Isaías 27
Oriya Bible (GL_ORIYA) vs NVI
1 ସଦେିନ ସଦାପ୍ରଭୁ ଆପଣାର ଦାରୁଣ, ବୃହତ୍ ଓ ଦୃଢ଼ ଖଡ୍ଗ ଦ୍ବାରା ଦ୍ରୁତଗାମୀ ସର୍ପ ଲିବିଯାଥନକୁ ଓ ବକ୍ରଗାମୀ ସର୍ପ ଲିବିଯାଥନକୁ ଶାସ୍ତି ଦବେେ ଓ ସମୁଦ୍ରସ୍ଥ ଦୀର୍ଘକାଯ ଜନ୍ତୁକୁ ସଂହାର କରିବେ।
1 Naquele dia, o Senhor com sua espada severa, longa e forte, castigará o Leviatã, serpente veloz, o Leviatã, serpente tortuosa; matará no mar a serpente aquática.
2 ସଦେିନ ଲୋକେ ଏକ ଦ୍ରାକ୍ଷାକ୍ଷେତ୍ର ଉଦ୍ଦେଶ୍ଯ ରେ ଗାନ କରିବେ।
2 Naquele dia, cantem sobre a vinha frutífera:
3 ମୁଁ, ସଦାପ୍ରଭୁ ସହେି ଉଦ୍ୟାନକୁ ରକ୍ଷା କରିବି। ଯଥା ସମୟରେ ସେଥି ରେ ଜଳ ସଚେନ କରିବି। ଦିବାରାତ୍ର ତାକୁ ଜଗି ରହିବି ଯେପରି କହେି ତା'ର କିଛି କ୍ଷତି କରିବେ ନାହିଁ।
3 "Eu, o Senhor, sou o seu vigia, rego-a constantemente e a protejo dia e noite para impedir que lhe façam dano.
4 ମାଠାେ ରେ କୋରଧ ନାହିଁ। ଯଦି ୟୁଦ୍ଧ ହୁଏ ଓ କହେି ଜଣେ କଣ୍ଟାକର ବାଡ଼ ଦିଏ, ଆମ୍ଭେ ଆକ୍ରମଣ କରିବୁ ଓ ପୋଡ଼ି ପକାଇବୁ।
4 Não estou irado. Se espinheiros e roseiras bravas me enfrentassem, eu marcharia contra eles em combate e poria fogo neles todos.
5 ମାତ୍ର ଯଦି କହେି ନିରାପତ୍ତା ପାଇଁ ମାେ ସହିତ ଶାନ୍ତି ସ୍ଥାପନ କରେ, ତବେେ ସେ ଶାନ୍ତି ସ୍ଥାପନ କରୁ।
5 Se não, que venham buscar refúgio em mim; que façam as pazes comigo. Sim, que façam as pazes comigo".
6 ଲୋକମାନେ ମାେ ନିକଟକୁ ଆସିବେ। ସମାନେେ ଯାକୁବକୁ ଶକ୍ତିଶାଳୀ କରିବେ ଯେପରି ତା'ର ଚୋର ବାନ୍ଧିବ। ଇଶ୍ରାୟେଲ ମୁକ୍ତ ଓ ପ୍ରଫୁଲ ହବେ। ଏ ପୃଥିବୀ ଫଳ ଫୁଲ ରେ ପରିପୂର୍ଣ୍ଣ ହବେ।'
6 Nos dias vindouros Jacó lançará raízes, Israel terá botões e flores e encherá o mundo de frutos.
7 ସଦାପ୍ରଭୁ କିପରି ତାଙ୍କ ଲୋକମାନଙ୍କୁ ଶାସ୍ତି ଦବେେ। ଯେପରି ଲୋକମାନଙ୍କୁ ଅତୀତ ରେ ଶତ୍ରୁଗଣ ପ୍ରହାର କରନ୍ତି ସଦାପ୍ରଭୁ ସହେିପରି ପ୍ରହାର କରିବେ। ସମାନେେ ଯେପରି ବହୁ ଲୋକଙ୍କୁ ନିହତ କରିଥିଲେ ସହେିପରି ସଦାପ୍ରଭୁ ନିହତ କରିବେ।
7 Acaso o Senhor o feriu como feriu aqueles que o feriram? Acaso ele foi morto como foram mortos os que o feriram?
8 ସଦାପ୍ରଭୁ ଇଶ୍ରାୟେଲର ପରିତ୍ରାଣ ପାଇଁ ତାକୁ ଦୂରକୁ ପଠାଇ ତାହା ସହିତ ବିବାଦ କରିବେ। ସେ ପୂର୍ବୀଯ ବାଯୁ ଦିନ ରେ ନିଜର ପ୍ରବଳ ବାଯୁଦ୍ବାରା ସ୍ଥାନାନ୍ତରିତ କରିବେ।
8 Pelo desterro e pelo exílio o julga, com seu sopro violento ele o expulsa, como num dia de rajadas do vento oriental.
9 ତେଣୁ ଏହିପରି ଭାବରେ ଯାକୁବର ଦୋଷ ପରିମାର୍ଜିତ ହବେ ଓ ତାହାର ପାପ ଦୂରୀଭୂତ ହବେ। ସେ ୟଜ୍ଞବଦେୀର ପ୍ରସ୍ତର ସବୁ ଧୂଳିସାତ ହବେ ଓ ସହେି ଆଶରୋ ମୂର୍ତ୍ତି ଓ ସୂର୍ୟ୍ଯ ପ୍ରତିମା ସବୁ ବିନଷ୍ଟ ହବେେ।
9 Assim será perdoada a maldade de Jacó, e será este o fruto da remoção do seu pecado: Quando ele fizer com que as pedras do altar sejam esmigalhadas e fiquem como pó de giz, os postes sagrados e os altares de incenso não ficarão de pé.
10 ସଦେିନ ସହେି ସୁଦୃଢ଼ ପ୍ରାନ୍ତର ତୁଲ୍ଯ ଜନଶୂନ୍ଯ ହବେ। ଏହା ଏକ ମରୁଭୂମିରେ ପରିଣତ ହବେ। ନିର୍ଜନ ଓ ପରିତ୍ଯକ୍ତ ବସତି ସ୍ଥାନ ହବେ। ସେ ସ୍ଥାନ ରେ ଗୋରୁପଲ ଚରିବେ ଓ ଶଯନ କରିବେ ଏବଂ ଦ୍ରାକ୍ଷାର ଶାଖା ଭାଙ୍ଗି ଖାଇବେ।
10 A cidade fortificada está abandonada, desabitada e esquecida como o deserto; ali os bezerros pastam e se deitam, e desfolham os seus ramos.
11 ଦ୍ରାକ୍ଷାଗଛ ରେ ଡ଼ାଳ ଶୁଷ୍କ ହେଲେ ଭଙ୍ଗାୟିବ। ସ୍ତ୍ରୀ ଲୋକମାନେ ତାକୁ ଜାଳଣେି ରୂପେ ବ୍ଯବହାର କରିବେ।
11 Quando os seus ramos estão secos e quebram-se, as mulheres fazem fogo com eles, pois esse é um povo sem entendimento. Por isso aquele que o fez não tem compaixão dele, aquele que o formou não lhe mostra misericórdia.
12 ସଦେିନ ସଦାପ୍ରଭୁ ଅନ୍ୟମାନଙ୍କଠାରୁ ତାଙ୍କର ଦାସମାନଙ୍କୁ ଅଲଗା କରିବେ। ଫରାତ୍ ନଦୀଠାରୁ ଆରମ୍ଭକରି ମିଶର ନଦୀ ପର୍ୟ୍ଯନ୍ତ ସେ ଲୋକମାନଙ୍କୁ ଏକତ୍ରୀତ କରିବେ।
12 Naquele dia o Senhor debulhará desde as margens do Eufrates até o ribeiro do Egito, e vocês, israelitas, serão ajuntados um a um.
13 ସଦେିନ ଗୋଟିଏ ବଡ଼ ମଷେର ଶିଙ୍କା ବାଜିବ। ଅଶୂର ଦେଶ ରେ ହଜି ୟାଇଥିବା ଲୋକ ଏବଂ ମିଶରକୁ ବିତାଡ଼ିତ ହାଇେଥିବା ଲୋକମାନେ ସଦେିନ ଆସିବେ। ୟିରୁଶାଲମର ପବିତ୍ର ପର୍ବତ ରେ ସମାନେେ ସଦାପ୍ରଭୁଙ୍କୁ ପ୍ରଣାମ କରିବା ପାଇଁ ଏକତ୍ରୀତ ହବେେ।
13 E naquele dia soará uma grande trombeta. Os que estavam perecendo na Assíria e os que estavam exilados no Egito virão e adorarão o Senhor no monte santo, em Jerusalém.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Isaías 27, comparar traduções ou montar um estudo — tudo direto pelo WhatsApp.