Isaías 21

Oriya Bible (GL_ORIYA) vs ARA

Sair da comparação
ARA Almeida Revista e Atualizada 1993
1 ସାଗର ସମୀପସ୍ଥ ପ୍ରାନ୍ତର ବିଷଯ ରେ ଶାେକବାର୍ତ୍ତା। ତାହା ଦକ୍ଷିଣ ଦିଗରୁ ଏକ ଭୟଙ୍କର ଘୂର୍ଣ୍ଣିବାତ୍ଯା ତୁଲ୍ଯ ପ୍ରାନ୍ତରରୁ ଏକ ଭୟଙ୍କର ଦେଶରୁ ଆସୁଅଛି।
1 Sentença contra o deserto do mar. Como os tufões vêm do Sul, ele virá do deserto, da horrível terra.
2 ମୁଁ ଦେଖିଅଛି ଏକ ଭୟଙ୍କର ଦୁଃଖଦାୟକ ଘଟଣା ଘଟିବ। ବିଶ୍ବାସ ଘାତକ ତୁମ୍ଭମାନଙ୍କ ପ୍ରତି ବିଶ୍ବାସଘାତକତା କରୁଅଛି ଓ ଲୁଣ୍ଠନକାରୀ ଲୁଣ୍ଠନ କରୁଅଛି। ସେ ଏଲମ୍! ୟାଅ ୟୁଦ୍ଧ କର। ହେ ମାଦିଯେ, ତୁମ୍ଭ ସୈନ୍ଯବାହିନୀ ଦ୍ବାରା ନଗରକୁ ଅବରୋଧ କର ଓ ପରାସ୍ତ କର। ମୁଁ ସହେି ନଗରରୁ ଦୁଃଖ ଓ ହାହାକାର ଦୂର କରିଅଛି।
2 Dura visão me foi anunciada: o pérfido procede perfidamente, e o destruidor anda destruindo. Sobe, ó Elão, sitia, ó Média; já fiz cessar todo gemer.
3 ସହେି ଭୟଙ୍କର ଦୃଶ୍ଯ ଦେଖି ମାରେ ପଟେ ୟନ୍ତ୍ରଣା ରେ ପରିପୂର୍ଣ୍ଣ ହାଇେଅଛି। ସହେି ୟନ୍ତ୍ରଣା ପ୍ରସବକାଳୀନ ସ୍ତ୍ରୀ ଲୋକର ବଦନୋ ତୁଲ୍ଯ ମାେତେ କଷ୍ଟ ଦେଉଛି। ମୁଁ ସେ ସମସ୍ତ ଶୁଣି ଭୟଭୀତ ହାଇେ ପଡ଼ିଛି। ମୁଁ ଏତେ ଭୀତ ଯେ ଭୟ ରେ ଥରୁଅଛି।
3 Pelo que os meus lombos estão cheios de angústias; dores se apoderaram de mim como as de parturiente; contorço-me de dores e não posso ouvir, desfaleço-me e não posso ver.
4 ମାରେ ହୃଦଯ ଧକାଉଛି। ମହା ଭୟ ରେ ମୁଁ ଥରହର ହାଇେଅଛି। ମାରେ ଆନନ୍ଦ ରୂପକ ସାଯଂକାଳ ମହାରାତ୍ରିର ଭୟର କାରଣ ହାଇେଛି।
4 O meu coração cambaleia, o horror me apavora; a noite que eu desejava se me tornou em tremores.
5 ଲୋକମାନେ ଭାବନ୍ତି ସବୁ ସୁନ୍ଦର। ତେଣୁ ସମାନେେ, ମଜେ ସଜାନ୍ତି, ଭୋଜନ ଓ ପାନ କରନ୍ତି।' ସହେି ସମୟରେ ସୈନ୍ଯମାନେ କୁହନ୍ତି, ପ୍ରହରି ନିୟୁକ୍ତ କର, ହେ ଅଧିପତିଗଣ ଉଠ, ଢ଼ାଲ ତୈଳାନ୍ତ କର।'
5 Põe-se a mesa, estendem-se tapetes, come-se e bebe-se. Levantai-vos, príncipes, untai o escudo.
6 ମାରେପ୍ରଭୁ ମାେତେ କହିଲେ, ୟାଅ ଏକ ଜଣ ପ୍ରହରି ନିୟୁକ୍ତ କର। ସେ ଯାହା ଦେଖିବ ତାହା ସପରେି ପ୍ରକାଶ କରିବ।
6 Pois assim me disse o Senhor: Vai, põe o atalaia, e ele que diga o que vir.
7 ସେ ଯେତବେେଳେ ଦୁଇଦଳ ଅଶ୍ବାରୋହୀ ସୈନ୍ଯ ଦେଖିବ ଏକ ଦଳ ଗର୍ଦ୍ଦଭା ରୋହୀ ସୈନ୍ଯ ଦେଖିବ କିମ୍ବା ଏକ ଦଳ ଓଟରୋହୀ ସୈନ୍ଯ ଦେଖିବ ସେତବେେଳେ ସେ ପ୍ରହରୀ ମନୋୟୋଗ ପୂର୍ବକ ଅତି ଯତ୍ନ ରେ କର୍ଣ୍ଣପାତ କରିବ।'
7 Quando vir uma tropa de cavaleiros de dois a dois, uma tropa de jumentos e uma tropa de camelos, ele que escute diligentemente com grande atenção.
8 ତା'ପ ରେ ଦିନେ, ସେ ପ୍ରହରୀ କହିଲା, ହେ ମାରେ ପ୍ରଭୁ, ପ୍ରତିଦିନ ଦିନ ବେଳେ ମୁଁ ନିରନ୍ତର ଦୁର୍ଗ ରେ ଠିଆ ହାଇେ ଜଗିି ରହିଥାଏ ଓ ପ୍ରତି ରାତି ରେ। ମୁଁ ଆପଣା ପହରା ସ୍ଥାନ ରେ ସତର୍କ ଦୃଷ୍ଟି ରଖିଥାଏ।
8 Então, o atalaia gritou como um leão: Senhor, sobre a torre de vigia estou em pé continuamente durante o dia e de guarda me ponho noites inteiras.
9 ଆଉ ଦେଖ, ଏଠି ଏକଦଳ ଲୋକ ଓ ଅଶ୍ବାରୋହୀ ସୈନ୍ଯ ଆସୁଛନ୍ତି।'
9 Eis agora vem uma tropa de homens, cavaleiros de dois a dois. Então, ergueu ele a voz e disse: Caiu, caiu Babilônia; e todas as imagens de escultura dos seus deuses jazem despedaçadas por terra.
10 ଯିଶାଇୟ କହିଲେ, ହେ ମାରେ ଲୋକମାନେ, ମୁଁ ଇଶ୍ରାୟେଲ ପରମେଶ୍ବର ସର୍ବଶକ୍ତିମାନ ସଦାପ୍ରଭୁଙ୍କଠାରୁ ଯାହାସବୁ ଶୁଣିଅଛି, ତାହା ତୁମ୍ଭମାନଙ୍କୁ ଜଣାଉଛି। ତୁମ୍ଭମାନେେ ଶସ୍ଯ ଖଳା ରେ ଶସ୍ଯପରି ଦଳିଦବେ।'
10 Oh! Povo meu, debulhado e batido como o trigo da minha eira! O que ouvi do Senhor dos Exércitos, Deus de Israel, isso vos anunciei.
11 ଦୁମା ବିଷଯ ରେ ଶାେକବାର୍ତ୍ତା। ଜଣେ ସଯେୀରଠାରୁ ମାେତେ ଡ଼ାକି କହିଲେ, ହେ ପ୍ରହରି, ଆଉ ରାତ୍ରି କେତେ ରହିଲା ?'
11 Sentença contra Dumá. Gritam-me de Seir: Guarda, a que hora estamos da noite? Guarda, a que horas?
12 ପ୍ରହରି ଉତ୍ତର କଲା, ପ୍ରଭାତ ଆସୁଅଛି, ମାତ୍ର ତା'ପ ରେ ରାତ୍ରି ଆସିବ। ଯଦି ତୁମ୍ଭମାନଙ୍କର କିଛି ପଚାରିବାର ଅଛି, ତବେେ ତୁମ୍ଭମାନେେ ଫରେିଆସ ଓ ପଚାର।'
12 Respondeu o guarda: Vem a manhã, e também a noite; se quereis perguntar, perguntai; voltai, vinde.
13 ଆରବ ବିଷଯକ ଦୁଃଖବାର୍ତ୍ତା। ଦଦାନୀଯ ବଣିକ ଦଳ ଆରବ ମରୂଭୂମିସ୍ଥ ବନ ମଧିଅରେ ରାତ୍ରି ୟାପନ କଲେ।
13 Sentença contra a Arábia. Nos bosques da Arábia, passareis a noite, ó caravanas de dedanitas.
14 ସମାନେେ କେତକେ ତୃଷାର୍ତ୍ତ ପଥିକମାନଙ୍କୁ ଜଳ ଦେଲେ। ଟମାେ ଦେଶବାସୀ କେତକେ ପଳାତକ ପଥିକଙ୍କୁ ଖାଦ୍ୟ ଦେଲେ।
14 Traga-se água ao encontro dos sedentos; ó moradores da terra de Tema, levai pão aos fugitivos.
15 କାରଣ ସମାନେେ ଉନ୍ମକ୍ତ ତରବାରିରୁ, ଗୁଣଦିଆ ଧନୁରୁ ଓ କ୍ଲେଶଦାୟକ ୟୁଦ୍ଧରୁ ରକ୍ଷା ପାଇବାକୁ ପଳାଯନ କଲେ।
15 Porque fogem de diante das espadas, de diante da espada nua, de diante do arco armado e de diante do furor da guerra.
16 ମାରେପ୍ରଭୁ ସଦାପ୍ରଭୁ ମାେତେ ସଗେୁଡ଼ିକ ଘଟିବ ବୋଲି କହିଲେ। ଏକ ବର୍ଷ ମଧିଅରେ ବତନେ ଜୀବିର ବର୍ଷ ପ୍ରମାଣେ କଦରରେ ସମସ୍ତ ଗୌରବ ଲୁପ୍ତ ହବେ।
16 Porque assim me disse o Senhor: Dentro de um ano, tal como o de jornaleiro, toda a glória de Quedar desaparecerá.
17 ସହେି ସମୟରେ କଦରରେ ବୀରଗଣ ମଧ୍ଯରୁ ଅଳ୍ପ କେତକେ ଧନୁର୍ଦ୍ଧର ରକ୍ଷା ପାଇବେ। କାରଣ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହା କହିଅଛନ୍ତି।'
17 E o restante do número dos flecheiros, os valentes dos filhos de Quedar, será diminuto, porque assim o disse o Senhor , Deus de Israel.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Isaías 21, comparar traduções ou montar um estudo — tudo direto pelo WhatsApp.