Isaías 3

Oriya Bible (GL_ORIYA) vs ARA

Sair da comparação
ARA Almeida Revista e Atualizada 1993
1 ଦେଖ, ମୁଁ ତୁମ୍ଭମାନଙ୍କୁ କହୁଅଛି। ପ୍ରଭୁ, ସର୍ବଶକ୍ତିମାନ ସଦାପ୍ରଭୁ ଯିହୁଦା ଓ ୟିରୁଶାଲମ ଯାହା ଉପ ରେ ନିର୍ଭର କରନ୍ତି ସେ ସମସ୍ତ ଜିନିଷ କାଢ଼ିନବେେ। ପରମେଶ୍ବର ସମସ୍ତ ଅନ୍ନ ଓ ଜଳ ଦୂ ରଇେ ନବେେ।
1 Porque eis que o Senhor, o Senhor dos Exércitos, tira de Jerusalém e de Judá o sustento e o apoio, todo sustento de pão e todo sustento de água;
2 ଆଉମଧ୍ଯ ପରମେଶ୍ବର ସମସ୍ତ ଯୋଦ୍ଧା ଓ ବୀର, ବିଚାରକର୍ତ୍ତା ଓ ଭବିଷ୍ଯଦ୍ ବକ୍ତା, ମନ୍ତ୍ରଦ୍ରଷ୍ଟା ଓ ପ୍ରାଚୀନବର୍ଗଙ୍କୁ ଦୂ ରଇେ ନବେେ।
2 o valente, o guerreiro e o juiz; o profeta, o adivinho e o ancião;
3 ପରମେଶ୍ବର ପଞ୍ଚାଶତପତି ଓ ସମ୍ଭ୍ରାନ୍ତ ତଥା ମନ୍ତ୍ରୀ ଓ ନିପୁଣ ଶିଳ୍ପକର ଏବଂ ଜ୍ଞାନୀ ଓ ଭବିଷ୍ଯତ ମନ୍ତ୍ରଦ୍ରଷ୍ଟାମାନଙ୍କୁ ମଧ୍ଯ ଦୂ ରଇେ ନବେେ।
3 o capitão de cinquenta, o respeitável, o conselheiro, o hábil entre os artífices e o encantador perito.
4 ପରମେଶ୍ବର କୁହନ୍ତି, ସମାନଙ୍କେ ଉପ ରେ ଶାସନ କରିବା ପାଇଁ ମୁଁ ୟୁବା ପିଲାମାନଙ୍କୁ ବନ୍ଦୋବସ୍ତ କରିବି ଓ ଶିଶୁମାନେ ସମାନଙ୍କେୁ ପରିଚାଳନା କରିବେ।
4 Dar-lhes-ei meninos por príncipes, e crianças governarão sobre eles.
5 ଜଣେ ଅନ୍ୟ ଜଣଙ୍କ ଦ୍ବାରା ଓ ପ୍ରେତ୍ୟକକ ବ୍ଯକ୍ତି ଅନ୍ୟ ପ୍ରତିବାସୀ ଦ୍ବାରା ଆପଣା ପ୍ରତିବାସୀ ଦୁଃଖ କରିବେ। ବଳିଷ୍ଠ ବ୍ଯକ୍ତି, ବଯୋଜେଷ୍ଠ ବ୍ଯକ୍ତିଙ୍କୁ ଯତ୍ନ ନବେେ ନାହିଁ। ସାଧାରଣ ବ୍ଯକ୍ତି ମହତ ଲୋକମାନଙ୍କୁ ସମ୍ମାନ ଜଣାଇବେ ନାହିଁ।
5 Entre o povo, oprimem uns aos outros, cada um, ao seu próximo; o menino se atreverá contra o ancião, e o vil, contra o nobre.
6 ସେତବେେଳେ କହେିଜଣେ ବ୍ଯକ୍ତି ନିଜ ପରିବାର ମଧ୍ଯରୁ ଜଣଙ୍କୁ ଧରି କହିବେ, ହେ ଭାଇ, ତୁମ୍ଭର ବସ୍ତ୍ର ଅଛି, ତେଣୁ ତୁମ୍ଭେ ଆମ୍ଭର ଶାସନକର୍ତ୍ତା ହବେ। ତୁମ୍ଭେ ଏହି ନିପତିତ ରାଜ୍ଯର ଅଧିପତି ହବେ।'
6 Quando alguém se chegar a seu irmão e lhe disser, na casa de seu pai: Tu tens roupa, sê nosso príncipe e toma sob teu governo esta ruína;
7 ମାତ୍ର ସହେି ଭାଇଟି ଉଚ୍ଚସ୍ବର ରେ କହିବ, ମୁଁ ତୁମ୍ଭମାନଙ୍କୁ ସାହାୟ୍ଯ କରିପାରିବି ନାହିଁ। ମାରଗେୃହ ରେ ପ୍ରଚୁର ଖାଦ୍ୟ ଓ ବସ୍ତ୍ର ନାହିଁ। ମାେତେ ତୁମ୍ଭମାନେେ ତୁମ୍ଭର ଶାସନକର୍ତ୍ତା କର ନାହିଁ।'
7 naquele dia, levantará este a sua voz, dizendo: Não sou médico, não há pão em minha casa, nem veste alguma; não me ponhais por príncipe do povo.
8 ଏପରି ଘଟିବାର କାରଣ ୟିରୁଶାଲମ ବିପଥଗାମୀ ହାଇେ ବିନଷ୍ଟ ହାଇେଛି। ଯିହୁଦା ପରମେଶ୍ବରଙ୍କୁ ଅବଜ୍ଞାକରି ନିପତିତ ହାଇେଛି। ସମାନଙ୍କେର ବାକ୍ଯ ଓ କାର୍ୟ୍ଯ ସଦାପ୍ରଭୁଙ୍କର ବିରୁଦ୍ଧାଚରଣ କରୁଛି। ସମାନେେ ସଦାପ୍ରଭୁଙ୍କ ମହିମା ରେ ଉପହାସ କରୁଛନ୍ତି।
8 Porque Jerusalém está arruinada, e Judá, caída; porquanto a sua língua e as suas obras são contra o Senhor , para desafiarem a sua gloriosa presença.
9 ସମାନଙ୍କେର ମୁଖମଣ୍ଡଳରୁ କୁକର୍ମ କରି ଦୋଷୀ ହବୋର ପରିଚଯ ମିଳେ। ଆଉମଧ୍ଯ ସମାନେେ ସମାନଙ୍କେର ପାପ ଲାଗି ଗର୍ବିତ। ସଦୋମର ଲୋକମାନଙ୍କ ପରି ସମାନେେ ସମାନଙ୍କେର ପାପକୁ ଗୋପନ ରଖନ୍ତି। ଏହା ସମାନଙ୍କେ ପାଇଁ କୁଫଳ ହବେ କାରଣ ସମାନେେ ନିଜେ ନିଜର ଅନିଷ୍ଟ କରିବାକୁ ୟାଆନ୍ତି।
9 O aspecto do seu rosto testifica contra eles; e, como Sodoma, publicam o seu pecado e não o encobrem. Ai da sua alma! Porque fazem mal a si mesmos.
10 ଉତ୍ତମ ଲୋକମାନଙ୍କୁ କୁହ, ସମାନେେ ଉତ୍ତମଫଳ ଭୋଗ କରିବେ। ସମାନେେ ସମାନଙ୍କେର ସୁକର୍ମ ଯୋଗୁଁ ପୁରସ୍କୃତ ହବେେ।
10 Dizei aos justos que bem lhes irá; porque comerão do fruto das suas ações.
11 ମାତ୍ର ଦୁରାଚାରୀମାନଙ୍କ ପାଇଁ ଏହା ଅତି ମନ୍ଦଫଳ ହବେ। ସମାନଙ୍କେୁ ବହୁକଷ୍ଟ ଆସିବ। ସମାନେେ ସମାନଙ୍କେର କୁକର୍ମ ଯୋଗୁଁ ଦଣ୍ଡିତ ହବେେ।
11 Ai do perverso! Mal lhe irá; porque a sua paga será o que as suas próprias mãos fizeram.
12 ବାଳକମାନେ ମାରେ ଲୋକମାନଙ୍କୁ ପରାଜିତ କରିବେ ଓ ସ୍ତ୍ରୀମାନେ ମାରେ ଲୋକମାନଙ୍କୁ ଶାସନ କରିବେ। ହେ ମାରେ ଲୋକମାନେ, ତୁମ୍ଭମାନଙ୍କର ପଥପ୍ରଦର୍ଶକ ତୁମ୍ଭମାନଙ୍କୁ ବିପଥଗାମୀ କରୁଛନ୍ତି। ସମାନେେ ତୁମ୍ଭମାନଙ୍କୁ ନ୍ଯାଯପଥରୁ ଦୂ ରଇେ ନିଅନ୍ତି।
12 Os opressores do meu povo são crianças, e mulheres estão à testa do seu governo. Oh! Povo meu! Os que te guiam te enganam e destroem o caminho por onde deves seguir.
13 ସଦାପ୍ରଭୁ ଲୋକମାନଙ୍କର ବିଚାର ପାଇଁ ଠିଆ ହେଉଛନ୍ତି। ସେ ଜାଗି ଉଠିବେ ଓ ତାଙ୍କର ଲୋକମାନଙ୍କ ବିଚାର କରିବେ ?
13 O Senhor se dispõe para pleitear e se apresenta para julgar os povos.
14 ସଦାପ୍ରଭୁ ପ୍ରାଚୀନ ଓ ଅଧିପତିମାନେ କରିଥିବା କର୍ମ ପାଇଁ ସମାନଙ୍କେ ବିରୁଦ୍ଧ ରେ ବିଚାର ଦବେେ।
14 O Senhor entra em juízo contra os anciãos do seu povo e contra os seus príncipes. Vós sois os que consumistes esta vinha; o que roubastes do pobre está em vossa casa.
15 ତୁମ୍ଭମାନେେ କେଉଁ ଅଧିକାର ରେ ମାରେ ଲୋକମାନଙ୍କୁ ଅତ୍ଯାଚାର କଲ ? କେଉଁ ଅଧିକାର ରେ ଦରିଦ୍ରମାନଙ୍କର ମୁଖକୁ ଘଷି ମଳିନ କଲ ?' ମାରେ ପ୍ରଭୁ, ସର୍ବଶକ୍ତିମାନ ସଦାପ୍ରଭୁ ଏହିସବୁ କହିଥିଲେ।
15 Que há convosco que esmagais o meu povo e moeis a face dos pobres? — diz o Senhor, o Senhor dos Exércitos.
16 ସଦାପ୍ରଭୁ ପୁଣି କୁହନ୍ତି, ସିୟୋନର ନାରୀମାନେ ଅତି ଅହଙ୍କାରିଣୀ ହୁଅନ୍ତି। ସମାନେେ ଅନ୍ୟମାନଙ୍କଠାରୁ ଶ୍ ରେଷ୍ଠା ବୋଲି ଦଖାଇେ ହାଇେ ମଥା ଉନ୍ନତ୍ତ କରି ବୁଲନ୍ତି। ସମାନେେ କଟାକ୍ଷପାତ କରି ଚଞ୍ଚଳ ଗତି ରେ ଚାଲିଲା ବେଳେ ସମାନଙ୍କେର ପାଦର ନୂପୁର ରୁଣୁଝୁଣୁ ହୁଏ।'
16 Diz ainda mais o Senhor : Visto que são altivas as filhas de Sião e andam de pescoço emproado, de olhares impudentes, andam a passos curtos, fazendo tinir os ornamentos de seus pés,
17 ମାରେ ପ୍ରଭୁ ସହେି ସିୟୋନ କନ୍ଯାମାନଙ୍କର ମସ୍ତକରେ ଘାଆ କରିବେ। ସଦାପ୍ରଭୁ ସହେି ସ୍ତ୍ରୀଲୋକମାନଙ୍କର ମସ୍ତକର କେଶ ରାଶିକୁ ଉତ୍ପାଟନ କରିବେ।
17 o Senhor fará tinhosa a cabeça das filhas de Sião, o Senhor porá a descoberto as suas vergonhas.
18 ସହେି ସମୟରେ, ସଦାପ୍ରଭୁ ସହେି ସ୍ତ୍ରୀ ଲୋକମାନେ ଗର୍ବ କରୁଥିବା ଜିନିଷଗୁଡ଼ିକୁ ସମାନଙ୍କେଠାରୁ କାଢ଼ିନବେେ। ସେ ସମାନଙ୍କେ ପାଦରୁ ନୂପୁର ଏବଂ ସମାନଙ୍କେ ବକରେୁ ଚନ୍ଦ୍ରାହାର କାଢ଼ିନବେେ।'
18 Naquele dia, tirará o Senhor o enfeite dos anéis dos tornozelos, e as toucas, e os ornamentos em forma de meia-lua;
19 ଆଉ ମଧ୍ଯ କର୍ଣ୍ଣକୁଣ୍ଡଳ, ଚୁଡ଼ି ଓ ଘୁମଟା କାଢ଼ିନବେେ।
19 os pendentes, e os braceletes, e os véus esvoaçantes;
20 ଶିରୋଭୂଷଣ ଓ ପାଦର ବଳା, କଟିବନ୍ଧନୀ, ଅତରଦାନୀ ଓ କବଚ
20 os turbantes, as cadeiazinhas para os passos, as cintas, as caixinhas de perfumes e os amuletos;
21 ମୁଦି ଓ ନୋଥ,
21 os sinetes e as joias pendentes do nariz;
22 ଉତ୍ସବ କାଳୀନ ବସ୍ତ୍ର, ଆବରଣୀଯ ବସ୍ତ୍ର, ସାଲ ଓ ଟଙ୍କାଥଳି
22 os vestidos de festa, os mantos, os xales e as bolsas;
23 ଦର୍ପଣ ଓ ସୂକ୍ଷ୍ମବସ୍ତ୍ର ଓ ଶିରୋବନ୍ଧନୀ ଓ ଓଢ଼ଣି କାଢ଼ି ପକାଇବେ।
23 os espelhos, as camisas finíssimas, os atavios de cabeça e os véus grandes.
24 ସହେି ସ୍ତ୍ରୀ ଲୋକମାନଙ୍କର ସୁଗନ୍ଧ ଦ୍ରବ୍ଯ ବଦଳ ରେ ଦୁର୍ଗନ୍ଧ ଓ କ୍ଲଦେ ରେ, କଟିବସ୍ତ୍ର ରଜ୍ଜୁ ରେ ସୁନ୍ଦର ମଥା ବିନା କେଶ ରେ ଉତ୍ସବକାଳୀନ ପୋଷାକ ଲୋତକ ପୂର୍ଣ୍ଣ ଏବଂ ଦୁଃଖ ବସ୍ତ୍ର ରେ ସମାନଙ୍କେ ସୌନ୍ଦର୍ୟ୍ଯ ମୁଖମଣ୍ଡଳ କ୍ଷତ ଚିହ୍ନ ଏବଂ ଅସୁନ୍ଦର ଦାଗ ବହନ କରିବ।
24 Será que em lugar de perfume haverá podridão, e por cinta, corda; em lugar de encrespadura de cabelos, calvície; e em lugar de veste suntuosa, cilício; e marca de fogo, em lugar de formosura.
25 ସହେି ସମୟରେ ତୁମ୍ଭର ପୁରୁଷଗଣ ଖଡ୍ଗ ଘାତ ରେ ଓ ୟୋଦ୍ଧାଗଣ ୟୁଦ୍ଧ ରେ ନିହତ ହବେେ।
25 Os teus homens cairão à espada, e os teus valentes, na guerra.
26 ସିୟୋନ ନଗର ରେ ଦ୍ବାରଦେଶ ଶାେକ ଓ ବିଳାପ ରେ ମୁଖରିତ ହବେ। ୟିରୁଶାଲମ ଚୋରଦ୍ବାରା ଲୁଣ୍ଠିତା ନାରୀ ସଦୃଶ ଶୂନ୍ଯ ହାଇେ ପଡ଼ି ରହିବ। ସେ ଭୂମି ଉପ ରେ ବସି କବଳେ ବିଳାପ କରିବ।
26 As suas portas chorarão e estarão de luto; Sião, desolada, se assentará em terra.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Isaías 3, comparar traduções ou montar um estudo — tudo direto pelo WhatsApp.