Isaías 51

Oriya Bible (GL_ORIYA) vs NAA

Sair da comparação
NAA Nova Almeida Atualizada 2017
1 ହେ ଧର୍ମାଚାରୀଗଣ, ହେ ସଦାପ୍ରଭୁଙ୍କ ଅନ୍ବଷେଣକାରୀଗଣ। ତୁମ୍ଭମାନେେ ଆମ୍ଭର କଥା ଶୁଣ ; ତୁମ୍ଭମାନେେ ଯେଉଁ ଶୈଳରୁ କଟା ହାଇେଥିଲ ଓ ଯେଉଁ ଗର୍ତ୍ତରୁ ଚ୍ଛଦରେୁ ଖୋଳା ହାଇେଥିଲା, ତାହା ପ୍ରତି ଦୃଷ୍ଟିପାତ କର।
1 “Escutem, vocês que procuram a justiça, vocês que buscam o olhem para a rocha da qual vocês foram cortados e para a pedreira de onde foram tirados.
2 ତୁମ୍ଭମାନଙ୍କ ପିତା ଅବ୍ରହାମ ଓ ଜନ୍ମଦାତ୍ରୀ ସାରା ପ୍ରତି ଦୃଷ୍ଟି ଦିଅ। ସେ ଯେତବେେଳେ ଏକାକୀ ଥିଲା ଆମ୍ଭେ ତାହାକୁ ଆହ୍ବାନ କଲୁ। ଆମ୍ଭେ ଆଶୀର୍ବାଦ କରି ତାକୁ ବହୁ ବଂଶ କଲୁ।
2 Olhem para Abraão, seu pai, e para Sara, que os deu à luz. Porque Abraão era um só, quando eu o chamei, o abençoei e o multipliquei.
3 ସହେିପରି ସଦାପ୍ରଭୁ ସିୟୋନକୁ ଆଶୀର୍ବାଦ କରିବେ ; ସେ ତାହାର ଉପଦ୍ରୁତ ସ୍ଥାନଗୁଡ଼ିକ ପାଇଁ ଦୁଃଖିତ ହବେେ। ସେ ତାହାର ପ୍ରାନ୍ତରକୁ ଏଦନ ତୁଲ୍ଯ ଓ ତାହାର ମରୁଭୂମିକୁ ସଦାପ୍ରଭୁଙ୍କ ଉଦ୍ୟାନ ତୁଲ୍ଯ କରିବେ। ତାହାର ଲୋକମାନେ ଆନନ୍ଦିତ ଓ ଉଲ୍ଲସିତ ହବେେ ଏବଂ ସଙ୍ଗୀତ ଧ୍ବନି କରି ଧନ୍ଯବାଦ ଦବେେ।
3 Porque o Senhor terá piedade de Sião; terá piedade de todos os seus lugares desolados. Fará o seu deserto como o Éden, e os seus lugares áridos, como o jardim do Ali haverá júbilo e alegria, ações de graças e som de música.”
4 ହେ ଆମ୍ଭର ଲୋକମାନେ, ଆମ୍ଭ ବାକ୍ଯ ରେ ଅବଧାନ କର ; ହେ ଆମ୍ଭର ଦେଶୀଯ ଲୋକମାନେ, ଆମ୍ଭ କଥା ରେ କର୍ଣ୍ଣପାତ କର। ଆମ୍ଭଠାରୁ ଏକ ବ୍ଯବସ୍ଥା ନିର୍ଗତ ହବେ ଓ ଆମ୍ଭେ ଗୋଷ୍ଠୀବର୍ଗର ଦୀପ୍ତି ନିମନ୍ତେ ଆମ୍ଭର ବିଚାର ସ୍ଥାପନ କରିବା।
4 “Preste atenção, meu povo, e escute, minha nação! Porque de mim sairá a lei, e estabelecerei o meu direito como luz dos povos.
5 ଆମ୍ଭର ଧର୍ମ ନିକଟବର୍ତ୍ତୀ, ଆମ୍ଭର ପରିତ୍ରାଣ ନିର୍ଗତ ହାଇେଅଛି ଓ ଆମ୍ଭର ବାହୁ ଗୋଷ୍ଠୀବର୍ଗର ବିଚାର କରିବ। ଦ୍ବୀପଗଣ ଆମ୍ଭ ଅପେକ୍ଷା ରେ ରହିବେ ଓ ଆମ୍ଭର ପରାକ୍ରମ ରେ ଆଶା ରଖିବେ।
5 Perto está a minha justiça, a minha salvação já aparece, e os meus braços dominarão os povos. As terras do mar me aguardam e no meu braço esperam.
6 ତୁମ୍ଭମାନେେ ସ୍ବର୍ଗମଣ୍ଡଳ ପ୍ରତି ଉର୍ଦ୍ଧ୍ବଦୃଷ୍ଟି କର ଓ ଅଧଃସ୍ଥିତ ଭୂମଣ୍ଡଳ ପ୍ରତି ନିରୀକ୍ଷଣ କର। କାରଣ ଆକାଶ ମଣ୍ଡଳ ଧୂମ ତୁଲ୍ଯ ଅନ୍ତର୍ହିତ ହବେ ଓ ଭୂମଣ୍ଡଳ ବସ୍ତୁ ତୁଲ୍ଯ ଜୀର୍ଣ୍ଣ ହବେ। ଆଉ ମଧ୍ଯ ପୃଥିବୀବାସୀ ସହେିପରି ମୃତ୍ଯୁବରଣ କରିବେ। ମାତ୍ର ଆମ୍ଭର ପରିତ୍ରାଣ ଅନନ୍ତକାଳସ୍ଥାଯୀ ହବେ ଓ ଆମ୍ଭର ଧର୍ମାଚାର ଲୁପ୍ତ ହବେ ନାହିଁ।
6 Levantem os olhos para os céus e olhem para a terra, aqui embaixo! Porque os céus desaparecerão como a fumaça, e a terra envelhecerá como a roupa; os seus moradores morrerão como mosquitos, mas a minha salvação durará para sempre, e a minha justiça não será anulada.”
7 ତୁମ୍ଭେ ଯେଉଁମାନଙ୍କୁ ଯଥାର୍ଥ ଜାଣ। ଯେଉଁ ଲୋକମାନେ ମାରେ ଶିକ୍ଷା ହୃଦଯ ରେ ଧରି ରଖନ୍ତି, ଦୟାକରି ମାେ କଥା ଶୁଣ, ତୁମ୍ଭମାନେେ ଦୁଷ୍ଟ ଲୋକଙ୍କ ଅପମାନ ରେ ଭୟଭୀତ ହୁଅ ନାହିଁ।
7 “Escutem, vocês que conhecem a justiça, vocês, povo em cujo coração está a minha lei: não temam os insultos dos homens, nem fiquem assustados por causa das suas zombarias.
8 କାରଣ ସମାନେେ ଜୀର୍ଣ୍ଣ ବସ୍ତୁ ସଦୃଶ ଓ କୀଟ ସମାନଙ୍କେୁ ଖାଇ ପକାଇବ ଓ ପୋକ ପଶମ ବସ୍ତୁକୁ ଖାଇଲା ପରି ସମାନଙ୍କେୁ ଖାଇ ପକାଇବ। ମାତ୍ର ଆମ୍ଭର ଧର୍ମ ଅନନ୍ତକାଳସ୍ଥାଯୀ ହବେ ଓ ଆମ୍ଭର ପରିତ୍ରାଣ ଚିରକାଳ ବିରାଜିତ ହବେ।
8 Porque as traças os roerão como fazem com a roupa, e os bichos os comerão como fazem com a lã. Mas a minha justiça durará para sempre, e a minha salvação, de geração em geração.
9 ହେ ସଦାପ୍ରଭୁଙ୍କ ବାହୁ, ଉଠ, ଜାଗ୍ରତ ହୁଅ। ବଳ ଧାରଣ କର। ଯେପରି ପୂର୍ବକାଳ ରେ ଓ ପ୍ରାଚୀନକାଳର ପୁରୁଷ ପରମ୍ପରା ସମୟରେ ଉଠିଥିଲ, ସହେିପରି ଜାଗ। ରାହବକୁ ଯେ ଖଣ୍ଡ ଖଣ୍ଡ କରି କାଟିଥିଲେ ଓ ନାଗକୁ ଯେ ବିଦ୍ଧ କରିଥିଲେ, ସହେି ପ୍ରଭୁ ତୁମ୍ଭେ ନୁହଁ କି ?
9 Desperta! Desperta, braço do e arma-te de força! Desperta como nos dias passados, como nas gerações antigas! Não és tu aquele que cortou Raabe em pedaços e feriu o monstro marinho?
10 ଯେ ସମୁଦ୍ରକୁ ଓ ଗଭୀରତମ ବାରିଧିର ଜଳରାଶିକୁ ଶୁଷ୍କ କଲେ, ଯେ ମୁକ୍ତିପ୍ରାପ୍ତ ଲୋକମାନଙ୍କର ପାର ହବୋ ପାଇଁ ସମୁଦ୍ରର ଗଭୀରତମ ସ୍ଥାନ ପଥ କଲେ, ସହେି ପ୍ରଭୁ ତୁମ୍ଭେ ନୁହଁ କି ?
10 Não és tu aquele que secou o mar, as águas do grande abismo? Não abriste um caminho no fundo do mar, para que passassem os remidos?
11 ସଦାପ୍ରଭୁଙ୍କ ନିସ୍ତାରିତ ଲୋକମାନେ ଫରେି ଆସିବେ, ଆନନ୍ଦ ଗାନ କରି ସିୟୋନ ରେ ଉପସ୍ଥିତ ହବେେ। ଚିର ଆନନ୍ଦ ସମାନଙ୍କେର ମସ୍ତକର ଭୂଷଣ ହବେ। ସମାନେେ ଆନନ୍ଦ ଓ ଉଲ୍ଲାସ ପ୍ରାପ୍ତ ହବେେ ଏବଂ ଦୁଃଖ ଶାେକ ସୁଦୂରଗାମୀ ହବେ।
11 Os resgatados do Senhor voltarão e entrarão em Sião com cânticos de júbilo. Alegria eterna coroará a sua cabeça. Ficarão tomados de júbilo e alegria, e deles fugirão a tristeza e o gemido.”
12 ସଦାପ୍ରଭୁ କୁହନ୍ତି, ଆମ୍ଭେ ହେଉଛୁ ସହେି ଯେ ତୁମ୍ଭମାନଙ୍କୁ ସାନ୍ତ୍ବନା ଦିଅନ୍ତି, ତବେେ ତୁମ୍ଭେ କାହିଁକି ମରଣଶୀଳ ମାନବ ଯେ କି ତୃଣତୁଲ୍ଯ ଏପରି ମାନବର ସନ୍ତାନକୁ ଭୟ କରୁଅଛ ?'
12 “Eu, eu sou aquele que os consola; quem, então, é você, para que tenha medo do homem, que é mortal, ou do filho do homem, que não passa de erva?
13 ସଦାପ୍ରଭୁ ଯେ ଏହି ଆକାଶମଣ୍ଡଳ ବିସ୍ତାର କରି ଅଛନ୍ତି, ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛନ୍ତି ଓ ତୁମ୍ଭର ନିର୍ମାଣକର୍ତ୍ତା, ତୁମ୍ଭେ ତାଙ୍କୁ ଭୁଲିଅଛ। ତେଣୁ ତୁମ୍ଭେ ଦିନୟାକ ନିରନ୍ତର ସମାନଙ୍କେୁ ଭୟ କରୁଛ ଯେ ତୁମ୍ଭକୁ ବିନାଶ କରିବାକୁ ଉଦ୍ଯତ ହାଇେ କୋପ କରିଛନ୍ତି। ମାତ୍ର ସହେି ଉପଦ୍ରବକାରୀ ଏବେ କାହାଁନ୍ତି ଓ ତାଙ୍କର କୋପ କାହିଁ ?
13 Por que você se esquece do que estendeu os céus e fundou a terra, e todo o dia, sem cessar, teme a fúria do opressor, que se prepara para destruir? Onde está a fúria do opressor?
14 ନିର୍ବାସିତ ବନ୍ଦୀ ଶୀଘ୍ର ମୁକ୍ତ ହବେ। ପୁଣି ସେ ମରି ଗର୍ତ୍ତକୁ ୟିବ ନାହିଁ। କିମ୍ବା ତାହାର ଖାଦ୍ୟର ଅଭାବ ହବେ ନାହିଁ।
14 O exilado cativo depressa será libertado, lá não morrerá, lá não descerá à sepultura; o seu pão não lhe faltará.”
15 ତରଙ୍ଗଗୁଡ଼ିକୁ ଗର୍ଜନ କରିବାକୁ ଯେ ସମୁଦ୍ରକୁ ଆଲୋଡ଼ିତ କରନ୍ତି। ଆମ୍ଭେ ସହେି ସଦାପ୍ରଭୁ ତୁମ୍ଭ ପରମେଶ୍ବର ଅଟୁ।' ତାଙ୍କର ନାମ ସର୍ବଶକ୍ତିମାନ ସଦାପ୍ରଭୁ।
15 “Pois eu sou o Senhor , seu Deus, que agito o mar, de modo que bramem as suas ondas. O meu nome é
16 ହେ ମାରେ ସବେକ ଇଶ୍ରାୟେଲ, ଆମ୍ଭେ ତୁମ୍ଭ ମୁଖ ରେ ଆମ୍ଭର ବାକ୍ଯ ରଖିଅଛୁ ଓ ଆମ୍ଭର ହସ୍ତର ଛାଯା ରେ ତୁମ୍ଭକୁ ଆଚ୍ଛାଦନ କରିଅଛୁ। ତୁମ୍ଭେ ସିୟୋନକୁ ଏହା କହିବ ଯେ ଆମ୍ଭେ ସ୍ବର୍ଗମଣ୍ଡଳ ରୋପଣ କରିଅଛୁ ଓ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛୁ, ତୁମ୍ଭମାନେେ ମାରେ ସନ୍ତାନ।'
16 Confio a você as minhas palavras e o protejo com a sombra da minha mão, para que eu estenda os céus, firme a terra e diga a Sião: ‘Você é o meu povo.’”
17 ହେ ୟିରୁଶାଲମ, ଉଠ, ଜାଗ, ଛିଡ଼ାହୁଅ, କାରଣ ସଦାପ୍ରଭୁ ତୁମ୍ଭ ଉପ ରେ କୋପ କରିଛନ୍ତି। ତେଣୁ ସେ ତୁମ୍ଭକୁ ଦଣ୍ଡ ଦଇେଛନ୍ତି। ସେ ଦଣ୍ଡ ଏକ ମଦପାତ୍ର ସଦୃଶ ଓ ତୁମ୍ଭେ ତାହା ପାନ କରିଛି। ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରୁ କୋପରୂପ ପାନପାତ୍ର ନଇେ ତାହାକୁ ଶଷେ କରିଅଛ।
17 Acorde! Acorde e levante-se, ó Jerusalém, você que bebeu da mão do o cálice da sua ira, você que esgotou o cálice de atordoamento.
18 ୟିରୁଶାଲମ ଅନକେ ସନ୍ତାନ ଜନ୍ମ ଦଇେଛି, ମାତ୍ର ସମାନଙ୍କେ ମଧିଅରେ ତାକୁ ବାଟ କଢ଼ାଇ ନବୋକୁ କହେି ନାହାଁନ୍ତି। ପୁଣି ସେ ଯେଉଁ ସନ୍ତାନଗଣଙ୍କୁ ପାଳନ କରିଅଛି, ସମାନଙ୍କେ ମଧିଅରେ କହେି ତାହା ହାତଧରି ନବୋ ପାଇଁ ନାହାଁନ୍ତି।
18 De todos os filhos que ela teve nenhum a guiou; de todos os filhos que criou nenhum a tomou pela mão.
19 ଦୁଇଟି ବିଷଯ ତୁମ୍ଭ ପ୍ରତି ଘଟିଅଛି, ଶୂନ୍ଯତା ଓ ବିନାଶ ଏବଂ ଦୁର୍ଭିକ୍ଷ ଓ ଖଡ୍ଗ।
19 Estas duas coisas lhe sobrevieram, mas quem teve compaixão de você? Houve destruição e ruína, fome e espada, mas quem veio consolar você?
20 ତୁମ୍ଭର ସନ୍ତାନଗଣ ମୂର୍ଚ୍ଛିତ ହାଇେଅଛନ୍ତି। ସମାନେେ ପ୍ରେତ୍ୟକକ ସଡ଼କ ମୁଣ୍ଡ ରେ ପଡ଼ିଛନ୍ତି ଯେପରି ହରିଣ ଜାଲ ପାଶ ରେ ଆବଦ୍ଧ ହୁଏ। ସମାନେେ ସଦାପ୍ରଭୁଙ୍କ କୋପ ରେ ଓ ତୁମ୍ଭ ପରମେଶ୍ବରଙ୍କ ଧମକରେ ପରିପୂର୍ଣ୍ଣ।
20 Os seus filhos desmaiaram, jazem nas esquinas de todas as ruas, como o antílope na rede. Estão cheios da ira do e da repreensão do seu Deus.
21 ଏଣୁକରି ଦୟାକରି ଏହା ଶୁଣ, ହେ ୟିରୁଶାଲମ, ତୁମ୍ଭେ ଦ୍ରାକ୍ଷାରସର କୁହୁକରେ ମତ୍ତ ନୁହଁ, କିନ୍ତୁ ତୁମ୍ଭେ ମତ୍ତୁଆଲା ଅଟ।
21 Por isso, agora escute isto, você que está aflita e embriagada, mas não de vinho.
22 ତୁମ୍ଭ ପ୍ରଭୁ ସଦାପ୍ରଭୁ ଯେ କି ନିଜ ଲୋକମାନଙ୍କର ସପକ୍ଷ ରେ ସହେି ପରମେଶ୍ବର ଏହି କଥା କୁହନ୍ତି, ଦେଖ, ଆମ୍ଭେ କୋପରୂପକ ପାନପାତ୍ର' ତୁମ୍ଭ ହସ୍ତରୁ କାଢ଼ି ନଇେ ଅଛୁ। ତୁମ୍ଭେ ଆଉ ପାନ କରିବ ନାହିଁ ଅର୍ଥାତ୍ ଆମ୍ଭେ ଆଉ ତୁମ୍ଭକୁ ଦଣ୍ଡ ଦବେୁ ନାହିଁ।
22 Assim diz o seu Senhor, o que defenderá a causa do seu povo: “Eis que eu tiro da sua mão o cálice de atordoamento, o cálice da minha ira. Você nunca mais beberá dele.
23 ଯେଉଁମାନେ ତୁମ୍ଭକୁ କ୍ଲେଶ ଦଇେଛନ୍ତି, ସହେିମାନଙ୍କ ବିପକ୍ଷ ରେ ଆମ୍ଭେ ୟିବା। ସମାନେେ ତୁମ୍ଭକୁ କହିଛନ୍ତି, ତୁମ୍ଭେ ନଇଁପଡ଼, ଆମ୍ଭେ ତୁମ୍ଭ ଉପ ରେ ଗମନ କରିବୁ।' ପୁଣ ତୁମ୍ଭମାନେେ ଭୂମି ଓ ସଡ଼କପରି ପିଠି ପାତି ଦଇେଛ ଏବଂ ସମାନେେ ତୁମ୍ଭମାନଙ୍କ ଉପ ରେ ଗମନାଗମନ କରିଛନ୍ତି।
23 Eu o porei nas mãos dos que a atormentaram, dos que lhe disseram: ‘Abaixe-se, para que passemos por cima de você!’ E você pôs as suas costas como chão e como rua para os que passavam.”

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Isaías 51, comparar traduções ou montar um estudo — tudo direto pelo WhatsApp.