Isaías 10
Oriya Bible (GL_ORIYA) vs NVT
1 ଯେଉଁମାନେ ଅଧର୍ମ ବ୍ଯବସ୍ଥା କରନ୍ତି ସେ ଆଇନ ପ୍ରଣଯନକାରୀମାନଙ୍କୁ ଧ୍ଯାନ ଦିଅ। ଯେଉଁ ନିଯମ ପ୍ରଣଯନକାରୀ ଲୋକମାନଙ୍କର ଜୀବନକୁ କଷ୍ଟମଯ ଓ ଜଟିଳ କରିବା ପାଇଁ ଲେଖନ୍ତି। ସମାନେେ ସନ୍ତାପର ପାତ୍ର।
1 Que aflição espera os juízes injustos e os que decretam leis opressoras!
2 ସହେି ବ୍ଯବସ୍ଥାକାରୀଗଣ ଦରିଦ୍ରମାନଙ୍କ ପ୍ରତି ନ୍ଯାଯ ବିଚାର କରନ୍ତି ନାହିଁ। ସମାନେେ ଦରିଦ୍ରମାନଙ୍କର ଅଧିକାରକୁ ଛିନ୍ନ କରନ୍ତି। ସମାନେେ ମଧ୍ଯ ବିଧବା ଓ ଅନାଥର ଧନ ଲୁଣ୍ଠନ କରିବାକୁ ଲୋକମାନଙ୍କୁ ପ୍ରବର୍ତ୍ତାନ୍ତି।
2 Não fazem justiça aos pobres e negam os direitos dos necessitados de meu povo. Exploram as viúvas e tiram proveito dos órfãos.
3 ହେ ବ୍ଯବସ୍ଥାକାରୀଗଣ, ପ୍ରତିଫଳ ଦବୋର ଦିନ ରେ ତୁମ୍ଭମାନଙ୍କୁ ତୁମ୍ଭର କାର୍ୟ୍ଯକଳାପ ସମ୍ବନ୍ଧ ରେ ବୁଝାଇବାକୁ ପଡ଼ିବ। ଦୂରଦେଶରୁ ତୁମ୍ଭର ବିନାଶ ଆସୁଛି। ତୁମ୍ଭମାନେେ ସେତବେେଳେ କ'ଣ କରିପାରିବ। ସାହାୟ୍ଯ ପାଇଁ ତୁମ୍ଭମାନେେ କାହା ନିକଟକୁ ଦୌଡ଼ିବ। ତୁମ୍ଭର ଅର୍ଥ ଓ ସମ୍ପଦ ତୁମ୍ଭଙ୍କୁ ସାହାୟ୍ଯ କରିବ ନାହିଁ।
3 O que farão quando eu os castigar, quando trouxer de uma terra distante calamidade sobre vocês? A quem pedirão ajuda? Onde seus tesouros estarão seguros?
4 ତୁମ୍ଭେ ଜଣେ ବନ୍ଦୀଲୋକ ପରି ମୁଣ୍ଡ ନୁଆଁଇବ। ଜଣେ ମୃତଲୋକ ପରି ପଡ଼ିରହିବ। ମାତ୍ର ତାହା ତୁମ୍ଭକୁ ସାହାୟ୍ଯ କରିବ ନାହିଁ। ପରମେଶ୍ବର ତଥାପି କ୍ରୋଧାନ୍ବିତ ରହିବେ। ସେ ତଥାପି ତୁମ୍ଭକୁ ଦଣ୍ଡ ଦବୋକୁ ପ୍ରସ୍ତୁତ ରହିବେ।
4 Serão levados como prisioneiros ou ficarão caídos entre os mortos. Mesmo assim, a ira do S sua mão ainda está levantada para castigar.
5 ପରମେଶ୍ବର କହିବେ, ମୁଁ ଅଶୂରକୁ ଏକ ୟଷ୍ଟିରୂପେ ବ୍ଯବହାର କରିବି। ଏହି କୋର୍ଧରୂପକ ଦଣ୍ଡ ଇଶ୍ରାୟେଲକୁ ଶାସ୍ତି ଦବେେ।
5 “Que aflição espera a Assíria, a vara de minha ira; uso-a como bastão para expressar minha fúria!
6 ପ୍ରଭୁ ବିହୀନ ଦେଶକୁ ମୁଁ ଅଶୂରକୁ ପ୍ ରରଣେ କରିବି। ସହେି ଲୋକମାନଙ୍କ ଉପ ରେ ମୁଁ କୋରଧିତ ଏବଂ ସମାନଙ୍କେ ବିରୁଦ୍ଧ ରେ ଲଢ଼ିବାକୁ ମୁଁ ଅଶୂରକୁ ଆଦେଶ ଦବେି। ସେ ସମାନଙ୍କେୁ ପରାସ୍ତ କରିବ ଓ ସମାନଙ୍କେଠାରୁ ଧନସମ୍ପଦ ନଇେ ଆସିବି। ଇଶ୍ରାୟେଲ ରାସ୍ତାର ଧୂଳି ସଦୃଶ ଅଶୂରର ପଦଦଳିତ ହବେ।
6 Envio a Assíria contra uma nação ímpia, contra o povo com o qual estou irado. A Assíria os saqueará e os pisará como pó sob os seus pés.
7 ମାତ୍ର ମୁଁ ଅଶୂରକୁ ବ୍ଯବହାର କରିବି ସେ ଜାଣେ ନାହିଁ, ଅଶୂର ଭାବେ ନାହିଁ ଯେ ସେ ମାେ ପାଇଁ ଏକ ଅସ୍ତ୍ର। ଅଶୂର କବଳେ ଲୋକମାନଙ୍କୁ ଧ୍ବଂସ କରିବାକୁ ଇଚ୍ଛାକରେ। ସେ କବଳେ ଅନକେ ଗୋଷ୍ଠୀକୁ ଧ୍ବଂସ କରିବାକୁ ମନ୍ତ୍ରଣା କରେ।
7 O rei da Assíria, porém, não entenderá que é meu instrumento; esse não é seu modo de pensar. Seu plano é somente destruir, derrubar uma nação após a outra.
8 ଅଶୂର ନିଜକୁ ନିଜେ କହିହୁଏ, ମାରେ ସମସ୍ତ ପ୍ରାଚୀନଗଣ ରାଜା ସଦୃଶ।
8 Ele dirá: ‘Em breve cada um de meus príncipes será rei.
9 କଲ୍ନୋ ନଗର ତକମିଶର ତୁଲ୍ଯ ଅଟେ। ପୁଣି ଅର୍ପିଦ ନଗର ହମାତ୍ ତୁଲ୍ଯ ଅଟେ। ଶମରିଯା ନଗର ଦମ୍ମେଶକ ପରି ଅଟେ।
9 ‘Destruímos Calno, como fizemos com Carquemis, Hamate caiu diante de nós, como aconteceu com Arpade, e derrotamos Samaria, como fizemos com Damasco.
10 ମୁଁ ସହେି ଭ୍ରଷ୍ଟାଚାରୀ ରାଜ୍ଯଗୁଡ଼ିକୁ ପରାସ୍ତ କରିଥିଲି ଓ ବର୍ତ୍ତମାନ ସଗେୁଡ଼ିକ ଶାସନ କରିବି। ଯେଉଁ ପ୍ରତିମାଗୁଡ଼ିକୁ ସହେି ଲୋକମାନେ ପୂଜା କରୁଛନ୍ତି ସଗେୁଡ଼ିକ ୟିରୁଶାଲମ ଓ ଶମରିଯାର ପ୍ରତିମାଗୁଡ଼ିକଠାରୁ ଶ୍ ରେଷ୍ଠତର।
10 Sim, acabamos com muitos reinos, cujos deuses eram mais poderosos que os de Jerusalém e Samaria.
11 ମୁଁ ଶମରିଯା ଓ ତା'ର ପ୍ରତିମାଗୁଡ଼ିକୁ ଅଧିକାର କଲି। ସହେିପରି ମଧ୍ଯ ୟିରୁଶାଲମ୍ ଓ ତା'ର ଲୋକମାନଙ୍କ ଦ୍ବାରା ନିର୍ମିତ ପ୍ରତିମାଗୁଡ଼ିକୁ ମୁଁ ପରାସ୍ତ କରିବି।'
11 Portanto, derrotaremos Jerusalém e seus deuses, como destruímos Samaria e seus deuses’”.
12 ମାରେ ପ୍ରଭୁ ୟିରୁଶାଲମ ଓ ସିୟୋନ ପର୍ବତ ବିରୁଦ୍ଧ ରେ ସମସ୍ତ କାର୍ୟ୍ଯ ସମାପ୍ତ କଲାପ ରେ ଅଶୂରକୁ ଦଣ୍ଡ ଦବେେ। କାରଣ ଅଶୂରର ରାଜା ଅତି ଅହଙ୍କାରୀ ଓ ତାଙ୍କର ଗର୍ବ ତାଙ୍କୁ କୁକର୍ମ କରାଇଛି। ତେଣୁ ପରମେଶ୍ବର ତାଙ୍କୁ ଦଣ୍ଡ ଦବେେ।
12 Depois que o Senhor tiver usado o rei da Assíria para realizar seus propósitos no monte Sião e em Jerusalém, ele se voltará contra o rei da Assíria e o castigará, pois o rei é orgulhoso e arrogante.
13 ଅଶୂରର ରାଜା କ ହେ, ମୁଁ ଅତି ଜ୍ଞାନୀ, ମାରେ ଜ୍ଞାନ ଓ ଶକ୍ତି ବଳ ରେ ମୁଁ ବହୁ ମହାନ୍ କାର୍ୟ୍ଯ କରିଛି। ମୁଁ ଗୋଷ୍ଠୀକୁ ପରାଜିତ କରିଛି ଓ ସମାନଙ୍କେର ଧନସମ୍ପଦ ଲୁଣ୍ଠନ କରିଛି। ଆଉମଧ୍ଯ ତା'ର ଲୋକମାନଙ୍କୁ କ୍ରୀତଦାସ କରିଛି। ମୁଁ ଅତି ଶକ୍ତିଶାଳୀ ମାନବ।
13 Ele diz: “Fiz isto com meu braço poderoso, com minha astuta sabedoria o planejei. Destruí as defesas das nações e levei seus tesouros; como um touro, derrubei seus reis.
14 ଗୋଟିଏ ବ୍ଯକ୍ତି ପକ୍ଷୀର ବସାରୁ ଅଣ୍ଡା ଅପହରଣ କଲାପରି ମୁଁ ସମାନଙ୍କେର ଧନ ସମ୍ପଦ ନିଜ ହସ୍ତର ଶକ୍ତିବଳ ରେ ଅପହରଣ କରିଛି। ଅନକେ ସମୟରେ ପକ୍ଷୀ ତା'ର ବସା ଓ ଅଣ୍ଡାକୁ ଛାଡ଼ି ୟାଇଥାଏ ଓ ତା'ର ସୁରକ୍ଷା ପାଇଁ କିଛି ବ୍ଯବସ୍ଥା କରି ନ ଥାଏ। କୌଣସି ପକ୍ଷୀ ଶବ୍ଦ କରିବାକୁ କିମ୍ବା ପକ୍ଷ ଓ ଥଣ୍ଟ ସାହାୟ୍ଯ ରେ ଲଢ଼ିବାକୁ ସଠାେ ରେ ନ ଥାନ୍ତି। ତେଣୁ ଲୋକେ ଅଣ୍ଡା ନଇେ ୟାଆନ୍ତି। ତେଣୁ ମୁଁ ସହେିପରି ସମାନଙ୍କେର ଧନସମ୍ପଦ ଲୁଣ୍ଠନ କଲା ବେଳେ କହେି ମାେତେ ବାଧା ଦବେେ ନାହିଁ।'
14 Roubei as riquezas de seus ninhos e ajuntei reinos como o camponês ajunta ovos. Ninguém pode bater as asas contra mim, nem dar um pio de protesto”.
15 ଗୋଟିଏ କୂରାଢ଼ି କ'ଣ ତା'ର ଛଦନକେର୍ତ୍ତାଠାରୁ ଅଧିକ ଶକ୍ତିଶାଳୀ ହାଇପୋରିବ କି ? କରତ କ'ଣ କରତିଯର ବିରୁଦ୍ଧ ରେ କିଛି କରିପାରିବ ନାହିଁ। ମାତ୍ର ଅଶୂର ପରମେଶ୍ବରଙ୍କଠାରୁ ଅଧିକ ଶକ୍ତିଶାଳୀ ବୋଲି ଭାବୁଛି। ଏହା ଯେପରି ଗୋଟିଏ ୟଷ୍ଟି ନିଜକୁ ୟଷ୍ଟିଧାରୀଠାରୁ ଅଧିକ ବଡ଼ ବୋଲି ମନେ କରେ।
15 Mas será que o machado pode se orgulhar de ser mais poderoso que aquele que o usa? É a serra mais importante que a pessoa que com ela corta? Pode a vara golpear se não houver quem a mova? Acaso o cajado de madeira anda sozinho?
16 ଅଶୂର ଭାବେ ସେ ମହାନ୍। ମାତ୍ର ସର୍ବଶକ୍ତିମାନ ସଦାପ୍ରଭୁ ତା ବିରୁଦ୍ଧ ରେ ଏକ ଭୟଙ୍କର ବ୍ଯାଧି ପଠାଇବେ। ଗୋଟିଏ ରୋଗୀ ତା'ର ଓଜନ ହରାଇଲା ପରି ଅଶୂର ତା'ର ଅର୍ଥ ଓ ସାମର୍ଥ୍ଯ ହରାଇବ। ତା'ପ ରେ ଅଶୂରର ସମସ୍ତ ଗୌରବ ଧ୍ବଂସ ପାଇବ। ଏହା ଅଶୂରର ସମସ୍ତ ଧ୍ବଂସ କରିବା ପର୍ୟ୍ଯନ୍ତ ଜ୍ବଳନ୍ତ ଅଗ୍ନି ସଦୃଶ ହବେ।
16 Por isso, o Soberano S enhor dos Exércitos enviará uma praga sobre as tropas orgulhosas da Assíria, e fogo ardente consumirá sua glória.
17 ଇଶ୍ରାୟେଲର ଜ୍ଯୋତି ଗୋଟିଏ ଜ୍ବଳନ୍ତ ଅଗ୍ନି ପରି ହବେେ। ସହେି ଧର୍ମସ୍ବରୂପ ଏକ ଶିଖା ସଦୃଶ ହବେେ। ସହେି ଅଗ୍ନିଶିଖା ପ୍ରଥମେ ଅନାବନା ଘାସ ଓ କଣ୍ଟାସବୁ ପୋଡ଼ି ପକାଇବେ।
17 O S enhor , a Luz de Israel, será o fogo; o Santo será a chama. Devorará como fogo os espinhos e o mato e queimará o inimigo em um só dia.
18 ତା'ପ ରେ ସହେି ଅଗ୍ନିଶିଖା ବୃଦ୍ଧି ପାଇବ ଓ ବଡ଼ ବଡ଼ ଗଛ ଓ ଦ୍ରାକ୍ଷାକ୍ଷତକେୁ ପୋଡ଼ି ପକାଇବେ। ଶଷେ ରେ ସମସ୍ତ ଜିନିଷ ଏହି ଅଗ୍ନିଶିଖା ରେ ବଳି ପଡ଼ିବ।
18 O S enhor consumirá a glória da Assíria, como o fogo consome um bosque em terra fértil; ela definhará como os enfermos durante uma praga.
19 କବଳେ ବଣ ରେ ଅଳ୍ପ କତେୋଟି ବୃକ୍ଷ ବଞ୍ଚି ରହିବେ ଯାହାକୁ କି ଗୋଟିଏ ବାଳକ ଗଣିପାରିବ।
19 De todo esse bosque glorioso, restarão apenas algumas árvores, tão poucas que uma criança poderá contá-las.
20 ସହେି ସମୟରେ ଇଶ୍ରାୟେଲର ଅବଶିଷ୍ଟାଂଶ ଲୋକ ଏବଂ ଯାକୁବ ପରିବାର ଲୋକେ ପ୍ରହାରକାରୀଙ୍କ ଉପ ରେ ଆଉ ନିର୍ଭର କରିବେ ନାହିଁ। ସମାନେେ ଇଶ୍ରାୟେଲର ଧର୍ମସ୍ବରୂପ ସଦାପ୍ରଭୁଙ୍କ ଉପ ରେ ନିର୍ଭର କରିବା ଶିକ୍ଷା କରିବେ।
20 Naquele dia, o remanescente de Israel, os sobreviventes da família de Jacó, não dependerão mais de aliados que procuram destruí-los. Confiarão fielmente no S o Santo de Israel.
21 ଯାକୁବ ପରିବାର ଅବଶିଷ୍ଟାଂଶ ଲୋକ ମଧ୍ଯ ପୁଣି ପରାକ୍ରାନ୍ତ ପରମେଶ୍ବରଙ୍କୁ ଅନୁସରଣ କରିବେ।
21 Um remanescente voltará, sim, o remanescente de Jacó voltará para o Deus Poderoso.
22 ଯଦିଓ ଇଶ୍ରାୟେଲର ଅବଶିଷ୍ଟାଂଶ ସମୁଦ୍ରର ବାଲୁକା ସଦୃଶ ସମାନେେ ସଦାପ୍ରଭୁଙ୍କ ପାଖକୁ ଫରେି ଆସିବେ। ମାତ୍ର ସର୍ବପ୍ରଥମେ ତୁମ୍ଭର ଦେଶ ଧ୍ବଂସ ପାଇବ। ପରମେଶ୍ବର ତୁମ୍ଭର ଦେଶ ଧ୍ବଂସ ହବେ ବୋଲି ଘାଷେଣା କରିଛନ୍ତି। ତା'ପ ରେ ଧାର୍ମିକତା ନଦୀର ବନ୍ଯାଜଳ ସଦୃଶ ଦେଶମଧ୍ଯକୁ ବହି ଆସିବ।
22 Embora o povo de Israel seja numeroso como a areia do mar, apenas um remanescente voltará. O S
23 ମାେ ପ୍ରଭୁ ସର୍ବଶକ୍ତିମାନ ସଦାପ୍ରଭୁ ନିଶ୍ଚିତ ଭାବରେ ଏହି ଦେଶକୁ ଧ୍ବଂସ କରିବେ।
23 sim, o Soberano S enhor dos Exércitos, já decidiu destruir toda a terra.
24 ମାରେ ପ୍ରଭୁ ସର୍ବଶକ୍ତମାନ ସଦାପ୍ରଭୁ କହନ୍ତି, ହେ ମାରେ ସିୟୋନ ନିବାସୀଗଣ, ତୁମ୍ଭମାନେେ ଅଶୂରକୁ ଭୟ କର ନାହିଁ, ୟଦ୍ଯପି ଅତୀତ ରେ ମିଶର ତୁମ୍ଭମାନଙ୍କୁ ୟଷ୍ଟି ରେ ପ୍ରହାର କଲାପରି ଅଶୂର ତୁମ୍ଭମାନଙ୍କୁ ପ୍ରହାର କରିବ।
24 Portanto, assim diz o Soberano S enhor dos Exércitos: “Ó meu povo em Sião, não tema os assírios quando oprimirem vocês com vara e bastão, como fizeram os egípcios muito tempo atrás.
25 ଯେତବେେଳେ ସଦାପ୍ରଭୁ ଜାଣିବେ ଯେ ଅଶୂର ତୁମ୍ଭମାନଙ୍କୁ ବହୁ ଦଣ୍ଡ ଦଇେସାରିଛି, ସେତବେେଳେ ମାରେ କୋର୍ଧ ପ୍ରଶମିତ ହବେ।'
25 Em breve, minha fúria contra vocês passará, e minha ira se levantará para destruir os assírios”.
26 ତା'ପ ରେ ସର୍ବଶକ୍ତିମାନ ସଦାପ୍ରଭୁ ଅଶୂରକୁ ବେତ୍ରାଘାତ କରିବେ। ଅତୀତ ରେ ଓ ରବେ ଶୈଳ ରେ ମିଦିଯନର ହତ୍ଯା ଯେପରି ସଦାପ୍ରଭୁ କରିଥିଲେ ଅଶୂରକୁ ଆକ୍ରମଣ କଲା ବେଳେ ସେ ସହେିପରି କରିବେ। ଆଉ ଅତୀତ ରେ ସଦାପ୍ରଭୁ ଯେପରି ତାଙ୍କର ୟଷ୍ଟି ସମୁଦ୍ର ଉପ ରେ ଧାରଣ କରିଥିଲେ ଓ ମିଶରକୁ ଦଣ୍ଡ ଦଇେ ତାଙ୍କର ଲୋକମାନଙ୍କୁ ରକ୍ଷା କରିଥିଲେ, ସହେିପରି ସେ ଅଶୂରରୁ ନିଜ ଲୋକମାନଙ୍କୁ ରକ୍ଷା କରିବେ।
26 O S enhor dos Exércitos os castigará com seu chicote, como fez quando Gideão venceu os midianitas na rocha de Orebe, ou quando o S enhor ergueu sua vara para afogar o exército egípcio no mar.
27 ସେ ଦିନ ରେ ଅଶୂର ତୁମ୍ଭମାନଙ୍କ ପ୍ରତି ଦୁଃଖ ଆଣିବ। ସହେି ଦୁଃଖ ବୋଝ ତୁମ୍ଭ ସ୍କନ୍ଧ ରେ ୟୁଆଳି ସଦୃଶ ହବେ। ମାତ୍ର ସହେି ୟୁଆଳି ତୁମ୍ଭର ଗ୍ରୀବା ଦେଶରୁ କାଢ଼ି ନିଆୟିବ। ସହେି ବୋଝ ରୂପକ ୟୁଆଳି ତୁମ୍ଭର ଶକ୍ତି ବଳ ରେ ଭଗ୍ନ ହବେ।
27 Naquele dia, o S enhor acabará com a servidão de seu povo; quebrará o jugo de escravidão e o levantará de seus ombros.
28 ସୈନ୍ଯବାହିନୀ ଅଯାତ ରେ' ପ୍ରବେଶ କରିବେ। ସମାନେେ ମିଶ୍ରୋଣ ଖଳା' ମଧ୍ଯ ଦଇେ ଯିବେ ଓ ମିକ୍ମସ ରେ' ଗନ୍ତାଘ ରେ ଖାଦ୍ୟ ସାମଗ୍ରୀ ଗଚ୍ଛିତ ରଖିବେ।
28 Vejam, agora os assírios estão em Aiate; passam por Migrom, e guardam seus pertences em Micmás.
29 ସମାନେେ ଘାଟି' ନିକଟରେ ନଦୀ ଅତିକ୍ରମ କରିବେ। ସମାନେେ ଗବୋ ରେ ଶଯନ କରିବେ। ରାମା କମ୍ପିତ ହବେ। ଶାଉଲର ଗିବିଯା ରେ ଲୋକମାନେ ପଳାଯନ କରିବେ।
29 Atravessam o desfiladeiro e acampam em Geba. A cidade de Ramá está tomada de medo; o povo de Gibeá, cidade natal de Saul, foge para se salvar.
30 ହେ ଶଲ୍ଲୀମର କନ୍ଯା, ଉଚ୍ଚସ୍ବର ରେ ପାଟି କର। ହେ ଲଯିଶ, ଶୁଣ। ଅନାଥୋଡ୍ ତାକୁ ଉତ୍ତର ଦିଅ।
30 Gritem de terror, habitantes de Galim! Alertem Laís! Ah, pobre Anatote!
31 ମଦମନୋ ଲୋକମାନେ ପଳାଯନ କରୁଛନ୍ତି। ପୁଣି ଗବେୀମ୍ ନିବାସୀମାନେ ଲୁଚୁଛନ୍ତି।
31 O povo de Madmena foge, e os habitantes de Gebim tentam se esconder.
32 ସହେିଦିନ ସୈନ୍ଯବାହିନୀ ନୋବ ରେ ଅଟକିବେ। ୟିରୁଶାଲମର ସିଯୋନ ପର୍ବତ ବିରୁଦ୍ଧ ରେ ୟୁଦ୍ଧ ପାଇଁ ସମାନେେ ପ୍ରସ୍ତୁତ ହବେେ।
32 O inimigo para em Nobe pelo resto do dia; sacode o punho contra o belo monte Sião, o monte de Jerusalém.
33 ଦେଖ ! ଆମ୍ଭମାନଙ୍କର ପ୍ରଭୁ ସର୍ବଶକ୍ତିମାନ ସଦାପ୍ରଭୁ ଅଶୂରର ମହାନ ବୃକ୍ଷସବୁ କାଟି ପକାଇବେ। ସେ ତାଙ୍କର ମହାନ ପରାକ୍ରମ ରେ ଏହା କରିବେ। ମହାନ୍ ଓ ପ୍ରଧାନ ବ୍ଯକ୍ତିମାନଙ୍କୁ ଛଦନେ କରାୟିବ। ସହେି ଉନ୍ନତମାନେ ନତ ହବେେ।
33 Mas, vejam, o Soberano S enhor dos Exércitos cortará com grande força a poderosa árvore da Assíria! Ele derrubará os orgulhosos; a árvore imponente será lançada por terra.
34 ସଦାପ୍ରଭୁ ତାଙ୍କର କୁଠାର ସାହାୟ୍ଯ ରେ ଅରଣ୍ଯକୁ କାଟି ପକାଇବେ। ଲିବାନୋନର ମହାନ୍ ବୃକ୍ଷର ପତନ ଘଟିବ।
34 Cortará as árvores do bosque com um machado; o Líbano cairá pelas mãos do Poderoso.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Isaías 10, comparar traduções ou montar um estudo — tudo direto pelo WhatsApp.