Isaías 25
Oriya Bible (GL_ORIYA) vs ACF
1 ହେ ସଦାପ୍ରଭୁ, ତୁମ୍ଭେ ମାରେ ପରମେଶ୍ବର। ମୁଁ ତୁମ୍ଭର ପ୍ରତିଷ୍ଠା କରିବି ଓ ତୁମ୍ଭ ନାମର ପ୍ରଶଂସା କରିବି। କାରଣ ତୁମ୍ଭେ ସବୁ ଆଶ୍ଚର୍ୟ୍ଯ କାର୍ୟ୍ଯ ସମ୍ପାଦନ କରିଛ। ତୁମ୍ଭେ ପୁରାତନ କାଳ ରେ ୟହା କହିଥିଲ, ତାହା ସମ୍ପୂର୍ଣ୍ଣ ସତ୍ଯ ରେ ପରିଣତ ହାଇେଛି। ତୁମ୍ଭେ ଯାହାସବୁ କହିଥିଲ, ତାହାହିଁ ଘଟିଅଛି।
1 Ó Senhor, tu és o meu Deus; exaltar-te-ei, e louvarei o teu nome, porque fizeste maravilhas; os teus conselhos antigos são verdade e firmeza.
2 ସୁଦୃଢ଼ ପ୍ରାଚୀର ବେଷ୍ଠିତ ସୁରକ୍ଷିତ ନଗରକୁ ତୁମ୍ଭେ ଧ୍ବଂସ କରିଅଛ ଓ ବର୍ତ୍ତମାନ ତାକୁ ଏକ ପଥର ଗଦା ରେ ପରିଣତ କରିଅଛ। ବିଦେଶୀମାନଙ୍କ ରାଜ ପ୍ରାସାଦକୁ ବିନଷ୍ଟ କରିଛ ଓ ତାହା କବେେ ପୁନର୍ବାର ନିର୍ମିତ ହବେ ନାହିଁ।
2 Porque da cidade fizeste um montão de pedras, e da cidade forte uma ruína, e do paço dos estranhos, que não seja mais cidade, e jamais se torne a edificar.
3 ବଳଶାଳୀ ଶକ୍ତିମାନେ ଓ ଜାତିମାନେ ତୁମ୍ଭକୁ ପ୍ରଶଂସା ଓ ସମ୍ମାନ କରିବେ। ଆତଙ୍କିତ ନଗରର ଲୋକମାନେ ଭୟ କରିବେ।
3 Por isso te glorificará um povo poderoso, e a cidade das nações formidáveis te temerá.
4 ହେ ସଦାପ୍ରଭୁ, ତୁମ୍ଭେ ଦରିଦ୍ରର ନିରାପଦ ସ୍ଥାନ, ଦୀନହୀନ ଲୋକର ସଙ୍କଟ ସମୟରେ ତାହାର ଦୃଢ଼ ଦୁର୍ଗ। ବନ୍ଯା ଓ ଉତ୍ତାପରୁ ରକ୍ଷା କରିବା ପାଇଁ ତୁମ୍ଭେ ହେଉଛ ସୁରକ୍ଷିତ ଗୃହ, ଦୁଃଖରୂପକ ଭୟଙ୍କର ବତାସ ଓ ବର୍ଷା କାନ୍ଥକୁ ଆଘାତ କଲେ ମଧ୍ଯ ଗୃହ ମଧିଅରେ ଲୋକ ସୁରକ୍ଷିତ ହେଲାପରି ତୁମ୍ଭେ ଏକ ସୁଦୃଢ଼ ଆଶ୍ରଯସ୍ଥଳ।
4 Porque foste a fortaleza do pobre, e a fortaleza do necessitado, na sua angústia; refúgio contra a tempestade, e sombra contra o calor; porque o sopro dos opressores é como a tempestade contra o muro.
5 ଶୁଷ୍କ ଦେଶ ରେ ତାପକୁ ଦୂର କଲାପରି ବିଦେଶୀମାନଙ୍କର କୋଳାହଳକୁ ତୁମେ ନିବାରଣ କରିବ। ମେଘ ରେ ଛାଯା ଯେପରି ଗରମ ଦିନ ରେ ତାପକୁ କୋମଳ କରେ, ତୁମେ ପରମେଶ୍ବର ଭୟଙ୍କର ଲୋକମାନଙ୍କର ଗୀତକୁ ବନ୍ଦ କରିବ।
5 Como o calor em lugar seco, assim abaterás o ímpeto dos estranhos; como se abranda o calor pela sombra da espessa nuvem, assim o cântico dos tiranos será humilhado.
6 ସେତବେେଳେ ସର୍ବଶକ୍ତିମାନ ସଦାପ୍ରଭୁ ପର୍ବତ ଉପ ରେ ତାଙ୍କ ଲୋକମାନଙ୍କ ପାଇଁ ଉତ୍ତମ ଖାଦ୍ୟର ଏକ ଭୋଜି ଦବେେ। ସହେି ଭୋଜି ରେ ଉତ୍ତମ ଖାଦ୍ୟର ବିଭିନ୍ନ ପ୍ରକାର, ପାନୀଯ ଦ୍ରାକ୍ଷାରସ କୋମଳ ସ୍ବାଦୟୁକ୍ତ ମାସଂ ଏବଂ ଅନ୍ଯାନ୍ଯ ସ୍ବତନ୍ତ୍ର ଦ୍ରବ୍ଯ।
6 E o Senhor dos Exércitos dará neste monte a todos os povos uma festa com animais gordos, uma festa de vinhos velhos, com tutanos gordos, e com vinhos velhos, bem purificados.
7 ସମସ୍ତ ଗୋଷ୍ଠୀମାନଙ୍କ ଉପ ରେ ଯେଉଁ ଓଢ଼ଣି ପଡ଼ିଅଛି ଓ ସର୍ବଦେଶୀଯମାନଙ୍କ ଉପ ରେ ଯେଉଁ ବସ୍ତୁର ଆବରଣ ରହିଛି ତାକୁ ସବୁ ସଦାପ୍ରଭୁ ଏହି ପର୍ବତ ରେ ବିନାଶ' କରିବେ।
7 E destruirá neste monte a face da cobertura, com que todos os povos andam cobertos, e o véu com que todas as nações se cobrem.
8 ମାତ୍ର ଅନନ୍ତକାଳ ପାଇଁ ଦୂରୀଭୂତ ହବେ। ମାରେ ପ୍ରଭୁ ସଦାପ୍ରଭୁ ସମସ୍ତଙ୍କ ମୁଖମଣ୍ଡଳରୁ ଲୋତକ ପୋଛି ଦବେେ। ଅତୀତ ରେ ଲୋକଙ୍କର ଯେଉଁ ଦୁଃଖ ଥିଲା, ପରମେଶ୍ବର ସେ ସମସ୍ତ ଦୁଃଖକୁ ପୃଥିବୀରୁ ପୋଛି ଦବେେ। ଏ ସମସ୍ତ ଘଟିବ କାରଣ ସଦାପ୍ରଭୁ ଏହା କହିଛନ୍ତି।
8 Aniquilará a morte para sempre, e assim enxugará o Senhor DEUS as lágrimas de todos os rostos, e tirará o opróbrio do seu povo de toda a terra; porque o SENHOR o disse.
9 ସେତବେେଳେ ଲୋକେ ଏହି କଥା କହିବେ, ଏହି ଆମର ପରମେଶ୍ବର ଯାହାଙ୍କୁ ଆମ୍ଭମାନେେ ବହୁତ ସମୟ ଧରି ଅପେକ୍ଷା କରିଅଛୁଁ। ସେ ଆମ୍ଭମାନଙ୍କୁ ଉଦ୍ଧାର କରିବାକୁ ଆସିଛନ୍ତି। ତାହାଙ୍କ ଦୃଢ଼ ପରିତ୍ରାଣ ରେ ଆମ୍ଭମାନେେ ଆନନ୍ଦ ଉଲ୍ଲାସ କରିବୁ, ଯେତବେେଳେ ସେ ଆମ୍ଭକୁ ରକ୍ଷା କରନ୍ତି।'
9 E naquele dia se dirá: Eis que este é o nosso Deus, a quem aguardávamos, e ele nos salvará; este é o Senhor, a quem aguardávamos; na sua salvação gozaremos e nos alegraremos.
10 ଏହି ପର୍ବତ ଉପ ରେ ସଦାପ୍ରଭୁଙ୍କର ହସ୍ତ ଅଧିଷ୍ଠିତ ହବେ। ମାତ୍ର ଖାତକୁଣ୍ଡ ରେ କୁଟା ଦଳିତ ହେଲାପରି ମାୟୋବ ନିଜ ସ୍ଥାନ ରେ ଦଳିତ ହବେ।
10 Porque a mão do Senhor descansará neste monte; mas Moabe será trilhado debaixo dele, como se trilha a palha no monturo.
11 ଯଦିଓ ସନ୍ତରଣକାରୀ ପରି ହସ୍ତ ପ୍ରସାରଣ କରିବେ ସଦାପ୍ରଭୁ ତାଙ୍କର ହସ୍ତ ବିସ୍ତାର କରିବେ। ଲୋକମାନେ ଯେଉଁ ବିଷଯ ରେ ଗର୍ବ କରନ୍ତି ଓ ଯାହାସବୁ ତାଙ୍କ ହସ୍ତ ନିର୍ମାଣ କରିଛି, ସେ ସମସ୍ତ ହସ୍ତ ନିର୍ମାଣ କରିଛି, ସେ ସମସ୍ତ ବିଷଯ ତଳକୁ ଆଣି ଦିଏ।
11 E estenderá as suas mãos por entre eles, como as estende o nadador para nadar; e abaterá a sua altivez com as ciladas das suas mãos.
12 ପୁଣି ସଦାପ୍ରଭୁ ଲୋକମାନଙ୍କର ଉଚ୍ଚ ପ୍ରାଚୀର ଓ ନିରାପଦ ସ୍ଥାନ ଗୁଡ଼ିକୁ ନିପାତ କରିବେ ଓ ଭୂମିସାତ୍ କରି ତାକୁ ଧୂଳି ରେ ମିଶାଇ ଦବେେ।
12 E abaixará as altas fortalezas dos teus muros, abatê-las-á e derrubá-las-á por terra até ao pó.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Isaías 25, comparar traduções ou montar um estudo — tudo direto pelo WhatsApp.