Isaías 11

Oriya Bible (GL_ORIYA) vs ARIB

Sair da comparação
ARIB Almeida Revisada Imprensa Bíblica
1 ଅନନ୍ତର ୟିଶଯର ଗଣ୍ଠିରୁ ଏକ କ୍ଷୁଦ୍ର ଶାଖା ବହନ କରିବ, ତା'ର ମୂଳରୁ ଶାଖା ବଢ଼ିବ,
1 Então brotará um rebento do toco de Jessé, e das suas raízes um renovo frutificará.
2 ସହେି ପିଲାମଧିଅରେ ସଦାପ୍ରଭୁଙ୍କର ଆତ୍ମା ସ୍ଥାନ ପାଇବ। ସହେି ଆତ୍ମା ଜ୍ଞାନ, ବିବଚେନା ମନ୍ତ୍ରଣା ଓ ପରାକ୍ରମ ପ୍ରଦାନ କରିବ। ଆଉ ମଧ୍ଯ ସହେି ଆତ୍ମା ସଦାପ୍ରଭୁଙ୍କୁ ଜାଣିବାକୁ ଓ ଅନୁସରଣ କରିବାକୁ ପିଲାକୁ ସାହାୟ୍ଯ କରିବେ।
2 E repousará sobre ele o Espírito do Senhor, o espírito de sabedoria e de entendimento, o espírito de conselho e de fortaleza, o espírito de conhecimento e de temor do Senhor.
3 ସଦାପ୍ରଭୁଙ୍କୁ ଭକ୍ତି କରିବେ ଏବଂ ସଦାପ୍ରଭୁଙ୍କ ଅଭୟ ଯୋଗୁଁ ସୁଖୀ ହବେେ।
3 E deleitar-se-á no temor do Senhor; e não julgará segundo a vista dos seus olhos, nem decidirá segundo o ouvir dos seus ouvidos;
4 ସେ ସାଧୁ ଓ ନିରପେକ୍ଷ ରହିବେ, ଯେତବେେଳେ ଗରୀବ ଏବଂ ଅସହାୟ ଲୋକଙ୍କର ବିଚାର କରୁଥିବେ। ସେ ଯେତବେେଳେ ଲୋକଙ୍କୁ ଦଣ୍ଡ ଦବୋକୁ ସ୍ଥିର କରିବ, ସେତବେେଳେ ସମାନେେ ଦଣ୍ଡିତ ହବେେ।
4 mas julgará com justiça os pobres, e decidirá com eqüidade em defesa dos mansos da terra; e ferirá a terra com a vara de sua boca, e com o sopro dos seus lábios matará o ímpio.
5 ପୁଣି ଯେତବେେଳେ ଦୁଷ୍ଟାଚାରୀମାନଙ୍କୁ ସଂହାର କରିବାକୁ ଆଦେଶ ଦବେେ, ସେତବେେଳେ ସମାନେେ ନିହତ ହବେେ। ଧର୍ମ ଓ ନ୍ଯାଯ ସେ ପିଲାକୁ ଶକ୍ତି ଦବେ। ସଗେୁଡ଼ିକ ତା'ର ଅଣ୍ଟାର ବଳଯ ସଦୃଶ ହବେ।
5 A justiça será o cinto dos seus lombos, e a fidelidade o cinto dos seus rins.
6 ସେ ସମୟରେ ଗଧିଆଗୁଡ଼ିକ ମଷେ ଶାବକମାନଙ୍କ ସହିତ ଶାନ୍ତି ରେ ବାସ କରିବେ। ଛଳେିଛୁଆ ସହିତ ବାଘ ଏକତ୍ର ଶାନ୍ତି ରେ ଶୋଇବେ। ବାଛୁରୀ, ସିଂହ ଓ ଷଣ୍ଢଗୁଡ଼ିକ ଏକତ୍ର ସୁଖ ଶାନ୍ତି ରେ ବାସ କରିବେ। ଏପରିକି ଗୋଟିଏ େଛାଟ ପିଲା ସମାନଙ୍କେୁ ଅଡ଼ାଇବ।
6 Morará o lobo com o cordeiro, e o leopardo com o cabrito se deitará; e o bezerro, e o leão novo e o animal cevado viverão juntos; e um menino pequeno os conduzirá.
7 ଗାଈ ଓ ଭାଲୁଗୁଡ଼ିକ ଏକତ୍ର ଶାନ୍ତି ରେ ରବାସ କରିବେ। ସେ ସମସ୍ତଙ୍କର ପିଲାମାନେ ପରସ୍ପରକୁ ଆଘାତ ନ କରି ଏକତ୍ର ଶାଇେବେ। ସିଂହମାନେ ଗାଈପରି ନଡା ଖାଇବେ। ଏପରିକି ସର୍ପ ମଧ୍ଯ କାହାରିକୁ ଆଘାତ କରିବ ନାହିଁ।
7 A vaca e a ursa pastarão juntas, e as suas crias juntas se deitarão; e o leão comerá palha como o boi.
8 ଗୋଟିଏ ଶିଶୁ ବିଷଧର ସର୍ପର ଗର୍ତ୍ତ ରେ ଖଳେିବ। ଆଉ ମଧ୍ଯ ଶିଶୁଟି ନିର୍ଭୟ ରେ ସର୍ପ ଗର୍ତ୍ତ ରେ ହାତ ପୁରାଇବ।
8 A criança de peito brincará sobre a toca da áspide, e a desmamada meterá a sua mão na cova do basilisco.
9 କୌଣସି ବ୍ଯକ୍ତି ଅନ୍ୟକୁ ଆଘାତ କରିବ ନାହିଁ। ମାରେ ପବିତ୍ର ପର୍ବତ ରେ କୌଣସି ବ୍ଯକ୍ତି ଅନିଷ୍ଟ ଚିନ୍ତା କରିବ ନାହିଁ। କାରଣ ସଦାପ୍ରଭୁଙ୍କ ବିଷଯ ରେ ସମାନଙ୍କେ ପରିପୂର୍ଣ୍ଣ ଜ୍ଞାନ ହବେ। ସମୁଦ୍ର ଯେପରି ଜଳ ରେ ପରିପୂର୍ଣ୍ଣ ପୃଥିବୀ ସହେିପରି ସଦାପ୍ରଭୁ ବିଷଯକ ଜ୍ଞାନ ରେ ପରିପୂର୍ଣ୍ଣ ହବେ।
9 Não se fará mal nem dano algum em todo o meu santo monte; porque a terra se encherá do conhecimento do Senhor, como as águas cobrem o mar.
10 ସହେି ସମୟରେ ଏକ ବିଶଷେ ବ୍ଯକ୍ତି ୟିଶଯର ପରିବାରରୁ ଧ୍ବଜା ସ୍ବରୂପ ଆସିବେ। ସହେି ଧ୍ବଜା ତାଙ୍କ ଚତୁର୍ଦ୍ଦିଗ ରେ ଏକତ୍ରୀତ ହବୋକୁ ଦଖାଇବେେ। ଆଉ ମଧ୍ଯ ଗୋଷ୍ଠୀଯମାନଙ୍କୁ ଉଚିତ କର୍ମ କରିବାକୁ ନିର୍ଦ୍ଦେଶ ଦବେ। ସହେି ସ୍ଥାନ ତାଙ୍କର ବିଶ୍ରାମ ସ୍ଥାନ ହବେ ଓ ଗୌରବନ୍ବିତ ହବେ।
10 Naquele dia a raiz de Jessé será posta por estandarte dos povos, à qual recorrerão as nações; gloriosas lhe serão as suas moradas.
11 ସହେି ସମୟରେ ମାରେ ପ୍ରିଯ ପ୍ରଭୁ ପୁନର୍ବାର ଆସିବେ ଓ ଅବଶିଷ୍ଟାଂଶ ଲୋକଙ୍କୁ ନବେେ। ଏହା ଦ୍ବିତୀୟ ଥର ଆପଣା ହସ୍ତ ସ୍ଥାପନ କରିବେ। ଏହି ପରମେଶ୍ବରଙ୍କ ଲୋକମାନେ ଅଶୂର, ଉତ୍ତର ମିଶର, ଦକ୍ଷିଣ ମିଶର, ଇଥିଓପିଆ, ଏଲମ୍, ବାବିଲୋନୀଯ, ହମାଥରୁ ଏବଂ ପୃଥିବୀର ସମସ୍ତ ଦୁର ଦେଶରୁ ଆସିବେ।
11 Naquele dia o Senhor tornará a estender a sua mão para adquirir outra vez e resto do seu povo, que for deixado, da Assíria, do Egito, de Patros, da Etiópia, de Elão, de Sinar, de Hamate, e das ilhas de mar.
12 ପରମେଶ୍ବର ଏହି ଧ୍ବଜାକୁ' ସମସ୍ତ ଜାତିଗଣମାନଙ୍କ ନିମନ୍ତେ ସଙ୍କତେ ସ୍ବରୂପ ଉଠାଇବେ। ଇଶ୍ରାୟେଲ ଓ ଯିହୁଦାର ବିଚ୍ଛିନ୍ନ ହାଇେଥିବା ଲୋକମାନେ ଏକତ୍ର ହବେେ। ଯେଉଁମାନେ ପୃଥିବୀର ଲମ୍ବ ଏବଂ ପ୍ରସ୍ଥ ରେ ବିଚ୍ଛିନ୍ନ ହାଇୟୋଇଥିଲେ। କିନ୍ତୁ ପରମେଶ୍ବର ସେ ସମସ୍ତଙ୍କୁ ଏକତ୍ରୀତ କରିବେ।
12 Levantará um pendão entre as nações e ajuntará os desterrados de Israel, e es dispersos de Judá congregará desde os quatro confins da terra.
13 ସେ ସମୟରେ ଇଫ୍ରଯିମ ଯିହୁଦାକୁ ଈର୍ଷା କରିବ ନାହିଁ। ଯିହୁଦାର କହେି ଶତ୍ରୁ ରହିବେ ନାହିଁ। ଯିହୁଦା ଇଫ୍ରଯିମକୁ କଷ୍ଟ ଦବେ ନାହିଁ।
13 Também se esvaecerá a inveja de Efraim, e os vexadores de Judá serão desarraigados; Efraim não invejará a Judá e Judá não vexará a Efraim.
14 ମାତ୍ର ଇଫ୍ରଯିମ ଓ ଯିହୁଦା ଉଭୟେ ପଲେଷ୍ଟୀୟ ଆକ୍ରମଣ କରିବେ। ଏହି ଉଭୟ ଗୋଷ୍ଠୀ ପକ୍ଷୀ ସଦୃଶ କ୍ଷୁଦ୍ର ପ୍ରାଣୀଙ୍କ ଉପରୁ ଝାମ୍ପ ମାରିବେ। ପୂର୍ବଦେଶୀଯ ଲୋକମାନଙ୍କର ସମାନେେ ଧନସମ୍ପଦ ଲୁଣ୍ଠନ କରିବେ। ସେ ଉଭୟେ ଗୋଷ୍ଠୀ ଇଦୋମ, ମାୟୋବ ଓ ଅମ୍ମାନରେ ସନ୍ତାନଗଣଙ୍କୁ ଆଯତ୍ତ କରିବେ।
14 Antes voarão sobre os ombros dos filisteus ao Ocidente; juntos despojarão aos filhos do Oriente; em Edom e Moabe porão as suas mãos, e os filhos de Amom lhes obedecerão.
15 ସଦାପ୍ରଭୁ କ୍ରୋଧିତ ହାଇେ ମିଶରୀଯ ସମୁଦ୍ରକୁ ଭାଗ ଭାଗ କରିବେ। ସହେିପରି ଭାବରେ ତାଙ୍କର ପ୍ରବଳ ବାଯୁ ଦ୍ବାରା ଇଉଫ୍ ରଟେିସ ନଦୀ ଉପ ରେ ନିଜର ହସ୍ତ ହଲାଇବେ। ତାଙ୍କର ପ୍ରହାର ଦ୍ବାରା ସହେି ନଦୀ ସାତଟି କ୍ଷୁଦ୍ର ନଦୀ ରେ ବିଭକ୍ତ ହବେ। ସଗେୁଡ଼ିକର ଗଭୀରତା ହ୍ରାସ ହବେ ଓ ଶୁଷ୍କ ପାଲଟିବ। ତେଣୁ ଲୋକମାନେ ପାଦ ରେ ଚାଲି ତାକୁ ଅତିକ୍ରମ କରିବେ।
15 E o Senhor destruirá totalmente a língua do mar do Egito; e vibrará a sua mão contra o Rio com o seu vento abrasador, e, ferindo-o, dividi-lo-á em sete correntes, e fará que por ele passem a pé enxuto.
16 ପରମେଶ୍ବରଙ୍କ ଅବଶିଷ୍ଟାଂଶ ଲୋକେ ଏହି ରାଜପଥରେ ଗମନ କରିବେ। ଏହା ମିଶର ଦେଶରୁ ଲୋକଙ୍କୁ କାଢ଼ିବା ପରମେଶ୍ବରଙ୍କ ପରି ହବେ।
16 Assim haverá caminho plano para e restante do seu povo, que voltar da Assíria, como houve para Israel no dia em que subiu da terra do Egito.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Isaías 11, comparar traduções ou montar um estudo — tudo direto pelo WhatsApp.