Isaías 54
Oriya Bible (GL_ORIYA) vs ARA
1 ହେ ବନ୍ଧ୍ଯା, ଅପ୍ରସୂତି ନାରୀ ! ତୁମ୍ଭେ ଗାନ କର। ହେ ଗର୍ଭବଦନୋରହିତ ନାରୀ ! ତୁମ୍ଭେ ଉଚ୍ଚସ୍ବର ରେ ଗାନକରି ଆନନ୍ଦଧ୍ବନି କର। କାରଣ ସଦାପ୍ରଭୁ କୁହନ୍ତି, ବିବାହିତା ଭାର୍ୟ୍ଯାର ସନ୍ତାନ ଅପେକ୍ଷା ଅନାଥର ସନ୍ତାନ ଅଧିକ।
1 Canta alegremente, ó estéril, que não deste à luz; exulta com alegre canto e exclama, tu que não tiveste dores de parto; porque mais são os filhos da mulher solitária do que os filhos da casada, diz o Senhor .
2 ତୁମ୍ଭେ ନିଜ ତମ୍ବୁର ବସତି ବଢ଼ାଅ ଓ ସମାନେେ ତୁମ୍ଭର ବାସ ସ୍ଥାନର ୟବନିକା ସବୁ ବିସ୍ତାର କରନ୍ତୁ। ବ୍ଯଯର ଆଶଙ୍କା କର ନାହିଁ। ତୁମ୍ଭର ଦଉଡ଼ି ସବୁ ଲମ୍ବାଇ ଦିଅ ଓ କିଳାଗୁଡ଼ିକୁ ସୁଦୃଢ଼ କର।
2 Alarga o espaço da tua tenda; estenda-se o toldo da tua habitação, e não o impeças; alonga as tuas cordas e firma bem as tuas estacas.
3 କାରଣ ତୁମ୍ଭେ ଦକ୍ଷିଣ ଓ ବାମ ରେ ବ୍ଯାପି ୟିବ ଓ ତୁମ୍ଭର ବଂଶ ଅନ୍ୟଦେଶୀଯମାନଙ୍କୁ ଅଧିକାର କରିବେ ଏବଂ ଜନଶୂନ୍ଯ ନଗରଗୁଡ଼ିକୁ ନିଜର ବସତି ସ୍ଥାନ କରାଇବେ।
3 Porque transbordarás para a direita e para a esquerda; a tua posteridade possuirá as nações e fará que se povoem as cidades assoladas.
4 ଭୟ କର ନାହିଁ, କାରଣ ତୁମ୍ଭେ ଲଜ୍ଜିତ ହବେ ନାହିଁ ; କିମ୍ବା ବିଷଣ୍ଣମନା ହୁଅ ନାହିଁ ; କାରଣ ତୁମ୍ଭକୁ ଲଜ୍ଜିତ କରାୟିବ ନାହିଁ। ତୁମ୍ଭେ ୟୌବନକାଳର ଲଜ୍ଜା ଭୁଲିୟିବ ଓ ବିଧବାବସ୍ଥାର ଦୁର୍ନାମ ଆଉ ମନେ କରିବ ନାହିଁ।
4 Não temas, porque não serás envergonhada; não te envergonhes, porque não sofrerás humilhação; pois te esquecerás da vergonha da tua mocidade e não mais te lembrarás do opróbrio da tua viuvez.
5 କାରଣ ତୁମ୍ଭର ସୃଷ୍ଟିକର୍ତ୍ତା ତୁମ୍ଭର ସ୍ବାମୀ ଅଟନ୍ତି ଓ ସର୍ବଶକ୍ତିମାନ ସଦାପ୍ରଭୁ ତାଙ୍କର ନାମ। ପୁଣି ସେ ଇଶ୍ରାୟେଲର ପବିତ୍ର ସ୍ବରୂପ ତୁମ୍ଭର ମୁକ୍ତିଦାତା ; ସେ ସମଗ୍ର ପୃଥିବୀର ପରମେଶ୍ବର ବୋଲି ବିଖ୍ଯାତ ହବେେ।
5 Porque o teu Criador é o teu marido; o Senhor dos Exércitos é o seu nome; e o Santo de Israel é o teu Redentor; ele é chamado o Deus de toda a terra.
6 କାରଣ ତୁମ୍ଭ ପରମେଶ୍ବର କୁହନ୍ତି, ତ୍ଯକ୍ତା ଓ ମନୋଦୁଃଖିନୀ ଭାର୍ୟ୍ଯା କିମ୍ବା ୟୌବନକାଳୀନ ପରିତ୍ଯକ୍ତା ଭାର୍ୟ୍ଯାପରି ସଦାପ୍ରଭୁ ତୁମ୍ଭକୁ ଆହ୍ବାନ କରିଅଛନ୍ତି।
6 Porque o Senhor te chamou como a mulher desamparada e de espírito abatido; como a mulher da mocidade, que fora repudiada, diz o teu Deus.
7 ଆମ୍ଭେ ଅଳ୍ପକ୍ଷଣ ପାଇଁ ତୁମ୍ଭକୁ ପରିତ୍ଯାଗ କରିଅଛୁ, ମାତ୍ର ମହାକରୁଣା ରେ ତୁମ୍ଭକୁ ପୁନର୍ବାର ସଂଗ୍ରହ କରିବା।
7 Por breve momento te deixei, mas com grandes misericórdias torno a acolher-te;
8 ଅତି କୋରଧ ରେ ନିମିଷକ ନିମିତ୍ତ ଆମ୍ଭର ମୁଖ ତୁମ୍ଭଠାରୁ ଲୁଚାଇଲୁ ; ମାତ୍ର ଅନନ୍ତକାଳସ୍ଥାଯୀ ଦୟା ରେ ଆମ୍ଭେ ତୁମ୍ଭ ପ୍ରତି କରୁଣା କରିବା। ତୁମ୍ଭର ମୁକ୍ତିଦାତା ସଦାପ୍ରଭୁ ଏହା କୁହନ୍ତି।
8 num ímpeto de indignação, escondi de ti a minha face por um momento; mas com misericórdia eterna me compadeço de ti, diz o Senhor , o teu Redentor.
9 କାରଣ ଏହା ଆମ୍ଭ ପ୍ରତି ନୋହଙ୍କ ସମୟର ଜଳ ସଦୃଶ ଅଟେ ; ନୋହଙ୍କ ସମୟର ଜଳ ଆଉ ଯେପରି ପୃଥିବୀକୁ ପ୍ଲାବିତ କରିବ ନାହିଁ ବୋଲି ଆମ୍ଭେ ଶପଥ କରିଅଛୁ, ସହେିପରି ଆମ୍ଭେ ତୁମ୍ଭ ପ୍ରତି କୋର୍ଧ କିମ୍ବା ଭର୍ତ୍ସନା କରିବା ନାହିଁ ବୋଲି ଶପଥ କରିଅଛୁ।
9 Porque isto é para mim como as águas de Noé; pois jurei que as águas de Noé não mais inundariam a terra, e assim jurei que não mais me iraria contra ti, nem te repreenderia.
10 ସଦାପ୍ରଭୁ ଯେ କି ତୁମ୍ଭପ୍ରତି କରୁଣା କରିଅଛନ୍ତି କୁହନ୍ତି : ଯଦିଓ ପର୍ବତଗୁଡ଼ିକ ବିଚଳିତ ହାଇେ ଘୁଞ୍ଚିଯିବେ ; ଉପପର୍ବତଗୁଡ଼ିକ ଟଳି ପଡ଼ିବେ, ତଥାପି ଆମ୍ଭର ଦୟା ତୁମ୍ଭଠାରୁ ଦୂ ରଇେ ୟିବ ନାହିଁ କିମ୍ବା ଆମ୍ଭର ଶାନ୍ତିର ବ୍ଯବସ୍ଥା ଟଳିବ ନାହିଁ।'
10 Porque os montes se retirarão, e os outeiros serão removidos; mas a minha misericórdia não se apartará de ti, e a aliança da minha paz não será removida, diz o Senhor , que se compadece de ti.
11 ହେ ଦୁଃଖିନୀ, ତାଫୋନ ବିଧ୍ବସ୍ତ ଓ ସାନ୍ତ୍ବନା ବିରହିତ ନଗରୀ ! ଦେଖ, ଆମ୍ଭେ ନାନା ସୁନ୍ଦର ବର୍ଣ୍ଣ ରେ ତୁମ୍ଭର ପ୍ରସ୍ତର ବସାଇବା ଓ ନୀଳମଣିଦ୍ବାରା ତୁମ୍ଭର ଭିତ୍ତିମୂଳ ସ୍ଥାପନ କରିବା।
11 Ó tu, aflita, arrojada com a tormenta e desconsolada! Eis que eu assentarei as tuas pedras com argamassa colorida e te fundarei sobre safiras.
12 ଆମ୍ଭେ ପଦ୍ମରାଗ ମଣି ରେ ତୁମ୍ଭ ସ୍ତମ୍ଭର ଚୂଡ଼ା, ସୂର୍ୟ୍ଯକାନ୍ତ ମଣି ରେ ତୁମ୍ଭ ନଗରର ଦ୍ବାର ସକଳ ଓ ମନୋରମ ପ୍ରସ୍ତର ରେ ତୁମ୍ଭ ସମଗ୍ର ସୀମା ପ୍ରାଚୀର ନିର୍ମାଣ କରିବା।
12 Farei os teus baluartes de rubis, as tuas portas, de carbúnculos e toda a tua muralha, de pedras preciosas.
13 ତୁମ୍ଭର ସନ୍ତାନମାନେ ସମସ୍ତେ ପରମେଶ୍ବରଙ୍କ ଦ୍ବାରା ଶିକ୍ଷିତ ହବେେ ଓ ସମାନଙ୍କେର ପରମ ଶାନ୍ତି ହବେ।
13 Todos os teus filhos serão ensinados do Senhor ; e será grande a paz de teus filhos.
14 ତୁମ୍ଭେ ଧାର୍ମିକତା ରେ ସ୍ଥିରୀକୃତ ହବେ ; ତୁମ୍ଭେ ଅତ୍ଯାଚାରରୁ ଦୂ ରଇେ ରହିବ ; କାରଣ ତୁମ୍ଭେ ଭୟଭୀତ ହବେ ନାହିଁ, ପୁଣି ଭୟଠାରୁ ଦୂ ରଇେ ରହିବ, କାରଣ ତାହା ତୁମ୍ଭ ନିକଟକୁ ଆସିବ ନାହିଁ।
14 Serás estabelecida em justiça, longe da opressão, porque já não temerás, e também do espanto, porque não chegará a ti.
15 ଏଠାକୁ ଦେଖ, ଲୋକମାନେ ତୁମ୍ଭ ବିରୁଦ୍ଧ ରେ ଏକମତ ହାଇପୋରନ୍ତି, କିନ୍ତୁ ସମାନେେ ମାେ ପ୍ରତି ଯେ କହେି ତୁମ୍ଭ ବିରୁଦ୍ଧ ରେ ୟାଏ, ସେ ସମାନଙ୍କେ ପତିତକୁ ବହନ କରିବେ।
15 Eis que poderão suscitar contendas, mas não procederá de mim; quem conspira contra ti cairá diante de ti.
16 ଦେଖ, ଯେଉଁ କମାର କୋଇଲା ରେ ଅଗ୍ନିଦଇେ ତାଉ କରେ ଓ ଆପଣା କାର୍ୟ୍ଯ ପାଇଁ ଅସ୍ତ୍ର ନିର୍ମାଣ କଲେ, ଆମ୍ଭେ ତାହାର ସ୍ରଷ୍ଟା। ବିନାଶପାଇଁ' ବିନାଶକକୁ ହିଁ ଆମ୍ଭେ ସୃଷ୍ଟି କରିଅଛୁ।
16 Eis que eu criei o ferreiro, que assopra as brasas no fogo e que produz a arma para o seu devido fim; também criei o assolador, para destruir.
17 ତୁମ୍ଭ ବିପକ୍ଷ ରେ ନିର୍ମିତ କୌଣସି ଅସ୍ତ୍ର ସାର୍ଥକ ହବେ ନାହିଁ। ତୁମ୍ଭ ପ୍ରତିକୂଳ ରେ କହୁଥିବା ବ୍ଯକ୍ତି ଦୋଷୀ ବୋଲି ବିଚାରିତ ହବେ।'
17 Toda arma forjada contra ti não prosperará; toda língua que ousar contra ti em juízo, tu a condenarás; esta é a herança dos servos do Senhor e o seu direito que de mim procede, diz o Senhor .
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Isaías 54, comparar traduções ou montar um estudo — tudo direto pelo WhatsApp.