Isaías 24

Oriya Bible (GL_ORIYA) vs VC

Sair da comparação
VC Versão Católica
1 ଦେଖ, ସଦାପ୍ରଭୁ ପୃଥିବୀକୁ ଧ୍ବଂସ କରୁଛନ୍ତି। ସେ ତାହାକୁ ସମ୍ପୂର୍ଣ୍ଣ ଭାବରେ ଶୂନ୍ଯ କରୁଛନ୍ତି ଓ ଲୋକମାନଙ୍କୁ ବଳପୂର୍ବକ ଦୂର ସ୍ଥାନକୁ ବିତାଡ଼ିତ କରୁଛନ୍ତି।
1 Eis que o Senhor devasta a terra e a torna deserta, transtorna a sua face e dispersa seus habitantes.
2 ସେତବେେଳେ ସାଧାରଣ ଲୋକ ଓ ଯାଜକ, ଦାସ ଓ ତାହାର କର୍ତ୍ତା, ଦାସୀ ଓ ତାହାର କତ୍ତର୍‌ରୀ, କ୍ ରତାେ ଓ ବିକ୍ ରତାେ, ଖାତକ ଓ ମହାଜନ ଏବଂ ସୁଧଗ୍ରାହୀ ଓ ସୁଧଦାତା ସମାନ ହବେେ ଓ ସମାନ ଅବସ୍ଥା ଘଟିବ।
2 Isso acontece ao sacerdote como ao leigo, ao senhor como ao escravo, à senhora como à serva, ao vendedor como ao comprador, ao que empresta como ao que toma emprestado, ao credor como ao devedor.
3 ସମସ୍ତ ଲୋକ ପୃଥିବୀରୁ ବିତାଡ଼ିତ ହବେେ ଓ ସେ ସମ୍ପୂର୍ଣ୍ଣ ଭାବରେ ଲୁଣ୍ଠିତ ହବେେ। ଏହା ଘଟିବ କାଣ ସଦାପ୍ରଭୁ ଏହା କହିଛନ୍ତି।
3 A terra será totalmente devastada, inteiramente pilhada, porque o Senhor assim o decidiu.
4 ପୃଥିବୀ ଶୂନ୍ଯ ହବେ ଓ ଦୁଃଖିତ ହବେ। ସେ ମ୍ଲାନ ଓ ନିସ୍ତଜେ ହବେ, ପୃଥିବୀର ଉଚ୍ଚ ଲୋକମାନେ ଦୁର୍ବଳ ହବେେ।
4 A terra está na desolação, murcha; o mundo definha e esmorece, e os chefes do povo estão aterrados.
5 ପୃଥିବୀବାସୀ ପୃଥିବୀକୁ ଅପବିତ୍ର କରିଛନ୍ତି। କାରଣ ସମାନେେ ପରମେଶ୍ବର ଶିକ୍ଷାସମୂହକୁ ଉଲଙ୍ଘନ କରିଛନ୍ତି। ସମାନେେ ପରମେଶ୍ବରଙ୍କ ବିଧି ଓ ଚୁକ୍ତିକୁ ପାଳନ କରି ନାହାଁନ୍ତି। ଅନନ୍ତକାଳସ୍ଥାଯୀ ଚୁକ୍ତିକୁ ଲଙ୍ଘନ କରିଛନ୍ତି।
5 A terra foi profanada por seus habitantes, porque transgrediram as leis, violaram as regras e romperam a aliança eterna.
6 ପୃଥିବୀ ନିବାସୀ ଦୋଷ କରିଛନ୍ତି, ତେଣୁ ସମାନେେ ଅପରାଧୀ, ସେଥିପାଇଁ ପରମେଶ୍ବର ସମାନଙ୍କେୁ ବିନଷ୍ଟ କରିବାକୁ ପ୍ରତିଜ୍ଞା କରିଛନ୍ତି। ସମାନେେ ଦଣ୍ଡିତ ହବେେ ଓ ଅଳ୍ପ କେତକେ ବଞ୍ଚି ରହିବେ।
6 Por isso a maldição devora a terra e seus habitantes expiam suas penas; os habitantes da terra são consumidos, um pequeno número de homens sobrevive.
7 ଦ୍ରାକ୍ଷାଲତା ମ୍ଲାନ ହେଉଛନ୍ତି ଓ ନୂତନ ଦ୍ରାକ୍ଷାରସ କ୍ଷୀଣ ହାଇୟୋଇଛି। ଯେଉଁ ଲୋକମାନଙ୍କର ହୃଦଯ ଖୁସିଥିଲା ବର୍ତ୍ତମାନ ସମାନେେ ୟନ୍ତ୍ରଣା ରେ ଗଁ ଗଁ କରୁଛନ୍ତି।
7 O mosto está triste, a vinha, murcha, e os que tinham o coração em alegria suspiram.
8 ଲୋକାମନେ ଆନନ୍ଦ ଉଲ୍ଲାସରୁ ନିବୃତ୍ତ ହାଇେଛନ୍ତି। ସମସ୍ତ ଆନନ୍ଦ ଧ୍ବନି ନୀରବ ହାଇେଛି। ତବଲା ଓ ବୀଣାର ମଧୁର ସଙ୍ଗୀତ ନିବୃତ୍ତ ହାଇେଅଛି।
8 O som alegre dos tamborins cessou, os risos morreram e o som alegre da cítara calou-se.
9 ଲୋକମାନେ ସୁରାପାନ କଲା ବେଳେ ଆଉ ଆନନ୍ଦ ସଙ୍ଗୀତ ଗାଉ ନାହାଁନ୍ତି। ସୁରାପାନ ସମାନଙ୍କେୁ ତିକ୍ତ ବୋଧ ହେଉଅଛି।
9 Não se canta mais bebendo vinho. O licor é amargo ao bebedor.
10 ସମସ୍ତ ନଗରଟି ଧ୍ବଂସ ହଇେଅଛି।' ସମସ୍ତ ଦ୍ବାର ରୁଦ୍ଧ। ଲୋକମାନେ ଗୃହ ରେ ପ୍ରବେଶ କରିପାରୁ ନାହାଁନ୍ତି। ସର୍ବତ୍ର ବିଭ୍ରମତା ସୃଷ୍ଟି ହାଇେଛି।
10 A cidade desordenada está em ruínas, todas as casas fechadas, para que ninguém possa entrar nelas.
11 ତଥାପି ଲୋକମାନେ ସଡ଼କରେ ସୁରା ପାଇଁ ଚିତ୍କାର କରୁଛନ୍ତି। କିନ୍ତୁ ସମସ୍ତ ସୁଖ ଚାଲି ୟାଇଛି ଓ ଆମାଦେ ଦୂରୀଭୂତ ହାଇେଛି।
11 Gritam nas ruas: Não há mais vinho! Acabada a alegria, o regozijo foi banido da terra.
12 କବଳେ ନଗର ରେ ପ୍ରେତ୍ୟକକ ଜାଗା ରେ ଧ୍ବଂସତା ଦଖାଯାେଉଛି। ସମସ୍ତ ଦ୍ବାର ଭଗ୍ନ ଓ ବିନଷ୍ଟ ହାଇେଛି।
12 Na cidade só restam escombros e a porta arrombada está em pedaços,
13 ଯେପରି ଜୀତ ବୃକ୍ଷରୁ ଜୀତଫଳ ତୋଳିଲା ପ ରେ କିଛି ଜୀତଫଳ ରହିୟାଏ ଓ ଦ୍ରାକ୍ଷା ସଂଗ୍ରହକାରୀ କିଛି ଦ୍ରାକ୍ଷାଗଛ ରେ ଛାଡ଼ି ୟାଇଥାଏ, ସହେିପରି ପୃଥିବୀର ଗୋଷ୍ଠୀମାନଙ୍କ ମଧିଅରେ ଘଟିବ।
13 pois isso acontece na terra, no meio dos povos, como com as oliveiras que alguém vareja, como com as uvas que, acabada a vindima, alguém rebusca.
14 ଏହି ଅବଶିଷ୍ଟ ପୃଥିବୀବାସୀ ସମୁଦ୍ର ଗର୍ଜନଠାରୁ ଅଧିକ ଉଚ୍ଚ ସ୍ବର ରେ ଆନନ୍ଦ ଧ୍ବନି କରିବେ। କାରଣ ସଦାପ୍ରଭୁଙ୍କ ମହିମା ହତେୁ ସମାନେେ ଏହା କରିବେ।
14 Eles elevam a voz e cantam, do lado do mar aclamam a majestade do Senhor:
15 ସହେି ଲୋକମାନେ କହିବେ, ହେ ପୂର୍ବ ଦେଶର ଲୋକମାନେ, ତୁମ୍ଭମାନେେ ସଦାପ୍ରଭୁଙ୍କର ପ୍ରଶଂସା କର। ହେ ଦୂରଦେଶର ଲୋକମାନେ, ଇଶ୍ରାୟେଲର ପରମେଶ୍ବର ସଦାପ୍ରଭୁଙ୍କର ଗୌରବ ପ୍ରଶଂସା କର।'
15 Glorificai, pois, ao Senhor, nas regiões da luz, e, nas ilhas do mar, o nome do Senhor, Deus de Israel.
16 ଆମ୍ଭମାନେେ ପୃଥିବୀର ସର୍ବତ୍ର ପରମେଶ୍ବରଙ୍କ ପ୍ରଶଂସା ଶୁଣିବୁ। ଏହି ମହିମା ଗାନ ହେଉଛି ମଙ୍ଗଳମଯ ପରମେଶ୍ବରଙ୍କ ସମ୍ବନ୍ଧ ରେ। କିନ୍ତୁ ମୁଁ କ ହେ, ମୁଁ କ୍ଷୀଣ ହେଉଅଛି। ମୁଁ ସନ୍ତାପର ପାତ୍ର ବିଶ୍ବାସଘାତକମାନେ ବିଶ୍ବାସଘାତକତା କରିଛନ୍ତି। ସମାନେେ ଭୟଙ୍କର ବିଶ୍ବାସଘାତକତା କରିଛନ୍ତି।
16 Dos confins da terra, ouvimos cantar: Honra ao justo! Eu, porém, disse: Infeliz de mim, infeliz de mim! Ai de mim! Os salteadores saqueiam, os salteadores obstinam-se na pilhagem.
17 ଏହି ପୃଥିବୀବାସୀଙ୍କ ପାଇଁ ବିପଦ ରହିଛି ବୋଲି ମୁଁ ଦେଖୁଛି। ସମାନଙ୍କେ ପାଇଁ ଭୟ, ଗର୍ତ୍ତ ଓ ଫାନ୍ଦ ରହିଥିବା ମୁଁ ଦେଖୁଛି।
17 O terror, a fossa e a cilada vão apanhar-te, habitante da terra.
18 ଯେତବେେଳେ ଲୋକମାନେ ଭୟର ଶବ୍ଦ ଶୁଣିବେ ଓ ପଳାଯନ କରିବେ, ସମାନେେ ସେତବେେଳେ ଗର୍ତ୍ତ ରେ ପଡ଼ିବେ। ସମାନଙ୍କେ ମଧ୍ଯରୁ କେତକେ ଗର୍ତ୍ତରୁ ଉଠି ଉପରକୁ ଆସିଲେ ଫାନ୍ଦ ରେ ପଡ଼ିବେ। କାରଣ ଉର୍ଦ୍ଧ୍ବସ୍ଥ ଝରକାସବୁ ଉନ୍ମୁକ୍ତ ରହିଛି ଏବଂ ପୃଥିବୀର ମୂଳଦୁଆ କମ୍ପିତ ହେଉଅଛି।
18 O que fugir para escapar do terror cairá na fossa, o que se livrar da fossa será preso no laço. Porque as comportas lá do alto abrir-se-ão e os fundamentos da terra serão abalados.
19 ପୃଥିବୀ ବିଦୀର୍ଣ୍ଣ ହାଇେ ଖଣ୍ଡ ବିଖଣ୍ଡିତ ହେଉଅଛି, ଏହା ଥରି ବିଚଳିତ ହାଇେ ନଷ୍ଟ ହେଉଅଛି।
19 A terra é feita em pedaços: estala, fende-se, é sacudida,
20 ପୃଥିବୀର ଅପରାଧ ପାପଭାର ବହୁତ ବଢ଼ି ୟାଇଛି ଓ ସହେି ଭାର ରେ ତାହାର ପତନ ଘଟିବ। ପୃଥିବୀ ଗୋଟିଏ ମଦ୍ଯପ ପରି ପଡ଼ିବ ଓ ଗୋଟିଏ କୁଡ଼ିଆ ଘର ପରି ଦୋହଲିବ। ଏହା ଆଉ ତିଷ୍ଠିବ ନାହିଁ।
20 cambaleia como um homem embriagado e balança como uma rede. Seus crimes pesam sobre ela, e ela cairá para não mais se levantar.
21 ସଦେିନ ସଦାପ୍ରଭୁ ଉର୍ଦ୍ଧ୍ବସ୍ଥ ସୈନ୍ଯଙ୍କୁ ସୀମାନ୍ତଙ୍କୁ ଉର୍ଦ୍ଧ୍ବ ରେ ଓ ପୃଥିବୀସ୍ଥ ରାଜାମାନଙ୍କୁ ପୃଥିବୀ ରେ ପ୍ରତିଫଳ ଦବେେ।
21 Naquele tempo o Senhor, lá do alto, examinará a milícia celeste e os reis do mundo, sobre a terra.
22 ବନ୍ଦୀମାନେ କୂପ ରେ ଏକତ୍ରୀତ ହେଲାପରି ସମାନେେ ଏକତ୍ରୀତ ହବେେ। ସମାନଙ୍କେ ମଧ୍ଯରୁ କେତକେ ବନ୍ଦୀ ଗୃହ ରେ ରୁଦ୍ଧ ହବେେ। ବହୁଦିନ ପ ରେ ସମାନେେ ଦଣ୍ଡିତ ହବେେ।
22 Serão amontoados como prisioneiros num calabouço, serão encerrados numa prisão, e, depois de muitos dias, serão castigados.
23 ସେତବେେଳେ ସଦାପ୍ରଭୁ ସିୟୋନ ପର୍ବତ ଉପ ରେ ୟିରୁଶାଲମ ରେ ପ୍ରାଚୀନବର୍ଗ ସମ୍ମୁଖ ରେ ରାଜତ୍ବ କଲାପରି ଶାସନ କରିବେ। ତାଙ୍କର ଗୌରବ ଏପରି ମହିମାନ୍ବିତ ହବେ ଯେ ଚନ୍ଦ୍ର ତାଙ୍କ ନିକଟରେ ଅପ୍ରସ୍ତୁତ ହବେେ ଓ ସୂର୍ୟ୍ଯ ଲଜ୍ଜିତ ହବେେ।
23 A lua corará de vergonha e o sol empalidecerá, porque o Senhor dos exércitos reinará sobre o monte Sião e em Jerusalém, e sua glória resplandecerá diante de seus anciãos.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Isaías 24, comparar traduções ou montar um estudo — tudo direto pelo WhatsApp.