Isaías 30
Oriya Bible (GL_ORIYA) vs NVI
1 ସଦାପ୍ରଭୁ କହିଲେ, ଏହି ବିଦ୍ରୋହୀ ସନ୍ତାନଗଣଙ୍କୁ ଦେଖ। ସମାନେେ ମନ୍ତ୍ରଣା କରନ୍ତି ମାତ୍ର ସାହାୟ୍ଯ ଚାହାଁନ୍ତି ନାହିଁ। ସମାନେେ ପାପ ଉପ ରେ ପାପ କରି ଚାଲନ୍ତି ମାତ୍ର ମାରେ ଆତ୍ମା ଦ୍ବାରା ନୁହେଁ। ତେଣୁ ସମାନେେ ସନ୍ତାପର ପାତ୍ର।
1 "Ai dos filhos obstinados", declara o Senhor, "que executam planos que não são meus, fazem acordo sem minha aprovação, para ajuntar pecado sobre pecado,
2 ଏହି ସନ୍ତାନଗଣ ମାେତେ ନ ପଚାରି ଫାରୋଙ୍କ ବଳ ରେ ବଳୀଯାନ ହବୋକୁ ଓ ମିଶର ରେ ଆଶ୍ରଯ ନବୋକୁ ମିଶର ୟାତ୍ରା କରନ୍ତି।
2 que descem ao Egito sem consultar-me, para buscar proteção no poder do faraó, e refúgio na sombra do Egito.
3 ମାତ୍ର ଫାରୋର ବଳ ତୁମ୍ଭମାନଙ୍କୁ ସୁରକ୍ଷା ଦଇପୋରିବ ନାହିଁ କି ମିଶର ତୁମ୍ଭମାନଙ୍କୁ ଆଶ୍ରଯ ଦଇପୋରିବ ନାହିଁ।
3 Mas a proteção do faraó lhes trará vergonha, e a sombra do Egito lhe causará humilhação.
4 କାରଣ ତୁମ୍ଭମାନଙ୍କର ଅଧିପତିଗଣ ସୋଯନ ରେ ଅଛନ୍ତି ଓ ତୁମ୍ଭର ରାଜଦୂତଗଣ ହାନଷେକୁ ଆସିଛନ୍ତି।
4 Embora seus líderes tenham ido à Zoa e seus enviados tenham chegado a Hanes,
5 ସମାନେେ ହତାଶ ହବେେ କାରଣ ଯେଉଁ ବ୍ଯକ୍ତିମାନଙ୍କ ଉପ ରେ ସମାନେେ ସାହାୟ୍ଯ ପାଇଁ ବିଶ୍ବାସ କରିବେ, ସମାନେେ ସାହାୟ୍ଯ କରିବେ ନାହିଁ। ସମାନେେ ଲଜ୍ଜା ଏବଂ କଳଙ୍କ ପାଇବେ।'
5 todos se envergonharão por causa de um povo que lhes é inútil, que não traz ajuda nem vantagem, mas apenas vergonha e zombaria. "
6 ଦକ୍ଷିଣର ପଶୁଗଣଙ୍କ ପ୍ରତି ଦୁଃଖ ବାର୍ତ୍ତା :
6 Advertência contra os animais do Neguebe: Atravessando uma terra hostil e severa, de leões e leoas, de víboras e serpentes velozes, os enviados transportam suas riquezas no lombo de jumentos, seus tesouros nas corcovas de camelos, para aquela nação inútil,
7 ସହେି ମିଶର ବୃଥା ଓ ମିଥ୍ଯା ରେ ସାହାୟ୍ଯ କରେ। ତେଣୁ ମୁଁ ତାକୁ ନିଷ୍କର୍ମା ରାହାବ' ବୋଲି ନାମକରଣ କରିଛି।
7 o Egito, cujo socorro é totalmente inútil. Por isso eu o chamo Raabe, fera que nada faz.
8 ଏବେ ୟାଅ, ସମାନଙ୍କେ ସାକ୍ଷାତ ରେ ଏକ ଫଳକରେ ତାହା ଲେଖ। ଏକ ପୁସ୍ତକରେ ତାହା ଲିପିବଦ୍ଧ କର ଯେପରି କି ତାହା ଆସନ୍ତାକାଲି ଓ ଅନନ୍ତକାଳ ପର୍ୟ୍ଯନ୍ତ ରହିବ।
8 Agora vá, escreva isso numa tabuinha para eles, registre-o num livro, para que nos dias vindouros seja um testemunho eterno.
9 ସମାନେେ ବିଦ୍ରୋହୀ ଗୋଷ୍ଠୀ, ମିଥ୍ଯାବାଦୀ ସନ୍ତାନ। ସମାନେେ ସଦାପ୍ରଭୁଙ୍କ ଶିକ୍ଷାସମୂହକୁ ଶୁଣିବାକୁ ଅସମ୍ମତ।
9 Esse povo é rebelde; são filhos mentirosos, filhos que não querem saber da instrução do Senhor.
10 ସମାନେେ ଦର୍ଶକମାନଙ୍କୁ କୁହନ୍ତି, ତୁମ୍ଭମାନେେ ଦର୍ଶନ କର ନାହିଁ ଓ ଭବିଷ୍ଯତ୍ବକ୍ତାମାନଙ୍କୁ କୁହନ୍ତି ତୁମ୍ଭମାନେେ ଆମ୍ଭମାନଙ୍କ ନିକଟରେ ବିଶ୍ବାସ ବାକ୍ଯ ପ୍ରଚାର କର ନାହିଁ। ଆମ୍ଭମାନଙ୍କୁ କୋମଳ କଥା କୁହ ଓ ଭ୍ରାନ୍ତିଜନକ ବାକ୍ଯ ପ୍ରଚାର କର।
10 Eles dizem aos videntes: "Não tenham mais visões! " e aos profetas: "Não nos revelem o que é certo! Falem-nos coisas agradáveis, profetizem ilusões.
11 ତୁମ୍ଭମାନେେ ପଥରୁ ବାହାରି ୟାଅ, ବାଟ ଛାଡ଼ି ଦିଅ। ଇଶ୍ରାୟେଲର ଧର୍ମସ୍ବରୂପଙ୍କୁ ଆମ୍ଭମାନଙ୍କ ସମ୍ମୁଖରୁ ଦୂର କରାଅ।'
11 Deixem esse caminho, abandonem essa vereda, e parem de confrontar-nos com o Santo de Israel! "
12 ଇଶ୍ରାୟେଲର ଧର୍ମସ୍ବରୂପ ଏହି କଥା କୁହନ୍ତି, ତୁମ୍ଭମାନେେ ସଦାପ୍ରଭୁଙ୍କ ବାକ୍ଯକୁ ତୁଚ୍ଛ କରୁଛ। ପୁଣି ଉପଦ୍ରବ ଓ କୁଟିଳତା ରେ ବିଶ୍ବାସ କରି ତହିଁ ଉପ ରେ ନିର୍ଭର କରୁଛ।
12 Por isso diz o Santo de Israel: "Como vocês rejeitaram esta mensagem, apelaram para a opressão e confiaram nos perversos,
13 ସହେି ପାପ ପତନ ହବେ, ଠିକ୍ ଯେପରି ଉଚ୍ଚ କାନ୍ଥ ରେ ଫାଟ ଦଇେ ପାଣି ପ୍ରବେଶ କରିବ ଏବଂ ଶୀଘ୍ର ପତନ ଘଟିବ।
13 este pecado será para vocês como um muro alto, rachado e torto, que de repente desaba, inesperadamente.
14 ତୁମ୍ଭମାନେେ ଗୋଟିଏ ମାଟିର ପାତ୍ର ପରି ଭାଙ୍ଗି ଚୂର୍ଣ୍ଣ ବିଚୂର୍ଣ୍ଣ ହାଇଯେିବ। ତାହା ଏପରି ଅଦରକାରୀ ହବେ ଯେ ସେଥିରୁ ଖଣ୍ଡେ ହେଲେ ଖପରା ମିଳିବ ନାହିଁ ଯେଉଁଥି ରେ ଚୂଲୀରୁ ନିଆଁ ଆଣି ହବେ ନାହିଁ କି କୁଣ୍ଡରୁ ପାଣି ନଇେ ହବେ ନାହିଁ।'
14 Ele o fará em pedaços como um vaso de barro, tão esmigalhado que entre os seus pedaços não se achará um caco que sirva para pegar brasas de uma lareira ou para tirar água da cisterna".
15 ମାରେ ପ୍ରଭୁ ସଦାପ୍ରଭୁ ଇଶ୍ରାୟେଲର ଧର୍ମସ୍ବରୂପ କୁହନ୍ତି, ତୁମ୍ଭମାନେେ ଯଦି ମାେ ନିକଟକୁ ଫରେିଆସିବ ତବେେ ତୁମ୍ଭମାନେେ ପରିତ୍ରାଣ ପାଇବ। ସୁସ୍ଥିର, ଶାନ୍ତ ହେଲେ ଓ ବିଶ୍ବାସ ରଖିଲେ ବନ୍ଦ ହବେ।'
15 Diz o Soberano Senhor, o Santo de Israel: "No arrependimento e no descanso está a salvação de vocês, na quietude e na confiança está o seu vigor, mas vocês não quiseram.
16 ତୁମ୍ଭମାନେେ କୁହ, ନା, ଆମ୍ଭମାନେେ ଅଶ୍ବ ରେ ପଳାଇବୁ।' ମାତ୍ର ଶତ୍ରୁମାନେ ତୁମ୍ଭ ପଶ୍ଚାଧାବନ କରିବେ। ତୁମ୍ଭମାନେେ ଦ୍ରୁତଗାମୀ ବାହନ ରେ ଗଲେ ମଧ୍ଯ ଅନୁଧାବନକାରୀ ଆହୁରି ଦ୍ରୁତଗାମୀ ହବେେ।
16 Vocês disseram: ‘Não, nós vamos fugir a cavalo’. E fugirão! Vocês disseram: ‘Cavalgaremos cavalos velozes’. Velozes serão os seus perseguidores!
17 ଜଣେ ବ୍ଯକ୍ତିର ଧମକରେ ତୁମ୍ଭର ସହସ୍ର ଲୋକ ପଳାଯନ କରିବେ। ପାଞ୍ଚଜଣଙ୍କ ଧମକରେ ତୁମ୍ଭମାନେେ ସମସ୍ତେ ପଳାଯନ କରିବ। କବଳେ ତୁମ୍ଭମାନେେ ପର୍ବତର ଶୃଙ୍ଗ ରେ ଏକ ଚିହ୍ନ ସ୍ବରୂପ ଓ ଉପପର୍ବତ ରେ ପତାକାର ଦଣ୍ଡସ୍ବରୂପ ହାଇେ ଅବଶିଷ୍ଟ ରହିବ।
17 Mil fugirão diante da ameaça de um; diante da ameaça de cinco todos vocês fugirão, até que vocês sejam deixados como um mastro no alto de um monte, como uma bandeira numa colina".
18 ସେଥି ସକାେଶ ସଦାପ୍ରଭୁ ତୁମ୍ଭମାନଙ୍କୁ ଅନୁଗ୍ରହ କରିବା ପାଇଁ ଅପେକ୍ଷା କରିବେ। ସେ ମଧ୍ଯ ତୁମ୍ଭମାନଙ୍କୁ ଦୟା କରିବାକୁ ଉନ୍ନତ ହବେେ। କାରଣ ସଦାପ୍ରଭୁ ନ୍ଯାଯ ବିଚାରକାରୀ ପରମେଶ୍ବର ଅଟନ୍ତି। ଯେଉଁମାନେ ତାଙ୍କୁ ଅପେକ୍ଷା କରନ୍ତି ସେ ସମସ୍ତେ ଧନ୍ଯ।
18 Contudo, o Senhor espera o momento de ser bondoso com vocês; ele ainda se levantará para mostrar-lhes compaixão. Pois o Senhor é Deus de justiça. Como são felizes todos os que nele esperam!
19 ସଦାପ୍ରଭୁଙ୍କର ସନ୍ତାନଗଣ ୟିରୁଶାଲମର ସିୟୋନ ପର୍ବତ ରେ ବାସ କରିବେ। ତୁମ୍ଭମାନେେ ଆଉ କ୍ରନ୍ଦନ କରିବ ନାହିଁ। ସଦାପ୍ରଭୁ ତୁମ୍ଭମାନଙ୍କର ରୋଦନ ଶୁଣିବେ ଓ ତୁମ୍ଭମାନଙ୍କୁ ଅନୁଗ୍ରହ କରିବେ। ସେ ଶୁଣିବା ମାତ୍ ରେ ତୁମ୍ଭମାନଙ୍କୁ ସାହାୟ୍ଯ କରିବେ।
19 Ó povo de Sião, que mora em Jerusalém, você não vai chorar mais. Como ele será bondoso quando você clamar por socorro! Assim que ele ouvir, lhe responderá.
20 ମାରେ ପ୍ରଭୁ ପରମେଶ୍ବର ଯଦିଓ ତୁମ୍ଭମାନଙ୍କୁ ଦୁଃଖରୂପକ ଖାଦ୍ୟ ଓ କ୍ଲେଶରୂପକ ଜଳ ଦଇେଥିଲେ ତଥାପି ସେ ତୁମ୍ଭମାନଙ୍କର ଶିକ୍ଷକ। ସେ ଆଉ ତୁମ୍ଭମାନଙ୍କ ନିକଟରେ ଲୁଚି ରହିବେ ନାହିଁ। ତୁମ୍ଭମାନେେ ତୁମ୍ଭର ଖାଲି ଚକ୍ଷୁ ରେ ତାଙ୍କର ଦର୍ଶନ ପାଇବ।
20 Embora o Senhor lhe dê o pão da adversidade e a água da aflição, o seu mestre não se esconderá mais; com seus próprios olhos vocês o verão.
21 ପୁଣି ତୁମ୍ଭମାନେେ ଯଦି ଭୁଲ କର କିମ୍ବା ଭୁଲ ବାଟରେ ୟାଅ, ଦକ୍ଷିଣକୁ କିମ୍ବା ବାମ ରେ ଗଲା ବେଳେ ପଛରୁ ଏକ ସ୍ବର ଶୁଣିବ, ଏ ହେଉଛି ପଥ, ଏହି ପଥରେ ଗମନ କର।'
21 Quer você se volte para a direita quer para a esquerda, uma voz atrás de você lhe dirá: "Este é o caminho; siga-o".
22 ତୁମ୍ଭମାନଙ୍କର ରେ ୗପ୍ୟ ଓ ସୁବର୍ଣ୍ଣ ଆଚ୍ଛାଦିତ ପ୍ରତିମାଗୁଡ଼ିକ ତୁମ୍ଭମାନଙ୍କୁ ପାପାଶକ୍ତି ବା ଅଶୁଚି କରିଦଇେଛନ୍ତି। ମାତ୍ର ତୁମ୍ଭମାନେେ ସହେି ମିଥ୍ଯା ପ୍ରଭୁଙ୍କୁ ଆଉ ସବୋ କରିବ ନାହିଁ। ଆଉ ତୁମ୍ଭମାନେେ ସଗେୁଡ଼ିକୁ ଅଶୁଚି ବସ୍ତୁ ତୁଲ୍ଯ ଫିଙ୍ଗି ଦବେ ଏବଂ କହିବ ଏଠାରୁ ବାହାରି ୟାଅ।
22 Então você tratará como impuras as suas imagens revestidas de prata e os seus ídolos recobertos de ouro; você os jogará fora como um trapo imundo e lhes dirá: "Fora! "
23 ସହେି ସମୟରେ ସଦାପ୍ରଭୁ ତୁମ୍ଭ ଭୂମିରେ ବୀଜ ବୁଣିବା ପାଇଁ ବୃଷ୍ଟି ଦବେେ। ତୁମ୍ଭମାନେେ ଶସ୍ଯ ବୁଣିବ ଓ ଭୂମିରେ ପ୍ରଚୁର ଖାଦ୍ୟ ଉତ୍ପନ୍ନ ହବେ। ତୁମ୍ଭମାନଙ୍କର ପଶୁପଲ ପାଇଁ ବିସ୍ତୃତ ଚାରଣ ଭୂମି ହବେ।
23 Ele também lhe mandará chuva para a semente que você semear, e a terra dará alimento rico e farto. Naquele dia o seu gado pastará em grandes prados.
24 ତୁମ୍ଭମାନଙ୍କର ଚାଷ କରୁଥିବା ବଳଦ ଓ ଗର୍ଦ୍ଦଭମାନେ ଚାଲୁଣି ଓ କୁଲା ରେ ପରିଷ୍କୃତ ସୁମିଶ୍ରିତ ଖାଦ୍ୟ ଖାଇବେ।
24 Os bois e os jumentos que lavram o solo comerão forragem e sal espalhados com forcado e pá.
25 ଯେଉଁମାନେ ଗଣହତ୍ଯା ହବେ ଓ ଦୁର୍ଗସବୁ ପତିତ ହବେ। ସହେିଦିନ ଉଚ୍ଚ ପର୍ବତ ଓ ପାହାଡ଼ମାନଙ୍କ ରେ ଝରଣା ଓ ଜଳଷୋର୍ତ ପ୍ରବାହିତ ହବେ।
25 No dia do grande massacre, quando caírem as torres, regatos de água fluirão sobre todo monte elevado e sobre toda colina altaneira.
26 ଯେଉଁଦିନ ସଦାପ୍ରଭୁ ଆପଣା ଲୋକମାନଙ୍କର କ୍ଷତ ସ୍ଥାନ ରେ ପଟି ବାନ୍ଧିବେ ଓ ପ୍ରହାର ଜନିତ ଆଘାତରୁ ସୁସ୍ଥ କରିବେ। ସହେିଦିନ ଚନ୍ଦ୍ରର ଦୀପ୍ତି ସୂର୍ୟ୍ଯର ଦୀପ୍ତିପରି ଉଜ୍ଜ୍ବଳ ହବେ। ପୁଣି ସୂର୍ୟ୍ଯର ଦୀପ୍ତି ସାତଦିନର ଦୀପ୍ତିତୁଲ୍ଯ ସାତଗୁଣ ଉଜ୍ଜ୍ବଳ ଦଖାୟିବେ।
26 A luz da lua brilhará como o sol, e a luz do sol será sete vezes mais brilhante, como a luz de sete dias completos, quando o Senhor cuidar das contusões do seu povo e curar as feridas que lhe causou.
27 ଦେଖ ! ସଦାପ୍ରଭୁଙ୍କର ନାମ କୋରଧ ରେ ପ୍ରଜ୍ଜ୍ବଳିତ ଓ ନିବିଡ଼ ଧୂମରାଶି ହାଇେ ଦୂରରୁ ଆସୁଅଛି। ତାଙ୍କର ଓଷ୍ଠାଧର କୋର୍ଧ ରେ ପରିପୂର୍ଣ୍ଣ ଓ ତାଙ୍କର ଜିହ୍ବା ସର୍ବଗ୍ରାସକ ଅଗ୍ନି ତୁଲ୍ଯ।
27 Vejam! De longe vem o Nome do Senhor, com sua ira em chamas, e densas nuvens de fumaça; seus lábios estão cheios de ira, e sua língua é fogo consumidor.
28 ସଦାପ୍ରଭୁଙ୍କର ଆତ୍ମା ନଦୀର ପ୍ଲାବିତ ଷୋର୍ତ ତୁଲ୍ଯ ସର୍ବଦେଶୀଯ ଲୋକମାନଙ୍କୁ 'ଅସାରତା ରୂପକ ଚାଲୁଣୀ ରେ' ଚଲାଇବା ନିମନ୍ତେ ତାହା କଣ୍ଠ ପର୍ୟ୍ଯନ୍ତ ଉଠୁଅଛି। ଆଉ ସହେି ଗୋଷ୍ଠୀ ସମୂହର ମୁଖ ରେ ଭ୍ରାନ୍ତିଜନକ ଲଗାମ ଦିଆୟିବ।
28 Seu sopro é como uma torrente impetuosa, que sobe até o pescoço. Ele faz sacudir as nações na peneira da destruição; ele coloca na boca dos povos um freio que os desencaminha.
29 ସହେି ସମୟରେ ପବିତ୍ର ଉତ୍ସବ ପାଳନ ରାତ୍ରିପରି ତୁମ୍ଭମାନେେ ଆନନ୍ଦ ରେ ଗାନ କରିବ। ପୁଣି ସଦାପ୍ରଭୁଙ୍କ ପର୍ବତକୁ ଇଶ୍ରାୟେଲର ଶୈଳ ନିକଟକୁ ୟିବା ପାଇଁ ବଂଶୀ ବଜାଇ ଗମନ କରନ୍ତି, ସହେିପରି ତୁମ୍ଭମାନଙ୍କର ଚିତ୍ତ ଆନନ୍ଦିତ ହବେ।
29 E vocês cantarão como em noite de festa sagrada; seus corações se regozijarão como quando se vai, ao som da flauta, ao monte do Senhor, à Rocha de Israel.
30 ପୁଣି ସଦାପ୍ରଭୁ ତାଙ୍କ କୋରଧର ପ୍ରଚଣ୍ଡତା ଉଚ୍ଚସ୍ବର ରେ ଶୁଣାଇବେ ଓ ତାଙ୍କର ଶକ୍ତିଶାଳୀ ହସ୍ତ କୋରଧ ରେ ଅବରୋହଣ କରିବ। ତାହା ଅଗ୍ନିତୁଲ୍ଯ ସମସ୍ତ ଜିନିଷ ଭସ୍ମ କରି ଦବେେ। ପୁଣି ସଦାପ୍ରଭୁଙ୍କର କୋରଧ ଝଡ଼, ତାଫୋନ ଓ ଶିଳାବୃଷ୍ଟି ତୁଲ୍ଯ ହବେ।
30 O Senhor fará que os homens ouçam sua voz majestosa e os levará a ver seu braço descendo com ira impetuosa e fogo consumidor, com aguaceiro, tempestades de raios e saraiva.
31 ସଦାପ୍ରଭୁଙ୍କ ରବ ଶୁଣି ଅଶୂର ଭୟଭୀତ ହବେ। ସେ ତାକୁ ଏକ ଦଣ୍ଡ ରେ ଆଘାତ କରିବେ।
31 A voz do Senhor despedaçará a Assíria; com seu cetro a ferirá.
32 ସଦାପ୍ରଭୁ ଅଶୂରକୁ ତବଲା ଓ ବୀଣା ରେ ଆଘାତ କଲାପରି ପିଟିବେ। ତାଙ୍କର ମହାଶକ୍ତି ରେ ସେ ଅଶୂରର ପତନ ଘଟାଇବେ।
32 Cada pancada que com a vara o Senhor desferir para a castigar será dada ao som de tamborins e harpas, enquanto a estiver combatendo com os golpes do seu braço.
33 ତାଫେତ୍ ବହୁକାଳରୁ ନିର୍ମିତ ହାଇେଅଛି। ତାହା ରାଜା ନିର୍ମିତ ପ୍ରସ୍ତୁତ ହାଇେଛି। ସେ ତାହାକୁ ଅତି ଗଭୀର ଓ ପ୍ରଶସ୍ତ କରିଛନ୍ତି। ସେଥି ରେ ସ୍ତୁପ ଅଗ୍ନି ଓ ପ୍ରଚୁର କାଠ ଅଛି। ପୁଣି ସଦାପ୍ରଭୁଙ୍କର ଆତ୍ମା ଗନ୍ଧକ ଷୋର୍ତପରି ପ୍ରଜ୍ବଳିତ ହାଇେ ପୋଡ଼ି ପକାଏ।
33 Tofete está pronta já faz tempo; foi preparada para o rei. Sua fogueira é funda e larga, com muita lenha e muito fogo; o sopro do Senhor, como uma torrente de enxofre ardente, a incendeia.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Isaías 30, comparar traduções ou montar um estudo — tudo direto pelo WhatsApp.