Isaías 39
Oriya Bible (GL_ORIYA) vs NVI
1 ସହେି ସମୟରେ ବାବିଲ ରାଜା ବଲଦନର ପୁତ୍ର ମଲୋଦକ୍-ବଲଦନ ହିଜକିଯ ନିକଟକୁ ପତ୍ର ଓ ଦର୍ଶନୀ ପଠାଇଲା। କାରଣ ହିଜକିଯଙ୍କର ଅସୁସ୍ଥତା ଓ ଆରୋଗ୍ୟ ଲାଭ ସେ ଶୁଣିଥିଲା।
1 Naquela época, Merodaque-Baladã, filho de Baladã, rei da Babilônia, enviou a Ezequias cartas e um presente, porque soubera de sua doença e de sua recuperação.
2 ଏଥି ରେ ହିଜକିଯ ଅତିଶଯ ସନ୍ତୁଷ୍ଟ ହାଇେ ନିଜର ବହୁମୂଲ୍ଯ ପଦାର୍ଥର ଗୃହ, ରୂପା, ସୂନା, ସୁଗନ୍ଧିତ ଦ୍ରବ୍ଯ ବହୁମୂଲ୍ଯ ତୈଳ, ନିଜର ଅସ୍ତ୍ରାଗାର ଓ ଆପଣା ଭଣ୍ଡାର ସ୍ଥିତ ସମସ୍ତ ଦ୍ରବ୍ଯ ସମାନଙ୍କେୁ ଦଖାଇେଲେ। ହିଜକିଯ ଯାହା ସମାନଙ୍କେୁ ନ ଦଖାଇେଲା ତାହା ତା'ର ଗୃହ ରେ କିମ୍ବା ସମଗ୍ର ରାଜ୍ଯ ରେ ନ ଥିଲା।
2 Ezequias recebeu com alegria os enviados e mostrou-lhes o que havia em seus depósitos: a prata, o ouro, as especiarias, o óleo fino, todo o seu arsenal e tudo o que se encontrava em seus tesouros. Não houve nada em seu palácio ou em todo o seu reino que Ezequias não lhes mostrasse.
3 ସେତବେେଳେ ଭବିଷ୍ଯତ୍ବକ୍ତା ଯିଶାଇୟ ରାଜା ହିଜକିଯ ନିକଟକୁ ୟାଇ ତାଙ୍କୁ ପଚାରିଲେ, ଏହି ଲୋକମାନେ କ'ଣ କହିଲେ ? ସମାନେେ କେଉଁଠାରୁ ଆସିଲେ ?'
3 Então o profeta Isaías foi ao rei Ezequias e perguntou: "O que aqueles homens disseram, e de onde vieram? " "De uma terra distante", Ezequias respondeu. "Eles vieram da Babilônia para visitar-me. "
4 ଯିଶାଇୟ ପଚାରିଲେ, ସମାନେେ ତୁମ୍ଭ ଗୃହ ରେ କ'ଣ ଦେଖିଅଛନ୍ତି ?'
4 O profeta perguntou: "O que eles viram em seu palácio? " Ezequias respondeu: "Viram tudo que há em meu palácio. Não há nada em meus tesouros que não lhes tenha mostrado".
5 ଏଥି ରେ ଯିଶାଇୟ ହିଜକିଯଙ୍କୁ କହିଲେ, ସଦାପ୍ରଭୁ ସର୍ବଶକ୍ତିମାନଙ୍କ କଥା ଶୁଣ।
5 Então Isaías disse a Ezequias: "Ouça a palavra do Senhor dos Exércitos:
6 ଦେଖ, ଏକ ସମୟ ଆସୁଛି ଯେତବେେଳେ ତୁମ୍ଭ ଗୃହସ୍ଥିତ ସମସ୍ତ ଦ୍ରବ୍ଯ ଓ ଆଜି ପର୍ୟ୍ଯନ୍ତ ସଞ୍ଚିତ ତୁମ୍ଭ ପୂର୍ବପୁରୁଷଙ୍କ ଦ୍ରବ୍ଯ ବାବିଲକୁ ନିଆୟିବ।' ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି କୌଣସି ଦ୍ରବ୍ଯ ଛଡ଼ାୟିବ ନାହିଁ।
6 Um dia, tudo o que há em seu palácio bem como tudo o que os seus antepassados acumularam até hoje será levado para a Babilônia. Nada ficará, diz o Senhor.
7 ତୁମ୍ଭ ଔରସରୁ ଜାତ ସନ୍ତାନମାନଙ୍କୁ ବାବିଲମାନେ ନଇେଯିବେ ଓ ସମାନଙ୍କେୁ ବାବିଲମାନେ ରାଜାଙ୍କ ଅଟ୍ଟାଳିକା ରେ ନପୁଂସକ କରି ରଖିବେ।'
7 E alguns de seus próprios descendentes serão levados, e se tornarão eunucos no palácio do rei da Babilônia. "
8 ସେତବେେଳେ ହିଜକିଯ ଯିଶାଇୟଙ୍କୁ କହିଲା, ତୁମ୍ଭେ ସଦାପ୍ରଭୁଙ୍କର ଯେଉଁ ବାକ୍ଯ କହିଅଛ ତାହା ଉତ୍ତମ। ସେ ପୁଣି କହିଲା, କାରଣ ମାେ ସମୟରେ ଶାନ୍ତି ଓ ସତ୍ଯତା ବିରାଜିତ ହବେ।'
8 "É boa a palavra do Senhor que você falou", Ezequias respondeu. Pois pensou: "Haverá paz e segurança enquanto eu viver".
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Isaías 39, comparar traduções ou montar um estudo — tudo direto pelo WhatsApp.