Habacuque 1
Oriya Bible (GL_ORIYA) vs NVT
1 ଏହି ବାର୍ତ୍ତାଟି ଭବିଷ୍ଯଦ୍ବକ୍ତା ହବକ୍କୂକୁ ପ୍ରଦାନ କରାୟାଇଥିଲା। ହବକ୍କୂଙ୍କର ପରମେଶ୍ବରଙ୍କଠା ରେ ଅଭିଯୋଗ
1 Esta é a mensagem que o profeta Habacuque recebeu numa visão.
2 ହେ ସଦାପ୍ରଭୁ, କେତକୋଳ ପର୍ୟ୍ଯନ୍ତ ମୁଁ ସାହାୟ୍ଯ ପାଇଁ ତୁମ୍ଭକୁ ଡାକିବି? କେତବେେଳେ ତୁମ୍ଭେ ମାରେ ଡାକ ଶୁଣିବ? ଏବି ଗୋଳମାଳ ବିଷଯ ରେ ମୁଁ ତୁମ୍ଭକୁ ଆହ୍ବାନ କଲି କିନ୍ତୁ ତୁମ୍ଭେ କିଛି କଲନାହିଁ।
2 Até quando, S enhor , terei de pedir socorro? Tu, porém, não ouves. Clamo: “Há violência por toda parte!”, mas tu não vens salvar.
3 ଲୋକମାନେ ଜିନିଷ ଧ୍ବଂସ କରୁଛନ୍ତି ଓ ଅନ୍ୟକୁ ଆଘାତ କରୁଛନ୍ତି। ସମାନେେ ୟୁକ୍ତି କରୁଛନ୍ତି ଓ ଲଢୁଛନ୍ତି। ଏହି ଅନ୍ଯାଯ ସବୁ ମୁଁ କାହିଁକି ଦେଖିବି? ଏହି ଖରାପ ଦ୍ରବ୍ଯ ମୁଁ କାହିଁକି ଦେଖିବି?
3 Terei de ver estas maldades para sempre? Por que preciso assistir a tanta opressão? Para qualquer lugar que olho, vejo destruição e violência. Estou cercado de pessoas que discutem e brigam o tempo todo.
4 ଏଠା ରେ ବ୍ଯବସ୍ଥା ଅତି କୋହଳ ଏବଂ ନ୍ଯାଯ ବିଗ୍ଭର କରାୟାଏ ନାହିଁ। ମନ୍ ଦଲୋକମାନେ ଭଲ ଲୋକଙ୍କ ଉପ ରେ ଜଯଲାଭ କରୁଛନ୍ତି। ତେଣୁ ନ୍ଯାଯ ହେଉ ନାହିଁ।
4 A lei está amortecida, e não se faz justiça nos tribunais. Os perversos são mais numerosos que os justos e, com isso, a justiça é corrompida.
5 ସଦାପ୍ରଭୁ ଉତ୍ତର ଦେଲେ, ଅନ୍ୟ ଗୋଷ୍ଠୀଗୁଡିକୁ ଗ୍ଭହିଁ। ସମାନଙ୍କେୁ ଲକ୍ଷ୍ଯ କର ଏବଂ ତୁମ୍ଭେ ଆଶ୍ଚର୍ୟ୍ଯାନ୍ବିତ ହବେ। ତୁମ୍ଭର ଜୀବନ କାଳ ମଧିଅରେ ଆମ୍ଭେ ଯାହା କରିବା ତାହା ତୁମ୍ଭକୁ ଆଶ୍ଚର୍ୟ୍ଯାନ୍ବିତ କରିବ। ଯଦି କହେି ତୁମ୍ଭକୁ କ ହେ, କ'ଣ ହବୋକୁ ଯାଉଥିଲା, ତୁମ୍ଭେ କବେେ ବିଶ୍ବାସ କରି ନଥାନ୍ତ।
5 “Observem as nações ao redor; olhem e admirem-se! Pois faço algo em seus dias, algo em que vocês não acreditariam mesmo que alguém lhes contasse.
6 ଆମ୍ଭେ ବାବିଲୋନୀଯମାନଙ୍କୁ ଗୋଟିଏ ଶକ୍ତିଶାଳୀ ଗୋଷ୍ଠୀ ରେ ପରିଣତ କରିବା। ସହେି ଲୋକମାନେ ଦୁଷ୍ଟ ଓ କ୍ଷିପ୍ର। ଯୋଦ୍ଧା। ସମାନେେ ସମଗ୍ର ପୃଥିବୀ ରେ ମାଡିଯିବେ। ସମାନେେ ଅନ୍ୟ ଲୋକମାନଙ୍କର ଗୃହ ଓ ନଗରଗୁଡିକୁ ଅଧିକାର କରିବେ।
6 Estou levantando os babilônios, um povo cruel e violento. Eles marcharão por todo o mundo e conquistarão outras terras.
7 ବାବିଲୀଯମାନେ ଅନ୍ୟ ଲୋକମାନଙ୍କୁ ଭୟଭୀତ କରାଇବେ। ସମାନେେ ନିଜ ପାଇଁ ଆଇନ୍ ତିଆରି କରିବେ ଏବଂ ନିଜ ପାଇଁ ବ୍ଯବହାର କରିବେ।
7 São conhecidos por sua crueldade e decidem por si mesmos o que é certo.
8 ସମାନଙ୍କେର ଘୋଡାଗୁଡିକ ଚିତାବାଘଠାରୁ ଦ୍ରୁତଗାମୀ ହବେେ ଏବଂ ଗଧିଆଠାରୁ ଦ୍ରୁତଗାମୀ ସମସ୍ଥଳ ରେ ହବେେ। ସମାନଙ୍କେର ସୈନ୍ଯମାନେ ଘୋଡା ଚଢି ବହୁଦୂରରୁ ଆସିବେ। ଗୋଟିଏ ଭୋକିଲା ଚିଲ ପକ୍ଷୀ ଆକାଶରୁ ଶିକାର ଉପ ରେ ଝାମ୍ପ ମାରିଲା ପରି ସମାନେେ ଦ୍ରୁତ ବଗେ ରେ ଶତୃଙ୍କୁ ଆକ୍ରମଣ କରିବେ।
8 Seus cavalos são mais velozes que leopardos e mais ferozes que lobos ao anoitecer. Seus cavaleiros atacam, vindos de longe; como águias, lançam-se sobre a presa para devorá-la.
9 ସମାନେେ କବଳେ ୟୁଦ୍ଧ କରିବାକୁ ଗ୍ଭହାଁନ୍ତି। ସମାନଙ୍କେର ସୈନ୍ଯମାନେ ବନ୍ଦୀମାନଙ୍କୁ ବାଲିପରି ଆଣିବା ପାଇଁ ସଂକଳ୍ପର ସହିତ ଯାଉଛନ୍ତି।
9 “Todos eles vêm prontos para agir com violência; seus exércitos avançam como o vento do deserto, ajuntando prisioneiros como se fossem areia.
10 ବାବିଲ ସୈନ୍ଯମାନେ ଅନ୍ୟ ଦେଶର ରାଜାମାନଙ୍କୁ ଉପହାସ କରିବେ। ବିଦେଶୀ ଶାସକମାନେ ସମାନଙ୍କେ ପାଇଁ ଉପହାସର ପାତ୍ର ହବେେ। ସମାନେେ ସୁଦୃଢ ଉଚ୍ଚ ପ୍ରାଚୀର ବିଶିଷ୍ଟ ନଗରକୁ ଦେଖି ହସିବେ। ସମାନେେ ତ୍ରିଭୁଜାକାର ଚଟାଣ ତିଆରି କରିବେ ଏବଂ ସହେିସବୁ ନଗରକୁ କରାଯତ କରିବେ।
10 Zombam de reis e príncipes e desprezam todas as suas fortalezas. Constroem rampas de terra contra seus muros e as conquistam.
11 ତା'ପ ରେ ସମାନେେ ପବନ ପରି ଗତି ରେ ଯିବେ। ସମାନେେ ଦୋଷୀ ଅଟନ୍ତି ଯେ, ସମାନେେ ତାଙ୍କର ନିଜର ଶକ୍ତିକୁ ପୂଜା କରନ୍ତି।
11 Passam com rapidez, como o vento, e desaparecem. Sua culpa, porém, é grande, pois têm como deus sua própria força.”
12 ତା'ପ ରେ ହବକୂକ୍ କହିଲେ, ହେ ସଦାପ୍ରଭୁ, ତୁମ୍ଭେ ପୁରାତନ କାଳର ସଦାପ୍ରଭୁ ଅଟ। ତୁମ୍ଭ ଏକମାତ୍ର ପବିତ୍ର ଅଟ, ୟିଏ କବେେ ଅନ୍ତର୍ହିତ କରିବ ନାହିଁ। ହେ ସଦାପ୍ରଭୁ, ତୁମ୍ଭେ ସମାନଙ୍କେୁ ବିଗ୍ଭର କରିବା ପାଇଁ ନିୟୁକ୍ତି କଲ କି? ହେ ଶୈଳ, ଲୋକମାନଙ୍କୁ ଦଣ୍ତ ଦବୋ ପାଇଁ ତୁମ୍ଭେ ସମାନଙ୍କେୁ ପଠାଇଲ କି?
12 Ó S enhor , meu Deus, meu Santo, tu que és eterno certamente não planejas nos exterminar! Ó S como castigo por nossos pecados.
13 ତୁମ୍ଭର ଚକ୍ଷୁଗୁଡିକ ଏତେ ଶୁଦ୍ଧ ଯେ, ତୁମ୍ଭେ ଦୁଷ୍କର୍ମ ଦେଖିପାରିବ ନାହିଁ। ଲୋକମାନେ ଦୁଷ୍କର୍ମ କରୁଥିବାର ଦେଖି ତୁମ୍ଭେ ସହ୍ଯ କରିପାରିବ ନାହିଁ। ତେଣୁ କିପରି ସହେି ମନ୍ଦ ଲୋକମାନେ ଜଯ କରିବାର ତୁମ୍ଭେ ଦେଖିପାରିବ? କାହିଁକି ତୁମ୍ଭେ ପ୍ରତିକ୍ରିଯା କରୁନାହଁ, ଯେତବେେଳେ ଦୁଷ୍ଟ ଲୋକମାନେ ଧାର୍ମିକ ଲୋକମାନଙ୍କୁ ପରାସ୍ତ କରିବାର ଦେଖୁଛ?
13 Mas tu és puro e não suportas ver o mal e a opressão; permanecerás indiferente diante desses traiçoeiros? Ficarás calado enquanto os perversos engolem os que são mais justos que eles?
14 ତୁମ୍ଭେ ସମୁଦ୍ରର ମାଛ ସଦୃଶ ଲୋକମାନଙ୍କୁ ତିଆରି କରିଛ ସମାନେେ ବିନା ନେତା ରେ ସମୁଦ୍ରର େଛାଟ ପ୍ରାଣୀ ସଦୃଶ।
14 Somos apenas peixes para ser apanhados e mortos? Somos apenas seres do mar, que não têm quem os guie?
15 ଶତୃ ଆଙ୍କୁଡି ଓ ଜାଲ ସାହାୟ୍ଯ ରେ ସମାନଙ୍କେୁ ଧ ରେ। ସମାନେେ ସମାନଙ୍କେୁ ଜାଲ ରେ ଧରି ଖୁସି ହୁଅନ୍ତି।
15 Seremos fisgados por seus anzóis e pegos em suas redes enquanto eles se alegram e festejam?
16 ତା'ର ଜାଲ ତାକୁ ଧନୀଲୋକ ପରି ଚଳିବା ରେ ସାହାୟ୍ଯ କରେ ଏବଂ ଉତ୍ତମ ଖାଦ୍ୟ ଯୋଗଏ। ତେଣୁ ଶତୃ ତା'ର ଜାଲକୁ ପୂଜା କରେ। ସେ ତା'ର ଜାଲକୁ ସମ୍ମାନ ଦବୋକୁ ବଳିଦାନ ଓ ଧୂପ ଦିଏ।
16 Então eles oferecerão sacrifícios a suas redes e queimarão incenso diante delas, dizendo: “Essas redes nos enriqueceram!”.
17 ଏ ନିମନ୍ତେ ସେ କି ଆପଣା ଜାଲ ଖାଲି କରୁଥିବ ଓ ସେ କ'ଣ ରାଜ୍ଯକୁ ଦୟା ନ ଦଖାଇେ ଧ୍ବଂସ ସାଧନ କରି ଗ୍ଭଲିଥିବ?
17 Deixarás que permaneçam impunes? Continuarão a destruir cruelmente as nações?
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Habacuque 1, comparar traduções ou montar um estudo — tudo direto pelo WhatsApp.