Isaías 40
Oriya Bible (GL_ORIYA) vs NVT
1 ତୁମ୍ଭର ପରମେଶ୍ବର ଏହା କୁହନ୍ତି, ମାେ ଲୋକମାନଙ୍କୁ ସାନ୍ତ୍ବନା ଦିଅ, ସାନ୍ତ୍ବନା ଦିଅ।
1 “Consolem, consolem meu povo”, diz o seu Deus.
2 ତୁମ୍ଭମାନେେ ୟିରୁଶାଲମକୁ ଦୟାପୂର୍ଣ୍ଣ ମଧୁର ବାକ୍ଯ କୁହ। ତାହାର ସଂଗ୍ରାମ ଶଷେ ହାଇେଛି ଓ ତାହାର ପାପକୁ କ୍ଷମା କରାୟାଇଛି।' ସେ ନିଜର ପାପପାଇଁ ସଦାପ୍ରଭୁଙ୍କଠାରୁ ଦୁଇଗୁଣ ଦଣ୍ଡ ପାଇଅଛି ବୋଲି ପ୍ରଚାର କର।
2 “Falem com carinho a Jerusalém; digam-lhe que seus dias de luta acabaram e que seus pecados foram perdoados. Sim, o S por todos os seus pecados.”
3 ଏକ ବ୍ଯକ୍ତିର ଉଚ୍ଚସ୍ବର ଶୁଣ, ତୁମ୍ଭମାନେେ ପ୍ରାନ୍ତର ରେ ସଦାପ୍ରଭୁଙ୍କ ପାଇଁ ପଥ ପ୍ରସ୍ତୁତ କର। ମରୁଭୂମିରେ ଆମ୍ଭମାନଙ୍କ ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ଏକ ରାଜପଥ ସଳଖ ଓ ଚିକ୍କଣ କର।
3 Ouçam! Uma voz clama: “Abram caminho no deserto para o S Preparem para nosso Deus uma estrada reta na terra desolada!
4 ସମସ୍ତ ଉପତ୍ୟକାକୁ ପୂର୍ଣ୍ଣ କରି ଉଚ୍ଚ କର, ପର୍ବତ ଓ ଉପପର୍ବତଗୁଡ଼ିକୁ ସମାନ କର। ବକ୍ର ରାସ୍ତାକୁ ସଳଖ କର ଓ ରଗଡ଼ା ସ୍ଥାନଗୁଡ଼ିକୁ ମସୃଣ କର।
4 Aterrem os vales, nivelem os montes e as colinas. Endireitem as curvas, tornem planos os trechos acidentados.
5 ତାହା ହେଲେ ସଦାପ୍ରଭୁଙ୍କ ମହିମା ପ୍ରକାଶିତ ହବେ। ସମସ୍ତ ମାନବ ସମାଜ ସଦାପ୍ରଭୁଙ୍କ ଗୌରବ ଦେଖିବେ। କାରଣ ସଦାପ୍ରଭୁ ନିଜେ ଏହା କହିଛନ୍ତି।'
5 Então a glória do S enhor será revelada, e todos a verão. O S
6 ପୁଣି ଏକ ସ୍ବର ଶୁଣାଗଲା, ପ୍ରଚାର କର।' ଜଣେ ବ୍ଯକ୍ତି କହିଲା, କ'ଣ ପ୍ରଚାର କରିବା? ସେ ସ୍ବରଟି କହିଲା, ମନୁଷ୍ଯ ଚିରଦିନ ପାଇଁ ବଞ୍ଚିବ ନାହିଁ। ସମାନେେ ତୃଣତୁଲ୍ଯ ଓ ସମାନଙ୍କେର ସମସ୍ତ ଶୋଭା କ୍ଷେତ୍ରସ୍ଥ ପୁଷ୍ପ ତୁଲ୍ଯ।
6 Uma voz disse: “Clame!”. Eu perguntei: “O que devo clamar?”. “Anuncie que os seres humanos são como capim; sua beleza passa depressa, como as flores do campo.
7 ତୃଣ ଶୁଷ୍କ ହୁଏ ଓ ପୁଷ୍ପ ମ୍ଲାନ ହୁଏ। କାରଣ ତାହା ଉପ ରେ ସଦାପ୍ରଭୁଙ୍କର ଶ୍ବାସବାଯୁ ବ ହେ। ତେଣୁ ଲୋକମାନେ ନିଶ୍ଚତ ତୃଣ ସ୍ବରୂପ।
7 O capim seca e as flores murcham quando o S o mesmo acontece aos seres humanos.
8 ତୃଣ ସିନା ଶୁଷ୍କ ହୁଏ ଓ ପୁଷ୍ପ ସିନା ମଳିନ ହୁଏ, ମାତ୍ର ଆମ୍ଭମାନଙ୍କ ପରମେଶ୍ବରଙ୍କ ବାକ୍ଯ ଅନନ୍ତକାଳସ୍ତାଯୀ।'
8 O capim seca e as flores murcham, mas a palavra de nosso Deus permanece para sempre.”
9 ହେ ଲୋକମାନେ, ସିଯୋନ ରେ ସୁସମାଚାର ପ୍ରଚାର କର, ଉଚ୍ଚ ପର୍ବତକୁ ୟାଅ। ଉଚ୍ଚ ସ୍ବର ରେ କୁହ, ହେ ଲୋକମାନେ ୟିରୁଶାଲମ ନିକଟରେ ସୁସମାଚାର ପ୍ରଚାର କର। ଜାରେ ରେ କୁହ, ଭୟ କର ନାହିଁ। ଯିହୁଦା ନଗରୀକୁ କୁହ, ଦେଖ, ଏହିଠା ରେ ତୁମ୍ଭର ପରମେଶ୍ବର।
9 Ó Sião, mensageiro de boas notícias, grite do alto dos montes! Grite mais forte, ó Jerusalém, grite sem medo! Diga às cidades de Judá: “Seu Deus está chegando!”.
10 ଦେଖ, ମାରେପ୍ରଭୁ ସଦାପ୍ରଭୁ ସମସ୍ତ ପରାକ୍ରମ ନଇେ ଆସୁଛନ୍ତି ଓ ତାଙ୍କର ବାହୁ ବଳ ରେ ସେ କତ୍ତୃର୍ତ୍ବ କରିବେ। ଦେଖ, ତାଙ୍କ ସହିତ ତାଙ୍କର ପୁରସ୍କାର ଅଛି ଓ ତାଙ୍କ ଆଗେ ଆଗେ ତାଙ୍କର ପ୍ରତିଫଳ ଅଛି।
10 Sim, o S enhor Soberano vem com poder; com braço forte governará. Vejam, ele traz consigo sua recompensa!
11 ମଷେଶାବକ ମଷେମାନଙ୍କୁ ଚରାଇଲା ପରି ସେ ଆପଣା ଲୋକମାନଙ୍କର ଯତ୍ନ ନବେେ। ମଷେ ଛୁଆମାନଙ୍କୁ ସେ ନିଜର ବାହୁ ବଳ ରେ ସଂଗ୍ରହ କରିବେ ଓ ନିଜର କୋଳ ରେ ସମାନଙ୍କେୁ ବହି ନବେେ। ସମାନଙ୍କେର ମାଆମାନେ ପେଛ ପେଛ ଯିବେ।
11 Como pastor, ele alimentará seu rebanho; levará os cordeirinhos nos braços e os carregará junto ao coração; conduzirá ternamente as ovelhas com suas crias.
12 କିଏ ନିଜର ହସ୍ତ ପାପୁଲି ରେ ସମୁଦ୍ର ଜଳରାଶି ମାପିଅଛି ? କିଏ ନିଜର ହସ୍ତ ଚାଖଣ୍ଡ ରେ ଅନନ୍ତ ଆକାଶକୁ କଳନା କରିଅଛି ? ପୁଣି କିଏ ଗୌଣୀ ରେ ପୃଥିବୀର ସମସ୍ତ ଧୂଳିରାଶିକୁ ଭରି ପାରିଛି ? କିଏ ପର୍ବତଗୁଡି଼କୁ ନିକିତି ରେ ଓ ଉପପର୍ବତକୁ ତରାଜୁ ରେ ତଉଲି ଅଛି ?
12 Quem mais segurou os oceanos nas mãos? Quem mediu os céus com os dedos? Quem mais sabe o peso da terra ou pesou na balança os montes e as colinas?
13 କହେି ସଦାପ୍ରଭୁଙ୍କ ଆତ୍ମାକୁ ଆଦେଶ ଦଇେଅଛି କି ? ପୁଣି ମନ୍ତ୍ରୀ ହାଇେ କହେି ତାଙ୍କୁ ନିର୍ଦ୍ଦଶେ ଦଇେଅଛି କି ?
13 Quem pode orientar o Espírito do S enhor ? Quem sabe o suficiente para aconselhá-lo ou instruí-lo?
14 ସଦାପ୍ରଭୁ କାହାରି ସହିତ ମନ୍ତ୍ରଣା କରିଥିଲେ କି ? କହେି ତାଙ୍କୁ ଶିକ୍ଷା ଦଇେଥିଲା କି ? କିଏ ତାଙ୍କୁ ବିଚାରର ପଥ ଶିଖାଇଲା ? କିଏ ତାଙ୍କୁ ଜ୍ଞାନ ଶିକ୍ଷା ଦଲୋ ? ନା, ସଦାପ୍ରଭୁ ବିବଚେନାର ସମସ୍ତ ମାର୍ଗ ଶିକ୍ଷା କରିଥିଲେ।
14 Acaso o S enhor já precisou do conselho de alguém? Necessita que o instruam a respeito do que é bom? Alguém lhe ensinou o que é certo ou lhe mostrou o caminho da sabedoria?
15 ଦେଖ, ପୃଥିବୀର ସମସ୍ତ ଗୋଷ୍ଠୀ ଏକ କଳସର ଏକ ଜଳବିନ୍ଦୁ ସଦୃଶ। ଯଦି ସଦାପ୍ରଭୁ ସମସ୍ତ ଗୋଷ୍ଠୀକୁ ନଇେ ତାଙ୍କ ତରାଜୁ ରେ ରଖନ୍ତି, ତବେେ ସେ ସବୁ ନିକିତି ରେ ଧୂଳିକଣା ତୁଲ୍ଯ ହବେ। ସେ ଦ୍ବୀପସମୂହକୁ ଅତି କ୍ଷୁଦ୍ର ଦ୍ରବ୍ଯ ତୁଲ୍ଯ ଉଠାନ୍ତି।
15 Não, pois todas as nações do mundo não passam de uma gota num balde. Não são nada mais que pó sobre a balança. Ele levanta toda a terra como se fosse um grão de areia.
16 ପୁଣି ଲିବାନୋନର ସମସ୍ତ ବୃକ୍ଷ ସଦାପ୍ରଭୁଙ୍କ ଜାଳ ପାଇଁ ୟଥେଷ୍ଟ ନୁହେଁ ଓ ତାହାର ସମସ୍ତ ପଶୁ ହାମବେଳି ପାଇଁ ୟଥେଷ୍ଟ ନୁହେଁ।
16 Nem toda a madeira nos bosques do Líbano nem todos os seus animais seriam suficientes para um holocausto digno de nosso Deus.
17 ସମସ୍ତ ଗୋଷ୍ଠୀ ପରମେଶ୍ବରଙ୍କ ତୁଳନା ରେ ଅତି ନଗଣ୍ଯ ତୁଚ୍ଛ। ସମାନେେ ତାଙ୍କ ନିକଟରେ ଲଘୁ ଓ ଅସାର ତୁଲ୍ଯ ଗଣ୍ଯ ଅଟନ୍ତି।
17 As nações do mundo não têm valor para ele; aos seus olhos, valem menos que nada, são apenas vazio.
18 ତବେେ ପରମେଶ୍ବରଙ୍କୁ ତୁମ୍ଭେ କାହା ସହିତ ତୁଳନା କରିପାରିବ ? ତାଙ୍କର ଏକ ମୂର୍ତ୍ତି ତୁମ୍ଭେ ଗଢ଼ି ପାରିବ ? ନା।
18 A quem vocês podem comparar Deus? Que imagem usarão para representá-lo?
19 କେତକେ ବ୍ଯକ୍ତି କାଠ ଓ ପଥର ରେ ମୂର୍ତ୍ତି ଗଢ଼ନ୍ତି ଓ ସଗେୁଡ଼ିକ ଦବେତା ବୋଲି କୁହନ୍ତି। କେତଜେଣ ଏହାକୁ ଉର୍ବର ମୂର୍ତ୍ତିକା ରେ ଏବଂ ବଣିଆ ତାହା ସୂତା ରେ ଛାଉଣୀ କରେ ଆଉ ତାପାଇଁ ରୂପା ଜଞ୍ଜିର ପ୍ରସ୍ତୁତ କରେ।
19 Acaso pode ser comparado a um ídolo feito num molde, coberto de ouro e enfeitado com correntes de prata?
20 ସେ ଖଣ୍ଡିଏ କାଠ ସଂଗ୍ରହ କରେ ତାହା ଯେପରି ୟିବ ନାହିଁ। ସେ ଜଣେ ନିଖୁଣ କାରିଗର କରିବାର ବାଛେ। ଗୋଟିଏ ପ୍ରତିମା' ନିର୍ମାଣ କରିବା ରେ ଯାହାକି ପଡ଼ିୟିବ ନାହିଁ।
20 Quem é pobre demais para ter um ídolo desses pode escolher madeira que não apodrece e um artesão habilidoso para entalhar uma imagem que não tombe!
21 ତୁମ୍ଭମାନେେ କ'ଣ ଜାଣି ନାହଁ। ତୁମ୍ଭମାନେେ କ'ଣ ଶୁଣି ନାହଁ ? ଆଦ୍ଯକାଳରୁ ତୁମ୍ଭମାନଙ୍କୁ କ'ଣ ଜଣାଇ ଦିଆୟାଇ ନାହିଁ। ଏ ଜଗତ ରେ ସୃଷ୍ଟିକର୍ତ୍ତା କିଏ ତୁମ୍ଭେ ନିଶ୍ଚଯ ଜାଣିଛ।
21 Acaso não ouviram? Não entendem? Estão surdos para as palavras de Deus, palavras que ele falou antes que o mundo existisse? Será que são tão ignorantes?
22 ସଦାପ୍ରଭୁ ପ୍ରକୃତ ପରମେଶ୍ବର। ସେ ଭୂମଣ୍ଡଳ ଉପ ରେ ଉପବିଷ୍ଟ। ତାଙ୍କ ତୁଳନା ରେ ପୃଥିବୀ ନିବାସୀ ପତଙ୍ଗ ସଦୃଶ। ସେ ଚାନ୍ଦୁଆ ତୁଲ୍ଯ ଆକାଶକୁ ପ୍ରସାର କରନ୍ତି ଓ ବସତି ପାଇଁ ତମ୍ବୁ ତୁଲ୍ଯ ତାକୁ ନିସ୍ତାର କରନ୍ତି।
22 Deus se senta acima do círculo da terra; para ele, as pessoas lá embaixo parecem gafanhotos. Estende os céus como uma cortina e faz com eles sua tenda.
23 ତାଙ୍କ ସୃଷ୍ଟ ରାଜାମାନଙ୍କୁ ସେ ଗୁରୁତ୍ବ ଦିଅନ୍ତି ନାହିଁ। ପୃଥିବୀ ରେ ତାଙ୍କ ସୂକ୍ଷ୍ମ ବିଚାରକର୍ତ୍ତାମାନଙ୍କୁ ସେ ମୂଲ୍ଯହୀନ କରନ୍ତି।
23 Julga os poderosos do mundo e reduz todos eles a nada.
24 ସହେି ଶାସକଗଣ ରୋପିତ ବୃକ୍ଷ ସଦୃଶ। ସମାନଙ୍କେର ଚରେ ମାଟିକୁ ୟିବା ପୂର୍ବରୁ ପରମେଶ୍ବର ଚାରକୁ' ଫୁଙ୍କି ଦିଅନ୍ତି। ସେଥି ରେ ସେ ମରିୟାଇ ଶୁଷ୍କ ହାଇୟୋଏ। ଓ ଘୂର୍ଣ୍ଣିବାଯୁ ତାକୁ ନଡ଼ାପରି ଉଡ଼ାଇ ନିଏ।
24 Mal são plantados, mal chegam a criar raízes, logo murcham, quando sopra sobre eles; o vento os leva embora como palha.
25 ତେଣୁ ସହେି ପବିତ୍ର ସ୍ବରୂପ କୁହନ୍ତି, ଆମ୍ଭେ କ'ଣ କାହା ସହିତ ତୁଳନୀଯ ହାଇପୋରିବା ? କାରଣ କହେି ଆମ୍ଭ ସହିତ ସମାନ ନୁହେଁ।
25 “A quem vocês me compararão? Quem é igual a mim?”, pergunta o Santo.
26 ଆକାଶକୁ ଦେଖ ! କିଏ ସହେି ନକ୍ଷତ୍ରମାନଙ୍କୁ ସୃଷ୍ଟି କରିଛନ୍ତି ? କିଏ ସହେି ସମସ୍ତ ନକ୍ଷତ୍ରମାନଙ୍କୁ ଆଦେଶ ଦିଅନ୍ତି ଓ ସମାନଙ୍କେ ନାମ ଧରି ସମାନଙ୍କେୁ ଡ଼ାକନ୍ତି। ତାଙ୍କର ପ୍ରବଳ ଶକ୍ତି ଓ ଅମାପ ଶକ୍ତି ଯୋଗୁଁ ଗୋଟିଏ ମଧ୍ଯ ହଜେ ନାହିଁ।'
26 Olhem para os céus; quem criou as estrelas? Ele as faz sair como um exército, uma após a outra, e chama cada uma pelo nome. Por causa de seu grande poder e sua força incomparável, nenhuma delas ousa se ausentar.
27 ହେ ଯାକୁବ, ତୁମ୍ଭେ କାହିଁକି ଅଭିଯୋଗ କରୁଛ ? ହେ ଇଶ୍ରାୟେଲ, ତୁମ୍ଭେ କାହିଁକି ଏହା ପ୍ରଚାର କରୁଛ ? ମାରେପଥ, ସଦାପ୍ରଭୁଙ୍କଠାରୁ ଗୁପ୍ତ ବୋଲି ଓ ମାରେ ବିଚାର ପରମେଶ୍ବରଙ୍କର ଜ୍ଞାନର ଅତୀତ ବୋଲି କହୁଅଛି।'
27 Ó Jacó, como pode dizer que o S enhor não vê o que se passa? Ó Israel, como pode dizer que Deus não se importa com seus direitos?
28 ତୁମ୍ଭେ କ'ଣ ଜାଣି ନାହଁ ? ତୁମ୍ଭେ କ'ଣ ଶୁଣି ନାହଁ ? ସେ ସମସ୍ତ ଜଗତର ସୃଷ୍ଟିକର୍ତ୍ତା। ଅନାଦି ଅନନ୍ତ ପରମେଶ୍ବର। ସଦାପ୍ରଭୁ କ୍ଲାନ୍ତ ହୁଅନ୍ତି ନାହିଁ କି ଶ୍ରାନ୍ତ ହୁଅନ୍ତି ନାହିଁ। ତାଙ୍କର ବୁଦ୍ଧି ବୋଧର ଅଗମ୍ଯ।
28 Você não ouviu? Não entendeu? O S o Criador de toda a terra. Ele nunca perde as forças nem se cansa, e ninguém pode medir a profundidade de sua sabedoria.
29 ସେ ଦୁର୍ବଳକୁ ବଳ ଦିଅନ୍ତି ଓ ଶକ୍ତିହୀନକୁ ଶକ୍ତି ପ୍ରଦାନ କରନ୍ତି।
29 Dá forças aos cansados e vigor aos fracos.
30 ତରୁଣମାନେ କ୍ଲାନ୍ତ ଓ ଶ୍ରାନ୍ତ ହବେେ ଓ ୟୁବକମାନେ ଟଳି ପଡ଼ିବେ।
30 Até os jovens perdem as forças e se cansam, e os rapazes tropeçam de tão exaustos.
31 ମାତ୍ର ଯେଉଁମାନେ ସଦାପ୍ରଭୁଙ୍କଠା ରେ ବିଶ୍ବାସ ରଖନ୍ତି, ସମାନେେ ନୂତନ ବଳ ପାଆନ୍ତି। ସମାନେେ ଚିଲ ପକ୍ଷୀପରି ଆକାଶ ରେ ଉଡ଼ନ୍ତି। ସମାନେେ କ୍ଲାନ୍ତ ନ ହାଇେ ସମାନେେ ଗମନ କରିବେ।
31 Mas os que confiam no S enhor renovam suas forças; voam alto, como águias. Correm e não se cansam, caminham e não desfalecem.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Isaías 40, comparar traduções ou montar um estudo — tudo direto pelo WhatsApp.