Isaías 28

Oriya Bible (GL_ORIYA) vs NVI

Sair da comparação
NVI Nova Versão Internacional
1 ଶମରିଯାକୁ ଚାହଁ ! ଇଫ୍ରଯିମର ମତ୍ତ ଲୋକମାନେ ନିଜ ନଗରୀ ପାଇଁ ଗର୍ବିତ। କାରଣ ପର୍ବତ ଉପ ରେ ଅବସ୍ଥିତ ଓ ଫଳଶାଳୀ ଉପତ୍ୟକା ବେଷ୍ଟିତ ସହେି ନଗରୀକୁ ଶମରିଯାମାନେ ରମଣୀଯ ପୁଷ୍କର ମୁକୁଟ' ସଦୃଶ, ମାତ୍ର ସହେି ଭୂଷଣ ସ୍ବରୂପ ସୁନ୍ଦର ପୁଷ୍ପ ମ୍ଲାନ ହବେ।
1 Ai daquela coroa, orgulho dos bêbados de Efraim, e de sua magnífica beleza, situada nos altos de um vale fértil e que agora é como uma flor murcha, Ai dos que são dominados pelo vinho!
2 ଦେଖ, ମାରେ ପ୍ରଭୁଙ୍କର ଜଣେ ବଳବାନ୍ ଓ ସାହସୀ ଲୋକ ଅଛି। ସେ ଶିଳାୟୁକ୍ତ ଝଡ଼ ଓ ପ୍ରଳଯକାଳର ବର୍ଷା ବତାସ ପରି ଆସିବ, ଦ୍ରୁତ ଧାବିତ ବନ୍ଯାଜଳ ସଦୃଶ ପ୍ରବାହିତ ହାଇେ ଶକ୍ତିଶାଳୀ ହସ୍ତ ରେ ତାକୁ ଭୂମିରେ ନିକ୍ଷପେ କରିବ।
2 Vejam! O Senhor envia alguém que é poderoso e forte. Como chuva de granizo e vento destruidor, como violento aguaceiro e tromba d’água inundante, ele a lançará com força ao chão.
3 ଇଫ୍ରଯିମର ମତ୍ତ ଲୋକମାନଙ୍କ ଦର୍ପସ୍ବରୂପ ମୁକୁଟ' ପଦ ତଳେ ଦଳିତ ହବେ।
3 A coroa orgulhosa dos bêbados de Efraim será pisoteada.
4 ପର୍ବତ ଉପରିସ୍ଥ ଫଳଶାଳୀ ଉପତ୍ୟକା ବେଷ୍ଟିତ ମୁକୁଟ ସଦୃଶ ସୁନ୍ଦର ଦେଶ ମ୍ଲାନ ପୁଷ୍ପ ପାଲଟିବ।' ସହେି ନଗର ଗ୍ରୀଷ୍ମକାଳର ପ୍ରଥମ ପକ୍ବ ଡ଼ିମିରି ଫଳ ସଦୃଶ ହବେ। ଯେକହେି ତାକୁ ଦେଖିବ ଶୀଘ୍ର ତାକୁ ତୋଳିବ ଓ ଗ୍ରାସ କରିବ।
4 Sua magnífica beleza, localizada na cabeça de um vale fértil, é agora uma flor que murcha. Ela será como figo maduro antes da colheita, quem o vê, logo o apanha e o come.
5 ସଦେିନ ସର୍ବଶକ୍ତିମାନ ସଦାପ୍ରଭୁ ଅବଶିଷ୍ଟାଂଶ ଲୋକମାନଙ୍କ ପାଇଁ ବହୁତ ସୁନ୍ଦର ମୁକୁଟ' ସଦୃଶ ହବେେ।
5 Naquele dia o Senhor dos Exércitos será uma coroa gloriosa, um belo diadema para o remanescente do seu povo.
6 ତା'ପ ରେ ସଦାପ୍ରଭୁ ବିଚାର ନିମନ୍ତେ ବିଚାରକଙ୍କୁ ବିଚାର ଜନିତ ଆତ୍ମା ଓ ଯେଉଁମାନେ ନଗରଦ୍ବାର ରେ ୟୁଦ୍ଧ ରେ ଫରୋଇ ଦିଅନ୍ତି ସମାନଙ୍କେ ପାଇଁ ବଳସ୍ବରୂପ ହବେେ।
6 Ele será um espírito de justiça para aquele que se assenta para julgar, e força para os que fazem recuar das portas a guerra.
7 ମାତ୍ର ବର୍ତ୍ତମାନ ସହେି ପ୍ରାଚୀନ ବ୍ଯକ୍ତିଗଣ ଦ୍ରାକ୍ଷାରସ ରେ ଭ୍ରାନ୍ତ ହାଇେଛନ୍ତି ଓ ସୁରାପାନ ରେ ବିପଥଗାମୀ ହାଇେଛନ୍ତି। ଯାଜକ ଓ ଭବିଷ୍ଯଦ୍ବକ୍ତା ସୁରାପାନ ଦ୍ବାରା ବିଭ୍ରାନ୍ତ ହାଇେଛନ୍ତି। ଦ୍ରାକ୍ଷାରସ ସମାନଙ୍କେୁ ଗ୍ରାସ କରିଅଛି ଓ ସମାନେେ ସୁରାପାନ ଦ୍ବାରା ବିପଥରେ ୟାଇଛନ୍ତି। ସମାନେେ ଦର୍ଶନ ରେ ଭ୍ରାନ୍ତ ହୁଅନ୍ତି ଓ ବିଚାର ରେ ଝୁଣ୍ଟି ପଡ଼ନ୍ତି।
7 E estes também cambaleiam pelo efeito do vinho, e não ficam de pé por causa da bebida fermentada: Os sacerdotes e os profetas cambaleiam por causa da bebida fermentada e estão desorientados devido ao vinho; eles não conseguem ficar de pé por causa da bebida fermentada, confundem-se quando têm visões, tropeçam quando devem dar um veredicto.
8 ସମସ୍ତ ମଜେ ବାନ୍ତି ରେ ପରିପୂର୍ଣ୍ଣ। ସଠାେ ରେ ମଇଳା ପାଇଁ ୟଥେଷ୍ଟ କଠାେରୀ ନ ଥିଲା।
8 Todas as mesas estão cobertas de vômito e não há um só lugar limpo.
9 ସଦାପ୍ରଭୁ ଜ୍ଞାନ ଶିକ୍ଷା ଦବୋକୁ ଇଚ୍ଛା କରନ୍ତି। ଓ ତାଙ୍କ ସୁସମାଚାର ବୁଝାଇବାକୁ ଇଚ୍ଛା କରୁଛନ୍ତି। ମାତ୍ର ଲୋକମାନେ ଦୁଗ୍ଧ ପୋଷ୍ଯ ଶିଷ୍ଯ ସଦୃଶ ବୁଝିବାକୁ ଅକ୍ଷମ।
9 "Quem é que ele está tentando ensinar? A quem está explicando a sua mensagem? A crianças desmamadas e a bebês recém-tirados do seio materno?
10 ତେଣୁ ସଦାପ୍ରଭୁ ଶିଶୁମାନଙ୍କୁ ବୁଝାଇବା ଢ଼ଙ୍ଗ ରେ କୁହନ୍ତି, କାରଣ ଏ ତ :
10 Pois o que se diz é: ‘Ordem sobre ordem, ordem sobre ordem, regra e mais regra, regra e mais regra; um pouco aqui, um pouco ali’. "
11 ସଦାପ୍ରଭୁ ଅଦ୍ଭୁତ ସ୍ବର ରେ ଓ ଅନ୍ୟ ଭାଷା ରେ ଲୋକମାନଙ୍କୁ କଥା କହିବେ।
11 Pois bem, com lábios trôpegos e língua estranha Deus falará a este povo,
12 ଅତୀତ ରେ ପରମେଶ୍ବର ସମାନଙ୍କେୁ କହିଥିଲେ ଏଠା ରେ ଏକ ବିଶ୍ରାମସ୍ଥଳ ଅଛି। ଏହି ଶାନ୍ତିମଯ ସ୍ଥାନ ରେ ଯେଉଁମାନେ ଆରାମ ଚାହୁଁଛ ଆସି ଆରାମ କର।'
12 ao qual dissera: "Este é o lugar de descanso. Deixem descansar o exausto. Este é o lugar de repouso! " Mas eles não quiseram ouvir.
13 ତେଣୁ ପରମେଶ୍ବର ବାକ୍ଯ ବିଦେଶୀ ଭାଷା ରେ କୁହାୟାଏ :
13 Por isso o Senhor lhes dirá: "Ordem sobre ordem, ordem sobre ordem, regra e mais regra, regra e mais regra; um pouco aqui, um pouco ali", para que saiam, caiam de costas, firam-se, fiquem presos no laço e sejam capturados.
14 ହେ ୟିରୁଶାଲମସ୍ଥ ଲୋକମାନଙ୍କର ଶାସନକାରୀ ନିନ୍ଦୁକମାନେ, ତୁମ୍ଭମାନେେ ସଦାପ୍ରଭୁଙ୍କର ବାକ୍ଯ ଶୁଣ।
14 Portanto, ouçam a palavra do Senhor, zombadores, vocês, que dominam este povo em Jerusalém.
15 ତୁମ୍ଭମାନେେ କହିଅଛ, ଆମ୍ଭମାନେେ ମୃତ୍ଯୁସହିତ ସନ୍ଧି କରିଛୁ ଓ ପାତାଳ ସହିତ ଚୁକ୍ତି କରିଛୁ। ତେଣୁ ଜଳ ପ୍ରଳଯରୂପୀ କୋରଡ଼ା ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ। କାରଣ ଆମ୍ଭମାନେେ ମିଥ୍ଯାର ଆଶ୍ରଯ ନଇେଅଛୁ ଓ ଅସତ୍ଯ ପଛ ରେ ନିଜକୁ ଲୁଚାଇ ରଖିଛୁ।'
15 Vocês se vangloriam, dizendo: "Fizemos um pacto com a morte, com a sepultura fizemos um acordo. Quando vier a calamidade destruidora, não nos atingirá, pois da mentira fizemos o nosso refúgio e na falsidade temos o nosso esconderijo".
16 ସେଥିପାଇଁ ମାରେ ପ୍ରଭୁ ସଦାପ୍ରଭୁ କୁହନ୍ତି, ଦେଖ, ମୁଁ ସିୟୋନ ରେ ଏକ ଭିତ୍ତିମୂଳ ପ୍ରସ୍ତର ସ୍ଥାପନ କରୁଛି, ଏହା ଏକ ପରୀକ୍ଷାସିଦ୍ଧ ପ୍ରସ୍ତର ଓ ବହୁମୂଲ୍ଯବାନ କଣ ପ୍ରସ୍ତର। ଏହା ଉପ ରେ ସବୁକିଛି ଏହି ଗୁରୁତ୍ବପୂର୍ଣ୍ଣ ପର୍ବତ ଉପ ରେ ନିର୍ମିତ ହବେ। ଯେ କହେି ଏହି ପ୍ରସ୍ତର ଉପ ରେ ବିଶ୍ବାସ ରେଖ ସେ ହତାଶ ହବେ ନାହିଁ।
16 Por isso diz o Soberano Senhor: "Eis que ponho em Sião uma pedra, uma pedra já experimentada, uma preciosa pedra angular para alicerce seguro; aquele que confia, jamais será abalado.
17 ଲୋକେ କାନ୍ଥର ସଳଖତା ଜାଣିବା ପାଇଁ ଯେପରି ଓଳମ୍ ବ୍ଯବହାର କରନ୍ତି, ମୁଁ ସହେିପରି ସତ୍ଯ ପ୍ରତିଷ୍ଠା ପାଇଁ ନ୍ଯାଯ ଓ ଧାର୍ମିକତାକୁ ପ୍ରଯୋଗ କରିବି।
17 Farei do juízo a linha de medir e da justiça o fio de prumo; o granizo varrerá o seu falso refúgio, e as águas inundarão o seu abrigo.
18 ମୃତ୍ଯୁ ସହିତ ତୁମ୍ଭମାନଙ୍କର ଚୁକ୍ତି ରହିତ ହବେ, ପାତାଳ ସହିତ ସନ୍ଧି କିଛି କାମ ଦବେ ନାହିଁ।
18 Seu pacto com a morte será anulado; seu acordo com a sepultura não subsistirá. Quando vier a calamidade destruidora, vocês serão arrastados por ela.
19 ଏହା ବହୁ ସମୟ ଆସି ତୁମ୍ଭକୁ ନବେ। ଏହା ସକାଳେ ମଧ୍ଯାହ୍ନ, ସନ୍ଧ୍ଯା ବେଳେ ପ୍ରକାଶିତ ହବେ। ଆଉ ଯେତବେେଳେ ତୁମ୍ଭେ ବୁଝ, ତାହା ଅତି ଭୟଙ୍କର ହବେ।
19 Todas as vezes que vier, os arrastará; passará manhã após manhã, de dia e de noite". A compreensão desta mensagem trará pavor total.
20 ତୁମ୍ଭକୁ ଆବୃତ କରିବା ପାଇଁ ତୁମ୍ଭ ଶୟ୍ଯା େଛାଟ ହବେ। କୌଣସି କମ୍ବଳ ତୁମ୍ଭକୁ ଆବୃତ କରିପାରିବେ ନାହିଁ।'
20 A cama é curta demais para alguém deitar-se, e o cobertor é estreito demais para cobrir-se.
21 ସଦାପ୍ରଭୁ ପାରାସୀମ ପର୍ବତ ରେ ଉଠିଲାପରି ଉଠିବେ। ଗିବିଯୋନ ଉପତ୍ୟକା ରେ ଯେପରି କ୍ରୋଧାନ୍ବିତ ହାଇେଥିଲେ, ସହେିପରି କୋର୍ଧ କରିବେ। ସେତବେେଳେ ସେ ଅଦ୍ଭୁତକାର୍ୟ୍ଯ ସାମ୍ପାଦନ କରିବେ। ପୁଣି ସେ ନିଜର କାର୍ୟ୍ଯ ତଥା ଅଲୌକିକ କାର୍ୟ୍ଯ ସମ୍ପନ୍ନ କରିବେ।
21 O Senhor se levantará como fez no monte Perazim, mostrará sua ira como no vale de Gibeom, para realizar sua obra, obra muito estranha, e cumprir sua tarefa, tarefa misteriosa.
22 ବର୍ତ୍ତମାନ ଆଉ ତୁମ୍ଭମାନେେ ସିନ୍ଦୁକ ହୁଅ ନାହିଁ। ଯଦି ତୁମ୍ଭେ ତାହା କର, ତୁମ୍ଭ ଚାରି ପାଖ ରେ ଥିବା ବନ୍ଧନ ରଜ୍ଜୁ ଦୃଢ଼ ହବେ।
22 Agora, parem com a zombaria; caso contrário, as suas correntes ficarão mais pesadas; o Senhor, o Senhor dos Exércitos falou-me da destruição decretada contra o território inteiro.
23 ତୁମ୍ଭମାନେେ ମନୋୟୋଗ ସହକା ରେ ଆମ୍ଭର ବାକ୍ଯ ପ୍ରତି ଧ୍ଯାନ ଦିଅ ଓ ଗ୍ରହଣ କର।
23 Ouçam, escutem a minha voz; prestem atenção, ouçam o que eu digo.
24 କୃଷକ କ'ଣ ବୀଜ ବପନ ପାଇଁ ସର୍ବଦା ଜମିକୁ କର୍ଷଣ କରେ ? ସେ କ'ଣ ସର୍ବଦା ଭୂମିକୁ ଶିଆର କରି ଟକୋ ଭାଙ୍ଗେ ?
24 Quando o agricultor ara a terra para o plantio, só faz isso o tempo todo? Só fica abrindo sulcos e gradeando o solo?
25 କୃଷକ ଜମିକୁ ପ୍ରସ୍ତୁତ କରି ସମାନ କଲାପ ରେ ବିଭିନ୍ନ ପ୍ରକାର ବୀଜ ବିଭିନ୍ନ ଭାବରେ ବପନ କରେ। କଳାଜିରା ବିଞ୍ଚି ଦିଏ ଓ ଜିରା ବୁଣି ଦିଏ। ଧାଡ଼ି ଧାଡ଼ିକରି ଗହମ ଓ ନିରୂପିତ ସ୍ଥାନ ରେ ୟବ ଏବଂ କ୍ଷେତ୍ରର ସୀମା ରେ ଜହ୍ନୀ ବୁଣିଥାଏ।
25 Depois de nivelado o solo, ele não semeia o endro e não espalha as sementes do cominho? Não planta o trigo no lugar certo, a cevada no terreno próprio e o trigo duro nas bordas?
26 ଆମର ପ୍ରଭୁ ପରମେଶ୍ବର ତୁମ୍ଭମାନଙ୍କୁ ଶିକ୍ଷା ଦବୋକୁ ଏପରି କରୁଛନ୍ତି। ସେ ଆମ୍ଭମାନଙ୍କୁ ଏହି ଦୃଷ୍ଟାନ୍ତ ଦଖାଇେ ଯଥାର୍ଥ ଭାବରେ ଲୋକମାନଙ୍କୁ ଶିକ୍ଷା ଦିଅନ୍ତି।
26 O seu Deus o instrui e lhe ensina o caminho.
27 କୃଷକ କ'ଣ କଳାଜିରାକୁ କୌଣସି ତୀକ୍ଷ୍ମ ପତ୍ର ରେ ପଷେେ ? ସେ କ'ଣ ଜିରା ଅମଳ କରିବା ପାଇଁ ଶକଟ ଚକ୍ର ବୁଲାଏ ? ସେ ୟଷ୍ଟି ବ୍ଯବହାର କରି ସମାନଙ୍କେୁ ଅମଳ କରେ।
27 Não se debulha o endro com trilhadeira, e sobre o cominho não se faz passar roda de carro; tira-se o endro com vara, e o cominho com um pedaço de pau.
28 ଜଣେ ସ୍ତ୍ରୀ ଲୋକ ପାଣି ଅଟା ସହିତ ମିଶାଏ ଏବଂ ରୋଟୀ କରିବା ପାଇଁ ହାତ ରେ ଦଳେ, ମାତ୍ର ସେ ତାହା ଚିରକାଳ କରେ ନାହିଁ। ସଦାପ୍ରଭୁ ତାଙ୍କ ଲୋକମାନଙ୍କୁ ସହେିପରି ଶିକ୍ଷା ଦିଅନ୍ତି। ସେ ଯଦିଓ ଶକଟଚକ୍ର ଘୁରାନ୍ତି, ସେ ତାଙ୍କର ଅଶ୍ବଗଣକୁ ଚୂର୍ଣ୍ଣ କରନ୍ତି ନାହିଁ।
28 É preciso moer o cereal para fazer pão; por isso ninguém o fica trilhando para sempre. Fazem passar as rodas da trilhadeira sobre o trigo, mas os seus cavalos não o trituram.
29 ସର୍ବଶକ୍ତିମାନ ସଦାପ୍ରଭୁଙ୍କଠାରୁ ଏହି ଶିକ୍ଷା ମିଳିଥାଏ। ସେ ଆଶ୍ଚର୍ୟ୍ଯ ଜନକ ମନ୍ତ୍ରଣା ଦିଅନ୍ତି ଓ ପ୍ରକୃତ ରେ ସେ ଜ୍ଞାନ ରେ ମହାନ୍।
29 Isso tudo vem da parte do Senhor dos Exércitos, maravilhoso em conselhos e magnífico em sabedoria.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Isaías 28, comparar traduções ou montar um estudo — tudo direto pelo WhatsApp.