Isaías 58
Oriya Bible (GL_ORIYA) vs NVT
1 ଉଚ୍ଚସ୍ବର ରେ ଘାଷେଣା କର, ସ୍ବର କ୍ଷୀଣ କର ନାହିଁ। ତୂରୀପରି ଚିତ୍କାର କର। ଆମ୍ଭ ଲୋକମାନଙ୍କୁ ସମାନଙ୍କେର ଅଧର୍ମ ବିଷଯ ରେ ଓ ଯାକୁବ ବଂଶକୁ ସମାନଙ୍କେ ପାପ ସମ୍ବନ୍ଧ ରେ ଜଣାଅ।
1 “Grite alto, com todas as suas forças! Grite alto, como o som da trombeta! Fale ao meu povo, Israel, sobre sua rebeldia e seus pecados!
2 ତାହା ହେଲେ ସମାନେେ ପ୍ରତିଦିନ ଆମ୍ଭର ଅନ୍ବଷେଣ କରିବେ ଓ ମାରେ ପଥ ବିଷଯ ରେ ଜାଣିବାକୁ ଚେଷ୍ଟା କରିବେ। ଯେଉଁ ଗୋଷ୍ଠୀଯ ଲୋକେ ପୂଜା କର୍ମ କରିଛନ୍ତି ଓ ନିଜର ପରମେଶ୍ବରଙ୍କର ବିଧାନ ତ୍ଯାଗ କରି ନାହାଁନ୍ତି, ସମାନଙ୍କେ ପରି ସମାନେେ ପୁଜାବିଧାନ ବିଷଯ ଆମ୍ଭକୁ ପଚାରନ୍ତି ଓ ପରମେଶ୍ବରଙ୍କ ନିକଟକୁ ଆସିବାକୁ ସନ୍ତୁଷ୍ଟ ହୁଅନ୍ତି।
2 Apesar disso, agem como se fossem piedosos! Vêm ao templo todos os dias e parecem ter prazer em aprender a meu respeito. Agem como nação justa que jamais abandonaria as leis de seu Deus. Pedem que eu atue em favor deles e fingem querer estar perto de mim.
3 ସମାନେେ କୁହନ୍ତି, ଆମ୍ଭେ ତୁମ୍ଭକୁ ଭକ୍ତି କରିବା ପାଇଁ ଉପବାସ କରିଅଛୁ, ମାତ୍ର ତୁମ୍ଭେ କାହିଁକି ଦୃଷ୍ଟି କରୁ ନାହଁ ? ଆମ୍ଭମାନେେ କାହିଁକି ଆପଣା ପ୍ରାଣକୁ କ୍ଲେଶ ଦଇେଅଛୁ ଓ ତୁମ୍ଭେ ମନୋୟୋଗ କରୁ ନାହଁ ?
3 Dizem: ‘Jejuamos diante de ti! Por que não prestas atenção? Nós nos humilhamos com severidade, e tu nem reparas!’. “Vou lhes dizer por quê”, eu respondo. “É porque jejuam para satisfazer a si mesmos. Enquanto isso, oprimem seus empregados.
4 ଦେଖ, ତୁମ୍ଭମାନେେ ବିବାଦ ଓ କଳହ ନିମନ୍ତେ ଏବଂ ଦୁଷ୍ଟତାରୂପକ ସୃଷ୍ଟି ଦ୍ବାରା ଆଘାତ କରିବା ନିମନ୍ତେ ଉପବାସ କରୁଅଛ। ଆମ୍ଭର ପ୍ରଶଂସାଗାନ ଯେପରି ଉର୍ଦ୍ଧ୍ବ ରେ ଶୁଣାୟିବ, ସେଥିପାଇଁ ତୁମ୍ଭମାନେେ ଉପବାସ କରୁ ନାହଁ।
4 De que adianta jejuar, se continuam a brigar e discutir? Com esse tipo de jejum, não ouvirei suas orações.
5 ମନୁଷ୍ଯ ଏହିପ୍ରକାର ଉପବାସଦ୍ବାରା ନିଜର ପ୍ରାଣକୁ କ୍ଲେଶ ଦେଉ, ଆମ୍ଭେ କ'ଣ ଏହିପ୍ରକାର ଦିନ ମନୋନୀତ କରିଅଛୁ ? ପୁଣି ନଳବୃକ୍ଷ ପରି ମୁଣ୍ଡ ନୁଆଁଇ, ଚଟବସ୍ତ୍ର ପରିଧାନ କରି ଓ ଭସ୍ମ ଜଳେ ବିଛାଇ ତା'ଉପ ରେ ବସିଲେ ସଦାପ୍ରଭୁ ସେପ୍ରକାର ଉପବାସ ଦିନକୁ ଗ୍ରହଣ କରିବେ ବୋଲି ତୁମ୍ଭେ କହିବ ?
5 Vocês se humilham ao cumprir os rituais: curvam a cabeça, como junco ao vento, vestem-se de pano de saco e cobrem-se de cinzas. É isso que chamam de jejum? Acreditam mesmo que agradará o S
6 ଦୁଷ୍ଟତାରୂପ ବନ୍ଧନ ଫିଟାଇଲେ, ୟୁଆଳିର ବନ୍ଧନ ମୁକ୍ତ କରିବାର ଉପଦ୍ରବଗ୍ରସ୍ତ ଲୋକମାନଙ୍କୁ ମୁକ୍ତିକରି ଛାଡ଼ି ଦବୋର ଓ ପ୍ରେତ୍ୟକକ ୟୁଆଳି ଭଗ୍ନ କରିବାର, ଏହିପ୍ରକାର ଉପବାସ ଆମ୍ଭେ କ'ଣ ମନୋନୀତ କରି ନାହୁଁ ?
6 “Este é o tipo de jejum que desejo: Soltem os que foram presos injustamente, aliviem as cargas de seus empregados. Libertem os oprimidos, removam as correntes que prendem as pessoas.
7 ପୁଣି କ୍ଷୁଧିତ ଲୋକକୁ ତୁମ୍ଭର ଖାଦ୍ୟ ବଣ୍ଟନ କରିବାର ତାଡ଼ିତ ଦୁଃଖୀ ଲୋକକୁ ନିଜ ଗୃହକୁ ଆଣିବାର, ଉଲଗ୍ନକୁ ଦେଖି ତାକୁ ବସ୍ତ୍ର ପିନ୍ଧାଇଦବୋର ଓ ତୁମ୍ଭର ନିଜ ବଂଶୀଯ ଲୋକଠାରୁ ନିଜକୁ ନ ଲୁଚାଇବାର, ଏହି ପ୍ରକାର ଉପବାସ ଆମ୍ଭେ କ'ଣ ମନୋନୀତ କରି ନାହୁଁ ?'
7 Repartam seu alimento com os famintos, ofereçam abrigo aos que não têm casa. Deem roupas aos que precisam, não se escondam dos que carecem de ajuda.
8 ଏହାକଲେ ଅରୁଣସଦୃଶ ତୁମ୍ଭର ଦୀପ୍ତି ପ୍ରକାଶ ପାଇବ ଓ ତୁମ୍ଭର ଆରୋଗ୍ୟ ଶୀଘ୍ର ଅଙ୍କୁରିତ ହବେ। ପୁଣି ତୁମ୍ଭର ଧର୍ମ' ତୁମ୍ଭର ସମ୍ମୁଖବର୍ତ୍ତୀ ହବେ ଓ ସଦାପ୍ରଭୁଙ୍କର ମହିମା ତୁମ୍ଭର ପଶ୍ଚାତବର୍ତ୍ତୀ ହବେ।
8 “Então sua luz virá como o amanhecer, e suas feridas sararão num instante. Sua justiça os conduzirá adiante, e a glória do S
9 ସେତବେେଳେ ତୁମ୍ଭେ ସଦାପ୍ରଭୁଙ୍କୁ ଡ଼ାକିବ ଓ ସେ ଉତ୍ତର ଦବେେ। ତୁମ୍ଭେ ଆର୍ତ୍ତସ୍ବର ରେ କହିବ, ଆଉ ସେ ଉତ୍ତର ଦବେେ, ଆମ୍ଭେ ଏଠା ରେ ଉପସ୍ଥିତ ଅଛୁ।'
9 Então vocês clamarão, e o S enhor responderá. ‘Aqui estou’, ele dirá. “Removam o jugo pesado de opressão, parem de fazer acusações e espalhar boatos maldosos.
10 ପୁଣି ଯଦି ତୁମ୍ଭେ କ୍ଷୁଧିତକୁ ତୁମ୍ଭର ଖାଦ୍ୟ ଦଇେଥିବ ଓ ଦୁଃଖିତର ପ୍ରାଣକୁ ତୃପ୍ତ କରିଥିବ ତବେେ ତୁମ୍ଭେ ଅନ୍ଧକାର ରେ ଦୀପ୍ତିମାନ ହବେ ଏବଂ ତୁମ୍ଭ ଚାରିଦିଗ ରେ ଥବା ଗାଢ଼ ଅନ୍ଧକାର ଦ୍ବିପହରର ସୂର୍ୟ୍ଯ ପରି ଦଖାୟିବେ।
10 Deem alimento aos famintos e ajudem os aflitos. Então sua luz brilhará na escuridão, e a escuridão ao redor se tornará clara como o meio-dia.
11 ଆଉ ମଧ୍ଯ ସଦାପ୍ରଭୁ ତୁମ୍ଭକୁ ସର୍ବଦା ବାଟ କଢ଼ାଇ ନବେେ। ମରୁଭୂମିରେ ତୁମ୍ଭର ଅଭାବ ତୃପ୍ତ କରିବେ। ସେ ତୁମ୍ଭର ଅସ୍ଥିଗୁଡ଼ିକୁ ବଳିଷ୍ଠ କରିବେ। ତହିଁରେ ତୁମ୍ଭେ ଜଳସିକ୍ତ ଉଦ୍ୟାନତୁଲ୍ଯ କିମ୍ବା ଜଳପୂର୍ଣ୍ଣ ଝରଣା ସଦୃଶ ହବେ।
11 O S enhor os guiará continuamente, lhes dará água quando tiverem sede e restaurará suas forças. Vocês serão como um jardim bem regado, como a fonte que não para de jorrar.
12 ପୁଣି ତୁମ୍ଭ ବଂଶୀଯ ଲୋକେ ପୁରାତନ ଧ୍ବଂସ ସ୍ଥାନଗୁଡ଼ିକୁ ପୁନନିର୍ମାଣ କରିବେ, ତୁମ୍ଭେ ପୂର୍ବକାଳର ଭିତ୍ତିମୂଳ ଉପ ରେ ନିର୍ମାଣ କରିବ। ପୁଣି ଭଗ୍ନ ପ୍ରାଚୀର ନିର୍ମାଣକାରୀ ଓ ନିବାସ ନିମନ୍ତେ ପୁନଃ ପଥ ସଂସ୍ଥାପନକାରୀ ବୋଲି ବିଖ୍ଯାତ ହବେ।
12 Reconstruirão as ruínas desertas de suas cidades e serão conhecidos como reparadores de muros e restauradores de ruas e casas.
13 ତୁମ୍ଭେ ଯଦି ବିଶ୍ରାମବାର ଲଙ୍ଘନରୁ ଆମ୍ଭ ପବିତ୍ର ଦିନ ରେ ନିଜ ଅଭିଳାଷ ଚେଷ୍ଟାରୁ ନିଜ ପାଦ ଫରୋଅ, ପୁଣି ବିଶ୍ରାମବାରକୁ ସୁଖଦାୟକ ଓ ସଦାପ୍ରଭୁଙ୍କ ପବିତ୍ର ଦିନକୁ ଆଦରଣୀଯ ବୋଲି କୁହ, ଆଉ ନିଜ କାର୍ୟ୍ଯ ନ କରି ଅବା ନିଜ ଅଭିଳାଷର ଚେଷ୍ଟା ନ କରି ଅଥବା ନିଜ କଥା ନ କହି ତାହାକୁ ଆଦର କରିବ ;
13 “Guardem o sábado como dia santo; não usem esse dia para cuidar de seus interesses. Desfrutem o sábado e falem dele com prazer, como dia santo do S Honrem o sábado com tudo que fizerem nesse dia; não sigam seus desejos, nem falem coisas inúteis.
14 ତବେେ ତୁମ୍ଭେ ସଦାପ୍ରଭୁଙ୍କଠା ରେ ଆନନ୍ଦ କରିବ ; ପୁଣି ଆମ୍ଭେ ତୁମ୍ଭକୁ ପୃଥିବୀର ଉଚ୍ଚସ୍ଥାନମାନଙ୍କ ରେ ଆରୋହଣ କରାଇବା ଆଉ ତୁମ୍ଭ ପିତା ଯାକୁବର ଅଧିକାର ତୁମ୍ଭକୁ ଭୋଗ କରାଇବା ; କାରଣ ସଦାପ୍ରଭୁଙ୍କ ମୁଖରୁ ଏହା ନିଃସୃତ ହାଇେଅଛି।
14 Então o S enhor será sua alegria; grande honra lhes darei e os sustentarei com a propriedade que prometi a seu antepassado Jacó. Eu, o S
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Isaías 58, comparar traduções ou montar um estudo — tudo direto pelo WhatsApp.