Isaías 23
Oriya Bible (GL_ORIYA) vs ARC
1 ସୋର ବିଷଯ ରେ ଏକ ଦୁଃଖ ବାର୍ତ୍ତା : ହେ ତର୍ଶୀଶର ଜାହାଜ ସକଳ, ତୁମ୍ଭମାନେେ ହାହାକାର କର। କାରଣ ତୁମ୍ଭର ପୋତାଶ୍ରଯ ସମ୍ପୂର୍ଣ୍ଣ ନଷ୍ଟ ହାଇୟୋଇଛି। କିତ୍ତୀମ ଦେଶରୁ ଆସୁଥିବା ଲୋକମାନଙ୍କ ପ୍ରତି ଏହି ବାର୍ତ୍ତା ଥିଲା।
1 Peso de Tiro. Uivai, navios de Társis, porque está assolada, a ponto de não haver nela casa nenhuma, e de ninguém mais entrar nela; desde a terra de Quitim lhes foi isto revelado.
2 ହେ ଦ୍ବୀପ ନିବାସୀଗଣ ତୁମ୍ଭମାନେେ ନୀରବ ହୁଅ ଓ ଦୁଃଖିତ ହୁଅ। ସୋର ଥିଲା ସୀଦୋନର ବଣିକ। ସହେି ଦେଶର ବଣିକମାନେ ସମୁଦ୍ର ପାର ହାଇେ ତୁମ୍ଭର ଦେଶକୁ ଧନ ରେ ପରିପୂର୍ଣ୍ଣ କଲେ।
2 Calai-vos, moradores da ilha, vós a quem encheram os mercadores de Sidom, navegando pelo mar.
3 ସହେି ଲୋକମାନେ ଶସ୍ଯ ଖାଜେି ସମୁଦ୍ର ଆକ୍ରମଣ କଲେ। ସୋରର ସହେି ବଣିକଗଣ ନୀଳନଦୀର ଶସ୍ଯ କିଣିଲେ ଓ ଅନ୍ୟ ଦେଶ ରେ ବିକ୍ରଯ କଲେ।
3 E a sua provisão era a semente do Canal, que vinha com as muitas águas, e a ceifa do Nilo; e ela era a feira das nações.
4 ହେ ସୀଦୋନ, ତୁମ୍ଭମାନେେ ଲଜ୍ଜିତ ହୁଅ। କାରଣ ସାଗର ଓ ସାଗରର ଦୃଢ଼ ଦୁର୍ଗ କୁହନ୍ତି : ମାରେ ପିଲା ନାହାଁନ୍ତି। ତେଣୁ ମୁଁ ପ୍ରସବ ବଦନୋ ଅନୁଭବ କରି ନାହିଁ। ପ୍ରସବ କରି ନ ଥିବାରୁ ୟୁବକମାନଙ୍କର ପ୍ରତିପାଳନ କରି ନାହିଁ କିମ୍ବା ୟୁବତୀମାନଙ୍କର ଭରଣପୋଷଣ କରି ନାହିଁ।
4 Envergonha-te, ó Sidom, porque o mar, a fortaleza do mar, fala, dizendo: Eu não tive dores de parto, nem dei à luz, nem ainda criei jovens, nem eduquei donzelas.
5 ମିଶର ସୋର ବିଷଯ ରେ ଏହି ସମ୍ବାଦ ଶୁଣିବ ଓ ବ୍ଯଥିତ ହବେ।
5 Como com as novas do Egito, assim haverá dores quando se ouvirem as de Tiro.
6 ହେ ଜାହାଜଗଣ, ତୁମ୍ଭମାନେେ ତର୍ଶୀଶକୁ ଫରେିୟାଅ। ହେ ଦ୍ବୀପ ନିବାସୀମାନେ, ତୁମ୍ଭମାନେେ ହାହାକାର କର।
6 Passai a Társis e uivai, moradores da ilha.
7 ଅତୀତ ରେ ସୋର ତୁମ୍ଭର ଆନନ୍ଦମଯୀ ନଗର ଥିଲା। ସହେି ପ୍ରାଚୀନ ନଗର ଅତି ପ୍ରାରମ୍ଭରୁ ଥିଲା। ସହେି ନଗରର ଲୋକେ ଦୂର ଦେଶ ରେ ବାସ କରିବାକୁ ୟାଇଛନ୍ତି।
7 É esta a vossa cidade, que andava pulando de alegria? Cuja antiguidade vem de dias remotos? Pois levá-la-ão os seus próprios pés para longe andarem a peregrinar.
8 ସୋର ନଗର ବହୁ ପ୍ରାଚୀନ ବ୍ଯକ୍ତି ଜନ୍ମ ଦଇେଛି। ସେଠିକାର ବଣିକଗଣ ରାଜ ତୁଲ୍ଯ। ତା'ର ଲୋକ ଯେ କି କିଣା ବିକା କରନ୍ତି, ସମାନେେ ସବୁ ସ୍ଥାନ ରେ ସମ୍ମାନ ଲାଭ କରନ୍ତି। ସମାନେେ ପୃଥିବୀର ସମ୍ଭ୍ରାନ୍ତ ମହାଜନ। ତେଣୁ ତାଙ୍କ ବିପକ୍ଷ ରେ କିଏ ମନ୍ତ୍ରଣା କରିଅଛି ?
8 Quem formou este desígnio contra Tiro, a cidade coroada, cujos mercadores são príncipes e cujos negociantes são os mais nobres da terra?
9 ସର୍ବଶକ୍ତିମାନ ସଦାପ୍ରଭୁ ପୃଥିବୀର ସମସ୍ତ ଅହଙ୍କାରୀମାନଙ୍କର ଗର୍ବ, ସମ୍ଭ୍ରାନ୍ତମାନଙ୍କର ଗୌରବକୁ ତୁଚ୍ଛ କରିବାକୁ ମନ୍ତ୍ରଣା କରିଛନ୍ତି।
9 O Senhor dos Exércitos formou este desígnio para denegrir a soberba de todo o ornamento e envilecer os mais nobres da terra.
10 ହେ ତର୍ଶୀଶର କନ୍ଯାଗଣ, ତୁମ୍ଭେ ଫରେି ୟାଅ ଏବଂ ନିଜର ଜମି ରେ ଚାଷ କର, କାରଣ ତୁମ୍ଭର ଆଶ୍ରଯସ୍ଥଳ ଧ୍ବଂସ ପାଇୟାଇଛି।
10 Passa como o Nilo pela tua terra, ó filha de Társis; já não há cinto ao redor de ti.
11 ସଦାପ୍ରଭୁ ସମୁଦ୍ର ଉପ ରେ ତାଙ୍କର ହସ୍ତ ବିସ୍ତାର କରିଛନ୍ତି। ସେ ସୋର ବିପକ୍ଷ ରେ ୟୁଦ୍ଧ ପାଇଁ ଦେଶଗୁଡ଼ିକୁ ଏକତ୍ର କରିଛନ୍ତି। ସେ କିଣାନର ଦୃଢ଼ ଦୁର୍ଗଗୁଡ଼ିକ ଧ୍ବଂସ କରିବାକୁ ଆଜ୍ଞା ଦଇେଛନ୍ତି।
11 Ele estendeu a mão sobre o mar e turbou os reinos; o Senhor deu mandado contra Canaã, para que se destruíssem as suas fortalezas.
12 ସଦାପ୍ରଭୁ କୁହନ୍ତି, ହେ ଉତ୍ପୀଡ଼ନ କରୁଥିବା ସୀଦୋନର କୁଆଁରୀକନ୍ଯା, ତୁମ୍ଭେ ଆନନ୍ଦ କର ନାହିଁ କାରଣ ତୁମ୍ଭେ ଧ୍ବଂସ ହବେ। ମାତ୍ର ତୁମ୍ଭେ କିତ୍ତୀମକୁ ଗଲେ ମଧ୍ଯ, ସଠାେ ରେ ତୁମ୍ଭେ ବିଶ୍ରାମ ପାଇବ ନାହିଁ।'
12 E disse: Nunca mais pularás de alegria, ó oprimida donzela, filha de Sidom; levanta-te, passa a Quitim e mesmo ali não terás descanso.
13 ତେଣୁ ସୋର ଲୋକମାନେ କୁହନ୍ତି, ବାବିଲର ଲୋକମାନେ ଆମ୍ଭମାନଙ୍କୁ ସାହାୟ୍ଯ କରିବେ।' ମାତ୍ର କଲଦୀଯମାନଙ୍କର ଦେଶକୁ ଦେଖ। ବାବିଲ ବର୍ତ୍ତମାନ ଆଉ ଦେଶ ନୁହେଁ। ଅଶୂରୀଯମାନେ ତାକୁ ଆକ୍ରମଣ କରି ତା'ର ଚାରିପଟେ ଦୁର୍ଗ ନିର୍ମାଣ କରିଛନ୍ତି। ତା'ର ସୈନ୍ଯମାନେ ସହେି ରମଣୀଯ ପ୍ରାସାଦମାନଙ୍କରୁ ସମସ୍ତ ଜିନିଷ ଲୁଟି ନଇେଛନ୍ତି। ବାବିଲକୁ ଧ୍ବଂସ ସ୍ତୁପ ରେ ପରିଣତ କରି ତାକୁ ବନ୍ଯ ଜନ୍ତୁଙ୍କର ବାସସ୍ଥଳୀ ରେ ପରିଣତ କରିଛନ୍ତି।
13 Vede a terra dos caldeus, povo que ainda não era povo; a Assíria a fundou para os que moravam no deserto; levantaram as suas fortalezas e edificaram os seus paços, mas já está arruinada de todo.
14 ହେ ତର୍ଶୀଶ୍ର ଜାହାଜସମୂହ, ହାହାକାର କର। କାରଣ ତୁମ୍ଭମାନଙ୍କର ଦୃଢ଼ ଦୁର୍ଗ ଧ୍ବଂସ ହାଇେଛି।
14 Uivai, navios de Társis, porque é destruída a vossa força.
15 ସୋର ବିଷଯ ରେ ଲୋକେ ସତୁରି ବର୍ଷ ପର୍ୟ୍ଯନ୍ତ ବିସ୍ତୃତ ହବେେ। ତାହା ଏକ ରାଜାଙ୍କର ଅଧିକାର ସମୟର ପ୍ରମାଣ। ସତୁରି ବର୍ଷ ପ ରେ ସୋର ପ୍ରତି ବେଶ୍ଯାର ଗୀତ ଅନୁୟାଯୀ ଘଟିବ।
15 E sucederá, naquele dia, que Tiro será posta em esquecimento por setenta anos, conforme os dias de um rei; mas, no fim de setenta anos, Tiro será como a canção de uma prostituta.
16 ହେ ବିସ୍ତୃତ ବେଶ୍ଯୋ! ବୀଣା ନଇେ ନଗର ଭ୍ରମଣ କର। ମଧୁର ତାଳ ରେ ବଜାଅ ଓ ଅନକେ ଗୀତ ଗାଅ। ତାହା ହେଲେ ତୁମ୍ଭମାନେେ ସ୍ମୃତି ପଥରେ ଆସିବ।
16 Toma a harpa, rodeia a cidade, ó prostituta entregue ao esquecimento; toca bem, canta e repete a ária, para que haja memória de ti.
17 ସତୁରି ବର୍ଷ ପ ରେ ସଦାପ୍ରଭୁ ସୋର ବିଷଯ ରେ ବିବଚେନା କରିବେ ଓ ତାଙ୍କର ସିଦ୍ଧାନ୍ତ ଦବେେ। ସୋର ତା'ର ବାଣିଜ୍ଯ ବୃତ୍ତିକି ଫରେିବ। ସେ ପୃଥିବୀସ୍ଥ ସମସ୍ତ ଦେଶ ପ୍ରତି ବେଶ୍ଯା ସଦୃଶ ହବେ।
17 Porque será no fim de setenta anos que o Senhor visitará a Tiro, e ela tornará à sua ganância de prostituta e terá comércio com todos os reinos que há sobre a face da terra.
18 ମାତ୍ର ସୋର ଉପାର୍ଜିତ ଧନକୁ ସଞ୍ଚଯ କରିବ ନାହିଁ। ତା'ର ଭଡ଼ା ଓ ବାଣିଜ୍ଯ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ସମର୍ପିତ ହବେ। ସେ ସଦାପ୍ରଭୁଙ୍କ ଅନୁସରଣକାରୀମାନଙ୍କୁ ସେ ସଞ୍ଚିତ ଧନରୁ ଦିଆୟିବ। ସଦାପ୍ରଭୁଙ୍କ ସବେକ ପୂର୍ଣ୍ଣ ପ୍ରାଣ ରେ ଭକ୍ଷଣ କରିବେ ଓ ସହେି ପଇସା ରେ ସୁନ୍ଦର ପୋଷାକ ପରିଧାନ କରିବେ।
18 E será consagrado ao Senhor o seu comércio e a sua ganância de prostituta; não se entesourará, nem se fechará; mas o seu comércio será para os que habitam perante o Senhor , para que comam suficientemente e tenham vestes duráveis.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Isaías 23, comparar traduções ou montar um estudo — tudo direto pelo WhatsApp.