Isaías 32
Oriya Bible (GL_ORIYA) vs NVT
1 ଦେଖ, ଜଣେ ରାଜା ଧର୍ମାନୁସା ରେ ରାଜତ୍ବ କରିବେ ଓ ଅଧିପତିଗଣ ନ୍ଯାଯ ରେ ଶାସନ କରିବେ।
1 Vejam, aí vem um rei justo! Seus príncipes governarão com retidão.
2 ଯଦି ଏହା ଘଟିବ, ତବେେ ସହେି ମାନବ ବତାସରୁ ଆଶ୍ରଯସ୍ଥାନ ଓ ଝଡ଼ ବର୍ଷାରୁ ଆଶ୍ରଯ, ଶୁଷ୍କ ଭୂମିରେ ଜଳଷୋର୍ତ ଓ ଉତ୍ତପ୍ତ ଭୂମିରେ ଶୀତଳ ଛାଯା ପ୍ରଦାୟକ ଶୈଳ ସଦୃଶ ହବେ।
2 Cada um será como abrigo contra o vento e refúgio contra a tempestade, como riacho no deserto e sombra de uma grande pedra em terra seca.
3 ପୁଣି ଦର୍ଶକମାନଙ୍କର ଚକ୍ଷୁ ମୁଦ୍ରିତ ହବେ ନାହିଁ ଓ ଶ୍ରୋତାମାନଙ୍କର କର୍ଣ୍ଣ ଅବଧାନ କରିବ।
3 Então todos que têm olhos verão a verdade, e todos que têm ouvidos a ouvirão.
4 ଦ୍ବନ୍ଦ ରେ ପଡ଼ିଥିବା ବ୍ଯକ୍ତି ଜ୍ଞାନ ଲାଭ କରିବେ। ନିର୍ବୀକମାନେ ସ୍ପଷ୍ଟ କଥା କହିବେ।
4 Até os que se iram depressa terão bom senso e entendimento, e os que gaguejam falarão com clareza.
5 ନିର୍ବୋଧମାନେ ମହାତ୍ମା ଓ ଖଳଲୋକ ଉଦାର ବୋଲି ପ୍ରସିଦ୍ଧ ହବେେ ନାହିଁ।
5 Naquele dia, os tolos não serão considerados heróis, e as pessoas sem caráter não serão respeitadas.
6 କାରଣ ଜଣେ ମୃତ ନିର୍ବୋଧ କଥା କହିବ ଓ ତାହାର ହୃଦଯ ରେ ଅଧର୍ମ କଥା କଳ୍ପନା କରିବ। ସେ ସର୍ବଦା ଭ୍ରାନ୍ତିମୂଳକ କାର୍ୟ୍ଯ କରିବ ସେ ସଦାପ୍ରଭୁଙ୍କ ପ୍ରତିକୂଳ ରେ ମନ୍ଦକଥା କହିବ। ସେ କ୍ଷୁଧିତକୁ ଖାଦ୍ୟ ଦବେ ନାହିଁ କି ତୃଷିତକୁ ଜଳଦାନ କରିବ ନାହିଁ।
6 Pois os tolos dizem tolices e planejam o mal. Praticam a perversidade e espalham falsos ensinamentos a respeito do S Negam comida aos famintos e não dão água aos sedentos.
7 ଆଉ ମଧ୍ଯ ଖଳ ଲୋକର ଉପାଯ ସବୁ ମନ୍ଦ। ସେ ଦରିଦ୍ରଠାରୁ ସମସ୍ତ ଅପହରଣ କରିବାକୁ ଯୋଜନା କଲେ। ସେ ଦରିଦ୍ର ଲୋକମାନଙ୍କୁ ମିଥ୍ଯା ଅଭିଯୋଗ ସାହାୟ୍ଯ ରେ ଧ୍ବଂସ କରିବାକୁ ଶପଥ ନିଏ, ଯଦିବା ସେତବେେଳେ ସହେି ଦରିଦ୍ର ଲୋକ ଯାହା କ ହେ, ତାହା ସଠିକ୍।
7 As artimanhas dessa gente sem caráter são perversas; tramam planos maldosos e mentem para condenar os pobres, mesmo quando a causa dos pobres é justa.
8 ମାତ୍ର ଜଣେ ମହାତ୍ମା ଉତ୍ତମ କଥା କଳ୍ପନା କରେ ଓ ସହେି ଉତ୍ତମ ଆଚରଣ ରେ ସେ ସ୍ଥିର ରହେ।
8 Os generosos, porém, planejam fazer o que é generoso e permanecem firmes em sua generosidade.
9 ହେ ସୁଖିନୀ ସ୍ତ୍ରୀଗଣ, ତୁମ୍ଭମାନେେ ମାେ କଥା ଶୁଣ। ହେ ବିଶ୍ବସ୍ତା ନାରୀଗଣ, ମାେ ବାକ୍ଯ ରେ କର୍ଣ୍ଣପାତ କର।
9 Ouçam, mulheres negligentes; prestem atenção, vocês que são tão arrogantes.
10 ହେ ନିଶ୍ଚିତା ନାରୀଗଣ, ତୁମ୍ଭମାନେେ ବର୍ଷକ ପ ରେ ଉଦ୍ବିଗ୍ନା ହବେ। କାରଣ ଦ୍ରାକ୍ଷାଫଳର ଅଭାବ ହବେ, ଫଳ ଅମଳର ସମୟ ଆସିବ ନାହିଁ।
10 Em breve, pouco mais de um ano, vocês, presunçosas, ficarão apavoradas. Suas plantações de frutas nada produzirão, e não haverá colheitas.
11 ହେ ଶାନ୍ତିପ୍ରିଯ ନାରୀଗଣ, ତୁମ୍ଭମାନେେ କମ୍ପିତା ହବେ। ହେ ନିଶ୍ଚିତା ନାରୀଗଣ, ତୁମ୍ଭମାନେେ ଉଦ୍ ବିଗ୍ନା ହବେ। ତୁମ୍ଭମାନଙ୍କର ବସ୍ତ୍ର କାଢ଼ି ବିବସ୍ତ୍ରା ହୁଅ ଓ କଟି ଦେଶ ରେ ଚଟ ବାନ୍ଧ।
11 Tremam, mulheres negligentes, deixem de lado sua arrogância. Arranquem suas lindas roupas e vistam-se de pano de saco.
12 ସହେି ମନୋରମ ଫଳ କ୍ଷତେ ଓ ଫଳବତୀ ଦ୍ରାକ୍ଷାଲତା ନିମନ୍ତେ ଦୁଃଖ ରେ ଛାତିକୁ ମାରି ହବେେ।
12 Batam no peito em lamento por suas belas propriedades e videiras frutíferas.
13 ମାରେଲୋକମାନଙ୍କ ଭୂମି କଣ୍ଟକ ଓ କାନକୋଳିକୁ ବୃକ୍ଷ ରେ ପୂର୍ଣ୍ଣ ହବୋ ନିମନ୍ତେ ଓ ନଗରର ଆନନ୍ଦ ଉଲ୍ଲାସପୂର୍ଣ୍ଣ ଗୃହଗୁଡ଼ିକ ପାଇଁ ବିଳାପ କର।
13 Pois suas terras ficarão cobertas de espinhos e mato; seus lares alegres e suas cidades felizes desaparecerão.
14 ମାରେ ଲୋକମାନେ ରାଜନଗରୀ ପରିତ୍ଯାଗ କରିବେ ଓ ଜନାକୀର୍ଣ୍ଣ ନଗର ଜନଶୂନ୍ଯ ହବେ। ଗିରି ଓ ପ୍ରହରି ଦୁର୍ଗ ଚିରିକାଳ ଗୁହାମଯ, ବନ୍ଦ ଗର୍ଦ୍ଦଭମାନଙ୍କର ଉଲ୍ଲାସ ଭୂମି ଓ ପଶୁପଲର ଚରାସ୍ଥାନ ହବେ।
14 O palácio será abandonado, e a cidade, sempre agitada, ficará vazia. Jumentos selvagens andarão soltos, e rebanhos pastarão nas fortalezas
15 ଆତ୍ମା ଉର୍ଦ୍ଧ୍ବରୁ ଆସିବା ପର୍ୟ୍ଯନ୍ତ ଏହିସବୁ ଚାଲୁ ରହିବ। ବର୍ତ୍ତମାନ ଏହା ଧାର୍ମିକମାନଙ୍କ ଇଚ୍ଛା ପାଇଁ ମରୁଭୂମି ହାଇେଛି, ତା'ପ ରେ ମରୁଭୂମି ଠିକ୍ ବିଚାର ରେ ପାଇବେ ଏବଂ ଫଳ ବଗିଚା ଜଙ୍ଗଲ ରେ ପରିଣତ ହବେ।
15 até que, por fim, o Espírito seja derramado do céu sobre nós. Então o deserto se tornará campo fértil, e o campo fértil produzirá colheitas fartas.
16 ସେତବେେଳେ ପ୍ରାନ୍ତର ରେ ନ୍ଯାଯ ବିଚାର ବାସ କରିବ ଓ ଉର୍ବର କ୍ଷତେ ରେ ଧାର୍ମିକତା ବସତି ସ୍ଥାପନ କରିବ।
16 A retidão governará no deserto, e a justiça, no campo fértil.
17 ପୁଣି ସହେି ଧାର୍ମିକତାର କାର୍ୟ୍ଯ ଶାନ୍ତିମଯ ହବେ ଓ ଧାର୍ମିକତାର ଫଳ ଚିରକାଳ ସୁସ୍ଥିରତା ଓ ନିର୍ଭୟତା ହବେ।
17 E essa justiça trará paz; haverá sossego e confiança para sempre.
18 ମାରେ ଲୋକମାନେ ଶାନ୍ତିମଯ ବସତି ସ୍ଥାନ ରେ, ନିରାପଦ ତମ୍ବୁ ରେ ଓ ସୁସ୍ଥିର ବିଶ୍ରାମ ସ୍ଥାନ ରେ ବାସ କରିବେ।
18 Meu povo viverá em paz, tranquilo em seu lar; terá descanso e segurança.
19 ମାତ୍ର ଏହି କାର୍ୟ୍ଯ ଘଟିବା ପୂର୍ବରୁ ଅରଣ୍ଯ ସମ୍ପୂର୍ଣ୍ଣ ନିପତିତ ହବେ ଓ ନଗର ସମ୍ପୂର୍ଣ୍ଣରୂପେ ଧ୍ବଂସ ପାଇବ।
19 Ainda que os bosques sejam destruídos e a cidade seja arrasada,
20 ତୁମ୍ଭମାନଙ୍କ ମଧ୍ଯରୁ କେତକେ ସକଳ ସ୍ଥାନ ରେ ବୀଜ ବୁଣୁଛ ଓ ଗୋରୁ ଗର୍ଦ୍ଦଭମାନଙ୍କୁ ବାହା ରେ ଚରିବାକୁ ଛାଡ଼ୁଛ, ସେଥିପାଇଁ ତୁମ୍ଭମାନେେ ଧନ୍ଯ।
20 o povo será abençoado. Onde quer que semeiem, terão colheitas fartas; seu gado e seus jumentos pastarão livremente.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Isaías 32, comparar traduções ou montar um estudo — tudo direto pelo WhatsApp.