Isaías 64

Oriya Bible (GL_ORIYA) vs VC

Sair da comparação
VC Versão Católica
1 ତୁମ୍ଭେ ଯଦି ଆକାଶକୁ ବିଦୀର୍ଣ୍ଣ କରି ପୃଥିବୀକୁ ଆସନ୍ତ, ତବେେ ସବୁ କିଛି ପରିବର୍ତ୍ତନ ହୁଅନ୍ତା ଓ ପର୍ବତଗୁଡ଼ିକ ତୁମ୍ଭ ସମ୍ମୁଖ ରେ ପ୍ରବାହିତ ହୁଅନ୍ତେ।
1 Oh! Se rasgásseis os céus, se descêsseis para fazer desabar diante de vós as montanhas,
2 ଦେଶୀଯମାନେ ଯେପରି ତୁମ୍ଭ ସାକ୍ଷାତ ରେ କମ୍ପମାନ ହବେେ ଓ ଏଥି ସକାେଶ ତୁମ୍ଭ ବିପକ୍ଷଗଣଙ୍କୁ ତୁମ୍ଭ ନାମ ଜ୍ଞାତ କରାଇବା ନିମନ୍ତେ ପର୍ବତଗୁଡ଼ିକ ଜ୍ବଳନ୍ତ ଝାଟି ସଦୃଶ ଓ ଉତ୍ତପ୍ତ ଜଳ ଫୁଟିଲା ସଦୃଶ ହବେେ।
2 como o fogo faz fundir a cera, como a chama faz evaporar a água, assim faríeis conhecer a vossos adversários quem sois, e as nações tremeriam diante de vós,
3 ଯେତବେେଳେ ତୁମ୍ଭେ ଆଶ୍ଚର୍ୟ୍ଯ କାର୍ୟ୍ଯମାନ କଲ, ଆମ୍ଭେ ଆଶାକରି ନ ଥିଲୁ। ତାପ ରେ ତୁମ୍ଭେ ଓହ୍ଲାଇ ଆସିଲ ଓ ପର୍ବତ ତୁମ୍ଭ ଆଗ ରେ କମ୍ପନ କରିବାକୁ ଆରମ୍ଭ କରିବ।
3 vendo-vos executar prodígios inesperados dos quais nunca se tinha ouvido falar.
4 କାରଣ ଯେ ନିଜ ଅପେକ୍ଷାକାରୀ ପକ୍ଷ ରେ କାର୍ୟ୍ଯ ସାଧନ କରନ୍ତି, ଲୋକେ ପ୍ରାଚୀନ କାଳରୁ ତୁମ୍ଭ ଛଡ଼ା ଅନ୍ୟ ପରମେଶ୍ବର କଥା ଶୁଣି ନାହାଁନ୍ତି କିମ୍ବା କର୍ଣ୍ଣଗୋଚର ହାଇେ ନାହିଁ କିମ୍ବା ଚକ୍ଷୁ ଦେଖି ନାହିଁ।
4 Nenhum ouvido ouviu, olho algum viu outro deus salvar assim aqueles que contam com ele.
5 ଯେଉଁମାନେ ତୁମ୍ଭକୁ ସ୍ମରଣ କରନ୍ତି, ତୁମ୍ଭେ ସହେିମାନଙ୍କୁ ଆଘାତ କରିଛ। ମାତ୍ର ଅତୀତ କାଳ ରେ ଆମ୍ଭେ ପାପ କଲୁ ଏବଂ ତୁମ୍ଭେ ରାଗିଲ। ଅତୀତ କାଳ ରେ ଆମ୍ଭମାନେେ ଦୋଷ କଲୁ।
5 Vós vindes à frente daqueles que procedem bem, e se recordam de vossas vias. Eis que vos irritastes, e nós éramos culpados; isso perdura há muito tempo: como seríamos salvos?
6 ଆମ୍ଭମାନେେ ସମସ୍ତେ ପାପ ରେ ଅପବିତ୍ର ଓ ଆମ୍ଭମାନଙ୍କର ଧର୍ମକର୍ମ ସବୁ ଅଶୁଚି ବସ୍ତ୍ର ସଦୃଶ ଅଟେ। ଆମ୍ଭମାନେେ ଝଡ଼ିଲା ପତ୍ର ସଦୃଶ ଓ ଆମ୍ଭମାନଙ୍କର ପାପଗୁଡ଼ିକ ବାଯୁ ତୁଳ୍ଯ ଆମ୍ଭମାନଙ୍କୁ ଉଡ଼ାଇ ନିଏ।
6 Todos nós nos tornamos como homens impuros, nossas boas ações são como roupa manchada; como folhas todos nós murchamos, levados por nossos pecados como folhas pelo vento.
7 ତୁମ୍ଭ ନାମ ରେ ପୂଜା କରିବାକୁ ଓ ତୁମ୍ଭକୁ ଅନୁସରଣ କରିବା ନିମନ୍ତେ ନିଜକୁ ଉତ୍ତଜେିତ କରିବାକୁ କହେି ନାହିଁ। କାରଣ ତୁମ୍ଭେ ଆମ୍ଭମାନଙ୍କ ପ୍ରତି ବିମୁଖ ହାଇେଅଛି ଓ ଆମ୍ଭମାନଙ୍କ ପାପଦ୍ବାରା ଆମ୍ଭମାନଙ୍କୁ କ୍ଷଯ କରିଅଛ।
7 Não há ninguém para invocar vosso nome, para recuperar-se e a vós se afeiçoar, porque nos escondeis a vossa Face, e nos deixais ir a nossos pecados.
8 ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପିତା ଅଟ। ଆମ୍ଭମାନେେ ମୃତ୍ତିକା ଓ ତୁମ୍ଭେ ଆମ୍ଭମାନଙ୍କର କୁମ୍ଭକାର। ଆମ୍ଭେ ସମସ୍ତେ ତୁମ୍ଭ ହସ୍ତର କର୍ମ।
8 E, no entanto, Senhor, vós sois nosso pai; nós somos a argila da qual sois o oleiro: todos nós fomos modelados por vossas mãos.
9 ହେ ସଦାପ୍ରଭୁ, ଅତ୍ଯନ୍ତ କ୍ରୋଧିତ ହୁଅ ନାହିଁ କି ଆମ୍ଭମାନଙ୍କର ପାପକୁ ଚିରକାଳ ମନରେଖ ନାହିଁ। ଆମ୍ଭମାନେେ ବିନତି କରୁଛୁ, ଆମ୍ଭପ୍ରତି ଦୃଷ୍ଟି କର, ଆମ୍ଭେ ସମସ୍ତେ ତୁମ୍ଭର ସନ୍ତାନ।
9 Oh! Senhor, não vos irriteis excessivamente! Não guardeis a lembrança da culpa indefinidamente. Olhai, pois! Somos vosso povo:
10 ତୁମ୍ଭର ପବିତ୍ର ନଗରଗୁଡ଼ିକ ପ୍ରାନ୍ତର ପାଲଟିଛି। ସିଯୋନ ପ୍ରାନ୍ତର ହାଇେଅଛି ଓ ୟିରୁଶାଲମ ଧ୍ବଂସ ହାଇେଅଛି।
10 apesar disso, vossas cidades santas tornaram-se um deserto, Sião tornou-se um ermo, Jerusalém, uma solidão.
11 ଆମ୍ଭମାନଙ୍କର ପିତୃପୁରୁଷଗଣ ଯେଉଁ ସ୍ଥାନ ରେ ତୁମ୍ଭର ପ୍ରଶଂସା କରୁଥିଲେ, ଆମ୍ଭମାନଙ୍କର ସହେି ପବିତ୍ର ଓ ରମଣୀଯ ଗୃହ ଅଗ୍ନି ରେ ଦ'ିଭୂତ ହାଇେଅଛି, ଆଉ ମଧ୍ଯ ଆମ୍ଭମାନଙ୍କର ମୂଲ୍ଯବାନ ପଦାର୍ଥଗୁଡ଼ିକ ବିନ୍ଟେ ହାଇେଅଛି।
11 Nosso santo e glorioso templo, onde nossos antepassados celebravam vossos louvores, tornou-se presa das chamas: tudo o que tínhamos de precioso foi saqueado.
12 ହେ ସଦାପ୍ରଭୁ, ଏସବୁ ହେଲାପ ରେ ମଧ୍ଯ ତୁମ୍ଭେ କ'ଣ ନିଜକୁ ଆମ୍ଭଠାରୁ କ୍ଷାନ୍ତ କରି ରଖିବ ? ତୁମ୍ଭେ କ'ଣ ନୀରବ ରହି ଆମ୍ଭମାନଙ୍କୁ କ୍ଲେଶ ଦଇେ ଚାଲିବ ?
12 A esse espetáculo, Senhor, podereis ficar insensível? Guardar silêncio e humilhar-nos mais ainda?

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Isaías 64, comparar traduções ou montar um estudo — tudo direto pelo WhatsApp.