Isaías 55
Oriya Bible (GL_ORIYA) vs ARC
1 ହେ ତୃଷାର୍ତ୍ତଗଣ, ତୁମ୍ଭମାନେେ ଜଳ ନିକଟକୁ ଆସ, ପୁଣି ଅର୍ଥଶୂନ୍ଯ ବ୍ଯକ୍ତି ମଧ୍ଯ ଆସୁ। ତୁମ୍ଭମାନେେ ଆସ, କିଣ ଓ ଭୋଜନ କର। ହଁ, ଆସ, ଅର୍ଥ ଓ ବିନା ମୂଲ୍ଯ ରେ ଦ୍ରାକ୍ଷାରସ ଓ ଦୁଗ୍ଧ କିଣ।
1 Ó vós todos os que tendes sede, vinde às águas, e vós que não tendes dinheiro, vinde, comprai e comei; sim, vinde e comprai, sem dinheiro e sem preço, vinho e leite.
2 ଅଖାଦ୍ୟ ପାଇଁ ତୁମ୍ଭମାନେେ କାହିଁକି ରୂପା ବ୍ଯଯ କରୁଅଛ। ପୁଣି ଯାହା ତୃପ୍ତିକର ନୁହେଁ ସେଥିପାଇଁ କାହିଁକି ପରିଶ୍ରମ କରୁଅଛ। ତେଣୁ ମନୋୟୋଗ ସହକା ରେ ଆମ୍ଭକଥା ଶୁଣ ଓ ଉତ୍ତମ ଦ୍ରବ୍ଯ ଭୋଜନ କର। ପୁଣି ପୁଷ୍ଟିକର ଦ୍ରବ୍ଯ ରେ ତୁମ୍ଭମାନଙ୍କର ଆତ୍ମାକୁ ସନ୍ତୁଷ୍ଟ ହବୋକୁ ଦିଅ।
2 Por que gastais o dinheiro naquilo que não é pão? E o produto do vosso trabalho naquilo que não pode satisfazer? Ouvi-me atentamente e comei o que é bom, e a vossa alma se deleite com a gordura.
3 କର୍ଣ୍ଣଡ଼ରେି ଶୁଣ ଓ ଆମ୍ଭ ନିକଟକୁ ଆସ। ତହିଁରେ ତୁମ୍ଭମାନଙ୍କର ଆତ୍ମା ବଞ୍ଚିବ। ଆମ୍ଭେ ତୁମ୍ଭମାନଙ୍କ ପାଇଁ ଏକ ଚିରକାଳ ଚୁକ୍ତି ଅର୍ଥାତ୍ ଦାଉଦଙ୍କ ପ୍ରତି ନିଶ୍ଚିତ ଦୟା ସ୍ଥିର କରିବା।
3 Inclinai os ouvidos e vinde a mim; ouvi, e a vossa alma viverá; porque convosco farei um concerto perpétuo, dando-vos as firmes beneficências de Davi.
4 ଦେଖ, ଆମ୍ଭେ ତାଙ୍କୁ ଗୋଷ୍ଠୀବର୍ଗର ସାକ୍ଷୀରୂପେ, ଗୋଷ୍ଠୀବର୍ଗ ରେ ଶାସକ ଓ ଆଜ୍ଞାଦାତା ରୂପେ ନିୟୁକ୍ତ କରିଅଛୁ।
4 Eis que eu o dei como testemunha aos povos, como príncipe e governador dos povos.
5 ଅଜ୍ଞାତ ଗୋଷ୍ଠୀକୁ ତୁମ୍ଭେ ଆହ୍ବାନ କରିବ ଓ ତୁମ୍ଭକୁ ନ ଜାଣିଥିବା ଗୋଷ୍ଠୀ ତୁମ୍ଭ ନିକଟକୁ ଦୌଡ଼ିବେ। ସଦାପ୍ରଭୁ ତୁମ୍ଭ ପରମେଶ୍ବର ଓ ଇଶ୍ରାୟେଲର ଧର୍ମସ୍ବରୂପଙ୍କ ପାଇଁ ଏହା ଘଟିବ। କାରଣ ସେ ତୁମ୍ଭକୁ ଗୌରବାନ୍ବିତ କରିଅଛନ୍ତି।
5 Eis que chamarás a uma nação que não conheces, e uma nação que nunca te conheceu correrá para ti, por amor do Senhor , teu Deus, e do Santo de Israel; porque ele te glorificou.
6 ତେଣୁ ତୁମ୍ଭମାନେେ ସଦାପ୍ରଭୁଙ୍କର ଅନ୍ବଷେଣ କର, ଯେ ହତେୁ ତାଙ୍କର ଅର୍ଥାତ୍ ସଦାପ୍ରଭୁଙ୍କର ଉଦ୍ଦେଶ୍ଯ ମିଳିଅଛି। ଯେ ପର୍ୟ୍ଯନ୍ତ ସେ ନିକଟରେ ଅଛନ୍ତି, ସେ ପର୍ୟ୍ଯନ୍ତ ତାଙ୍କୁ ପ୍ରାର୍ଥନା କର।
6 Buscai ao Senhor enquanto se pode achar, invocai-o enquanto está perto.
7 ଦୁଷ୍ଟାଚାରୀ ତା'ର ମନ୍ଦକାର୍ୟ୍ଯ ଓ ଅଧାର୍ମିକ ତା'ର ମନ୍ଦ ଚିନ୍ତା ପରିତ୍ଯାଗ କରୁ। ସେ ସଦାପ୍ରଭୁଙ୍କ ନିକଟକୁ ଫରେିଆସୁ ଏବଂ ସେ ତାକୁ ଦୟା କରିବେ। ସେ ତାକୁ କ୍ଷମା କରି ଦବେେ। ତାକୁ ପରମେଶ୍ବରଙ୍କ ପାଖକୁ ଫରେିବାକୁ ଛାଡ଼ିଦିଅ। ସେ ତାକୁ ବହୁଳ ଭାବରେ କ୍ଷମା କରିବେ।
7 Deixe o ímpio o seu caminho, e o homem maligno, os seus pensamentos e se converta ao Senhor , que se compadecerá dele; torne para o nosso Deus, porque grandioso é em perdoar.
8 ସଦାପ୍ରଭୁ କୁହନ୍ତି, ଆମ୍ଭର ସଂକଳ୍ପ, ସକଳ ତୁମ୍ଭମାନଙ୍କର ସଂକଳ୍ପ ପରି ନୁହେଁ ଏବଂ ତୁମ୍ଭମାନଙ୍କର ମାର୍ଗସବୁ ଆମ୍ଭମାନଙ୍କ ମାର୍ଗପରି ନୁହେଁ।
8 Porque os meus pensamentos não são os vossos pensamentos, nem os vossos caminhos, os meus caminhos, diz o Senhor .
9 ସଦାପ୍ରଭୁ ସ୍ବଯଂ ଏହିକଥା କହିଛନ୍ତି, ଯେପରି ପୃଥିବୀଠାରୁ ସ୍ବର୍ଗମଣ୍ଡଳ ଉଚ୍ଚତର ସହେିପରି ଆମ୍ଭର ଚିନ୍ତାଧାରା ତୁମ୍ଭମାନଙ୍କର ଚିନ୍ତାଧାରାଠାରୁ ଉଚ୍ଚତର। ସହେିପରି ଆମ୍ଭର ମାର୍ଗସବୁ ତୁମ୍ଭମାନଙ୍କ ମାର୍ଗଠାରୁ ଉଚ୍ଚତର।
9 Porque, assim como os céus são mais altos do que a terra, assim são os meus caminhos mais altos do que os vossos caminhos, e os meus pensamentos, mais altos do que os vossos pensamentos.
10 ବୃଷ୍ଟି ଓ ହିମ ଯେପରି ଆକାଶରୁ ପୃଥିବୀକୁ ଆ ସେ, ପୁନର୍ବାର ଫରେି ୟାଏ ନାହିଁ ; ମାତ୍ର ଭୂମିକୁ ସିକ୍ତ କରେ ଓ ତାକୁ ଫଳବତୀ ଓ ତୃଣ ଆଦି ଉତ୍ପନ୍ନ କରାଏ, କୃଷିକାରୀକୁ ବୀଜ ବପନ କରିବା ରେ ସାହାୟ୍ଯ କରେ ଓ ଭୋଜନକାରୀକୁ ଶସ୍ଯ ଯୋଗାଏ।
10 Porque, assim como descem a chuva e a neve dos céus e para lá não tornam, mas regam a terra e a fazem produzir, e brotar, e dar semente ao semeador, e pão ao que come,
11 ସହେିପରି ଆମ୍ଭ ମୁଖ ନିଃସୃତ ବାକ୍ଯ ନିଷ୍ଫଳ ହାଇେ ଆମ୍ଭ ନିକଟକୁ ଫରେି ଆସିବ ନାହିଁ ; ମାତ୍ର ଆମ୍ଭ ଇଚ୍ଛାନୁସା ରେ ଆମ୍ଭ ବାକ୍ଯ ସିଦ୍ଧ ହବେ ଏବଂ ଯେଉଁ କାର୍ୟ୍ଯ ପାଇଁ ଆମ୍ଭେ ପ୍ ରରଣେ କରିଛୁ, ତାହା ସଫଳ ହବେ।
11 assim será a palavra que sair da minha boca; ela não voltará para mim vazia; antes, fará o que me apraz e prosperará naquilo para que a enviei.
12 ଏଣୁ ତୁମ୍ଭମାନେେ ଆନନ୍ଦର ସହିତ ବାହାରି ଶାନ୍ତି ରେ ଆଗେ ଆଗେ ୟିବ। ପର୍ବତ ଓ ଉପପର୍ବତଗୁଡ଼ିକ ତୁମ୍ଭ ସମ୍ମୁଖ ରେ ଉଚ୍ଚସ୍ବର ରେ ଗାନ କରିବେ ଓ କ୍ଷେତ୍ରସ୍ଥ ବୃକ୍ଷଗୁଡ଼ିକ କରତାଳି ଦବେେ।
12 Porque, com alegria, saireis e, em paz, sereis guiados; os montes e os outeiros exclamarão de prazer perante a vossa face, e todas as árvores do campo baterão palmas.
13 କଣ୍ଟକ ବୃକ୍ଷ ପରିବର୍ତେ ଦବଦୋରୁ ବୃକ୍ଷ ଜନ୍ମିବ। ପୁନଶ୍ଚ ତାହା ସଦାପ୍ରଭୁଙ୍କର ମହିମା ସ୍ବରୂପ ହବେ ଓ କବେେ ଧ୍ବଂସ ହବେ ନାହିଁ।'
13 Em lugar do espinheiro, crescerá a faia, e, em lugar da sarça, crescerá a murta; isso será para o Senhor por nome, por sinal eterno, que nunca se apagará.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Isaías 55, comparar traduções ou montar um estudo — tudo direto pelo WhatsApp.