Isaías 20
Oriya Bible (GL_ORIYA) vs NVI
1 ଅଶୂରର ରାଜା ସର୍ଗୋନାଙ୍କ ପ୍ ରରେିତ ତର୍ତ୍ତନ ଅସଦୋଦ ନଗର ବିପକ୍ଷ ରେ ୟୁଦ୍ଧ କଲେ।
1 No ano em que o general enviado por Sargom, rei da Assíria, atacou Asdode e a conquistou;
2 ସହେି ସମୟରେ ସଦାପ୍ରଭୁ ଅମାେସଙ୍କ ପୁତ୍ର ଯିଶାଇୟଙ୍କ ଦ୍ବାରା ଏହି କଥା କହିଲେ, ୟାଅ, ତୁମ୍ଭ କଟିରୁ ଚଟବସ୍ତ୍ର କାଢ଼ ଓ ପାଦରୁ ପାଦୁକା କାଢ଼।' ଯିଶାଇୟ ସଦାପ୍ରଭୁଙ୍କ ଆଜ୍ଞା ପାଳନ କରି ବିବସ୍ତ୍ର ଏବଂ ଶୂନ୍ଯପାଦ ହାଇେ ଭ୍ରମଣ କଲେ।
2 nessa mesma ocasião o Senhor falou por meio de Isaías, filho de Amoz, e disse: "Tire o pano de saco do corpo e as sandálias dos pés". Ele obedeceu, e passou a andar nu e descalço.
3 ତା'ପ ରେ ସଦାପ୍ରଭୁ କହିଲେ, ଆମ୍ଭର ଦାସ ଯିଶାଇୟ ତିନିବର୍ଷ ଧରି ବିବସ୍ତ୍ର ଓ ଶୂନ୍ଯପାଦ ହାଇେ ଭ୍ରମଣ କଲେ। ଏହା ମିଶର ଓ କୂଶ ପାଇଁ ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ସ୍ବରୂପ ଅଟେ।
3 Disse então o Senhor: "Assim como o meu servo Isaías andou nu e descalço durante três anos, como sinal e advertência contra o Egito e contra a Etiópia,
4 ଅଶୂର ରାଜା ମିଶର ଓ କୂଶରୁ ପରାସ୍ତ କରିବ। ମିଶରୀଯମାନେ ଲଜ୍ଜିତ ହବେ। କାରଣ ମିଶରୀଯ ଆବାଳବୃଦ୍ଧ ବନ୍ଦୀଙ୍କୁ ଓ କୂଶୀଯ ନିର୍ବାସିତ ଲୋକମାନଙ୍କୁ ବିବସ୍ତ୍ର ଓ ଶୂନ୍ଯପାଦ କରି ସମାନେେ ତାଙ୍କ ଦେଶରୁ ନଇେଯିବେ।
4 assim também o rei da Assíria, para vergonha do Egito, levará nus e descalços os prisioneiros egípcios e os exilados etíopes, jovens e velhos, com as nádegas descobertas.
5 ଲୋକମାନେ କୂଶକୁ ସାହାୟ୍ଯ ପାଇଁ ଚାହିଁବେ। ମାତ୍ର ସମାନେେ ନିରାଶ ହାଇେ ଭାଙ୍ଗି ପଡ଼ିବେ। ମିଶରର ଦର୍ପ ଚୂର୍ଣ୍ଣ ହବୋ ଦେଖି ତା'ର ଲୋକମାନେ ଆଶ୍ଚର୍ୟ୍ଯ ଓ ଲଜ୍ଜିତ ହବେ।'
5 Os que confiavam na Etiópia e se vangloriavam no Egito terão medo e ficarão decepcionados.
6 ସହେି ସମୟରେ ସମୁଦ୍ର ନିଟକସ୍ଥ ନିବାସୀ କହିବେ, ଆମ୍ଭମାନେେ ଏହି ଦେଶଗୁଡ଼ିକ ଉପ ରେ ସାହାୟ୍ଯ ପାଇଁ ଭରସା ରଖିଥିଲୁ। ଅଶୂର ରାଜା ନିକଟକୁ ରକ୍ଷା ପାଇଁ ପାଇଁ ସମାନଙ୍କେ ନିକଟକୁ ଆମ୍ଭମାନେେ ବିଶ୍ବାସ ଭୂମି ଭାବି ଧାଇଁ ୟାଇଥିଲୁ। ମାତ୍ର ସହେି ଦେଶଗୁଡ଼ିକ ଅଧିକୃତ ହେଲା, ତବେେ ଆମ୍ଭମାନଙ୍କୁ ଆଉ କିଏ ରକ୍ଷା କରିବ ଓ ଆମ୍ଭମାନେେ କିପରି ବଞ୍ଚିବୁ ?'
6 Naquele dia o povo que vive deste lado do mar dirá: ‘Vejam o que aconteceu com aqueles em quem confiávamos, a quem recorremos para nos ajudar e livrar do rei da Assíria! E agora? Como escaparemos? ’ "
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Isaías 20, comparar traduções ou montar um estudo — tudo direto pelo WhatsApp.