Hebreus 5

Oriya Bible (GL_ORIYA) vs ARIB

Sair da comparação
ARIB Almeida Revisada Imprensa Bíblica
1 ପ୍ରେତ୍ୟକକ ୟିହୁଦୀ ମହାୟାଜକ ପୁରୁଷମାନଙ୍କ ଭିତରୁ ମନୋନୀତ ହୁଅନ୍ତି। ପରମେଶ୍ବରଙ୍କୁ ଆପଣା ପାପ ନିମନ୍ତେ ନବୈେଦ୍ଯ ଓ ବଳି ଉତ୍ସର୍ଗ କରିବା ନିମନ୍ତେ ସହେି ମହାୟାଜକ ଲୋକମାନଙ୍କୁ ସାହାୟ୍ଯ କରନ୍ତି।
1 Porque todo sumo sacerdote tomado dentre os homens é constituído a favor dos homens nas coisas concernentes a Deus, para que ofereça dons e sacrifícios pelos pecados,
2 ଅନ୍ୟ ଲୋକମାନଙ୍କ ଭଳି ମହାୟାଜକର ମଧ୍ଯ ଦୁର୍ବଳତା ରହିଛି, ତେଣୁ ସେ ଅଜ୍ଞାନ ଓ ଭ୍ରାନ୍ତ ଲୋକମାନଙ୍କ ପ୍ରତି ସହାନୁଭୂତି ଦଖାଇବୋକୁ ସମର୍ଥ।
2 podendo ele compadecer-se devidamente dos ignorantes e errados, porquanto também ele mesmo está rodeado de fraqueza.
3 ମହାୟାଜକ ଅନ୍ଯଲୋକମାନଙ୍କ ପାପ ନିମନ୍ତେ ବଳି ଉତ୍ସର୍ଗ କରନ୍ତି କିନ୍ତୁ ତାହାଙ୍କର ନିଜର ମଧ୍ଯ ଦୁର୍ବଳତା ଥିବା ହତେୁରୁ ସେ ମଧ୍ଯ ନିଜ ପାପ ପାଇଁ ବଳି ଉତ୍ସର୍ଗ କରିବା ଉଚିତ୍।
3 E por esta razão deve ele, tanto pelo povo como também por si mesmo, oferecer sacrifício pelos pecados.
4 ମହାୟାଜକ ହବୋ ଏକ ସମ୍ମାନର ବିଷୟ। କିନ୍ତୁ କହେି ହେଲେ ନିଜେ ଏହି କାମ ପାଇଁ ବାଛେ ନାହିଁ। ଜଣଙ୍କୁ ପରମେଶ୍ବରଙ୍କ ଦ୍ବାରା ଆହୂତ ହବୋକୁ ପଡ଼ିବ, ଯେପରି ହାରୋଣ ଆହୂତ ହାଇେଥିଲେ।
4 Ora, ninguém toma para si esta honra, senão quando é chamado por Deus, como o foi Arão.
5 ଖ୍ରୀଷ୍ଟ ମଧ୍ଯ ସହେି ଡ଼କା ହାଇେଥିଲେ। ସେ ପରମେଶ୍ବରଙ୍କ ଦ୍ବାରା ସେ ମନୋନୀତ ହାଇେଥିଲେ। ପରମେଶ୍ବର ତାହାଙ୍କୁ କହିଲେ :
5 assim também Cristo não se glorificou a si mesmo, para se fazer sumo sacerdote, mas o glorificou aquele que lhe disse: Tu és meu Filho, hoje te gerei;
6 ଅନ୍ୟ ଗୋଟିଏ ସ୍ଥାନ ରେ ପରମେଶ୍ବର କୁହନ୍ତି :
6 como também em outro lugar diz: Tu és sacerdote para sempre, segundo a ordem de Melquisedeque.
7 ଖ୍ରୀଷ୍ଟ ଜଗତ ରେ ଥିଲା ବେଳେ ଯେ, ତାହାଙ୍କୁ ମୃତ୍ଯୁରୁ ରକ୍ଷା କରିବାକୁ ସମର୍ଥ, ସହେି ପରମେଶ୍ବରଙ୍କୁ ଆକୁଳ ଭାବରେ ଅଶ୍ରୁପାତ ସହ ପ୍ରାର୍ଥନା ଓ ବିନତି ଉତ୍ସର୍ଗ କରିଥିଲେ। ଯେ ହତେୁ ଯୀଶୁ ପରମେଶ୍ବରଙ୍କ ଇଚ୍ଛାନୁସା ରେ କାମ କରୁଥିଲେ ଓ ନମ୍ର ଥିଲେ, ତେଣୁ ପରମେଶ୍ବର ତାହାଙ୍କ ପ୍ରାର୍ଥନା ରେ ପ୍ରତ୍ଯୁତ୍ତର ଦଇେଥିଲେ।
7 O qual nos dias da sua carne, tendo oferecido, com grande clamor e lágrimas, orações e súplicas ao que podia livrar da morte, e tendo sido ouvido por causa da sua reverência,
8 ଯୀଶୁ ପରମେଶ୍ବରଙ୍କ ପୁତ୍ର ଥିଲେ। ତଥାପି ଦୁଃଖ ଭୋଗ ଦ୍ବାରା ଆଜ୍ଞା ବହତା ଶିଖିଲେ।
8 ainda que era Filho, aprendeu a obediência por meio daquilo que sofreu;
9 ପୁଣି ଯୀଶୁ ନିର୍ଦ୍ ଦୋଷ ଥିଲେ। ଅତଏବ ଯେଉଁମାନେ ତାହାଙ୍କର ଆଜ୍ଞା ମାନନ୍ତି ସମାନେେ ଅନନ୍ତ ଜୀବନ ପାଇପାରିବେ।
9 e, tendo sido aperfeiçoado, veio a ser autor de eterna salvação para todos os que lhe obedecem,
10 ପରମେଶ୍ବର ମଲକୀଷଦକଙ୍କେ ଭଳି ଯୀଶୁଙ୍କୁ ମହାୟାଜକ ରୂପେ ବାଛିଲେ।
10 sendo por Deus chamado sumo sacerdote, segundo a ordem de Melquisedeque.
11 ଏ ବିଷୟ ରେ ଆମ୍ଭର ତୁମ୍ଭମାନଙ୍କୁ ଅନକେ କଥା କହିବା ପାଇଁ ଅଛି। କିନ୍ତୁ ଯେ ହତେୁ ତୁମ୍ଭମାନେେ ଅବୁଝା ହେଉଛ, ଏହାକୁ ବୁଝାଇବା କଷ୍ଟକର।
11 Sobre isso temos muito que dizer, mas de difícil interpretação, porquanto vos tornastes tardios em ouvir.
12 ବର୍ତ୍ତମାନ ପର୍ୟ୍ଯନ୍ତ ଯେତିକି ସମୟ ଅତିବାହିତ ହାଇେ ଗଲାଣି, ତୁମ୍ଭମାନେେ ଉପଦେଶକ ହାଇେ ସାରନ୍ତଣି। କିନ୍ତୁ ଯାହା ଜଣା ପଡ଼େ, ପରମେଶ୍ବରଙ୍କ ଶିକ୍ଷାର ପ୍ରାଥମିକ ମୌଳିକ ପାଠଗୁଡ଼ିକୁ ତୁମ୍ଭମାନଙ୍କୁ ଶିଖାଇବା ପାଇଁ ଜଣେ ଲୋକ ଦରକାର। ଶିଶୁମାନଙ୍କୁ କ୍ଷୀର ଦରକାର ହେଲା ଭଳି, ତୁମ୍ଭମାନେେ ଏବେ ମଧ୍ଯ ପ୍ରାରମ୍ଭିକ ଶିକ୍ଷା କରୁଛ। ତୁମ୍ଭମାନେେ କଠିନ ଆହାର ଖାଇବା ପାଇଁ ପ୍ରସ୍ତୁତ ହାଇେ ନାହଁ।
12 Porque, desde a infância sabes as sagradas letras, que podem necessitais de que se vos torne a ensinar os princípios elementares dos oráculos de Deus, e vos haveis feito tais que precisais de leite, e não de alimento sólido.
13 ଯେ କବଳେ କ୍ଷୀର ଖାଇ ବଞ୍ଚେ, ସେ ଶିଶୁପରି। ସେ ବ୍ଯକ୍ତି ଉଚିତ ଶିକ୍ଷା କ'ଣ ତାହା ଜାଣି ନାହିଁ। ସମାନେେ ଭଲ ଓ ମନ୍ଦର ପାର୍ଥକ୍ଯ ନିରୂପଣ କରିବା ପାଇଁ ଆତ୍ମିକ ଶିକ୍ଷା ଗୁଡ଼ିକ ଲାଭ କରିଛନ୍ତି।
13 Ora, qualquer que se alimenta de leite é inexperiente na palavra da justiça, pois é criança;
14 କିନ୍ତୁ କଠିନ ଖାଦ୍ୟ ସହେିମାନଙ୍କ ପାଇଁ ଯେଉଁମାନେ ଶିଶୁପରି ବ୍ଯବହାର ବନ୍ଦ କରି ଦଇେଛନ୍ତି। ଏହା ସହେିମାନଙ୍କ ପାଇଁ ଯେଉଁମାନେ ଆତ୍ମା ରେ ବୃଦ୍ଧି ପାଇଛନ୍ତି।
14 mas o alimento sólido é para os adultos, os quais têm, pela prática, as faculdades exercitadas para discernir tanto o bem como o mal.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Hebreus 5, comparar traduções ou montar um estudo — tudo direto pelo WhatsApp.