Isaías 66
Oriya Bible (GL_ORIYA) vs ARIB
1 ସଦାପ୍ରଭୁ ଏହିକଥା କୁହନ୍ତି, ସ୍ବର୍ଗ ଆମ୍ଭର ସିଂହାସନ ଓ ପୃଥିବୀ ଆମ୍ଭର ପାଦପୀଠ। ତୁମ୍ଭମାନେେ ଆମ୍ଭପାଇଁ କି ପ୍ରକାର ଗୃହ ନିର୍ମାଣ କରିପାରିବ ଓ କେଉଁ ପ୍ରକାର ସ୍ଥାନ ଆମ୍ଭର ବିଶ୍ରାମସ୍ଥଳ ହବେ ?
1 Assim diz o Senhor: O céu é o meu trono, e a terra o escabelo dos meus pés. Que casa me edificaríeis vós? e que lugar seria o do meu descanso?
2 ପୁଣି ସଦାପ୍ରଭୁ କୁହନ୍ତି ଆମ୍ଭେ ସମସ୍ତ ପଦାର୍ଥ ନିର୍ମାଣ କରିଛୁ। ତେଣୁ ଏ ସମସ୍ତର ଅଧିକାରୀ ଆମ୍ଭେ ଅଟୁ। ମାତ୍ର ଯେଉଁମାନେ ଦୁଃଖୀ ଓ ଚୂର୍ଣ୍ଣମନା ଓ ଯେ ଆମ୍ଭ ବାକ୍ଯ ରେ ଥରହର ହୁଏ, ତାହା ପ୍ରତି ଆମ୍ଭେ ଦୃଷ୍ଟି ଦବୋ।
2 A minha mão fez todas essas coisas, e assim todas elas vieram a existir, diz o Senhor; mas eis para quem olharei: para o humilde e contrito de espírito, que treme da minha palavra.
3 ଯେ ଗୋବଧ କରେ ସେ ନରହତ୍ଯାକାରୀ ପରି ହୁଏ, ଯେ ମଷେଶାବକ ବଳିଦାନ କରେ ଯେ କୁକୁରର ବକେ କାଟିଲା ଲୋକପରି ହୁଏ, ଯେ ନବୈେଦ୍ଯ ଉତ୍ସର୍ଗ କରେ, ସେ ଶୂକର ରକ୍ତ ଉତ୍ସର୍ଗ କରିବା ଲୋକପରି ହୁଏ, ଯେ ସୁବାସିତ ଧୂପ ଜଳାଏ, ସେ ଦବେତାର ଧନ୍ଯବାଦ କରିବା ଲୋକପରି ହୁଏ। ସମାନେେ ନିଜ ନିଜ ପଥ ମନୋନୀତ କରିଅଛନ୍ତି। ସମାନଙ୍କେର ଆତ୍ମା ନିଜର ଘୃଣା ଯୋଗ୍ଯ ବିଷଯ ରେ ସନ୍ତୁଷ୍ଟ ହୁଏ।
3 Quem mata um boi é como o que tira a vida a um homem; quem sacrifica um cordeiro, como o que quebra o pescoço a um cão; quem oferece uma oblação, como o que oferece sangue de porco; quem queima incenso, como o que bendiz a um ídolo. Porquanto eles escolheram os seus próprios caminhos, e tomam prazer nas suas abominações,
4 ମୁଁ ସମାନଙ୍କେ ପ୍ରତି କଠାେର ହବେି ଓ ଆଣିବି ଯାହା ସମାନେେ ଭୟ କରନ୍ତି କାରଣ ସମାନେେ ଉତ୍ତର କଲେ ନାହିଁ, ଯେତବେେଳେ ମୁଁ ସମାନଙ୍କେୁ ଡ଼ାକିଲି ଏବଂ ଶୁଣିଲେ ନାହିଁ ଯେତବେେଳେ ସମାନେେ କୁହା ହେଲେ। ସମାନେେ ସବୁକିଛି କଲେ ଯାହା ମାରେ ଚକ୍ଷୁ ରେ ମନ୍ଦ ବୋଲି ବୁଝା ହେଲା। ସମାନେେ ଜିନିଷ ମନୋନୀତ କଲେ, ଯାହା ମୁଁ ପସନ୍ଦ କଲି ନାହିଁ।
4 também eu escolherei as suas aflições, farei vir sobre eles aquilo que temiam; porque quando clamei, ninguém respondeu; quando falei, eles não escutaram, mas fizeram o que era mau aos meus olhos, e escolheram aquilo em que eu não tinha prazer.
5 ତୁମ୍ଭେ ଯେଉଁଦିନ ସଦାପ୍ରଭୁଙ୍କ ବାକ୍ଯ ରେ କମ୍ପିତ ହେଉଅଛ, ତାଙ୍କର ବାକ୍ଯ ଶୁଣ। ତୁମ୍ଭମାନଙ୍କର ଭାଇମାନେ ଯେ ତୁମ୍ଭମାନଙ୍କୁ ଘୃଣା କରନ୍ତି ଓ ଆମ୍ଭର ନାମ ସକାେଶ ତୁମ୍ଭମାନଙ୍କୁ ଦୂର କରନ୍ତି ; ସମାନେେ କହି ଅଛନ୍ତି, 'ଆମ୍ଭେ ଯେପରି ତୁମ୍ଭମାନଙ୍କର ଆନନ୍ଦ ଦେଖିପାରିବା, ଏଥିପାଇଁ ସଦାପ୍ରଭୁ ମହିମାନ୍ବିତ ହୁଅନ୍ତୁ,' ମାତ୍ର ସମାନେେ ଲଜ୍ଜିତ ହବେେ।
5 Ouvi a palavra do Senhor, os que tremeis da sua palavra: Vossos irmãos, que vos odeiam e que para longe vos lançam por causa do meu nome, disseram: Seja glorificado o Senhor, para que vejamos a vossa alegria; mas eles serão confundidos.
6 ଏହି ଶୁଣ, ନଗରରୁ କଳହର ରବ ଓ ମନ୍ଦିରରୁ ଏକ ସ୍ବର ଆସୁଅଛି। ନିଜର ଶତ୍ରୁମାନଙ୍କୁ ପ୍ରତିଫଳ ଦେଉଥିବା ସଦାପ୍ରଭୁଙ୍କର ହେଉଛି ଏହି ରବ।
6 uma voz de grande tumulto vem da cidade, uma voz do templo, ei-la, a voz do Senhor, que dá a recompensa aos seus inimigos.
7 କୌଣସି ରମଣୀ ଗର୍ଭବଦନୋ ପାଇଲା ପ ରେ ପୁତ୍ର ସନ୍ତାନ ଜନ୍ମ ଦିଏ। ଗର୍ଭବଦନୋ ପୂର୍ବେ ସେ ପ୍ରସବ କଲା।
7 Antes que estivesse de parto, deu à luz; antes que lhe viessem as dores, deu à luz um filho.
8 ଏ ପ୍ରକାର କିଏ ଶୁଣି ଅଛି। ଏ ପ୍ରକାର କିଏ ଦେଖିଅଛି ? ଏକ ଦିନ ରେ କ'ଣ କୌଣସି ଦେଶ ଜନ୍ମ ନବେ ? କୌଣସି ଗୋଷ୍ଠୀକୁ କ'ଣ ଲୋକେ ଏକା ବେଳକେେ ଜନ୍ମ ଦବେେ ? ସିୟୋନ ଗର୍ଭ ବଦନୋ ପାଇଲାମାତ୍ ରେ ସେ ତା'ର ସନ୍ତାନଗଣଙ୍କୁ ପ୍ରସବ କଲା।
8 Quem jamais ouviu tal coisa? quem viu coisas semelhantes? Poder-se-ia fazer nascer uma terra num só dia? nasceria uma nação de uma só vez? Mas logo que Sião esteve de parto, deu à luz seus filhos.
9 ସଦାପ୍ରଭୁ କୁହନ୍ତି, ଆମ୍ଭେ କ'ଣ ପ୍ରସବ କାଳ ଉପସ୍ଥିତ କରାଇ ପ୍ରସବ କରାଇବା ନାହିଁ ?
9 Acaso farei eu abrir a madre, e não farei nascer? diz o Senhor. Acaso eu que faço nascer, fecharei a madre? diz o teu Deus.
10 ୟିରୁଶାଲମକୁ ପ୍ ରମେ କରୁଥିବା ତୁମ୍ଭମାନେେ ସମସ୍ତେ ତା ସହିତ ଆନନ୍ଦ କର ଓ ତା' ପାଇଁ ଉଲ୍ଲସିତ ହୁଅ। ପୁଣି ତା' ପାଇଁ ଶାେକ କରୁଥିବା ତୁମ୍ଭମାନେେ ସମସ୍ତେ ତା'ର ଆନନ୍ଦ ପାଇଁ ଉଲ୍ଲାସ କର।
10 Regozijai-vos com Jerusalém, e alegrai-vos por ela, vós todos os que a amais; enchei-vos por ela de alegria, todos os que por ela pranteastes;
11 ତହିଁରେ ତୁମ୍ଭମାନେେ ତାହାର ଦୟାରୂପ ସ୍ତନ୍ଯପାନ କରି ତୃପ୍ତ ହବେ ; ତୁମ୍ଭମାନେେ ତା'ର ଦୁଗ୍ଧ ଦୋହନ କରି ତାହାର ଐଶ୍ବର୍ୟ୍ଯର ବାହୁଲ୍ଯ ରେ ଆନନ୍ଦିତ ହବେ।
11 para que mameis e vos farteis dos peitos das suas consolações; para que sugueis, e vos deleiteis com a abundância da sua glória.
12 ସଦାପ୍ରଭୁ ଏହା କୁହନ୍ତି, ଏହା ଶାନ୍ତି ରୂପେ ତା'ର ଜଳପୂର୍ଣ୍ଣ ଝରଣା ଆଡ଼କୁ ବହିବ। ଜାତିଗଣର ଧନ ସମ୍ପତ୍ତି ଗୋଟିଏ ପରିପୂର୍ଣ୍ଣ ଝରଣା ସଦୃଶ, ତୁମ୍ଭେ ସବେକ ହବେ ଏବଂ ଗୋଟିଏ ଅଣ୍ଟା ରେ ବହନ ହବେ।
12 Pois assim diz o Senhor: Eis que estenderei sobre ela a paz como um rio, e a glória das nações como um ribeiro que trasborda; então mamareis, ao colo vos trarão, e sobre os joelhos vos afagarão.
13 ମାଆ ଯେପରି ତା'ର ସନ୍ତାନକୁ ସାନ୍ତ୍ବନା ଦିଏ, ଆମ୍ଭେ ସହେିପରି ତୁମ୍ଭମାନଙ୍କୁ ସାନ୍ତ୍ବନା ଦବୋ ଓ ତୁମ୍ଭମାନେେ ୟିରୁଶାଲମ ରେ ସାନ୍ତ୍ବନା ଲାଭ କରିବ।
13 Como alguém a quem consola sua mãe, assim eu vos consolarei; e em Jerusalém vós sereis consolados.
14 ପୁଣି ତୁମ୍ଭମାନେେ ଏହା ଦେଖିବ ଓ ତୁମ୍ଭମାନଙ୍କର ହୃଦଯ ଆନନ୍ଦିତ ହବେ। ଆଉ ତୁମ୍ଭମାନଙ୍କ ଅସ୍ଥି ନୂତନ ତୃଣ ସଦୃଶ ସତଜେ ହବେ। ସଦାପ୍ରଭୁଙ୍କର ହସ୍ତ ତାହାଙ୍କ ଦାସମାନଙ୍କ ଉପ ରେ ପ୍ରକାଶିତ ହବେ। ଆଉ ମଧ୍ଯ ସେ ନିଜ ଶତ୍ରୁମାନଙ୍କ ଉପ ରେ କୁପିତ ହବେେ।
14 Isso vereis e alegrar-se-á o vosso coração, e os vossos ossos reverdecerão como a erva tenra; então a mão do Senhor será notória aos seus servos, e ele se indignará contra os seus inimigos.
15 ଦେଖ, ସଦାପ୍ରଭୁ ଅତ୍ଯନ୍ତ କୋରଧ ରେ ପ୍ରଜ୍ଜ୍ବଳିତ ଅଗ୍ନିଧରି ସମାନଙ୍କେୁ ଭର୍ତ୍ସନା କରିବାକୁ ଆଗମନ କରିବେ। ସେ ଅଗ୍ନି ସଦୃଶ ଓ ତାଙ୍କର ରଥସବୁ ଘୂର୍ଣ୍ଣିବାଯୁ ତୁଲ୍ଯ ହବେ।
15 Pois, eis que o Senhor virá com fogo, e os seus carros serão como o torvelinho, para retribuir a sua ira com furor, e a sua repreensão com chamas de fogo.
16 କାରଣ ସଦାପ୍ରଭୁ ଅଗ୍ନି ଓ ଖଡ୍ଗ ଦ୍ବାରା ମର୍ତ୍ତ୍ଯର ସମସ୍ତ ବିବାଦ ନିଷ୍ପନ୍ନ କରିବେ। ସେତବେେଳେ ସଦାପ୍ରଭୁଙ୍କ ଦ୍ବାରା ନିହତ ଲୋକ ଅନକେ ହବେେ।
16 Porque com fogo e com a sua espada entrará o Senhor em juízo com toda a carne; e os que forem mortos pelo Senhor serão muitos.
17 ସଦାପ୍ରଭୁ ପୁଣି କୁହନ୍ତି, ଯେଉଁମାନେ ଅନ୍ୟକୁ ଅନୁସରଣ କରି ଉଦ୍ୟାନକୁ ୟିବା ପାଇଁ ନିଜକୁ ପବିତ୍ର ଓ ଶୁଚି କରନ୍ତି ଓ ଶୂକର ମାଂସ, ଘୃଣ୍ଯଦ୍ରବ୍ଯ ଓ ମୂଷା ଖାଆନ୍ତି, ସମାନେେ ସମସ୍ତେ ଏକତ୍ର ବିନଷ୍ଟ ହବେେ।
17 Os que se santificam, e se purificam para entrar nos jardins após uma deusa que está no meio, os que comem da carne de porco, e da abominação, e do rato, esses todos serão consumidos, diz o Senhor.
18 କାରଣ ଆମ୍ଭେ ସମାନଙ୍କେର କାର୍ୟ୍ଯ ଓ ଶିକ୍ଷାପ୍ରଣାଳୀ ଜାଣୁଁ, ସର୍ବଦେଶୀଯ ଓ ଭାଷାବାଦି ଲୋକଙ୍କୁ ଆମ୍ଭର ସଂଗ୍ରହ କରିବାର ସମୟ ଆସୁଅଛି ଓ ସମାନେେ ଆସି ଆମ୍ଭର ମହିମା ଦେଖିବେ।
18 Pois eu conheço as suas obras e os seus pensamentos; vem o dia em que ajuntarei todas as nações e línguas; e elas virão, e verão a minha glória.
19 ଆମ୍ଭେ ସମାନଙ୍କେ ମଧିଅରେ ଏକ ସଙ୍କତେ ସ୍ଥାପନ କରିବା ଓ ସମାନଙ୍କେ ମଧ୍ଯରୁ ରକ୍ଷାପ୍ରାପ୍ତ ଲୋକମାନଙ୍କୁ ବିଭିନ୍ନ ଦେଶ ଯଥା - ତର୍ଶୀଶ, ଫୁଲ ଓ ଲୁଦ, ଯେଉଁମାନେ ଧନୁର୍ଦ୍ଧର, ତୁବଲ ଓ ୟବନ ତଥା ଦୂରସ୍ଥ ଦ୍ବୀପଗଣ ଆମ୍ଭର ସୁଖ୍ଯାତି ବିଷଯ ରେ କବେେ ଶୁଣି ନାହାଁନ୍ତି କିମ୍ବା ଆମ୍ଭର ପ୍ରତାପ ଦେଖିନାହାଁନ୍ତି, ସହେିମାନଙ୍କ ନିକଟକୁ ପ୍ ରରଣେ କରିବା ଓ ସମାନେେ ବିଭିନ୍ନ ଦେଶୀଯମାନଙ୍କ ମଧିଅରେ ଆମ୍ଭର ମହିମା ପ୍ରକାଶ କରିବେ।
19 Porei entre elas um sinal, e os que dali escaparem, eu os enviarei às nações, a Társis, Pul, e Lude, povos que atiram com o arco, a Tubal e Javã, até as ilhas de mais longe, que não ouviram a minha fama, nem viram a minha glória; e eles anunciarão entre as nações a minha glória.
20 ସଦାପ୍ରଭୁ କୁହନ୍ତି, ଇଶ୍ରାୟେଲର ଲୋକମାନେ ଯେପରି ପବିତ୍ର ପାତ୍ର ରେ ସଦାପ୍ରଭୁଙ୍କ ମନ୍ଦିରକୁ ଉପହାର ଆଣନ୍ତି, ସହେିପରି ସମାନେେ ତୁମ୍ଭମାନଙ୍କର ଭ୍ରାତାମାନଙ୍କୁ ଅଶ୍ବ ଉପ ରେ ରଥ ଆଣିବେ ଏବଂ ଦ୍ରୁତଗତି ପଶୁଗୁଡ଼ିକ ବିଭିନ୍ନ ଦେଶରୁ ୟିରୁଶାଲମକୁ ସଦାପ୍ରଭୁଙ୍କ ପ୍ରତି ଉପହାର ସ୍ବରୂପ ଆସିବ।
20 E trarão todos os vossos irmãos, dentre todas as nações, como oblação ao Senhor; sobre cavalos, e em carros, e em liteiras, e sobre mulas, e sobre dromedários, os trarão ao meu santo monte, a Jerusalém, diz o Senhor, como os filhos de Israel trazem as suas ofertas em vasos limpos à casa do Senhor.
21 ଆଉ ମଧ୍ଯ ସଦାପ୍ରଭୁ କୁହନ୍ତି, ଆମ୍ଭେ ସମାନଙ୍କେ ମଧ୍ଯରୁ ଯାଜକ ଓ ଲବେୀୟ ହବୋପାଇଁ ଲୋକ ଗ୍ରହଣ କରିବୁ।
21 E também deles tomarei alguns para sacerdotes e para levitas, diz o Senhor.
22 କାରଣ ଆମ୍ଭେ ଯେଉଁ ନୂତନ ସ୍ବର୍ଗମଣ୍ଡଳ ଓ ନୂତନ ପୃଥିବୀ ନିର୍ମାଣ କରିବା, ତାହା ଯେପରି ଆମ୍ଭ ସମ୍ମୁଖ ରେ ସ୍ଥାଯୀ ହବେ, ସହେିପରି ତୁମ୍ଭମାନଙ୍କର ବଂଶ ଓ ତୁମ୍ଭମାନଙ୍କର ନାମ ସ୍ଥାଯୀ ହବେ, ଏହା ସଦାପ୍ରଭୁ କୁହନ୍ତି।
22 Pois, como os novos céus e a nova terra, que hei de fazer, durarão diante de mim, diz o Senhor, assim durará a vossa posteridade e o vosso nome.
23 ସଦାପ୍ରଭୁ ପୁଣି କହନ୍ତି ଯେ, ପୃଥିବୀର ସମସ୍ତ ଲୋକ ମାେ ପାଖକୁ ପୂଜା କରିବା ପାଇଁ ଗୋଟିଏ ନୂତନ ଚନ୍ଦ୍ରରୁ ଅନ୍ୟ ଗୋଟିଏ ନୂତନ ଚନ୍ଦ୍ରକ ଏବଂ ଗୋଟିଏ ବିଶ୍ରାମବାରଠାରୁ ଅନ୍ୟ ବିଶ୍ରାମଦିନ ଆସିବ।
23 E acontecerá que desde uma lua nova até a outra, e desde um sábado até o outro, virá toda a carne a adorar perante mim, diz o Senhor.
24 ପୁଣି ସମାନେେ ବାହା ରେ ୟାଇ ଆମ୍ଭ ବିରୁଦ୍ଧାଚରଣ କରୁଥିବା ପାପୀ ଲୋକମାନଙ୍କର ଶବ ଦେଖିବେ। କାରଣ ସମାନଙ୍କେର କୀଟ ମରିବ ନାହିଁ କିମ୍ବା ସମାନଙ୍କେର ଅଗ୍ନି ନିର୍ବାପିତ ହବେ ନାହିଁ। ଆଉ ମଧ୍ଯ ସମାନେେ ସମସ୍ତେ ମର୍ତ୍ତ୍ଯର ଘୃଣାର ପାତ୍ର ହବେେ।
24 E sairão, e verão os cadáveres dos homens que transgrediram contra mim; porque o seu verme nunca morrerá, nem o seu fogo se apagará; e eles serão um horror para toda a carne.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Isaías 66, comparar traduções ou montar um estudo — tudo direto pelo WhatsApp.