Hebreus 9
Oriya Bible (GL_ORIYA) vs ARA
1 ପ୍ରଥମ ନିୟମ ରେ ଉପାସନାର ନିୟମାବଳୀ ଥିଲା। ଏନିମନ୍ତେ ମଣିଷ ନିର୍ମିତ ଗୋଟିଏ ଉପାସନା ଗୃହ ମଧ୍ଯ ଥିଲା।
1 Ora, a primeira aliança também tinha preceitos de serviço sagrado e o seu santuário terrestre.
2 ଏହି ସ୍ଥାନଟି ଗୋଟିଏ ତମ୍ବୁ ଭିତ ରେ ଥିଲା। ଏହି ତମ୍ବୁର ପ୍ରଥମ ଭାଗ ରେ ଦୀପ, ମଜେ ଓ ତହିଁ ଉପରେ ପରମେଶ୍ବରଙ୍କୁ ଉତ୍ସର୍ଗୀକୃତ ରୋଟୀ ଥିଲା। ଏହି ସ୍ଥାନକୁ 'ପବିତ୍ର ସ୍ଥାନ'314 ବୋଲି କୁହା ଯାଇଥିଲା।
2 Com efeito, foi preparado o tabernáculo, cuja parte anterior, onde estavam o candeeiro, e a mesa, e a exposição dos pães, se chama o Santo Lugar;
3 ଦ୍ବିତୀୟ ପରଦା ପଛ ପଟ ରେ ଯେଉଁ ବଖରାଟି ଥିଲା ତାହାକୁ 'ମହାପବିତ୍ର ସ୍ଥାନ' କୁହାଯାଉଥିଲା।
3 por trás do segundo véu, se encontrava o tabernáculo que se chama o Santo dos Santos,
4 ଏଠା ରେ ସୁଗନ୍ଧିତ ଦ୍ରବ୍ଯ ପୋଡ଼ିବା ପାଇଁ ଗୋଟିଏ ସୁନାର ବଦେୀ ଥିଲା। 'ପୁରାତନ ନିୟମ315 ଗୋଟିଏ ପବିତ୍ର ବାକ୍ସ ଭିତ ରେ ଥିଲା। ବାକ୍ସ ସୁନା ରେ ତିଆରି ହାଇେଥିଲା। ସହେି ବାକ୍ସ ଭିତ ରେ ସୁନା ରେ ତିଆରି ମାନ୍ନା316 ରଖା ହାଇେଥିବା ଗୋଟିଏ ପାତ୍ର ଥିଲା। ହାରୋଣର ବାଡ଼ିଟି ଯେଉଁବାଡ଼ି ଉପରେ ନୂଆ ହାଇେ ପତ୍ର କଅଁଳି ଥିଲା ମଧ୍ଯ ଥିଲା। ସହେି ବାକ୍ସ ରେ ପୁରାତନ ନିୟମର ଦଶଆଜ୍ଞା ଲଖାେଥିବା ପ୍ରସ୍ତର ଫଳକମାନ ମଧ୍ଯ ଥିଲା।
4 ao qual pertencia um altar de ouro para o incenso e a arca da aliança totalmente coberta de ouro, na qual estava uma urna de ouro contendo o maná, o bordão de Arão, que floresceu, e as tábuas da aliança;
5 ବାକ୍ସ ଉପରେ କିରୁବ ସ୍ବର୍ଗଦୂତଗଣ ପରମେଶ୍ବରଙ୍କ ମହିମା ପ୍ରଦର୍ଶିତ କରୁଥିଲେ। ଏମାନେ 'ଦୟାର ଆସନ'317 ରେ ଉପବିଷ୍ଟ ଥିଲେ। କିନ୍ତୁ ଆମ୍ଭେ ଏବେ ବିସ୍ତାର ପୂର୍ବକ ସେ ବିଷୟ ରେ କହି ପାରିବୁ ନାହିଁ।
5 e sobre ela, os querubins de glória, que, com a sua sombra, cobriam o propiciatório. Dessas coisas, todavia, não falaremos, agora, pormenorizadamente.
6 ମାରେ କହିବା ଅନୁଯାଯୀ ସହେି ତମ୍ବୁ ରେ ସମସ୍ତ କିଛି ପ୍ରସ୍ତୁତ କରି ରଖା ଯାଇଥିଲା। ଯାଜକମାନେ ଉପାସନା କର୍ୟ୍ଯ କରିବା ପାଇଁ ପ୍ରଥମ ବଖରାଟିକୁ ପ୍ରତିଦିନ ଯାଆନ୍ତି।
6 Ora, depois de tudo isto assim preparado, continuamente entram no primeiro tabernáculo os sacerdotes, para realizar os serviços sagrados;
7 କିନ୍ତୁ ଦ୍ବିତୀୟ ବଖରା ଭିତରକୁ କବଳେ ବର୍ଷ ରେ ଥରେ ମହାୟାଜକ ଯାଇ ପାରୁଥିଲେ। ମହାୟାଜକ ଉତ୍ସର୍ଗ କରିବାର ରକ୍ତ ନ ନଇେ କଦାପି ସଠାେରେ ପ୍ରବେଶ କରନ୍ତି ନାହିଁ। ଯାଜକ ନିଜର ଲୋକମାନଙ୍କ ଆଜ୍ଞାନକୃତ ପାପ ନିମନ୍ତେ ସହେି ରକ୍ତ ପରମେଶ୍ବରଙ୍କୁ ଅର୍ପଣ କରୁଥିଲେ।
7 mas, no segundo, o sumo sacerdote, ele sozinho, uma vez por ano, não sem sangue, que oferece por si e pelos pecados de ignorância do povo,
8 ଏତଦ୍ବାରା ପବିତ୍ର ଆତ୍ମା ଆମ୍ଭକୁ ଏହି ଶିକ୍ଷା ଦିଅନ୍ତି ଯେ, ପ୍ରଥମ ବଖରାଟି ଥିବା ପର୍ୟ୍ଯନ୍ତ ଅତିପବିତ୍ର ସ୍ଥାନ ରେ ପ୍ରବେଶ କରିବାର ପଥ ଖାେଲା ହାଇେ ନାହିଁ।
8 querendo com isto dar a entender o Espírito Santo que ainda o caminho do Santo Lugar não se manifestou, enquanto o primeiro tabernáculo continua erguido.
9 ଏହା ଆଜି ଆମ୍ଭ ପାଇଁ ଉଦାହରଣ ସ୍ବରୂପ। ଏହା ସୂଚାଇ ଦିଏ ଯେ, ଯେଉଁ ଦାନ ଓ ବଳିଗୁଡ଼ିକ ପରମେଶ୍ବରଙ୍କୁ ଉତ୍ସର୍ଗ କରାଯାଏ, ତଦ୍ଦ୍ବାରା ଉପାସକ ପାପରୁ ସମ୍ପୂର୍ଣ୍ଣ ଧୌତ ହାଇପୋ ରେ ନାହିଁ। ଉକ୍ତ ବଳି ହତେୁ ସେ ସିଦ୍ଧିଲାଭ କରିପା ରେ ନାହିଁ।
9 É isto uma parábola para a época presente; e, segundo esta, se oferecem tanto dons como sacrifícios, embora estes, no tocante à consciência, sejam ineficazes para aperfeiçoar aquele que presta culto,
10 ସଗେୁଡ଼ିକ ଖାଦ୍ୟ, ପୟେ ଓ ବିଭିନ୍ନ ପ୍ରକାରର ଶୌଚକ୍ରିଯା କବଳେ ଶାରୀରିକ ବିଧିବିଧାନ ଅଟେ, ଏତଦ୍ବାରା ହୃଦୟର ପରିବର୍ତ୍ତନ ହୁଏ ନାହିଁ। ପରମେଶ୍ବରଙ୍କ ନୂତନ ଚୁକ୍ତିର ସମୟ ପର୍ୟ୍ଯନ୍ତ ପରମେଶ୍ବର ସହେି ସବୁ ନିୟମ ଲୋକମାନଙ୍କୁ ଦେଲେ।
10 os quais não passam de ordenanças da carne, baseadas somente em comidas, e bebidas, e diversas abluções, impostas até ao tempo oportuno de reforma.
11 କିନ୍ତୁ ଏବେ ଖ୍ରୀଷ୍ଟ ମହାୟାଜକ ରୂପେ ଆସିଅଛନ୍ତି। ଖ୍ରୀଷ୍ଟ ହେଉଛନ୍ତି ଆମ୍ଭ ପାଖ ରେ ଥିବା ସମସ୍ତ ଉତ୍ତମ ବିଷୟର ମହାୟାଜକ। କିନ୍ତୁ ଯୀଶୁ ଅନ୍ୟ ଯାଜକମାନଙ୍କ ଭଳି ତମ୍ବୁ ରେ ଆପଣା ସବୋକାର୍ୟ୍ଯ କରନ୍ତି ନାହିଁ। ଖ୍ରୀଷ୍ଟ ତାହା ଅପେକ୍ଷା ମହତ୍ତର ଓ ଶ୍ ରେଷ୍ଠ ସ୍ଥଳ ରେ ସବୋକାର୍ୟ୍ଯ କରନ୍ତି ଏବଂ ଏହି ସ୍ଥାନଟି ମଣିଷମାନେ ତିଆରି କରି ନାହାଁନ୍ତି।
11 Quando, porém, veio Cristo como sumo sacerdote dos bens já realizados, mediante o maior e mais perfeito tabernáculo, não feito por mãos, quer dizer, não desta criação,
12 ଏହି ସ୍ଥାନଟି ଏହି ଜଗତର ନୁହେଁ। ଖ୍ରୀଷ୍ଟ ମହାପବିତ୍ର ସ୍ଥାନ ରେ ଛଳେି ବା ଗୋବତ୍ସର ରକ୍ତ ନୁହେଁ, ମାତ୍ର ନିଜ ରକ୍ତ ଘନେି ଏକାଥରକେ ପ୍ରବେଶ କଲେ ଓ ସବୁ ଦିନ ପାଇଁ ଆମ୍ଭକୁ ମୁକ୍ତି ଦାନ କଲେ।
12 não por meio de sangue de bodes e de bezerros, mas pelo seu próprio sangue, entrou no Santo dos Santos, uma vez por todas, tendo obtido eterna redenção.
13 ଯେଉଁ ଲୋକମାନେ ଉପାସନାସ୍ଥଳ ରେ ପ୍ରବେଶ କରିବା ନିମନ୍ତେ ଆଉ ପବିତ୍ର ନୁହଁନ୍ତି ସମାନଙ୍କେ ଉପରେ ଛଳେି, ବଳଦର ରକ୍ତ ଓ ଗାଈର ପାଉଁଶ ଛିଞ୍ଚା ଯାଇଥିଲା। ସହେି ରକ୍ତ ଓ ପାଉଁଶ ସେ ଲୋକମାନଙ୍କ ଶରୀରକୁ ପୁନର୍ବାର ପବିତ୍ର କରୁଥିଲା।
13 Portanto, se o sangue de bodes e de touros e a cinza de uma novilha, aspergidos sobre os contaminados, os santificam, quanto à purificação da carne,
14 ନିଶ୍ଚିତ ରୂପେ ଖ୍ରୀଷ୍ଟଙ୍କର ରକ୍ତ ବହୁତ କିଛି ଅଧିକ କରିପା ରେ। ଖ୍ରୀଷ୍ଟ ଅନନ୍ତ ଆତ୍ମାଙ୍କ ଦ୍ବାରା ଆପଣାକୁ ନିଖୁଣ ବଳିସ୍ବରୂପେ ପରମେଶ୍ବରଙ୍କୁ ଉତ୍ସର୍ଗ କଲେ। ତାହାଙ୍କର ରକ୍ତ, ଆମ୍ଭର ମନ୍ଦକାର୍ୟ୍ଯରୁ ଆମ୍ଭକୁ ଧୋଇ ପୂର୍ଣ୍ଣ ଭାବରେ ଶୁଚି କରିଦବେ। ତାହାଙ୍କର ରକ୍ତ ଆମ୍ଭ ହୃଦୟକୁ ମଧ୍ଯ ପବିତ୍ର କରିବ। ଆମ୍ଭେ ପବିତ୍ର ହାଇେ ଜୀବନ୍ତ ପରମେଶ୍ବରଙ୍କର ସବୋ କରିପାରିବା।
14 muito mais o sangue de Cristo, que, pelo Espírito eterno, a si mesmo se ofereceu sem mácula a Deus, purificará a nossa consciência de obras mortas, para servirmos ao Deus vivo!
15 ଅତଏବ, ପରମେଶ୍ବରଙ୍କ ପାଖରୁ ଯୀଶୁଖ୍ରୀଷ୍ଟ ଗୋଟିଏ ନୂତନ ନିୟମ ଆଣିଲେ। ଏହି ନୂତନ ନିୟମର ଉଦ୍ଦେଶ୍ଯ ଯେପରି ପରମେଶ୍ବରଙ୍କ ଦ୍ବାରା ଆହୂତ ପ୍ରେତ୍ୟକକ ଲୋକ ପରମେଶ୍ବରଙ୍କ ପ୍ରତିଜ୍ଞାର ଅଧିକାରୀ ହବେେ। ସମାନେେ ଅନନ୍ତକାଳ ଏହି ଅଧିକାର ଭୋଗ କରିବେ। କାରଣ ପ୍ରଥମ ନିୟମ କାଳ ରେ ଲୋକମାନେ ଯେଉଁ ପାପସବୁ କରିଥିଲେ, ତହିଁର ପ୍ରତିବାଦ ରେ ଖ୍ରୀଷ୍ଟ ମୃତ୍ଯୁ ବରଣ କଲେ।
15 Por isso mesmo, ele é o Mediador da nova aliança, a fim de que, intervindo a morte para remissão das transgressões que havia sob a primeira aliança, recebam a promessa da eterna herança aqueles que têm sido chamados.
16 ଯେତବେେଳେ ଜଣେ ଲୋକ ମୃତ୍ଯୁବରଣ କରେ ସେ ଗୋଟିଏ ଉଇଲ୍ ଛାଡ଼ି ଯାଏ। କିନ୍ତୁ ଲୋକେ ସହେି ଲୋକଜଣକର ମୃତ୍ଯୁ ପ୍ରମାଣିତ କରିବା ଉଚିତ୍।
16 Porque, onde há testamento, é necessário que intervenha a morte do testador;
17 ଚୁକ୍ତି ଲେଖିଥିବା ଲୋକ ଯଦି ଜୀବିତ, ତା ହେଲେ ସହେି ଉଇଲ୍ଟି କାର୍ୟ୍ଯକାରୀ ହାଇେ ପାରିବ ନାହିଁ। ମଣିଷଟି ମରିଗଲା ପରେ ଯାଇ ଉଇଲ୍ଟି ଲାଗୁ ହାଇେ ପାରିବ।
17 pois um testamento só é confirmado no caso de mortos; visto que de maneira nenhuma tem força de lei enquanto vive o testador.
18 ପରମେଶ୍ବର ଓ ଲୋକଙ୍କ ମଧିଅରେ ହାଇେଥିବା ପ୍ରଥମ ନିୟମ ଠିକ୍ ସହେିଭଳି। ପ୍ରଥମ ନିୟମ ମଧ୍ଯ ରକ୍ତଦ୍ବାରା କାର୍ୟ୍ଯକାରୀ ହାଇେଥିଲା।
18 Pelo que nem a primeira aliança foi sancionada sem sangue;
19 ପ୍ରଥମ ରେ, ବ୍ଯବସ୍ଥାର ପ୍ରେତ୍ୟକକ ଈଶ୍ବରୀୟ ଆଜ୍ଞା ମାଶାେ ଲୋକମାନଙ୍କୁ କହିଥିଲେ। ତା'ପରେ ମାଶାେ ବାଛୁରୀଗୁଡ଼ିକର ରକ୍ତ ସହିତ ଜଳ ମିଶାଇଲେ। ତା'ପରେ ସେ ଲାଲ ରଙ୍ଗ ଓ ଏସୋବର ଡ଼ାଳଟିଏ ନଇେ ଜଳ ମିଶ୍ରିତ ରକ୍ତ ବ୍ଯବସ୍ଥା ପୁସ୍ତକ ତଥା ସବୁଲୋକଙ୍କ ଉପରେ ଛିଞ୍ଚିଲେ।
19 porque, havendo Moisés proclamado todos os mandamentos segundo a lei a todo o povo, tomou o sangue dos bezerros e dos bodes, com água, e lã tinta de escarlate, e hissopo e aspergiu não só o próprio livro, como também sobre todo o povo,
20 ତା'ପରେ ମାଶାେ କହିଲେ, ଯେଉଁ ନିୟମଗୁଡ଼ିକୁ ପରମେଶ୍ବର ତୁମ୍ଭମାନଙ୍କୁ ପାଳନ କରିବା ପାଇଁ ଆଜ୍ଞା ଦଇେଛନ୍ତି, ସହେି ନିୟମର ରକ୍ତ ଏହି।
20 dizendo: Este é o sangue da aliança, a qual Deus prescreveu para vós outros.
21 ମାଶାେ ପବିତ୍ର ତମ୍ବୁ ଉପରେ ସହେି ରକ୍ତ ଛିଞ୍ଚିଲେ। ଉପାସନା ପାଇଁ ଆବଶ୍ଯକ ହେଉଥିବା ପ୍ରେତ୍ୟକକ ବସ୍ତୁ ଉପରେ ମଧ୍ଯ ସେ ସହେି ରକ୍ତ ଛିଞ୍ଚିଲେ।
21 Igualmente também aspergiu com sangue o tabernáculo e todos os utensílios do serviço sagrado.
22 ବ୍ଯବସ୍ଥା କୁ ହେ ଯେ, ପ୍ରେତ୍ୟକକ ବସ୍ତୁ ରକ୍ତ ଦ୍ବାରା ଶୁଦ୍ଧ ହାଇେ ପାରିବ। ଓ ବିନା ରକ୍ତ ରେ ପାପଗୁଡ଼ିକୁ କ୍ଷମା କରା ଯାଇ ପାରିବ ନାହିଁ।
22 Com efeito, quase todas as coisas, segundo a lei, se purificam com sangue; e, sem derramamento de sangue, não há remissão.
23 ସ୍ବର୍ଗସ୍ଥ ବିଷୟଗୁଡ଼ିକର ପ୍ରତିକୃତିଗୁଡିକ ପଶୁବଳି ଦ୍ବାରା ଶୁଦ୍ଧ କରାଯାଏ। କିନ୍ତୁ ସ୍ବର୍ଗସ୍ଥ ବିଷୟ ରେ ଶୁଦ୍ଧତା ପାଇଁ ଅପେକ୍ଷାକୃତ ଭଲ ବଳି ଦରକାର।
23 Era necessário, portanto, que as figuras das coisas que se acham nos céus se purificassem com tais sacrifícios, mas as próprias coisas celestiais, com sacrifícios a eles superiores.
24 ଖ୍ରୀଷ୍ଟ ମହାପବିତ୍ର ସ୍ଥାନ ଭିତରକୁ ଗଲେ। କିନ୍ତୁ ସେ ମନଷ୍ଯ ହସ୍ତନିର୍ମିତ ମହାପବିତ୍ର ସ୍ଥାନକୁ ଗଲେ ନାହିଁ। ଏହି ପରମ ପବିତ୍ର ସ୍ଥାନଟି ପ୍ରକୃତ ସ୍ଥାନର ପ୍ରତିକୃତି ମାତ୍ର। ଯୀଶୁ ସ୍ବର୍ଗ ଭିତରକୁ ଗଲେ।
24 Porque Cristo não entrou em santuário feito por mãos, figura do verdadeiro, porém no mesmo céu, para comparecer, agora, por nós, diante de Deus;
25 ବର୍ତ୍ତମାନ ସେ ମଧ୍ଯ ଆମ୍ଭକୁ ସାହାୟ୍ଯ କରିବା ପାଇଁ ସଠାେରେ ପରମେଶ୍ବରଙ୍କ ଆଗ ରେ ଅଛନ୍ତି। ମହାୟାଜକ ମହାପବିତ୍ର ସ୍ଥାନ ରେ ବର୍ଷକୁ ଥରେ ମାତ୍ର ପ୍ରବେଶ କରନ୍ତି। ପୁଣି ଉତ୍ସର୍ଗ କରିବା ନିମନ୍ତେ ରକ୍ତ ନଇେ ଯାଆନ୍ତି। କିନ୍ତୁ ସେ ଯୀଶୁଙ୍କ ଭଳି ନିଜର ରକ୍ତ ସମର୍ପଣ କରନ୍ତି ନାହିଁ। ମହାୟାଜକ ଯେପରି ଥରକୁ ଥର ରକ୍ତ ସମର୍ପଣ କରନ୍ତି, ଖ୍ରୀଷ୍ଟ ନିଜକୁ ସଭେଳି ଥରକୁ ଥର ସମର୍ପଣ କରିବା ପାଇଁ ସ୍ବର୍ଗ ରେ ପ୍ରବେଶ କରି ନ ଥିଲେ।
25 nem ainda para se oferecer a si mesmo muitas vezes, como o sumo sacerdote cada ano entra no Santo dos Santos com sangue alheio.
26 ଯଦି ଖ୍ରୀଷ୍ଟ ନିଜକୁ ଅନକେ ଥର ସମର୍ପଣ କରି ଥାଆନ୍ତେ, ତା' ହେଲେ ଜଗତ ସୃଷ୍ଟି ହବୋ ଦିନଠାରୁ ତାହାଙ୍କୁ ଅନକେ ଥର ଯାତନା ସହିବାକୁ ପଡ଼ିଥାନ୍ତା। କିନ୍ତୁ ଖ୍ରୀଷ୍ଟ ଥରେ ମାତ୍ର ଆସିଲେ ଓ ନିଜକୁ ଉତ୍ସର୍ଗ କଲେ। ୟୁଗାନ୍ତ ସମୟରେ ଆପଣାକୁ ବଳିରୂପେ ଉତ୍ସର୍ଗ କରିବା ଦ୍ବାରା ଯୀଶୁ ସମସ୍ତ ପାପ ହରଣ କରିବା ପାଇଁ ଆସିଥିଲେ।
26 Ora, neste caso, seria necessário que ele tivesse sofrido muitas vezes desde a fundação do mundo; agora, porém, ao se cumprirem os tempos, se manifestou uma vez por todas, para aniquilar, pelo sacrifício de si mesmo, o pecado.
27 ପ୍ରେତ୍ୟକକ ଲୋକ ଥରେ ମରିବା ଦରକାର। ଜଣେ ମଲାପରେ ତାହାର ବିଚାର ହୁଏ।
27 E, assim como aos homens está ordenado morrerem uma só vez, vindo, depois disto, o juízo,
28 ଖ୍ରୀଷ୍ଟ ଥରେ ବଳି ଭାବରେ ସମର୍ପିତ ହେଲେ, ଯେପରି ଅନକେ ଲୋକଙ୍କର ପାପ ଦୂର କରିପାରିବେ। ଖ୍ରୀଷ୍ଟ ଦ୍ବିତୀୟଥର ଲୋକମାନଙ୍କର ପାପ ପାଇଁ ନୁହେଁ, ମାତ୍ର ଯେଉଁମାନେ ତାହାଙ୍କ ପାଇଁ ପ୍ରତୀକ୍ଷା କରୁଥିବେ, ସମାନଙ୍କେର ମୁକ୍ତି ପାଇଁ ଆସିବେ।
28 assim também Cristo, tendo-se oferecido uma vez para sempre para tirar os pecados de muitos, aparecerá segunda vez, sem pecado, aos que o aguardam para a salvação.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Hebreus 9, comparar traduções ou montar um estudo — tudo direto pelo WhatsApp.