Isaías 37

Oriya Bible (GL_ORIYA) vs VC

Sair da comparação
VC Versão Católica
1 ରାଜା ହିଜକିଯ ସେ ସମସ୍ତ ଶୁଣିଲା ପ ରେ ନିଜର ବସ୍ତ୍ର ଚିରି ଓ ଅଖା ଘୋଡ଼ି ହାଇେ ସଦାପ୍ରଭୁଙ୍କ ମନ୍ଦିରକୁ ଗଲେ।
1 A este relato, o rei Ezequias rasgou suas vestes e, envolvendo-se num saco, dirigiu-se ao templo do Senhor.
2 ପୁଣି ହିଜକିଯ ରାଜା ଗୃହାଧ୍ଯକ୍ଷ ଇଲିଯାକିମ୍, ଲେଖକ ଗିବ୍ ନ ଓ ଯାଜକମାନଙ୍କର ପ୍ରାଚୀନବର୍ଗଙ୍କୁ ଅଖ ପିନ୍ଧାଇ ଆମାେସଙ୍କ ପୁତ୍ର ଭବିଷ୍ଯତବକ୍ତା ଯିଶାଇୟଙ୍କ ନିକଟକୁ ପଠାଇଲେ।
2 Depois enviou Eliacim, prefeito do palácio, o escriba Sobna e os decanos dos sacerdotes, cobertos de sacos, ao profeta Isaías, filho de Amós,
3 ସମାନେେ ଯିଶାଇୟଙ୍କୁ କହିଲେ, ହିଜକିଯ ଏହା କହିଛନ୍ତି। ଆଜି ଦିନ ଆପଦ ଅନୁୟୋଗ ଓ ଅପମାନର ଦିନ, କାରଣ ଜନ୍ମ ହବୋକୁ ବସିଛି, ମାତ୍ର ପ୍ରସବ କରିବାକୁ ଶକ୍ତି ନାହିଁ।
3 para dizer-lhe: Eis o que diz Ezequias: este dia é um dia de tribulação, de castigo e de opróbrio. Os filhos estão prestes a nascer, mas falta força para pô-los no mundo.
4 ହାଇପୋ ରେ ଜୀବନ୍ତ ପରମେଶ୍ବରଙ୍କୁ ଧିକ୍କାର କରିବା ପାଇଁ ଆପଣା ପ୍ରଭୁ ଅଶୂରୀଯ ରାଜା ଦ୍ବାରା ପ୍ ରରେିତ ରବଶାକିର ସମସ୍ତ କଥା ସଦାପ୍ରଭୁ ତୁମ୍ଭ ପରମେଶ୍ବର ଯେଉଁ କଥା ଶୁଣି ଅଛନ୍ତି, ତାହାପାଇଁ ଅନୁୟୋଗ କରିବେ। ଏଣୁ ଯେଉଁ ଅବଶିଷ୍ଟାଂଶ ଅଛନ୍ତି, ସମାନଙ୍କେ ପାଇଁ ତୁମ୍ଭେ ପ୍ରାର୍ଥନା କର।'
4 O Senhor teu Deus talvez tenha ouvido as palavras do general enviado pelo rei da Assíria, seu soberano, para insultar o Deus vivo, e irá castigá-lo pelas palavras que ouviu. Intercede, pois, em favor do resto que subsiste ainda!
5 ରାଜା ହିଜକିଯଙ୍କର ଦାସମାନେ ଯିଶାଇୟଙ୍କ ନିକଟରେ ପହନ୍ଚିଲେ।
5 E os servos do rei Ezequias foram ter com Isaías,
6 ଯିଶାଇୟ ସମାନଙ୍କେୁ କହିଲେ, ଏହି କଥା ତୁମ୍ଭର ପ୍ରଭୁ ହିଜକିଯଙ୍କୁ ଦିଅ। ସଦାପ୍ରଭୁ କୁହନ୍ତି, ଅଶୂର ରାଜାର ଦାସମାନେ ବାଳକମାନଙ୍କୁ' ନିନ୍ଦା କରିବାର ଯେଉଁ କଥା ଶୁଣିଅଛ ! ତହିଁରେ ଭୟଭୀତ ହୁଅ ନାହିଁ।
6 o qual lhes deu esta resposta: Eis o que diz o Senhor: não te espantes com as palavras que ouviste e com os ultrajes que proferiram contra mim os servos do rei da Assíria.
7 ଦେଖ, ଆମ୍ଭେ ଅଶୂରୀଯ ରାଜ ମଧିଅରେ ଏକ ଆତ୍ମା ପ୍ରବେଶ କରାଇବା ଓ କୌଣସି ଜନରବ ଶୁଣି ନିଜ ଦେଶକୁ ଫରେିୟିବ। ସେତବେେଳେ ତାହାରି ନିଜ ଦେଶ ରେ ଆମ୍ଭେ ତାକୁ ଖଡ୍ଗ ରେ ନିପାତ କରିବା।'
7 Vou insuflar-lhe um espírito que, ao receber uma certa notícia, fá-lo-á retornar à sua terra, onde eu o farei morrer pela espada.
8 ପ୍ରଧାନ ସନୋପତି ଫରେିଗଲେ ଏବଂ ସେତବେେଳେ ସେ ଶୁଣିବାକୁ ପାଇଲେ ଯେ, ଅଶୂରର ରାଜା ଲାଖୀଶର ସନୋ ଛାଉଣୀ ଛାଡ଼ିଛନ୍ତି। ସନୋପତି ଲିବ୍ ନା ରେ ରାଜା ୟୁଦ୍ଧ କରୁଥିବାର ଦେଖିଲା।
8 O general, que soubera que o rei da Assíria tinha deixado Laquis, voltou para junto do seu soberano, que encontrou ocupado com o cerco de Lobna.
9 ଅଶୂରର ରାଜା ଶୁଣିବାକୁ ପାଇଲେ, ରାଜା ତିହୀକ କୂଶ ଦେଶ ରେ ତାଙ୍କ ବିରୁଦ୍ଧ ରେ ୟୁଦ୍ଧ କରିବାକୁ ଆସୁଛନ୍ତି, ଯେତବେେଳେ ଅଶୂରର ରାଜା ଏକଥା ଶୁଣିଲେ,
9 O rei recebeu a seguinte informação a respeito de Taraca, rei da Etiópia: Ele acaba de pôr-se em marcha para fazer-te guerra. Senaquerib enviou então mensageiros a Ezequias dizendo-lhes:
10 ହିଜକିଯକୁ ଏହିକଥା କହିବାପାଇଁ ସେ ଦୂତଗଣ ପଠାଇଛନ୍ତି,
10 Eis o que direis a Ezequias, rei de Judá: não te deixes enganar pelo Deus em que tu confias, pensando que Jerusalém não será entregue às mãos do rei da Assíria.
11 ଦେଖ, ଅଶୂରୀଯ ରାଜାମାନେ ଯେପରି ଭାବରେ ସମସ୍ତ ଦେଶକୁ ସମ୍ପୂର୍ଣ୍ଣ ଭାବରେ ଧ୍ବସ୍ତ ବିଧ୍ବସ୍ତ କରିଛନ୍ତି, ତାହା ତୁମ୍ଭମାନେେ ଶୁଣିଅଛ। ଆଉ ତୁମ୍ଭମାନେେ କ'ଣ ଉଦ୍ଧାର ପାଇବ ?
11 Tu ouviste contar como os reis da Assíria trataram todas as terras que devastaram. E tu escaparias?
12 ମାରେ ପୂର୍ବପୁରୁଷଗଣ ଯେଉଁ ଗୋଶନ, ହାରୋଣ ଓ ରେତ୍ଶଫ୍ ଦେଶୀଯମାନଙ୍କୁ ଏବଂ ତଳଃସର ନିବାସୀ ଏଦନ-ସନ୍ତାନମାନଙ୍କୁ ବିନାଶ କଲେ, ସମାନଙ୍କେର ଦବେତାମାନେ କ'ଣ ସମାନଙ୍କେୁ ଉଦ୍ଧାର କଲେ ?
12 As nações que meus ancestrais aniquilaram: Gosã, Harã, Resef e os filhos de Éden que estavam em Talasar, porventura foram salvos pelos seus deuses?
13 ହମାତ, ଅର୍ପଦ, ସଫର୍ବଯିମ ନଗର, ହନୋ ଓ ଅବ୍ବା ରାଜା କାହାଁନ୍ତି ? ସମାନେେ ସମସ୍ତେ ବିନାଶ ହାଇେଛନ୍ତି।
13 Onde está o rei de Hamat, o de Arfad e o de Sefarvaim, de Ana e de Ava?
14 ହିଜକିଯ ଦୂତଙ୍କଠାରୁ ଏକ ଲଖାେ ନେଲେ ଓ ପାଠ କଲେ। ତା'ପ ରେ ସେ ସଦାପ୍ରଭୁଙ୍କ ମନ୍ଦିରକୁ ୟାଇ ପ୍ରାର୍ଥନା କରି କହିଲା।
14 Ezequias, tomando a carta das mãos dos mensageiros, leu-a; depois, subiu ao templo e a desdobrou diante do Senhor,
15 ସେ ସଦାପ୍ରଭୁଙ୍କୁ ପ୍ରାର୍ଥନା କରି କହିଲା,
15 dirigindo-lhe esta súplica:
16 ହେ ସର୍ବଶକ୍ତିମାନ ସଦାପ୍ରଭୁ, ଇଶ୍ରାୟେଲର ପରମେଶ୍ବର ଯେ କି କିରୂବଗଣ ଉପ ରେ ଉପବିଷ୍ଟା ତୁମ୍ଭେ କବଳେ ପୃଥିବୀସ୍ଥ ସମୁଦାଯ ରାଜ୍ଯର ପରମେଶ୍ବର ଅଟ। ତୁମ୍ଭେ ଏହି ସ୍ବର୍ଗ ଓ ପୃଥିବୀ ନିର୍ମାଣ କରିଅଛ।
16 Ó Senhor dos exércitos, Deus de Israel, vós que estais sentado sobre os querubins, não há outro Deus, senão vós, por todos os reinos da terra. Vós, que fizestes os céus e a terra,
17 ହେ ସଦାପ୍ରଭୁ ଦୟାକରି କର୍ଣ୍ଣ ଦଇେ ଶୁଣ, ହେ ସଦାପ୍ରଭୁ, ଚକ୍ଷୁ ଖାଲିେ ଦେଖ। ପୁଣି ଜୀବନ୍ତ ପରମେଶ୍ବରଙ୍କୁ ଧିକ୍କାର କରିବା ପାଇଁ ସନ୍ ହରେୀବ ଯାହା କିଛି ପଠାଇଛି, ତାହାର ସହେି ସବୁକଥା ଶୁଣ।
17 inclinai o ouvido, Senhor, e escutai! Abri os olhos, Senhor, e vede! Ouvi a mensagem que Senaquerib fez trazer para ultrajar o Deus vivo!
18 ହେ ସଦାପ୍ରଭୁ, ଏହା ସତ୍ଯ ଯେ ଅଶୂରୀଯ ରାଜାମାନେ ସମସ୍ତ ଦେଶକୁ ଏବଂ ସମାନଙ୍କେ ଭୂମିକୁ ଧ୍ବଂସ କରିଛନ୍ତି।
18 É verdade, Senhor, que os reis da Assíria despovoaram as nações, devastaram seus territórios
19 ଆଉ ମଧ୍ଯ ସମାନେେ ସହେି ଦେଶର ଦବେତାମାନଙ୍କୁ ଅଗ୍ନି ରେ ନିକ୍ଷପେ କରିଛନ୍ତି। କାରଣ ସମାନେେ ପ୍ରକୃତ ଦବେତା ନୁହଁନ୍ତି। ମନୁଷ୍ଯ ହସ୍ତ ନିର୍ମିତ କାଷ୍ଠ ଓ ପାଷାଣ ପ୍ରତିମା। ତେଣୁ ସମାନେେ ସଗେୁଡ଼ିକୁ ବିନାଶ କରିଛନ୍ତି।
19 e entregaram seus deuses às chamas; é porque não eram deuses, eram objetos feitos pela mão do homem, de pau e de pedra, e eles os aniquilaram.
20 ମାତ୍ର ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ବର। ତେଣୁ ଦୟାକରି ଆମ୍ଭମାନଙ୍କୁ ଅଶୂରୀଯ ରାଜାଙ୍କଠାରୁ ଉଦ୍ଧାର କର, ତାହା ହେଲେ ତୁମ୍ଭେ ଯେ ସଦାପ୍ରଭୁ ଓ ଏକମାତ୍ର ପରମେଶ୍ବର, ଏକଥା ସମଗ୍ର ପୃଥିବୀବାସୀ ଜାଣିବେ।
20 Mas vós, Senhor nosso Deus, livrai-nos da mão de Senaquerib, a fim de que todos os povos da terra saibam que vós, Senhor, sois o único Deus.
21 ତା'ପ ରେ ଆମାେସଙ୍କ ପୁତ୍ର ଯିଶାଇୟ ହିଜକିଯ ନିକଟକୁ ଏହି ବାର୍ତ୍ତା କହି ପଠାଇଲେ। ସେ କହିଲେ, ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହିକଥା କୁହନ୍ତି, 'ତୁମ୍ଭେ ଅଶୂରର ରାଜା ସନ୍ ହରେୀବ ବିରୁଦ୍ଧ ରେ ଆମ୍ଭ ନିକଟରେ ପ୍ରାର୍ଥନା କର।'
21 Então Isaías, filho de Amós, mandou dizer a Ezequias: Eis o que disse o Senhor, Deus de Israel: eu ouvi a súplica que tu me dirigiste por causa de Senaquerib, rei da Assíria.
22 ସନ୍ ହରେୀବ ବିଷଯ ରେ ସଦାପ୍ରଭୁ ଏହିକଥା କୁହନ୍ତି, ସିୟୋନର କୁଆଁରୀକନ୍ଯା ତୁମ୍ଭକୁ ତୁଚ୍ଛ କରିଛି ଓ ତୁମ୍ଭକୁ ପରିହାସ କରିଛି। ୟିରୁଶାଲମର କନ୍ଯା ତୁମ୍ଭକୁ ହୀନ ଦୃଷ୍ଟି ରେ ଦେଖିଛି।
22 Eis o oráculo que o Senhor pronuncia contra ele: A virgem, filha de Sião, despreza-te e zomba de ti. A filha de Jerusalém meneia a cabeça por trás de ti.
23 ମାତ୍ର ତୁମ୍ଭେ କାହାକୁ ଅପମାନିତ ଓ ନିନ୍ଦା କରିଛ ? କାହା ବିରୁଦ୍ଧ ରେ ତୁମ୍ଭେ ନିଜର ଅଭିଯୋଗ ବାଢ଼ିଛ ? ପୁଣି ଗର୍ବ ରେ ଦୃଷ୍ଟି ଉର୍ଦ୍ଧ୍ବକୁ କରିଅଛ। ଏସବୁ ଇଶ୍ରାୟେଲ ପବିତ୍ର ସ୍ବରୂପ ବିରୁଦ୍ଧ ରେ ନୁହେଁ କି ?
23 A quem insultaste e ultrajaste? Contra quem elevaste a voz e olhaste por cima dos ombros? Ao Santo de Israel!
24 ତୁମ୍ଭେ ତୁମ୍ଭର ଦାସମାନଙ୍କ ଦ୍ବାରା ମାରେ ପ୍ରଭୁ ସଦାପ୍ରଭୁଙ୍କୁ ଲାଞ୍ଚିତ କରିଅଛ। ତୁମ୍ଭେ କହିଛ, ମୁଁ ଅତି ଶକ୍ତିଶାଳୀ ଓ ମାରେ ଅପାର ରଥ ସାହାୟ୍ଯ ରେ ମୁଁ ଲିବାନୋନକୁ ପରାସ୍ତ କରିଛି, ତାହାର ଉଚ୍ଚତମ ପର୍ବତ ଶିଖରକୁ ଉଠିଅଛି, ତା'ର ଏରସ ଓ ଦବଦୋରୁ ବୃକ୍ଷସବୁ କାଟି ପକାଇଛି। ପୁଣି ତା'ର ଦୂରବର୍ତ୍ତୀ ଉଚ୍ଚସ୍ଥାନ ରେ ଓ ଫଳପୂର୍ଣ୍ଣ ନିବିଡ଼ ଅରଣ୍ଯ ରେ ପ୍ରବେଶ କରିଛୁ।
24 Por meio de teus servos insultaste o Senhor e disseste: Com a multidão dos meus carros galgarei ao cimo dos montes, aos confins do Líbano. Abaterei os seus cedros mais altos, seus ciprestes mais belos; penetrarei até os últimos limites do meu bosque mais espesso;
25 ଆମ୍ଭେ କୂପ ଖାେଳି ଜଳପାନ କରିଅଛୁ। ପୁଣି ମିଶରର ନଦୀସବୁକୁ ଶୁଷ୍କ କରାଇ ତା ଉପ ରେ ପଦଚାରଣା କରିଅଛୁ।'
25 Cavarei e beberei água estrangeira; com a planta de meus pés ressecarei todos os canais do Egito.
26 ଏସବୁ ତୁମ୍ଭେ ସିନା କହିଲ, ମାତ୍ର ତୁମ୍ଭେ କ'ଣ ଶୁଣି ନାହଁ, ବହୁକାଳ ପୂର୍ବରୁ ଏହା ନିରୂପଣ ଓ ସ୍ଥିର କରିଅଛୁ ? ତୁମ୍ଭେ ପ୍ରାଚୀର ବେଷ୍ଟିତ ନଗରଗୁଡ଼ିକୁ ଧ୍ବଂସ କରି ଢ଼ିପି କରିବ, ଏହା ଆମ୍ଭେ ଏବେ ସଫଳ କରିଅଛୁଁ।
26 Ignoras que desde o princípio preparei o que acontecerá, desde remotos tempos decidi o que agora realizarei: reduzirei a ruínas e escombros cidades fortificadas.
27 ଏଣୁ ସହେି ନଗର ବାସିନ୍ଦା ଅଳ୍ପଶକ୍ତି ବିଶିଷ୍ଟ ହେଲେ। ସମାନେେ ହତାଶ ଓ ବିଭ୍ରାନ୍ତ ହେଲେ। ସମାନେେ କ୍ଷେତ୍ରର ଘାସ ଓ ନବୀନ ତୃଣ କର୍ତ୍ତନ ସଦୃଶ, ଗୃହ ଛାତର ଉପରିସ୍ଥ ଘାସ ଓ ଅପକ୍ବ ଶସ୍ଯକ୍ଷେତ୍ର ତୁଲ୍ଯ ହେଲେ।
27 Seus habitantes ficarão sem forças, serão tomados de pavor e confusão, semelhantes à erva das pastagens, ao capim dos telhados, aos frutos atingidos pela longa estiagem.
28 ମାତ୍ର ତୁମ୍ଭେ କବେେ ଉଠିବ, ବସିବ, ବାହାରକୁ ୟିବ, ଭିତରକୁ ଆସିବ, ପୁଣି ଆମ୍ଭ ବିରୁଦ୍ଧ ରେ ୟୁଦ୍ଧ କରିବ, ଏସବୁ ଆମ୍ଭେ ଜାଣୁ।
28 Eu sei quando te levantas e te sentas, quando sais e quando entras, e conheço teus furores contra mim.
29 ହଁ, ତୁମ୍ଭେ ଆମ୍ଭ ବିରୁଦ୍ଧ ରେ କୋର୍ଧ କରିଅଛ ଓ ତୁମ୍ଭର ଦମ୍ଭ ଓ ଗର୍ବିତ କଥା ଆମ୍ଭର କର୍ଣ୍ଣଗୋଚର ହାଇେଅଛି। ଏଣୁ ଆମ୍ଭେ ତୁମ୍ଭ ନାକରେ ଅଙ୍କୁଶ ଓ ଓଠ ରେ ଲଗାମ ହବେ। ପୁଣି ତୁମ୍ଭେ ଯେଉଁ ବାଟରେ ଆସିଥିଲ, ସହେି ବାଟରେ ତୁମ୍ଭମାନେେ ଫରେିୟିବ।
29 Porque ficaste furioso contra mim e subiram aos meus ouvidos as tuas insolências, porei argola em teu nariz e freio em tua boca, e te forçarei a voltar pelo caminho por onde vieste.
30 ତା'ପ ରେ ସଦାପ୍ରଭୁ ହିଜକିଯଙ୍କୁ କହିଲେ, ଏହା ତୁମ୍ଭ ପାଇଁ ଏକ ଚିହ୍ନ ହବେ। ଏହି ବର୍ଷ ସ୍ବଯଂ ଉତ୍ପନ୍ନ ଶସ୍ଯରୁ ଓ ଦ୍ବିତୀୟ ବର୍ଷ ତହିଁରୁ ଅଙ୍କୁରିତ ଶସ୍ଯରୁ ଭୋଜନ କରିବ। ପୁଣି ତୃତୀୟ ବର୍ଷ ବୀଜ ବୁଣି ପ୍ରଚୁର ଶସ୍ଯ ଅମଳ କରିବ ଓ ଦ୍ରାକ୍ଷାକ୍ଷେତ୍ର କରି ତାହାର ଫଳ ଭୋଗ କରିବ।
30 E eis o que te servirá de sinal: este ano se comem restolhos; o ano que vem, aquilo que nascer sozinho; no terceiro ano, porém, semeareis e colhereis; plantareis vinhas e comereis os seus frutos.
31 ଯିହୁଦା ବଂଶର ରକ୍ଷାପାଇଥିବା ଅବଶିଷ୍ଟାଂଶ ଲୋକେ ପୁନର୍ବାର ବଢ଼ିବେ। ସମାନେେ ବୃକ୍ଷପରି ତଳକୁ ଚରେ ମାଡ଼ିବେ ଓ ଉପ ରେ ଫଳ ଫଳିବେ।
31 O resto, que subsistir da casa de Judá, lançará novas raízes no solo e produzirá frutos no alto.
32 କାରଣ ୟିରୁଶାଲମରୁ ରକ୍ଷାପ୍ରାପ୍ତ ଏହି ଅଳ୍ପ କେତକେ ଅବଶିଷ୍ଟ ଲୋକ ସିୟୋନ ପର୍ବତରୁ ବାହାରିବେ। ସର୍ବଶକ୍ତିମାନ ସଦାପ୍ରଭୁଙ୍କ ଗଭୀର ପ୍ ରମରେ ସିଦ୍ଧତା ଦ୍ବାରା ଏହା ପ୍ରମାଣିତ ହବେ।'
32 Pois de Jerusalém surgirá um resto, e do monte Sião, sobreviventes. Eis o que fará o zelo do Senhor dos exércitos.
33 ଏଣୁ ସଦାପ୍ରଭୁ ଅଶୂରୀଯ ରାଜା ବିଷଯ ରେ ଏହିକଥା କହନ୍ତି,
33 Por isso, eis o oráculo do Senhor ao rei da Assíria: não entrará nesta cidade nem atirará flechas contra ela, não lhe oporá escudo nem a cercará de trincheiras.
34 ସଦାପ୍ରଭୁଙ୍କ ବାକ୍ଯ ଅନୁସାରେ ସେ ଯେଉଁ ବାଟଦଇେ ଆସିଥିଲା ସହେି ବାଟରେ ଫରେିୟିବ। ସେ ଏ ନଗରକୁ ଆସିବ ନାହିଁ।
34 Mas voltará pelo caminho por onde veio, sem entrar na cidade - oráculo do Senhor.
35 ମୁଁ ମାେ ନିମନ୍ତେ ଓ ମାରେ ଦାସ ଦାଉଦ ନିମନ୍ତେ ଏହି ନଗରକୁ ରକ୍ଷା କରିବି ଓ ଏହାର ସପକ୍ଷ ରେ ରହିବି ।'
35 Protegerei esta cidade para salvá-la, por minha causa e de Davi, meu servo.
36 ଏହାପ ରେ ସହେି ରାତ୍ରି ରେ ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀଯମାନଙ୍କ ଛାଉଣି ରେ 1,85,000 ଲୋକଙ୍କୁ ସଂହାର କଲେ। ଯେତବେେଳେ ପ୍ରଭାତ ରେ ଲୋକମାନେ ଉଠିଲେ, ସମାନଙ୍କେ ଚତୁର୍ଦ୍ଦିଗ ରେ କବଳେ ଶବମାନ ଦେଖିଲେ।
36 O anjo do Senhor apareceu no campo dos assírios e feriu cento e oitenta e cinco mil homens. No dia seguinte, de manhã, ao despertar, só havia lá cadáveres.
37 ତେଣୁ ଅଶୂର ରାଜା ସନ୍ ହରେୀବ ନୀନିବୀକୁ ପ୍ରସ୍ଥାନ କଲା ଓ ସଠାେ ରେ ବାସ କଲା।
37 Senaquerib, rei da Assíria, levantou acampamento; retomou o caminho de sua terra e ficou em Nínive.
38 ଦିନେ ସନ୍ ହରେୀବ ନିଷ୍ରୋଳ ନାମକ ଦବେତାର ଗୃହ ରେ ପୂଜା କଲା ବେଳେ ତା'ର ଦୁଇ ପୁତ୍ର ଅଦ୍ରମ୍ମଲକେ ଓ ଶ ରେତ୍ସର ତାକୁ ଖଡ୍ଗ ରେ ବଧ କଲେ। ତା'ପ ରେ ସମାନେେ ଅରାରଟ ଦେଶକୁ ପଳାଯନ କଲେ। ତେଣୁ ତାହାର ପୁତ୍ର ଏସରହଦ୍ଦୋନ ଅଶୂରର ରାଜତ୍ବ କଲା।
38 Certo dia em que ele estava prostrado no templo de Nesroc, seu deus, seus filhos, Adramelec e Sarasar, o assassinaram a golpes de espada. E fugiram para a terra de Ararat. Seu filho Assaradon o sucedeu no trono.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Isaías 37, comparar traduções ou montar um estudo — tudo direto pelo WhatsApp.