Isaías 12

Oriya Bible (GL_ORIYA) vs NVT

Sair da comparação
NVT Nova Versão Transformadora
1 ସହେି ସମୟରେ ତୁମ୍ଭେ କହିବ, ହେ ସଦାପ୍ରଭୋ, ମୁଁ ତୁମ୍ଭର ପ୍ରଶଂସା କରୁଛି। ତୁମ୍ଭେ ଆମ୍ଭ ଉପ ରେ କ୍ରୋଧାନ୍ବିତ ଥିଲ, ମାତ୍ର ବର୍ତ୍ତମାନ ତୁମ୍ଭର କୋରଧ ନିବୃତ୍ତ ହାଇେଅଛି, ତୁମ୍ଭେ ତୁମ୍ଭର ପ୍ ରମେ ଆମ୍ଭକୁ ଦଖାଇେଅଛ।'
1 Naquele dia, vocês cantarão: “Eu te louvarei, ó S Estavas irado comigo, mas tua ira passou; agora tu me consolas.
2 ପରମେଶ୍ବର ମାରେ ତ୍ରାଣକର୍ତ୍ତା। ମୁଁ ତାଙ୍କୁ ବିଶ୍ବାସ କରେ। କିନ୍ତୁ ତାଙ୍କୁ ଭୟ କରେ ନାହିଁ। କାରଣ ସେ ମାେତେ ରକ୍ଷା କରନ୍ତି। ୟିହୋବା ସଦାପ୍ରଭୁ ମାରେ ବଳ ଓ ତ୍ରାଣକର୍ତ୍ତା। ତେଣୁ ତାଙ୍କର ପ୍ରଶଂସା ଗାନ କରିବି।
2 Vejam, Deus veio me salvar; confiarei nele e não terei medo. O S ele me deu vitória!”.
3 ପରିତ୍ରାଣ ରୂପକ କୂପରୁ ତୁମ୍ଭମାନେେ ଜଳ କାଢ଼ିବ। ତାହା ହେଲେ ତୁମ୍ଭମାନେେ ସୁଖୀ ହବେ।
3 Com alegria vocês beberão das fontes da salvação.
4 ତା'ପ ରେ ତୁମ୍ଭେ କହିବ, ସଦାପ୍ରଭୁଙ୍କର ପ୍ରଶଂସା କର। ତାହାଙ୍କ ନାମ ରେ ପ୍ରାର୍ଥନା କର। ସେ ଯେଉଁ ମହାନ୍ କାର୍ୟ୍ଯ କରିଛନ୍ତି, ସେଥିପାଇଁ ସମସ୍ତ ଗୋଷ୍ଠୀ ଆଗ ରେ ତାଙ୍କର ପ୍ରଶଂସା କର।'
4 Naquele dia, cantarão: “Deem graças ao S Contem aos povos o que ele fez, anunciem que seu nome é magnífico.
5 ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପ୍ରଶଂସା ଗାନ କର। କାରଣ ସେ ମହିମାୟୁକ୍ତ କାର୍ୟ୍ଯ କରିଛନ୍ତି। ତାହାଙ୍କର ସମଗ୍ର ପୃଥିବୀ ରେ ମହିମା ବ୍ଯାପ୍ତ ହେଉ। ସମଗ୍ର ମାନବ ସମାଜ ଏହା ଜାଣନ୍ତୁ।
5 Cantem ao S enhor , pois ele tem feito maravilhas; tornem seu louvor conhecido em todo o mundo.
6 ହେ ସିୟୋନ ନିବାସୀଗଣ, ଉଚ୍ଚସ୍ବର ରେ ତାଙ୍କର ପ୍ରଶଂସା କର। ଇଶ୍ରାୟେଲ ସହେି ପବିତ୍ର ଧର୍ମସ୍ବରୂପ ତୁମ୍ଭମାନଙ୍କ ମଧିଅରେ ଅଛନ୍ତି, ତେଣୁ ଆନନ୍ଦ କର।
6 Todos os habitantes de Sião celebrem em alta voz, pois grande é o Santo de Israel que vive em seu meio”.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Isaías 12, comparar traduções ou montar um estudo — tudo direto pelo WhatsApp.