Habacuque 3

Oriya Bible (GL_ORIYA) vs VC

Sair da comparação
VC Versão Católica
1 ଭବିଷ୍ଯଦ୍ବକ୍ତା ହବକୂକ୍ଙ୍କର ଶିଗିଯୋନତ୍ ପ୍ରାର୍ଥନା:
1 Oração do profeta Habacuc. Em tom de lamentação.
2 ହେ ସଦାପ୍ରଭୁ, ମୁଁ ତୁମ୍ଭ ପ୍ରସିଦ୍ଧ ବିଷଯ ରେ ଶୁଣିଛି ଏବଂ ମୁଁ ପରମେଶ୍ବରଙ୍କ ଭୟ ରେ ପରିପୂର୍ଣ୍ଣ ହାଇେଛି। ହେ ସଦାପ୍ରଭୁ, ଅତୀତ ରେ ଯେଉଁସବୁ ଶକ୍ତିଶାଳୀ କାର୍ୟ୍ଯ କରିଛ, ସେଥି ରେ ମୁଁ ଆଶ୍ଚର୍ୟ୍ଯାନ୍ବିତ। ବର୍ତ୍ତମାନ ମୁଁ ପ୍ରାର୍ଥନା କରୁଛି ତୁମ୍ଭେ ଆମ୍ଭ ବିଷଯ ରେ ଅନକେ ବଡ କାର୍ୟ୍ଯ କରିବ। ଆମ୍ଭ ସମୟରେ ଏହିସବୁ ଘଟୁ ତୁମ୍ଭେ ଦୟାପୂର୍ବକ କର। ତୁମ୍ଭର ସହେି କୋରଧିତ ଅବସ୍ଥା ରେ ଆମ୍ଭପ୍ରତି ଦୟା କର।
2 Senhor, eu ouvi a vossa mensagem e enchi-me de temor diante de vossa obra. Fazei-a reviver no decorrer das idades, no decorrer das idades tornai-a manifesta. Em vossa ira, lembrai-vos da misericórdia!
3 ପରମେଶ୍ବର ତୈମନରୁ ଆସୁଛନ୍ତି। ସହେି ପବିତ୍ର ପୁରୁଷ ପାରଣ ପର୍ବତରୁ ଓହ୍ଲାଇ ଆସୁଛନ୍ତି। ସଦାପ୍ରଭୁଙ୍କ ମହିମା ସ୍ବର୍ଗକୁ ଆବୃତ କରେ। ତାଙ୍କର ପ୍ରଶଂସା ପୃଥିବୀକୁ ପୂର୍ଣ୍ଣ କରେ।
3 Deus vem de Temã, o Santo vem do monte de Farã. Sua majestade cobre os céus, e a terra se enche de sua glória.
4 ଆଲୋକରଶ୍ମି ସଦାପ୍ରଭୁଙ୍କ ହସ୍ତରୁ ଆସି ଉଜ୍ଜ୍ବଳ ଆଲୋକ ପ୍ରଦାନ କରେ। ତାଙ୍କର ଶକ୍ତି ସଠାେ ରେ ଲୁଚିଅଛି।
4 Seu esplendor é deslumbrante como a luz, das suas mãos brotam raios; ali está o véu de seu poder.
5 ରୋଗଗୁଡିକ ତାଙ୍କ ଆଗେ ଆଗେ ଚାଲିଲେ ଏବଂ ଧ୍ବଂସକାରୀ ଶକ୍ତି ତାଙ୍କୁ ଅନୁସରଣ କଲେ।
5 A calamidade avança diante dele, a febre ardente lhe segue as pegadas.
6 ସଦାପ୍ରଭୁ ଦଣ୍ତାଯମାନ ହେଲେ ଓ ପୃଥିବୀର ବିଗ୍ଭର କଲେ। ସେ ଦୃଷ୍ଟିଜାତ କରି ଗୋଷ୍ଠୀଗଣଙ୍କୁ ଭିନ୍ନଭିନ୍ନ କରି ତଡି ଦେଲେ। ଯେଉଁ ପର୍ବତଗୁଡିକ ବହୁବର୍ଷ ପର୍ୟ୍ଯନ୍ତ ଛିଡା ହାଇେଥିଲେ ସଗେୁଡିକ ଧ୍ବଂସ ହେଲେ। ପୁରାତନ ପାହାଡଗୁଡିକର ମଧ୍ଯ ପତନ ହେଲା। କିନ୍ତୁ ପରମେଶ୍ବର ଅନନ୍ତକାଳସ୍ଥାଯୀ।
6 Levantando-se, sacode ele a terra, olha e faz tremer as nações. Deslocam-se as montanhas eternas, desfazem-se as colinas antigas, e lhe abrem amplos caminhos!
7 ମୁଁ ଦେଖିଲି କୂଶନର ନଗରଗୁଡିକ ଅସୁବିଧା ରେ ଥିଲେ। ମିଦିଯନର ଗୃହଗୁଡିକ ଭୟ ରେ ଥରିଲେ।
7 Vejo em aflição as tendas da Etiópia, tremem os pavilhões de Madiã.
8 ହେ ସଦାପ୍ରଭୁ, ତୁମ୍ଭେ କ'ଣ ନଦୀ, ଝରଣା, ସମୁଦ୍ର ଉପ ରେ କୋରଧାନ୍ବିତ ହାଇେଥିଲ? ସେଥିପାଇଁ କ'ଣ ତୁମ୍ଭେ ତୁମ୍ଭର ଅଶ୍ବ ଏବଂ ରଥକୁ ଆରୋହଣ କଲ?
8 Porventura, é contra os rios que se inflama o Senhor, é contra os rios que se desencadeia a vossa ira? Ou é contra o mar que se acende o vosso furor, quando montais em vossos cavalos e em vossos carros triunfais?
9 ତା'ପ ରେ ତୁମ୍ଭେ ଧନୁ କାଢିଲ। ଶପଥ ପୂର୍ବକ ତୀରଗୁଡିକୁ ନିକ୍ଷପେ କଲ। ତୁମ୍ଭେ ପୃଥିବୀକୁ ନଦୀମାନଙ୍କ ଦ୍ବାରା ଭାଗ କଲ।
9 Mostra-se desnudado o vosso arco, vossas flechas são as palavras que jurastes, fendeis a terra e dela saem torrentes.
10 ପର୍ବତଗୁଡିକ ତୁମ୍ଭକୁ ଦେଖି ଥରିଲେ। ପ୍ରଚଣ୍ତ ଜଳ ଭୂମିରେ ପ୍ରବାହିତ ହେଲା। ସମୁଦ୍ର ଭୟଙ୍କର ଗର୍ଜ୍ଜନ କଲା, ଢେଉଗୁଡିକ ଉପରକୁ ଉଠିଲା।
10 À vossa vista tremem os montes, cai uma tromba-dágua, o abismo faz ouvir a sua voz, e levanta as mãos para o alto.
11 ସୂର୍ୟ୍ଯ ଚନ୍ଦ୍ର ତାଙ୍କର କକ୍ଷ ରେ ଛିଡା ହେଲେ। ଯେତବେେଳେ ସମାନେେ ତୁମ୍ଭର ବିଦ୍ଯୁତ୍ର ଉଜ୍ଜ୍ବଳ ଦେଖିଲେ ସମାନେେ ଆଲୋକ ଦବୋ ବନ୍ଦ କଲେ। ସହେି ବିଦ୍ଯୁତ୍ ପବନ ରେ ବର୍ଚ୍ଛା ଓ ତୀର ଗତି କଲାପରି କ୍ଷିପ୍ର ଥିଲା।
11 O sol e a lua ficam em sua morada, ao verem a luz de vossas flechas que voam, e o brilho fulgurante de vossa lança.
12 କୋର୍ଧ ରେ ତୁମ୍ଭେ ପୃଥିବୀ ଉପ ରେ ଗ୍ଭଲିଲ ଏବଂ ଦେଶଗୁଡିକୁ ଦଣ୍ତ ଦଲେ।
12 Vós calcais a terra em vosso furor, com a vossa cólera esmagais as nações.
13 ତୁମ୍ଭେ ଆପଣା ଲୋକଙ୍କୁ ପରିତ୍ରାଣ କରିବକୁ ଆସିଲ। ତୁମ୍ଭେ ଆପଣା ମନୋନୀତ ରାଜାଙ୍କୁ ରକ୍ଷା କରିବାକୁ ଆସିଲ। ପ୍ରତି ମନ୍ଦ ଗୃହ ରେ ଥିବା ମୁଖ୍ଯଙ୍କୁ ହତ୍ଯା କଲ। ତୁମ୍ଭେ ତାକୁ ଆପାଦମସ୍ତକ ଗ୍ଭବୁକରେ ପ୍ରହାର କଲ।
13 Partistes para a guerra, para a salvação do vosso povo, para a salvação do vosso Ungido. Derrubastes o teto da casa do ímpio, pusestes a nu os seus fundamentos até a base.
14 ତୁମ୍ଭେ ତା'ର ନିଜ ବର୍ଚ୍ଛା ରେ ତା'ର ମୁଣ୍ତକୁ ଗଣ୍ତିରୁ ଅଲଗା କଲ। ସହେି ସୈନ୍ଯମାନେ ଶକ୍ତିଶାଳୀ ଝଡ ଭଳି ଆମ୍ଭ ବିରୁଦ୍ଧ ରେ ଲଢିବାକୁ ଆସିଥିଲେ। ଗୋଟିଏ ଗରିବ ଲୋକକୁ ଗୋପନ ରେ ଲୁଣ୍ଠନ କଲାପରି ସମାନେେ କଲେ।
14 Transpassastes com vossas setas a cabeça dos príncipes que se precipitavam para nos dispersar, soltando gritos de alegria, como para devorar o infeliz em seu retiro.
15 କିନ୍ତୁ ତୁମ୍ଭେ ସହେି କାଦୁଅ ଓ ପ୍ରବଳ ଜଳଷୋର୍ତ ମଧ୍ଯଦଇେ ଘୋଡାକୁ ଝପଟାଇ ଦଲେ।
15 Lançastes vossos cavalos através do mar no turbilhão das muitas águas.
16 ମୁଁ ଯେତବେେଳେ ଏହି କଥା ଶୁଣିଲି ମାରେ ସମସ୍ତ ଶରୀର ଥରି ଉଠିଲା। ସହେି ଶଦ୍ଦ ରେ ମାେ ଓଷ୍ଠ ରେ କମ୍ପନ ହେଲା। ମାରେ ଅସ୍ଥିମଜ୍ଜା ରେ ମୁଁ ଦୁର୍ବଳ ହାଇେ ପଡିଲି। ମୁଁ ସହେି କମ୍ପନ ଅବସ୍ଥା ରେ ଥରିବାକୁ ଲାଗିଲି। ଯେତବେେଳେ ସମାନେେ ଲୋକମାନଙ୍କୁ ଆକ୍ରମଣ କରିବାକୁ ଆସିବେ, ମୁଁ ସହେି ଆକ୍ରମଣ ଓ ଧ୍ବଂସର ଦିନଗୁଡିକ ଆସିବା ପାଇଁ ର୍ଧୈୟ୍ଯ ଧରି ଅପେକ୍ଷା କରିବି।
16 Ao ouvir esse tumulto, minhas entranhas comoveram-se; ao seu ruído meus lábios tremeram; a cárie penetra nos meus ossos, e meus passos vacilam debaixo de mim. Esperarei em silêncio o dia da aflição, que se há de levantar sobre o povo que nos oprime,
17 ଡିମିରି ଗଛ ରେ ଡିମିରି ଫଳ ନପା ରେ, ଦ୍ରାକ୍ଷାଲତା ରେ ଅଙ୍ଗୁର ଫଳି ନପା ରେ, ଅଲିଭ ଗଛ ରେ ଅଲିଭ୍ ଉତ୍ପନ୍ନ ନ ହାଇପୋ ରେ, କ୍ଷତେ ରେ ଖାଦ୍ୟଶସ୍ଯ ନ ହାଇପୋ ରେ, ମେଣ୍ତାଶାଳ ରେ ମେଣ୍ତା ନରହି ପାରନ୍ତି ଓ ଶସ୍ଯଖଳା ରେ ଗୋରୁପଲ ନଥାଇ ପାରନ୍ତି।
17 porque então a figueira não brotará, nulo será o produto das vinhas, faltará o fruto da oliveira, e os campos não darão de comer. Não haverá mais ovelhas no aprisco, nem gado nos estábulos.
18 କିନ୍ତୁ ମିଁ ତଥାପି ସଦାପ୍ରଭୁଙ୍କଠା ରେ ଆନନ୍ଦ କରିବି ଏବଂ ପରମେଶ୍ବରଙ୍କୁ ମାରେତ୍ରାଣକର୍ତ୍ତା ଭାବି ଖୁସି ହବେି।
18 Eu, porém, regozijar-me-ei no Senhor. Encontrarei minha alegria no Deus de minha salvação.
19 ସଦାପ୍ରଭୁ ମାରେ ପ୍ରଭୁ, ମାେତେ ଶକ୍ତି ଦିଅନ୍ତି, ମୁଁ ହରିଣ ପରି ଦ୍ରୁତଗତି ରେ ଦୌଡିବା ରେ ମାେତେ ସାହାୟ୍ଯ କରନ୍ତି। ସଙ୍ଗୀତ ନିର୍ଦ୍ଦେଶକ ପରି ମାରେସ୍ପନ୍ଦିତ ବାଦ୍ଯୟନ୍ତ୍ର ରେ ସେ ପର୍ବତ ଉପରକୁ ମାେତେ ନିରାପଦ ରେ ଆଗଇେ ନିଅନ୍ତି।
19 Javé, meu Senhor, é minha força; ele torna meus pés ágeis como os da corça, e me faz andar sobre os cimos. Ao mestre do canto. Para instrumentos de corda.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Habacuque 3, comparar traduções ou montar um estudo — tudo direto pelo WhatsApp.