causa da incredulidade,
7 ଏହି ଦିନଟି ବିଷୟ ରେ ପରମେଶ୍ବର ବହୁତ ଦିନ ପରେ ଦାଉଦଙ୍କ ମାଧ୍ଯମ ରେ କହିଛନ୍ତି। ସହେି ଶାସ୍ତ୍ର ରେ ଆମ୍ଭେ ପୂର୍ବରୁ କହିଛୁ :
7 novamente, ele determina um certo dia, dizendo através de Davi: Hoje, depois de muito tempo, como está dito: Hoje, se ouvirdes a sua voz, não endureçais os vossos corações.
8 ଆମ୍ଭେ ଜାଣି ଯେ ୟିହୋଶୂୟ ଲୋକଙ୍କୁ ଈଶ୍ବରଙ୍କ ପ୍ରତିଜ୍ଞାକୃତ ବିଶ୍ରାମସ୍ଥଳକୁ ନଇଯାେଇ ନ ଥିଲେ। ଯଦି ସେ ନଇେଥାନ୍ତେ, ତବେେ ପରମେଶ୍ବର ବିଶ୍ରାମ ପାଇଁ ଆଉ ଗୋଟିଏ ଦିନ 'ଆଜି' ବୋଲି ଘାଷେଣା କରି ନ ଥାନ୍ତେ।
8 Porque, se Jesus lhes houvesse dado repouso, não teria falado depois disso a respeito de um outro dia.
9 ଏହା ପ୍ରମାଣିତ କରେ ଯେ, ପରମେଶ୍ବରଙ୍କ ଲୋକମାନଙ୍କ ଲାଗି ସପ୍ତମ ଦିନର ବିଶ୍ରାମ ଭୋଗିବାର ବାକି ଅଛି।
9 Portanto, ainda resta um repouso para o povo de Deus.
10 ପରମେଶ୍ବର ନିଜ କାମ ସମାପ୍ତ କଲା ପରେ ବିଶ୍ରାମ କଲେ। ସେପ୍ରକାର ପରମେଶ୍ବରଙ୍କ ପରି ମନୁଷ୍ଯ ଆପଣା କାର୍ୟ୍ଯ ସମାପ୍ତ କଲାପରେ ବିଶ୍ରାମ ପାଇଥାଏ।
10 Porque aquele que entrou no seu repouso, também cessou as suas próprias obras, assim como Deus repousou das suas.
11 ଅତଏବ, ଆମ୍ଭେ ପରମେଶ୍ବରଙ୍କ ସହେି ବିଶ୍ରାମସ୍ଥଳ ରେ ପ୍ରବେଶ କରିବା ପାଇଁ କଠିନ ଚେଷ୍ଟା କରିବା ଆବଶ୍ଯକ। ପରମେଶ୍ବରଙ୍କ ଆଜ୍ଞା ପାଳନ ନ କରି ଯେଉଁମାନେ ବିଶ୍ରାମସ୍ଥଳ ରେ ପ୍ରବେଶ କରିପାରନ୍ତି ନାହିଁ, ସହେି ଲୋକମାନଙ୍କ ପଦାନୁସରଣ କରି ଆମ୍ଭମାନଙ୍କ ମଧ୍ଯରୁ କହେି ଯେପରି ପଡ଼ି ନ ଯାଆନ୍ତି, ସେଥିପାଇଁ ଆମ୍ଭମାନେେ ଯଥାସାଧ୍ଯ ପରିଶ୍ରମ କରିବା ଆବଶ୍ଯକ।
11 Esforcemo-nos, portanto, para entrar naquele repouso, a fim de que nenhum homem caia no mesmo exemplo de incredulidade.
12 ପରମେଶ୍ବରଙ୍କ ବାକ୍ଯ ଜୀବନ୍ତ ଓ କାର୍ୟ୍ଯସାଧନକ ଅଟେ। ତାହାଙ୍କର ବାକ୍ଯ ଯେ କୌଣସି ଦ୍ବିଧାର ଖଠାରୁ ମଧ୍ଯ ଅଧିକ ଧାରୁଆ। ପରମେଶ୍ବରଙ୍କ ବାକ୍ଯ ଆମ୍ଭ ପ୍ରାଣ, ଆତ୍ମା, ହାଡ଼ ଓ ମଜ୍ଜାର ସନ୍ଧିସ୍ଥଳ ଭଦେ କରିପା ରେ। ଏହା ହୃଦୟର ଚିନ୍ତା ଓ ଭାବର ବିଚାର କରେ।
12 Porque a palavra de Deus é viva e poderosa, e mais afiada do que qualquer espada de dois gumes, penetrando até a divisão da alma e do espírito, e das juntas e medulas, e discerne os pensamentos e intenções do coração.
13 ସମଗ୍ର ବିଶ୍ବ ରେ ପରମେଶ୍ବରଙ୍କ ଦୃଷ୍ଟି ରେ କୌଣସି କଥା ଲୁଚି ରହି ପା ରେ ନାହିଁ। ସେ ସ୍ପଷ୍ଟ ଭାବରେ ସବୁ କିଛି ଦେଖି ପାରନ୍ତି। ତାହାଙ୍କ ସମ୍ମୁଖ ରେ ସମସ୍ତ ବିଷୟ ଅନାବୃତ। ଆମ୍ଭେ କିପରି ଜୀବନଯାପନ କରିଛୁ ତାହାଙ୍କ ଛାମୁ ରେ ତହିଁର ହିସାବ ଦବୋକୁ ହବେ।
13 E não há criatura alguma que não se manifeste à sua vista; porém todas as coisas estão nuas e abertas aos olhos daquele a quem temos de prestar contas.
14 ପୁତ୍ର ପ୍ରଭୁ ଯୀଶୁ ପରମେଶ୍ବରଙ୍କ ସହିତ ରହିବା ପାଇଁ ସ୍ବର୍ଗକୁ ଯାଇଛନ୍ତି। ସେ ହେଉଛନ୍ତି ଆମ୍ଭର ପ୍ରଧାନ ମହାୟାଜକ।
14 Sabendo que temos um grande sumo sacerdote, que adentrou os céus, Jesus, o Filho de Deus, retenhamos firmemente a nossa fé.
15 ଅତଏବ ଆମ୍ଭେ ଆମ୍ଭମାନଙ୍କ ବିଶ୍ବାସ ରେ ଦୃଢ଼ ରହିବା ଉଚିତ୍। ମହାୟାଜକ ଯୀଶୁ ଆମ୍ଭର ସମସ୍ତ ଦୁର୍ବଳତା ଜାଣନ୍ତି। ଜଗତ ରେ ଥିବା ବେଳେ ସେ ପ୍ରେତ୍ୟକକ ଭାବରେ ପରୀକ୍ଷିତ ହେଲେ।
15 Porque não temos um sumo sacerdote que não possa ser tocado com o sentimento de nossas fraquezas, porém um que em todos os pontos foi tentado, assim como nós, porém sem pecado.
16 ଆମ୍ଭମାନେେ ଉପୟୁକ୍ତ ସମୟରେ ଦୟା ଓ କୃପାପ୍ରାପ୍ତି ନିମନ୍ତେ ପରମେଶ୍ବରଙ୍କ ଅନୁଗ୍ରହଜନକ ସିଂହାସନ ନିକଟରୁ ଆମ୍ଭର ମହାୟାଜକ ଯୀଶୁଙ୍କ ସହ ସମ୍ପୂର୍ଣ୍ଣ ଭରସାର ସହ ଯାଇପାରିବା।
16 Portanto, acheguemo-nos confiantemente ao trono da graça, para que possamos obter misericórdia e achar graça e auxílio em tempo de necessidade.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Hebreus 4, comparar traduções ou montar um estudo — tudo direto pelo WhatsApp.