Hebreus 6
Oriya Bible (GL_ORIYA) vs NVI
1 ଅତଏବ ଖ୍ରୀଷ୍ଟଙ୍କ ବିଷୟ ରେ ପ୍ରାରମ୍ଭିକ ଶିକ୍ଷାର ସମାପ୍ତି ଘଟାଇବା ଦରକାର। ଆମ୍ଭେ ଯେଉଁସବୁ କାର୍ୟ୍ଯ କରିବା ଆରମ୍ଭ କରିଛୁ, ତହିଁରୁ ପଶ୍ଚାତପଦ ହବୋ ନାହିଁ। ଯେତବେେଳେ ଆମ୍ଭେ ଖ୍ରୀଷ୍ଟଙ୍କଠା ରେ ଆମ୍ଭ ଜୀବନ ଆରମ୍ଭ କରିଲୁ, ଆମ୍ଭମାନେେ ମନ୍ଦକର୍ମରୁ ବିମୁଖ ହାଇେ ପରମେଶ୍ବରଙ୍କଠା ରେ ବିଶ୍ବାସ କଲୁ।
1 Portanto, deixemos os ensinos elementares a respeito de Cristo e avancemos para a maturidade, sem lançar novamente o fundamento do arrependimento de atos que conduzem à morte, da fé em Deus,
2 ସେତବେେଳେ ଆମ୍ଭେ ବାପ୍ତିସ୍ମ ବିଷୟ ରେ ଲୋକଙ୍କୁ ହସ୍ତାର୍ପଣ କରିବା ବିଷୟ ରେ, ମୃତ୍ଯୁରୁ ପୁନରୁତ୍ଥିତ ହବୋ ବିଷୟ ରେ ଓ ଶଷେ ବିଚାର ବିଷୟ ରେ ଶିକ୍ଷା ପାଇଥିଲୁ। କିନ୍ତୁ ଏବେ ଆମ୍ଭେ ସିଦ୍ଧିଲାଭ କରିବାକୁ ଅଗ୍ରସର ହବୋ ଉଚିତ୍।
2 da instrução a respeito de batismos, da imposição de mãos, da ressurreição dos mortos e do juízo eterno.
3 ହଁ ଯଦି ପରମେଶ୍ବର ଅନୁମତି ଦିଅନ୍ତି, ଆମ୍ଭେ ଏପରି କରିବା।
3 Assim faremos, se Deus o permitir.
4 ଲୋକମାନେ ଖ୍ରୀଷ୍ଟଙ୍କ ମାର୍ଗ ଛାଡ଼ି ଦଲୋ ପରେ କ'ଣ ତୁମ୍ଭମାନେେ ସମାନଙ୍କେ ଜୀବନ କବେେ ପରିବର୍ତ୍ତନ କରି ପାରିବ ? ଯେଉଁମାନେ ସତ୍ଯର ଶିକ୍ଷା ପାଇ ସାରିଛନ୍ତି ମୁଁ ସମାନଙ୍କେୁ ଏହା କହୁଛି। ସମାନେେ ପରମେଶ୍ବରଙ୍କ ଦାନ ପ୍ରାପ୍ତ କରି, ଓ ପବିତ୍ର ଆତ୍ମାଙ୍କ ସହଭାଗୀ ହାଇେଛନ୍ତି।
4 Ora para aqueles que uma vez foram iluminados, provaram o dom celestial, tornaram-se participantes do Espírito Santo,
5 ସମାନେେ ପରମେଶ୍ବରଙ୍କ କଥା ଶୁଣିଲେ ଓ ପରମେଶ୍ବରଙ୍କ ଭାବୀଜଗତର ମହାନ୍ ଶକ୍ତି ଗୁଡ଼ିକୁ ଦେଖିଥିଲେ। ସମାନେେ ତହିଁର ଉତ୍ତମତା ଜୀବନ ରେ ଉପଲବ୍ଧି କରିଛନ୍ତି। କିନ୍ତୁ ତା'ପରେ ମଧ୍ଯ ସମାନେେ ଖ୍ରୀଷ୍ଟଙ୍କ ମାର୍ଗ ଛାଡ଼ିଛନ୍ତି।
5 experimentaram a bondade da palavra de Deus e os poderes da era que há de vir,
6 ସମାନେେ ଯୀଶୁଙ୍କୁ ପୁନର୍ବାର କୃଶ ରେ ଚଢ଼ାଇ କଣ୍ଟା ମାରୁଛନ୍ତି। ସମାନେେ ସମସ୍ତଙ୍କ ଆଗ ରେ ଯୀଶୁଖ୍ରୀଷ୍ଟଙ୍କୁ ଅପମାନିତ କରୁଛନ୍ତି।
6 e caíram, é impossível que sejam reconduzidos ao arrependimento; pois para si mesmos estão crucificando de novo o Filho de Deus, sujeitando-o à desonra pública.
7 ସେ ଲୋକମାନେ ହେଉଛନ୍ତି ପ୍ରଚୁର ବୃଷ୍ଟି ହେଉଥିବା କ୍ଷେତ୍ର ସଦୃଶ। କୃଷକ ଲୋକମାନଙ୍କ ପାଇଁ ଶସ୍ଯ ଉତ୍ପନ୍ନ କରିବା ନିମନ୍ତେ ସହେି କ୍ଷେତ୍ରର ରକ୍ଷଣ ବେକ୍ଷଣ କରେ। ଯଦି ସହେି କ୍ଷେତ୍ର ଲୋକମାନଙ୍କ ପାଇଁ ଉପ ଯୋଗୀ ଫସଲ ଉତ୍ପନ୍ନ କରେ, ତାହା, ପରମେଶ୍ବରଙ୍କର ଆଶୀର୍ବାଦ ପାଏ।
7 Pois a terra que absorve a chuva, que cai freqüentemente e dá colheita proveitosa àqueles que a cultivam, recebe a bênção de Deus.
8 କିନ୍ତୁ ଯଦି ସହେି କ୍ଷେତ୍ର କଣ୍ଟା ଓ ଅନାବନା ଘାସ ଉତ୍ପନ୍ନ କରେ, ତା' ହେଲେ ତାହା ଅକାମୀ ଅଟେ। ସହେି ଭୂମି ପରମେଶ୍ବରଙ୍କ ଦ୍ବାରା ଅଗ୍ରାହ୍ଯ ହାଇେ ଅଭିଶପ୍ତ ହୁଏ, ଓ ଶଷେ ରେ ତାହା ଅଗ୍ନି ଦ୍ବାରା ବିନଷ୍ଟ ହବେ।
8 Mas a terra que produz espinhos e ervas daninhas, é inútil e logo será amaldiçoada. Seu fim é ser queimada.
9 ପ୍ରିୟ ମିତ୍ରଗଣ! ଆମ୍ଭେ ତୁମ୍ଭମାନଙ୍କୁ ଏହି କଥା କହୁଛୁ। କିନ୍ତୁ ପ୍ରକୃତ ରେ ଆମ୍ଭେ ତୁମ୍ଭମାନଙ୍କଠାରୁ ଅଧିକ ଉତ୍ତମ ବିଷୟ ଆଶା କରୁ। ଆମ୍ଭେ ନିଶ୍ଚିତ ଯେ ତୁମ୍ଭମାନେେ ପରିତ୍ରାଣର କଥା ଆମ୍ଭକୁ କହିବ। ତୁମ୍ଭମାନେେ ତାହାଙ୍କ ଲୋକମାନଙ୍କୁ ସାହାୟ୍ଯ କରି ଯେଉଁ ପ୍ ରମେଭାବ ପ୍ରଦର୍ଶିତ କରିଛ, ସହେି ଭଲ କାମକୁ ପରମେଶ୍ବର ସଦାସର୍ବଦା ମନେ ରଖିବେ।
9 Amados, mesmo falando dessa forma, estamos convictos de coisas melhores em relação a vocês, coisas próprias da salvação.
10 ପରମେଶ୍ବର ହେଉଛନ୍ତି ନ୍ଯାଯୀ। ତୁମ୍ଭମାନେେ ତାହାଙ୍କ ଲୋକମାନଙ୍କୁ ସାହାୟ୍ଯ କରି ଚାଲିଛ, ଏକଥା ସେ ମନେ ରଖିବେ।
10 Deus não é injusto; ele não se esquecerá do trabalho de vocês e do amor que demonstraram por ele, pois ajudaram os santos e continuam a ajudá-los.
11 ଆମ୍ଭେ ଚାହୁଁ ଯେ ତୁମ୍ଭମାନଙ୍କ ଭିତରୁ ପ୍ରେତ୍ୟକକ ଜୀବନସାରା ସହେି ଭଳି କଠାେର ପରିଶ୍ରମ କରୁଥାଅ। ତବେେ ତୁମ୍ଭମାନେେ ତୁମ୍ଭର ପ୍ରତ୍ଯାଶିତ ମହତ୍ ବିଷୟ ଲାଭ କରିବ।
11 Queremos que cada um de vocês mostre essa mesma prontidão até o fim, para que tenham a plena certeza da esperança,
12 ତୁମ୍ଭମାନେେ ଆଳସ୍ଯପରାୟଣ ନ ହାଇେ ଯେପରି ପରମେଶ୍ବରଙ୍କ ପ୍ରତିଜ୍ଞାତ ବିଷୟ ପ୍ରାପ୍ତ ହାଇେଥିବା ଲୋକମାନଙ୍କ ପରି ହୁଅ, ଏକଥା ଆମ୍ଭେ ଚାହୁଁ। ସମାନେେ ତାହାଙ୍କର ବିଶ୍ବାସ ଓ ର୍ଧୈୟ୍ଯ ହତେୁରୁ ପରମେଶ୍ବରଙ୍କ ପ୍ରତିଜ୍ଞାର ଅଧିକାରୀ ହେଉଛନ୍ତି।
12 de modo que vocês não se tornem negligentes, mas imitem aqueles que, por meio da fé e da paciência, recebem a herança prometida.
13 ପରମେଶ୍ବର ଅବ୍ରହାମଙ୍କୁ ପ୍ରତିଜ୍ଞା ଦଇେଥିଲେ। ପରମେଶ୍ବରଙ୍କ ବ୍ଯତୀତ ମହାନ ଲୋକ ଆଉ କହେି ନାହାଁନ୍ତି। ଅତଏବ ପରମେଶ୍ବର ନିଜ ନାମ ରେ ଯାହା ପ୍ରତିଜ୍ଞା କରିଛନ୍ତି, ତାହା ସାଧନା କରିବେ ବୋଲି କହିଛନ୍ତି।
13 Quando Deus fez a sua promessa a Abraão, por não haver ninguém superior por quem jurar, jurou por si mesmo,
14 ପରମେଶ୍ବର କହିଲେ : ମୁଁ ଅବଶ୍ଯ ତୁମ୍ଭକୁ ଆଶୀର୍ବାଦ କରିବି। ମୁଁ ତୁମ୍ଭର ବଂଶ ଅତିଶୟ ବୃଦ୍ଧି କରିବି।307
14 dizendo: "Esteja certo de que o abençoarei e farei seus descendentes numerosos".
15 ଅବ୍ରହାମ ର୍ଧୈୟ୍ଯପୂର୍ବକ ଏହା ଘଟିବା ପାଇଁ ଅପେକ୍ଷା କଲେ। ଓ ପରେ ସେ ପରମେଶ୍ବରଙ୍କ ପ୍ରତିଜ୍ଞାନୁସା ରେ ଫଳପ୍ରାପ୍ତ ହେଲେ।
15 E foi assim que, depois de esperar pacientemente, Abraão alcançou a promessa.
16 ମନୁଷ୍ଯମାନେ ନିଜ ଅପେକ୍ଷା ମହତ୍ ଲୋକର ନାମ ନଇେ ଶପଥ କରିଥାନ୍ତି। ଏହା ଦ୍ବାରା ସମାନଙ୍କେର କଥାର ସତ୍ଯତା ପ୍ରମାଣିତ ହୁଏ ଓ ସମାନଙ୍କେ ବିବାଦର ନିଷ୍ପତ୍ତି ହୁଏ।
16 Os homens juram por alguém superior a si mesmos, e o juramento confirma o que foi dito, pondo fim a toda discussão.
17 ପରମେଶ୍ବର ନିଜ ପ୍ରତିଜ୍ଞାର ସତ୍ଯତା ପ୍ରମାଣିତ କରିବା ପାଇଁ ଇଚ୍ଛା କଲେ। ପରମେଶ୍ବରଙ୍କ ପ୍ରତିଜ୍ଞାର ଅଧିକାରୀମାନଙ୍କ ନିକଟରେ ପ୍ରମାଣିତ କରିବାକୁ ଇଚ୍ଛା କଲେ। ସେ ସମାନଙ୍କେୁ ସ୍ପଷ୍ଟ ଭାବରେ ବୁଝାଇ ଦବୋକୁ ଚାହିଁଲେ ଯେ ତାଙ୍କର ଯୋଜନା ରେ କୌଣସି ପରିବର୍ତ୍ତନ ଘଟେ ନାହିଁ। କାରଣ ପରମେଶ୍ବର ଯାହା କହନ୍ତି, ତାହା ନିଶ୍ଚିତ ହବେ ଏବଂ ଏହା ପ୍ରମାଣିତ କରିବାକୁ ସେ ପ୍ରତିଜ୍ଞା ସହ ଶପଥ ମଧ୍ଯ କରନ୍ତି।
17 Querendo mostrar de forma bem clara a natureza imutável do seu propósito para com os herdeiros da promessa, Deus o confirmou com juramento,
18 ଉକ୍ତ ଦୁଇଟି ଯାକ ଅପରିବର୍ତ୍ତନୀୟ। ଯେତବେେଳେ ପରମେଶ୍ବର କିଛି କହନ୍ତି ସେ ମିଛ କହି ପାରନ୍ତି ନାହିଁ, ପୁଣି କୌଣସି ଶପଥ କଲା ବେଳେ ମଧ୍ଯ ସେ ମିଛ କହି ପାରନ୍ତି ନାହିଁ। ଅତଏବ ଯେଉଁମାନେ ନିଜର ସୁରକ୍ଷା ଦୃଷ୍ଟିରୁ ପରମେଶ୍ବରଙ୍କ ପାଖକୁ ଆସିଛନ୍ତି, ସମାନଙ୍କେୁ ଉକ୍ତ କଥା ସାନ୍ତ୍ବନା ପ୍ରଦାନ କରେ ଓ ପରମେଶ୍ବରଙ୍କ ଭରସା ରେ ସ୍ଥିର ରହିବା ପାଇଁ ଦୃଢ଼ ଉତ୍ସାହ ପ୍ରଦାନ କରେ।
18 para que, por meio de duas coisas imutáveis nas quais é impossível que Deus minta, sejamos firmemente encorajados, nós, que nos refugiamos nele para tomar posse da esperança a nós proposta.
19 ଆମ୍ଭର ସହେି ଭରସା ଗୋଟିଏ ଲଙ୍ଗର ଭଳି ନିଶ୍ଚିତ ଓ ସୁଦୃଢ଼। ଏହା ମନ୍ଦିରର ପରଦା ଆଢୁଆଳ ରେ ଥିବା ପବିତ୍ର ସ୍ଥାନ ରେ ପ୍ରବେଶ କରି ଆମ୍ଭର ଆତ୍ମାକୁ ସୁରକ୍ଷିତ ରେଖ।
19 Temos esta esperança como âncora da alma, firme e segura, a qual adentra o santuário interior, por trás do véu,
20 ଯୀଶୁ ଆଗରୁ ସଠାେକୁ ଯାଇ ସାରିଛନ୍ତି, ଓ ଆମ୍ଭ ପାଇଁ ପଥ ଉନ୍ମୁକ୍ତ କରିଛନ୍ତି। ମଲକୀଷଦକଙ୍କେ ଭଳି ଯୀଶୁ ଅନନ୍ତକାଳୀନ ମହାୟାଜକ ଅଟନ୍ତି।
20 onde Jesus, que nos precedeu, entrou em nosso lugar, tornando-se sumo sacerdote para sempre, segundo a ordem de Melquisedeque.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Hebreus 6, comparar traduções ou montar um estudo — tudo direto pelo WhatsApp.