Isaías 35

Oriya Bible (GL_ORIYA) vs NVI

Sair da comparação
NVI Nova Versão Internacional
1 ଶୁଷ୍କ ମରୁଭୂମି ଆନନ୍ଦିତ ହବେ। ପୁଣି ମରୁଭୂମି ଉଲ୍ଲାସିତ ହାଇେ ପୁଷ୍ପତୁଲ୍ଯ ପ୍ରଫୁଲିତ ହବେ।
1 O deserto e a terra ressequida se regozijarão; o ermo exultará e florescerá como a tulipa;
2 ତା'ର ଅପାର ଆନନ୍ଦ ଉଲ୍ଲସ ନୃତ୍ଯ ଓ ଗାନ ମାଧ୍ଯମ ରେ ପ୍ରଦର୍ଶନ କରିବ। ଲିବାନୋନର ପରାକ୍ରମ, କର୍ମିଲ ଓ ଶାରୋଣର ଶାେଭା ସେ ପ୍ରାପ୍ତ ହବେ। ଏସବୁ ଘଟିବ, କାରଣ ସମାନେେ ସଦାପ୍ରଭୁଙ୍କର ମହିମା ଏବଂ ସମାନେେ ପରମେଶ୍ବରଙ୍କ ଶୋଭା ଦେଖିବେ।
2 irromperá em flores, mostrará grande regozijo e cantará de alegria. A glória do Líbano lhe será dada, como também o resplendor do Carmelo e de Sarom; verão a glória do Senhor, o resplendor do nosso Deus.
3 ତୁମ୍ଭମାନେେ ଦୁର୍ବଳ ହାତକୁ ସବଳ କର ଓ କମିତ ଆଣ୍ଠୁକୁ ସୁସ୍ଥିର କର।
3 Fortaleçam as mãos cansadas, firmem os joelhos vacilantes;
4 ଭୀତଗ୍ରସ୍ତ ଲୋକମାନଙ୍କୁ ଅଭୟ ଦଇେ କୁହ, ସାହସୀ ହୁଅ, ଭୟ କର ନାହିଁ। ଦେଖ, ତୁମ୍ଭର ପରମେଶ୍ବର ବିପକ୍ଷମାନଙ୍କ ଉପ ରେ ପ୍ରତି ଶାଧେ ନବୋକୁ ଆସିବେ। ସଦାପ୍ରଭୁ ପ୍ରତିଫଳ ସହିତ ଆସି ତୁମ୍ଭମାନଙ୍କୁ ପରିତ୍ରାଣ କରିବେ।
4 digam aos desanimados de coração: "Sejam fortes, não temam! Seu Deus virá, virá com vingança; com divina retribuição virá para salvá-los".
5 ସେତବେେଳେ ଅନ୍ଧମାନେ ଚକ୍ଷୁଷ୍ମାନ ହାଇେ ଦେଖିପାରିବେ ଓ ବଧିରମାନେ ମୁକ୍ତ କର୍ଣ୍ଣ ରେ ଶ୍ରବଣ କରିବେ।
5 Então se abrirão os olhos dos cegos e se destaparão os ouvidos dos surdos.
6 ଖଞ୍ଜଲୋକ ହରିଣ ତୁଲ୍ଯ ନିଆଁ ମାରିବ ଓ ମୂକ ଆନନ୍ଦ ରେ ଗାନ କରିବ। କାରଣ ପ୍ରାନ୍ତର ରେ ଜଳ ଓ ମରୁଭୂମିରେ ଝରଣାର ଷୋର୍ତ ବାହାରିବ।
6 Então os coxos saltarão como o cervo, e a língua do mudo cantará de alegria. Águas irromperão no ermo e riachos no deserto.
7 ମରିଚିକା ଜଳାଶଯ ହବେ। ଶୁଷ୍କ ମରୁଭୂମି ନିର୍ଝରମଯ ହବେ। ଶୃଗାଳମାନଙ୍କ ବାସ ସ୍ଥାନ ରେ ନଳ ଓ ତଣ୍ଡିବଣ ଜନ୍ମିବ।
7 A areia abrasadora se tornará um lago; a terra seca, fontes borbulhantes. Nos antros onde outrora havia chacais, crescerão a relva, o junco e o papiro.
8 ପୁଣି ସେତବେେଳେ ସଠାେ ରେ ରାଜଦଣ୍ଡ ଓ ପଥ ହବେ ଯାହାକି ପବିତ୍ରତାର ପଥ ବୋଲି ବିଖ୍ଯାତ ହବେ। ତାହା ଉପ ରେ କବଳେ ଧାର୍ମିକମାନେ ଗମନ କରିବେ। କୌଣସି ଅଶୁଚି, ମନ୍ଦାଚାରୀ ଓ ଅଜ୍ଞାନମାନେ ସେ ପଥରେ ଯିବେ ନାହିଁ।
8 E ali haverá uma grande estrada, um caminho que será chamado Caminho de Santidade. Os impuros não passarão por ele; servirá apenas aos que são do Caminho; os insensatos não o tomarão.
9 ସେ ପଥରେ କୌଣସି ବିପଦ ନ ଥିବ। ସିଂହ କିମ୍ବା ହିଂସ୍ରକ ଜନ୍ତୁ ଆଘାତ ଦବୋକୁ ସଠାେ ରେ ନ ଥିବେ। ସମାନେେ ସଠାେ ରେ ଦଖାେଯିବେ ନାହିଁ। କବଳେ ମୁକ୍ତିପ୍ରାପ୍ତ ଲୋକମାନେ ତା'ଉପ ରେ ବିଚରଣ କରିବେ।
9 Ali não haverá leão algum, e nenhum animal feroz passará por ele; não se acharão ali. Só os redimidos andarão por ele,
10 ପୁଣି ପରମେଶ୍ବରଙ୍କ ନିସ୍ତାରିତ ଲୋକମାନେ ଫରେି ଆସିବେ। ସମାନେେ ଆନନ୍ଦ ରେ ଗାନ କରି କରି ସିୟୋନ ରେ ଉପସ୍ଥିତ ହବେେ। ଚିରନ୍ତନ ଆନନ୍ଦ ସମାନଙ୍କେର ମସ୍ତକର ଭୂଷଣ ହବେ। ସମାନେେ ସମ୍ପୂର୍ଣ୍ଣ ଆନନ୍ଦ ଓ ଆହ୍ଲାଦ ଲାଭ କରିବେ। ପୁଣି ଶୋକ ଓ ଆର୍ତ୍ତସ୍ବର ଦୂରକୁ ପଳାଇୟିବ।
10 e os que o Senhor resgatou voltarão. Entrarão em Sião com cantos de alegria; duradoura alegria coroará suas cabeças. Júbilo e alegria se apoderarão deles, e a tristeza e o suspiro fugirão.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Isaías 35, comparar traduções ou montar um estudo — tudo direto pelo WhatsApp.