Isaías 63
Oriya Bible (GL_ORIYA) vs NVI
1 ଇଦୋମରୁ, ଲାଲରଙ୍ଗ ବସ୍ତ୍ର ପରିହିତ ବସୋରାରୁ ଏ ଯେ ଆସୁଛନ୍ତି, ସେ କିଏ ? ନିଜ ପରିଧଯେ ବସ୍ତ୍ର ରେ ଗୌରବନ୍ବିତ ଓ ନିଜ ମହାଶକ୍ତି ରେ ୟିଏ ବିଜେ କରୁଛନ୍ତି, ସେ କିଏ ? ସଦାପ୍ରଭୁ କୁହନ୍ତି, ଆମ୍ଭେ ଧର୍ମବାଦୀ ଓ ପରିତ୍ରାଣ କରିବାକୁ ସମର୍ଥ ଅଟୁଁ।
1 Quem é aquele que vem de Edom, que vem de Bozra, com as roupas tingidas de vermelho? Quem é aquele que, num manto de esplendor, avança a passos largos na grandeza da sua força? "Sou eu, que falo com retidão, poderoso para salvar. "
2 ଆପଣଙ୍କର ପରିଧଯେ ବସ୍ତ୍ର ରକ୍ତବର୍ଣ୍ଣ ଓ କୁଣ୍ଡ ରେ ଦ୍ରାକ୍ଷାମର୍ଦ୍ଦନକାରୀର ବସ୍ତ୍ରପରି କାହିଁକି ?
2 Por que tuas roupas estão vermelhas, como as de quem pisa uvas no lagar?
3 ସେ ଉତ୍ତର କରନ୍ତି, ଆମ୍ଭେ ଏକାକୀ ଦ୍ରାକ୍ଷା ମର୍ଦ୍ଦନ କରିଅଛୁ ଓ ଲୋକମାନଙ୍କ ମଧ୍ଯରୁ ଆମ୍ଭ ସଙ୍ଗେ କହେି ନ ଥିଲେ। ଆମ୍ଭେ ନିଜର କୋରଧ ରେ ସମାନଙ୍କେୁ ଦଳନ କଲୁ ଓ ନିଜର କୋପ ରେ ସମାନଙ୍କେୁ ମର୍ଦ୍ଦନ କଲୁ। ଏଣୁ ସମାନଙ୍କେର ପ୍ରାଣ ରକ୍ତର ଛିଟା ରେ ଆମ୍ଭ ବସ୍ତ୍ର ରଞ୍ଜିତ ହେଲା ଓ ଆମ୍ଭେ ସହେି ରକ୍ତ ରଞ୍ଜିତ ବସ୍ତ୍ର ପରିଧାନ କରିଅଛୁ।
3 "Sozinho pisei uvas no lagar; das nações ninguém esteve comigo. Eu os pisoteei na minha ira e os pisei na minha indignação; o sangue deles respingou na minha roupa, e eu manchei toda a minha veste.
4 କାରଣ ପ୍ରତି ଶାଧେର ଦିନ ଆମ୍ଭ ହୃଦଯ ରେ ଥିଲା ଓ ଆମ୍ଭ ମୁକ୍ତ ଲୋକମାନଙ୍କର ବର୍ଷ ଉପସ୍ଥିତ ହାଇେଅଛି।
4 Pois o dia da vingança estava no meu coração, e chegou o ano da minha redenção.
5 ଆମ୍ଭେ ଅନାଇଲୁ, ମାତ୍ର ସାହାୟ୍ଯକାରୀ କହେି ନ ଥିଲେ। ସହାୟକ ନ ଥିବାରୁ ଆମ୍ଭେ ଆଶ୍ଚର୍ୟ୍ଯ ହେଲୁ। ଏଣୁ ଆମ୍ଭ ନିଜ ବାହୁ ଆମ୍ଭ ନିକଟକୁ ପରିତ୍ରାଣ ଆଣିଲା ଓ ଆମ୍ଭର କୋପ ଆମ୍ଭର ସହାୟତା କଲା।
5 Olhei, e não havia ninguém para ajudar-me, mostrei assombro, e não havia ninguém para apoiar-me. Por isso o meu braço me ajudou, e a minha ira deu-me apoio.
6 ପୁଣି ଆମ୍ଭେ ନିଜର କୋର୍ଧ ରେ ଲୋକମାନଙ୍କୁ ଦଳି ପକାଇଲୁ ଓ ଆମ୍ଭ କୋପ ରେ ସମାନଙ୍କେୁ ମତ୍ତ କରାଇଲୁ ; ପୁଣି ଭୂମିରେ ସମାନଙ୍କେର ପ୍ରାଣର ରକ୍ତ ଢ଼ାଳି ଦଲେୁ।
6 Na minha ira pisoteei as nações; na minha indignação eu as embebedei e derramei na terra o sangue delas. "
7 ଆମ୍ଭେ ସଦାପ୍ରଭୁଙ୍କର ସ୍ନହପେୂର୍ଣ୍ଣ କରୁଣାସବୁ କୀର୍ତ୍ତନ କରିବା ଓ ସଦାପ୍ରଭୁ ଆମ୍ଭମାନଙ୍କର ଯେ ସବୁ ଉପକାର କରିଅଛନ୍ତି, ପୁଣି ନିଜର ନାନାବିଧ ଦୟା ଓ ଅପାର ସ୍ନହପେୂର୍ଣ୍ଣ କରୁଣା ଅନୁସାରେ ଇଶ୍ରାୟେଲ ବଂଶର ଯେଉଁ ପ୍ରଚୁର ମଙ୍ଗଳ କରିଅଛନ୍ତି, ତଦନୁସା ରେ ଆମ୍ଭେ ସଦାପ୍ରଭୁଙ୍କର ପ୍ରଶଂସା ଗାନ କରିବ।
7 Falarei da bondade do Senhor, dos seus gloriosos feitos, por tudo o que o Senhor fez por nós, sim, de quanto bem ele fez à nação de Israel, conforme a sua compaixão e a grandeza da sua bondade.
8 ସଦାପ୍ରଭୁ କହିଲେ, ନିଶ୍ଚଯ ସମାନେେ ଆମ୍ଭର ଲୋକ, ଯେଉଁମାନେ ଅସତ୍ଯ ବ୍ଯବହାର କରିବେ ନାହିଁ, ସମାନେେ ଆମ୍ଭର ସନ୍ତାନ। ଏଣୁ ସେ ସମାନଙ୍କେର ତ୍ରାଣକର୍ତ୍ତା ହେଲେ।
8 "Sem dúvida eles são o meu povo", disse ele; "são filhos que não me vão trair"; e assim ele se tornou o Salvador deles.
9 ସେ ସମାନଙ୍କେର ସବୁ ଦୁଃଖ ରେ ଦୁଃଖିତ ହେଲେ। ତାହାଙ୍କର ଉପସ୍ଥିତି ସ୍ବରୂପ ଦୂତ ସମାନଙ୍କେୁ ପରିତ୍ରାଣ କଲେ। ସେ ସମାନଙ୍କେୁ ନିଜ ପ୍ ରମେ ଓ ଦୟାରୁ ମୁକ୍ତ କଲେ ଏବଂ ସମାନେେ ଅତି ପୁରୁଣା ସମୟ ଦଇେ ବହନ କଲେ।
9 Em toda a aflição do seu povo ele também se afligiu, e o anjo da sua presença os salvou. Em seu amor e em sua misericórdia ele os resgatou; foi ele que sempre os levantou e os conduziu nos dias passados.
10 ମାତ୍ର ସମାନେେ ସଦାପ୍ରଭୁଙ୍କ ବିପକ୍ଷ ରେ ବିଦ୍ରୋହ କଲେ ଓ ତାଙ୍କର ପବିତ୍ର ଆତ୍ମାକୁ ଦୁଃଖିତ କଲେ। ତେଣୁ ସେ ସମାନଙ୍କେର ଶତ୍ରୁ ହାଇଗେଲେ ଓ ସମାନଙ୍କେର ବିପକ୍ଷ ରେ ୟୁଦ୍ଧ କଲେ।
10 Apesar disso, eles se revoltaram e entristeceram o seu Espírito Santo. Por isso ele se tornou inimigo deles e lutou pessoalmente contra eles.
11 ସେତବେେଳେ ସେ ପ୍ରାଚୀନ କାଳ ଓ ମାଶାେ ଓ ନିଜର ଲୋକମାନଙ୍କୁ ସ୍ମରଣ କଲେ, ସେ ନିଜର ମଷେପାଳକମାନଙ୍କୁ ସମୁଦ୍ର ପାର କରାଇ ଆଣିଲେ ଓ ସେ ୟିଏକି ସମାନଙ୍କେ ମଧିଅରେ ନିଜର ପବିତ୍ର ଆତ୍ମାକୁ ସ୍ଥାପନ କଲେ, ସେ କାହାଁନ୍ତି ?
11 Então o seu povo recordou o passado, o tempo de Moisés e seu povo: onde está aquele que os fez passar através do mar, com o pastor do seu rebanho? Onde está aquele que entre eles pôs o seu Espírito Santo,
12 ଯେ ନିଜର ଅଦ୍ଭୁତ ଶକ୍ତି ବଳ ରେ ନିଜର ଦକ୍ଷିଣ ହସ୍ତ ସାହାୟ୍ଯ ରେ ମାଶାଙ୍କେୁ ପରିଚାଳିତ କଲେ ଓ ନିଜ ପାଇଁ ଅନନ୍ତକାଳସ୍ଥାଯୀ ନାମ ସ୍ଥାପନ ଉଦ୍ଦେଶ୍ଯ ରେ ସମାନଙ୍କେ ସମ୍ମୁଖ ରେ ଜଳକୁ ଦୁଇଭାଗ କଲେ, ସେ କାହାଁନ୍ତି ?
12 que com o seu glorioso braço esteve à mão direita de Moisés, que dividiu as águas diante deles para alcançar renome eterno,
13 ଯେ ସମୁଦ୍ର ମଧିଅରେ ବାଟ କଢ଼ାଇ ନେଲେ ଓ ଅଶ୍ବତୁଲ୍ଯ ଗମନ କରାଇଲେ ମରୁଭୂମିରେ ୟିଏକି ଝୁଣ୍ଟିଲେ ନାହିଁ ସେ କାହାଁନ୍ତି ?
13 e os conduziu através das profundezas? Como o cavalo em campo aberto, eles não tropeçaram;
14 ଯେପରି ପଶୁପଲ ଉପତ୍ୟକାକୁ ଓହ୍ଲାଇ ୟାଆନ୍ତି ସହେିପରି ସଦାପ୍ରଭୁଙ୍କ ଆତ୍ମା ସମାନଙ୍କେୁ ବିଶ୍ରାମ କରାଇଲେ। ଏହିପରି ତୁମ୍ଭେ ନିଜ ନାମକୁ ଗୌରବାନ୍ବିତ କରିବାକୁ ନିଜ ଲୋକମାନଙ୍କୁ ଚାଳିତ କର।
14 como o gado que desce à planície, foi-lhes dado descanso pelo Espírito do Senhor. Foi assim que guiaste o teu povo para fazer para ti um nome glorioso.
15 ବର୍ତ୍ତମାନ ସ୍ବର୍ଗ ଉପରୁ ଦେଖ, ତୁମ୍ଭ ପବିତ୍ରତା ଓ ତୁମ୍ଭ ପରାକ୍ରମର ବସତି ସ୍ଥାନରୁ ଦେଖ, ତୁମ୍ଭର ଶାଶ୍ବତ ପ୍ ରମେ କାହିଁ ? ତୁମ୍ଭର କୋହ ଓ ଦୟା କାହିଁ।
15 Olha dos altos céus, da tua habitação elevada, santa e gloriosa. Onde estão o teu zelo e o teu poder? Retiveste a tua bondade e a tua compaixão; elas já nos faltam!
16 ଯଦିଓ ଅବ୍ରହାମ ଆମ୍ଭକୁ ଜାଣନ୍ତି ନାହିଁ, ଓ ଇଶ୍ରାୟେଲ ଯାଜକ ଆମ୍ଭମାନଙ୍କୁ ସ୍ବୀକାର କରନ୍ତି ନାହିଁ, ସଦାପ୍ରଭୁ ତୁମ୍ଭେ ଆମ୍ଭମାନଙ୍କର ପିତା ଏବଂ ଅନନ୍ତକାଳ ପର୍ୟ୍ଯନ୍ତ ଯେ, ଆମ୍ଭକୁ ରକ୍ଷା କରିଛ।
16 Entretanto, tu és o nosso Pai. Abraão não nos conhece e Israel nos ignora; tu, Senhor, és o nosso Pai, e desde a antigüidade te chamas nosso Redentor.
17 ହେ ସଦାପ୍ରଭୁ, ଆମ୍ଭମାନଙ୍କୁ କାହିଁକି ତୁମ୍ଭ ପଥରୁ ବିଭ୍ରାନ୍ତ କରୁଅଛି ଓ ତୁମ୍ଭକୁ ଭୟ କରିବାକୁ ଆମ୍ଭର ଅନ୍ତଃକରଣକୁ କଠିନ କରୁଅଛ ? ନିଜର ଦାସମାନଙ୍କ ପାଇଁ ଓ ନିଜର ଅଧିକାର ସ୍ବରୂପ ଗୋଷ୍ଠୀଗଣଙ୍କ ପାଇଁ ଫରେିଆସ।
17 Senhor, por que nos fazes andar longe dos teus caminhos e endureces o nosso coração para não termos temor de ti? Volta, por amor dos teus servos, por amor das tribos que são a tua herança!
18 ତୁମ୍ଭର ପବିତ୍ର ଲୋକମାନେ ଅଳ୍ପକାଳ ପାଇଁ ତୁମ୍ଭର ମନ୍ଦିରକୁ ଅଧିକାର କଲେ ; ମାତ୍ର ଆମ୍ଭମାନଙ୍କର ବିପକ୍ଷଦଳ ତୁମ୍ଭର ସହେି ପବିତ୍ର ମନ୍ଦିରକୁ ପଦଦଳିତ କଲେ।
18 Por pouco tempo o teu povo possuiu o teu santo lugar; depois os nossos inimigos pisotearam o teu santuário.
19 ଯେଉଁମାନଙ୍କୁ ତୁମ୍ଭେ କବେେ ଶାସନ କରି ନାହଁ ଓ ଯେଉଁମାନେ ତୁମ୍ଭ ନାମ ରେ କବେେ ଖ୍ଯାତ ହାଇେ ନ ଥିଲେ, ଦୀର୍ଘକାଳ ସହେି ଲୋକମାନଙ୍କ ପରି ଆମ୍ଭେ ହାଇେଅଛୁ।
19 Somos teus desde a antigüidade, mas aqueles tu não governaste; eles não foram chamados pelo teu nome.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Isaías 63, comparar traduções ou montar um estudo — tudo direto pelo WhatsApp.