Isaías 7

Oriya Bible (GL_ORIYA) vs VC

Sair da comparação
VC Versão Católica
1 ସଯାଥମଙ୍କ ପୁତ୍ର ଆହସ, ଉଷିୟଙ୍କ ପୁତ୍ରସଯାଥମ, ଅରାମର ରାଜା ଉତ୍ସୀନ ଓ ପଲକହ ଇଶ୍ରାଲୟଲର ରାଜା ରମଲୀଯଙ୍କର ପୁତ୍ର ଥିଲଲ। ଯିହୁଦାସର ଆହସ ରାଜତ୍ବ କରୁଥିବା ସମୟଲର ଉତ୍ସୀନ ଓ ପଲକହ ତାଙ୍କ ସହିତ ସଂଗ୍ରାମ କରିବାକୁ ୟିରୁଶାଲମକୁ ୟାଇଥିଲଲ। ମାତ୍ରସସମାଲନସସହି ନଗରୀକୁ ପରାସ୍ତ କରିପାରିଲଲ ନାହିଁ।
1 No tempo de Acaz, filho de Joatão, filho de Ozias, rei de Judá, Rasin, rei de Arão, foi com Pecá, filho de Romelia, rei de Israel, contra Jerusalém para lhe dar combate; mas não pôde apoderar-se dela.
2 ଅନନ୍ତର ଦାଉଦ ବଂଶକୁ ଏକ ବାର୍ତ୍ତା ପଠାଗଲା।ସସହି ବାର୍ତ୍ତାଟିସହଲା, ଅରାମ ଓ ଇଶ୍ରାଲୟଲ ସୈନ୍ଯମାଲନ ଏକତ୍ରୀତସହାଇଛନ୍ତି ଏବଂସସମାଲନ ଏକତ୍ର ଶିବିର ସ୍ଥାପନ କରିଛନ୍ତି।
2 Quando se soube, na casa de Davi, que {o exército da} Síria estava acampado em Efraim, o coração do rei e o de seu povo ficaram perturbados como as árvores das florestas agitadas pelos ventos.
3 ତା'ପସର ସଦାପ୍ରଭୁ ଯିଶାଇୟଙ୍କୁ କହିଲଲ, ତୁମ୍ଲଭ ଓ ତୁମ୍ଭର ପୁତ୍ର ଶାର-ୟାଶୂବ ୟିବ ଓ ଆହସଙ୍କ ସହିତ ଆଲୋଚନା କରିବ। ରଜକ କ୍ଷଲତ୍ରର ରାଜପଥସ୍ଥ ଉପର ପୁଷ୍କରିଣୀସର ନାଳ ମୁଣ୍ଡସର ଆହସଙ୍କୁ ଭଲଟିବ।
3 Então disse o Senhor a Isaías: Vai ter com Acaz, com Sear-Jasub, teu filho, na extremidade do aqueduto do reservatório superior, no caminho do campo do pisoeiro.
4 ଆହସଙ୍କୁ କୁହ, ସାବଧାନ ଓ ସୁସ୍ଥିର ହୁଅ। ଭୟଭୀତ ହୁଅ ନାହିଁ।ସସହି ଦୁଇବ୍ଯକ୍ତି ଉତ୍ସୀନ ଓ ରମଲିଯର ପୁତ୍ରକୁ ଭୟ କରନାହିଁ।ସସ ଦୁଇଜଣ ଦୁଇଟି ନିଆଁଖୁଣ୍ଟା ସଦୃଶ। ଅତୀତସରସସମାଲନ ଜ୍ବଳନ୍ତ ଅଗ୍ନି ସଦୃଶ ଥିଲଲ। ମାତ୍ର ବର୍ତ୍ତମାନସସମାଲନ କଲବଳ ଧୂମ ସଦୃଶ। ଉତ୍ସୀନ, ଅରାମ ଓ ରମଲିଯର ପୁତ୍ରରସକାରଧକୁ ଭୟ କର ନାହିଁ।
4 E dize-lhe: Tem ânimo, não temas, não vacile o teu coração diante desses dois pedaços de tições fumegantes. {Diante do furor de Rasin, da Síria, e do filho de Romelia}.
5 ଅରାମ, ଇଫ୍ରଯିମ ଏବଂ ରମଲୀଯଙ୍କର ପୁତ୍ର ଏକତ୍ରସହାଇ ତୁମ୍ଭ ବିରୁଦ୍ଧସର ଷଡୟନ୍ତ୍ର କରୁଛନ୍ତି।ସସମାଲନ କହିଲଲ,
5 Visto que a Síria decidiu tua perdição, com Efraim e o filho de Romelia, dizendo:
6 ଆମ୍ଲଭମାଲନ ୟାଇ ଯିହୁଦା ବିରୁଦ୍ଧସର ଲଢ଼ିବା। ଆମ୍ଭମାନଙ୍କ ପାଇଁ ଯିହୁଦାକୁ ଭାଗ ଭାଗ କରିବା। ଆମ୍ଲଭମାଲନ ଟାବଲଲର ପୁତ୍ରକୁ ଯିହୁଦାର ନୂଆ ରାଜାରୂଲପ ସ୍ଥାପନ କରିବା।
6 Vamos contra Judá, nós o bateremos, e nos apoderaremos dele, e proclamaremos rei o filho de Tabeel.
7 ସମାରପ୍ରଭୁ ସଦାପ୍ରଭୁ କୁହନ୍ତି, ତାଙ୍କର କୁମନ୍ତ୍ରଣା ସଫଳସହବ ନାହିଁ। କାରଣ ଏହା ଆଦୌ ଘଟିବ ନାହିଁ।
7 Eis o que disse o Senhor Javé: Isso não acontecerá, essas coisas não se realizarão,
8 ସଯଲତଲବଲଳ ଉତ୍ସୀନ ଦମ୍ମଲଶକର ରାଜାସହଲବ ଏହା ଘଟିବ ନାହିଁ। କାରଣ ପଞ୍ଚଷଠି ବର୍ଷ ମଧିଅଲର ଇଫ୍ରଯିମ ଇଶ୍ରାଲୟଲ ଏପରି ଖଣ୍ଡ ବିଖଣ୍ଡିତସହବସଯ ତାହା ଏକସଗାଷ୍ଠୀସହାଇ ରହିବ ନାହିଁ।
8 porque a capital da Síria é Damasco, e a cabeça de Damasco é Rasin. {Dentro de sessenta e cinco anos Efraim desaparecerá do rol dos povos.}
9 ଶମରିଯାସଯଲତଲବଲଳ ଇଫ୍ରଯିମର ରାଜଧାନୀ ଓ ରମଲୀଯର ପୁତ୍ର ଶମରିଯାର ରାଜାସସଲତଲବଲଳସସମାନଙ୍କର କୁମନ୍ତ୍ରଣା ସଫଳସହବ ନାହିଁ। ତୁମ୍ଲଭ ଯଦି ଦୃଢ଼ ଭାବଲର ରହିପାରିବ ନାହିଁ, ତୁମ୍ଲଭ ଅଗ୍ରସରସହାଇପାରିବ ନାହିଁ।
9 E a capital de Efraim é Samaria, e a cabeça de Samaria é o filho de Romelia. Se não o crerdes, não subsistireis.
10 ତା'ପସର ସଦାପ୍ରଭୁ ଆହସଙ୍କୁ କହି ଚାଲିଲଲ।
10 O Senhor disse ainda a Acaz:
11 ସସ କହିଲଲ, ଏ ଗୁଡ଼ିକ ସତ୍ଯସବାଲି ତୁମ୍ଲଭ ନିଜକୁ ପ୍ରମାଣ କରିବାକୁ ଏକ ଚିହ୍ନ ମାଗ।ସସହି ଚିହ୍ନ ଅଧୋଲଲାକରୁସହଉ କିମ୍ବା ଉର୍ଦ୍ଧଲଲାକରୁସହଉ ସଦାପ୍ରଭୁଙ୍କୁସସହି ଚିହ୍ନ ମାଗ।'
11 Pede ao Senhor teu Deus um sinal, seja do fundo da habitação dos mortos, seja lá do alto.
12 ମାତ୍ର ଆହସ କହିଲଲ, ମୁଁ ପ୍ରମାଣ ସ୍ବରୂପ ଚିହ୍ନ ମାଗିବି ନାହିଁ। କାରଣ ମୁଁ ସଦାପ୍ରଭୁଙ୍କୁ ପରୀକ୍ଷା କରିବାକୁ ଚାସହଁ ନାହିଁ।'
12 Acaz respondeu: De maneira alguma! Não quero pôr o Senhor à prova.
13 ତା'ପସର ଯିଶାଇୟ କହିଲଲ, ସହ ଦାଉଦଙ୍କର ବଂଶ! ସାବଧାନସହାଇ ଶୁଣ। ତୁମ୍ଲଭମାଲନ ତୁଚ୍ଛମାନବର ର୍ଧୈୟ୍ଯକୁ ପରୀକ୍ଷା କରିଛସବାଲିସମାର ପ୍ରଭୁ ପରଲମଶ୍ବରଙ୍କ ର୍ଧୈୟ୍ଯକୁ ପରୀକ୍ଷା କରିପାରିବ ନାହିଁ।
13 Isaías respondeu: Ouvi, casa de Davi: Não vos basta fatigar a paciência dos homens? Pretendeis cansar também o meu Deus?
14 ମାତ୍ରସମାର ପ୍ରଭୁ ପରଲମଶ୍ବର ଏକ ଚିହ୍ନସଦଖାଇଲବ।
14 Por isso, o próprio Senhor vos dará um sinal: uma virgem conceberá e dará à luz um filho, e o chamará Deus Conosco.
15 ଇମ୍ମାନୁଯଲଲ ଲହୁଣୀ ଓ ମହୁ ଖାଇବ।ସତଣୁସସ ଭଲକୁ ଗ୍ରହଣ କରିବା ଓ ମନ୍ଦକୁ ତ୍ଯାଗ କରିବା ଜାଣିବ।
15 Ele será nutrido com manteiga e mel até que saiba rejeitar o mal e escolher o bem.
16 ବାଳକଟି ଭଲକୁ ଗ୍ରହଣ କରିବା ଓ ମନ୍ଦକୁ ଅଗ୍ରାହ୍ଯ କରିବା ଜାଣିବା ପୂର୍ବରୁ ତୁମ୍ଲଭମାଲନ ଇଫ୍ରଯିମକୁ ଓ ଅରାମକୁ ତ୍ଯାଗ କରିବା।
16 Porque antes que o menino saiba rejeitar o mal e escolher o bem, a terra, cujos dois reis tu temes, será devastada.
17 ମାତ୍ର ତୁମ୍ଲଭମାଲନ ସଦାପ୍ରଭୁଙ୍କୁ ଭୟ କରିବ। କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପାଇଁ ଏକ ଦୁଃଖ ସମୟ ଆଣିଲବ।ସସହି ଦୁଃସମୟ ତୁମ୍ଭସଲାକମାନଙ୍କ ପାଇଁ ଆସିବ ଓ ତୁମ୍ଭ ପିତୃବଂଶ ପାଇଁ ଆସିବ। ପରଲମଶ୍ବର କ'ଣ କରିଲବ ?ସସ ଅଶୂରର ରାଜାଙ୍କୁ ତୁମ୍ଭ ବିରୁଦ୍ଧସର ଲଢ଼ିବାକୁ ଆଣିଲବ।
17 O Senhor fará vir sobre ti, sobre teu povo e sobre a casa de teu pai, dias tais como não houve desde que Efraim se separou de Judá {o rei dos assírios}.
18 ସସହି ସମୟଲର ସଦାପ୍ରଭୁ ମକ୍ଷିକାକୁ ଆହ୍ବାନସଦଲବ।ସସହି ମକ୍ଷିକା ମିଶରସର ନଦୀ ନିକଟଲର ଅଛି। ବର୍ତ୍ତମାନ ମଧୁମକ୍ଷିକା ଅଶୂରସଦଶସର ଅଛନ୍ତି ଏହି ଶତ୍ରୁଗଣ ତୁମ୍ଭ ରାଜ୍ଯକୁ ଆସିଲବ।
18 Naquele dia, o Senhor assobiará às moscas que estão nas margens dos rios do Egito e às abelhas da terra da Assíria.
19 ସସହି ଶତ୍ରୁଗଣ ଗହ୍ବରମାନଙ୍କର, ପର୍ବତର ଗୁମ୍ଫାମାନଙ୍କସର କଣ୍ଟାବୁଦାମାନଙ୍କସର ଓ ଚରାଭୂମି ମାନଙ୍କସର ବାସ କରିଲବ।
19 Elas virão pousar em massa nos vales escarpados, nas cavernas dos rochedos, sobre todas as moitas e todas as pastagens.
20 ସଦାପ୍ରଭୁ ଯିହୁଦାକୁ ଦଣ୍ଡସଦବାକୁ ଅଶୂରକୁ ବ୍ଯବହାର କରିଲବ। ଅଶୂର ଭଡ଼ାଟିଆ ଏବଂ କ୍ଷୁର ସଦୃଶ ବ୍ଯବହୃତସହବ। ଯିହୁଦାର ମସ୍ତକ ଓ ପଦକୁ କ୍ଷୌର ସଦାପ୍ରଭୁଙ୍କ ଦ୍ବାରାସହବ। ସଦାପ୍ରଭୁ ଯିହୁଦାର ଦାଢ଼ି କ୍ଷୌର କରିଲବ।
20 Naquele tempo, com uma navalha emprestada do outro lado do rio {com o rei da Assíria} o Senhor vos raspará a cabeça e os pêlos das pernas, assim como a barba.
21 ସସହି ସମୟଲରସକହି ଜଲଣ ବ୍ଯକ୍ତିସଗାଟିଏ ଗାଈ ଓ ଦୁଇସଗାଟିସମଷ ପାଳିବଲ।
21 Naquele tempo, cada homem manterá uma vaca e duas ovelhas;
22 ସସହି ଗାଈର ପ୍ରଚୁର ଦୁଗ୍ଧସରସସ ଦଧି ଖାଇବଲ ଓସସସଦଶର ପ୍ରଲତ୍ୟକକସଲାକ ଦଧି ଓ ମଧୁ ଭକ୍ଷଣ କରିଲବ।
22 comer-se-á a manteiga de todo o leite que elas derem, porque é de manteiga e mel que viverão aqueles que subsistirem na terra.
23 ସସହି ଭୂମିଲର କ୍ଷଲତମାନଙ୍କସର ଏକ ହଜାର ଦ୍ରାକ୍ଷାଲତାସହବ। ପ୍ରଲତ୍ୟକକ ଦ୍ରାକ୍ଷାଲତାର ମୂଲ୍ଯ 1,000ସର ୗପ୍ୟ ମୁଦ୍ରାସହବ। ମାତ୍ରସସହି କ୍ଷଲତ ଅନାବନା ଘାସ ଓ କଣ୍ଟକ ପୂର୍ଣ୍ଣସହବ।
23 Naquele tempo, todo terreno que contiver mil vides valendo mil siclos de prata será abandonado às sarças e aos espinhos.
24 ସସହି ଭୂମି ବଣସହାଇଯିବ ଏବଂ ତାହା କଲବଳ ଶିକାରସଯାଗ୍ଯସହବ।
24 Ali só se entrará com setas e arcos, porque toda aquela terra estará coberta de sarças e espinhos.
25 ଦିନ ଥିଲାସଲାକମାଲନସସଠାସର କାର୍ୟ୍ଯରତ ରହୁଥିଲଲ ଓ ପାହାଡ଼ ଉପସର ଖାଦ୍ୟ ଉତ୍ପାଦନ କରୁଥିଲଲ। ମାତ୍ରସସଦିନସଲାକମାଲନ ଆଉସସଠାକୁ ଯିଲବ ନାହିଁ।ସସହି ସ୍ଥାନ ଅନାବନା ଘାସ ଓ କଣ୍ଟକଲର ପୂର୍ଣ୍ଣସହବ। କଲବଳ ମଲଣ୍ଢା ଓସଗାରୁପଲମାନଙ୍କରସସ ଚରାଭୂଇଁସହବ।'
25 Não se voltará mais aos montes que eram cultivados à enxada, por causa das sarças e dos espinhos; será permitido aos bois pastá-los e serão pisados pelos carneiros.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Isaías 7, comparar traduções ou montar um estudo — tudo direto pelo WhatsApp.