Isaías 34

Oriya Bible (GL_ORIYA) vs NVT

Sair da comparação
NVT Nova Versão Transformadora
1 ହେ ସମସ୍ତ ଦେଶୀଯଗଣ, ନିକଟକୁ ଆସି ଶ୍ରବଣ କର। ହେ ଗୋଷ୍ଠୀସମୂହ, ତୁମ୍ଭମାନେେ ଧ୍ଯାନର ସହିତ ଶୁଣ। ପୃଥିବୀ ଓ ତଦୁପରି ସମସ୍ତ ଜଗତ କରନ୍ତି, ବିଗତ ଓ ସେଥିରୁ ସୃଷ୍ଟ ସମସ୍ତ ପଦାର୍ଥ ଶ୍ରବଣ କରୁ।
1 Venham e escutem, nações da terra; o mundo e tudo que nele há, ouçam minhas palavras!
2 କାରଣ ସଦାପ୍ରଭୁ ଦେଶୀଯ ସମସ୍ତଙ୍କ ବିପକ୍ଷ ରେ ଓ ସମସ୍ତ ସୈନ୍ଯସାମନ୍ତଙ୍କ ପ୍ରତିକୂଳ ରେ ତାଙ୍କର ପ୍ରଚଣ୍ଡ କୋରଧ ପ୍ରକାଶ କରିଛନ୍ତି। ସଦାପ୍ରଭୁ ସମାନଙ୍କେୁ ବିନାଶ କରିବେ ଓ ସେ ମଧ୍ଯ ସେ ସମସ୍ତଙ୍କର ବିନାଶର କାରଣ ହବେେ।
2 Pois é grande a ira do S enhor com as nações; está furioso com todos os seus exércitos. Ele as destruirá por completo, ele as condenará à matança.
3 ସହେି ନିହତ ଲୋକମାନେ ବାହା ରେ ନିକ୍ଷିପ୍ତ ହବେେ। ସମାନଙ୍କେ ଶବ ଦୁର୍ଗନ୍ଧ ଦବେ ଓ ସମାନଙ୍କେର ରକ୍ତ ପର୍ବତଗୁଡ଼ିକରେ ବୋହି ୟିବ।
3 Seus mortos não serão sepultados; o fedor de seus cadáveres encherá a terra, e o sangue escorrerá pelos montes.
4 ପୁଣି ଆକାଶ ମଣ୍ଡଳର ସମସ୍ତ ସୈନ୍ଯ କ୍ଷଯପ୍ରାପ୍ତ ହବେେ ଏବଂ ମାେଡ଼ା କାଗଜ ଭଳି ସେ ଗୁଡ଼ାଇ ହାଇେଥିବେ। ଦ୍ରାକ୍ଷାଲତାର ଓ ଡ଼ିମ୍ବିରି ବୃକ୍ଷର ଜୀର୍ଣ୍ଣପତ୍ର ସଦୃଶ ସମସ୍ତ ସୈନ୍ଯ ବିହୀନ ହବେେ ଏବଂ ପଡ଼ିଯିବେ।
4 Os céus lá no alto se dissolverão e desaparecerão como pergaminho enrolado. As estrelas cairão do céu, como folhas secas da videira, como figos murchos da figueira.
5 ସଦାପ୍ରଭୁ କୁହନ୍ତି, ଏହା ଘଟିବ ଯେତବେେଳେ ଆମ୍ଭର ଖଡ୍ଗ ପରିତୃପ୍ତ ରୂପେ ପାନ କରିଛି।'
5 E, quando minha espada tiver terminado seu trabalho nos céus, cairá sobre Edom, a nação que condenei à destruição.
6 ସଦାପ୍ରଭୁଙ୍କ ଖଡ୍ଗ ରକ୍ତ ରେ ପରିତୃପ୍ତ ଓ ମଦେ ରେ ଓ ଛାଗଗଣର ଗୁରୁଦାର ମଦେ ରେ ପୁଷ୍ଟ। କାରଣ ବସ୍ତ୍ର ରେ ସଦାପ୍ରଭୁଙ୍କର ଏକ ୟଜ୍ଞ ଓ ଇଦୋମ ଦେଶ ରେ ଏକ ମହା ହତ୍ଯାକାଣ୍ଡ ହବେ।
6 A espada do S enhor está banhada em sangue e coberta de gordura, de sangue de cordeiros e bodes, de gordura de carneiros. Sim, o S fará grande matança em Edom.
7 ତେଣୁ ମଷେ, ବନ୍ଯ ଗୋରୁ, ବୃଷଭ ଏବଂ ୟୁବା ବୃଷଭ ଆସିବେ। ସମାନଙ୍କେ ରକ୍ତ ରେ ପରିପୂର୍ଣ୍ଣ ହବେ ଓ ସମାନଙ୍କେ ଚର୍ବି ରେ ଭୂମି ଆଚ୍ଛାଦିତ ହବେ।
7 Até homens fortes como bois morrerão, tanto os mais jovens como os mais velhos. A terra ficará ensopada de sangue, e o solo, cheio de gordura.
8 କାରଣ ଏହା ସଦାପ୍ରଭୁଙ୍କର ପ୍ରତିଶୋଧର ଦିନ। ଏହା ସିୟୋନର ଦିବା ସମ୍ବନ୍ଧୀଯ ପ୍ରତିଫଳର ବର୍ଷ।
8 Pois é o dia da vingança do S enhor , o ano em que retribuirá a Edom por tudo que fez a Israel.
9 ଆଉ ମଧ୍ଯ ତହିଁର ସୋର୍ତସବୁ ଝୁଣା ରେ ଓ ତହିଁର ଧୂଳି ଗନ୍ଧକରେ ପରିଣତ ହବେ। ସହେି ଭୂମି ପ୍ରଜ୍ବଳିତ ଝୁଣା ହବେ।
9 Os riachos de Edom se encherão de piche ardente, e a terra ficará coberta de fogo e enxofre.
10 ସହେି ଅଗ୍ନି ଦିବାରାତ୍ର ପ୍ରଜ୍ବଳିତ ହବେ ଓ ତାହା କବେେ ନିର୍ବାପିତ ହବେ ନାହିଁ। ସେଥିରୁ ଚିରକାଳ ଧୂମ ନିର୍ଗତ ହବେ। ପୁରୁଷାନୁକ୍ରମେ ତାହା ମରୁଭୂମି ହାଇେ ରହିବ। ଅନନ୍ତକାଳ ପର୍ୟ୍ଯନ୍ତ ତାହା ମଧ୍ଯ ଦଇେ କହେି ଗମନ କରିବେ ନାହିଁ।
10 Esse julgamento sobre Edom jamais terá fim; sua fumaça subirá para sempre. A terra ficará deserta de geração em geração; ninguém voltará a habitar nela.
11 ପାଣି ଭଳୋ ଓ ଝିଙ୍କ ତାହା ଅଧିକାର କରିବେ। ଆଉ ପଚୋ ଓ ଡ଼ାମରାକାଉର ତାହା ମଧିଅରେ ବାସ କରିବେ। ପୁଣି ସେ ସ୍ଥାନ ଶୂନ୍ଯ ମରୁଭୂମି' ବୋଲି ଡ଼କା ହବେ।
11 Ali viverão a coruja do deserto e o mocho, o corujão e o corvo. Pois Deus medirá aquela terra com cuidado; ele a medirá para o caos e para a destruição.
12 ସମାନେେ ତହିଁର କୁଳୀନମାନଙ୍କୁ ରାଜତ୍ବ କରିବାକୁ ଡ଼ାକିବେ। ମାତ୍ର କହେି ସଠାେ ରେ ନ ଥିବେ ଓ ତହିଁର ଅଧିପତି ସମସ୍ତେ ଲୁପ୍ତ ହବେେ।
12 Ela se chamará Terra do Nada, e logo seus nobres desaparecerão.
13 ସଠାେ ରେ ଥିବା ଅଟ୍ଟାଳିକାଗୁଡ଼ିକ କଣ୍ଟକ ଦ୍ବାରା ଓ ଦୁର୍ଗଗୁଡ଼ିକ ବିଛୁଆତି ଓ କଣ୍ଟକଲତା ଦ୍ବାରା ଆଚ୍ଛାଦିତ ହବେ। ତାହା ଶୃଗାଳମାନଙ୍କର ବାସସ୍ଥାନ ଓ ଓଟପକ୍ଷୀମାନଙ୍କର ଚରାସ୍ଥାନ ହବେ।
13 Espinhos invadirão seus palácios, urtigas e cardos crescerão em suas fortalezas. As ruínas serão morada de chacais e habitação de corujas.
14 ସଠାେ ରେ ବନ୍ଯପଶୁଗଣ ଗଧିଆମାନଙ୍କ ସହିତ ମିଶି ବାସ କରିବେ। ବନ୍ଯଛାଗ ତା'ର ସାଥୀମାନଙ୍କୁ ଡ଼ାକିବ ଓ ନିଶାଚରମାନେ ସଠାେ ରେ ବାସ କରିବେ ଓ ବିଶ୍ରାମ ସ୍ଥାନ ଲାଭ କରିବେ।
14 Animais do deserto se misturarão ali com hienas, bodes selvagens berrarão uns para os outros entre as ruínas, criaturas da noite
15 ପଚୋଗଣ ସଠାେ ରେ ବାସ କରିବେ ଏବଂ ପରିବାରକୁ ବୃଦ୍ଧି କରିବେ। ଚିଲମାନେ ନିଜର ସଙ୍ଗିନୀ ସହିତ ମିଳିତ ହବେେ।
15 Ali a coruja fará seu ninho e porá seus ovos; chocará os filhotinhos e os cobrirá com suas asas. Os abutres também irão para lá, cada um com seu par.
16 ତୁମ୍ଭମାନେେ ସଦାପ୍ରଭୁଙ୍କ ପୁସ୍ତକରୁ ଅନୁସନ୍ଧାନ କରି ପାଠ କର। ସେଥି ରେ ଲିଖିତ ଅଛି ସମାନଙ୍କେ ମଧ୍ଯରୁ କହେି ଅନୁପସ୍ଥିତ ରହିବେ ନାହିଁ। କହେି ନିଜର ସଙ୍ଗିନୀକୁ ଛାଡ଼ିବ ନାହିଁ। କାରଣ ମାରେମୁଖଦ୍ବାରା ଏହି ଆଜ୍ଞା କରିଛନ୍ତି ଓ ତାଙ୍କର ଆତ୍ମା ସମାନଙ୍କେୁ ସଂଗ୍ରହ କରିଛି।
16 Procurem no livro do S enhor e vejam o que ele fará. Não faltará nenhum desses animais, nenhum deles ficará sem par, pois o S seu Espírito fará tudo se realizar.
17 ପରମେଶ୍ବର ପୁଣି ସମାନଙ୍କେର ନିମନ୍ତେ ଗୁଲିବାଣ୍ଟ କରିଛନ୍ତି ଓ ତାଙ୍କର ହସ୍ତ ପରିମାପକ ରଜ୍ଜୁଦ୍ବାରା ତାହା ବିଭାଗ କରି ସମାନଙ୍କେୁ ଦଇେଅଛି। ସମାନେେ ତାହା ଚିରକାଳ ଅଧିକାର କରିବେ, ସମାନେେ ପୁରୁଷାନୁକ୍ରମେ ତହିଁ ମଧିଅରେ ବାସ କରିବେ।
17 Ele lançou sortes e dividiu a terra e a entregou a essas criaturas como propriedade. Elas a possuirão para sempre, de geração em geração.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Isaías 34, comparar traduções ou montar um estudo — tudo direto pelo WhatsApp.