Joel 1

Oriya Bible (GL_ORIYA) vs ARIB

Sair da comparação
ARIB Almeida Revisada Imprensa Bíblica
1 ପଥୂଯଲଙ୍କେ ପୁତ୍ର ଯାୟେଲ ସଦାପ୍ରଭୁଙ୍କଠାରୁ ଏହି ବାର୍ତ୍ତା ଲାଭ କଲେ।
1 Palavra do Senhor, que foi dirigida a Joel, filho de Petuel.
2 ହେ ପ୍ରାଚୀନଗଣ, ତୁମ୍ଭମାନେେ ମାରେ ଏହି ବାର୍ତ୍ତା ଶୁଣ। ହେ ସମସ୍ତ ଦେଶବାସୀ, ମାରେ କଥା ପ୍ରତି କର୍ଣ୍ଣପାତ କର। ତୁମ୍ଭ ସମୟରେ କି ତୁମ୍ଭ ପିତୃପୁରୁଷଙ୍କ ସମୟରେ ଏପରି କିଛି ଘଟିଅଛି? ନା, ଏହା ଘଟି ନାହିଁ କି ଘଟି ନଥିଲା।
2 Ouvi isto, vós anciãos, e escutai, todos os moradores da terra: Aconteceu isto em vossos dias, ou nos dias de vossos pais?
3 ଏହି ସମ୍ବାଦ ତୁମ୍ଭେ ତୁମ୍ଭ ପିଲାମାନଙ୍କୁ ଜଣାଅ। ତୁମ୍ଭର ପିଲାମାନେ ସମାନଙ୍କେର ସନ୍ତାନମାନଙ୍କୁ ଜଣାନ୍ତୁ ଓ ତୁମ୍ଭର ନାତିମାନେ ସମାନଙ୍କେର ପରବର୍ତ୍ତୀ ବଂଶଧରଙ୍କୁ ଜଣାନ୍ତୁ।
3 Fazei sobre isto uma narração a vossos filhos, e vossos filhos a transmitam a seus filhos, e os filhos destes à geração seguinte.
4 ଯାହା ଶୂକ କୀଟ ଛାଡିଛନ୍ତି ତାକୁ ପଙ୍ଗପାଳ ଖାଇଛନ୍ତି। ଯାହା ପଙ୍ଗପାଳ ଛାଡିଛନ୍ତି ତାକୁ ପତଙ୍ଗ ଶଷେ କରିଛନ୍ତି ଏବଂ ଯାହା ପତଙ୍ଗ ଛାଡିଛନ୍ତି ତାକୁ ଘୁଘୁର୍ରିଯା ନଷ୍ଟ କରିଛନ୍ତି।
4 O que a locusta cortadora deixou, a voadora o comeu; e o que a voadora deixou, a devoradora o comeu; e o que a devoradora deixou, a destruidora o comeu.
5 ହେ ମଦ୍ଯପଗଣ, ଉଠ ଓ ରୋଦନ କର। ତୁମ୍ଭେ ସମସ୍ତେ ଯେଉଁମାନେ ମଦ୍ଯପାନ କରିଛ, କ୍ରନ୍ଦନ କର। କାରଣ ତୁମ୍ଭର ସହେି ମଧୁର ଦ୍ରାକ୍ଷାରସ ଶଷେ ହାଇେଛି। ତୁମ୍ଭମାନେେ ଆଉ ତା'ର ସ୍ବାଦ ପାଇବ ନାହିଁ।
5 Despertai, bêbedos, e chorai; gemei, todos os que bebeis vinho, por causa do mosto; porque tirado é da vossa boca.
6 ଆମ୍ଭ ଦେଶକୁ ଆକ୍ରମଣ କରିବାକୁ, ଏକ ବିରାଟ ଶକ୍ତିଶାଳୀ ଜାତି ଆସିଲା। ସମାନଙ୍କେର ସଂଖ୍ଯା ଅଗଣିତ ଥିଲା। ସମାନଙ୍କେର ଦାନ୍ତଗୁଡିକ ସିଂହର ଦନ୍ତଠାରୁ ତୀକ୍ଷ୍ଣ ଥିଲା ଏବଂ ସମାନଙ୍କେର କଳଦନ୍ତ ଏକ ବୃହତ୍ ସିଂହର କଳଦନ୍ତ ତୁଲ୍ଯ।
6 Porque sobre a minha terra é vinda uma nação poderosa e inumerável. os seus dentes são dentes de leão, e têm queixadas de uma leoa.
7 ସମାନେେ ଆମ୍ଭର ଦ୍ରାକ୍ଷାଲତାକୁ ନଷ୍ଟ କରିଛନ୍ତି, ଏହାର ସୁନ୍ଦର ଦ୍ରାକ୍ଷାଗୁଡିକ ଶୁଖି ନଷ୍ଟ ହାଇୟୋଇଛି। ସମାନେେ ମାରେ ଡିମିରି ବୃକ୍ଷର ବକ୍କଳ ଛଡାଇ ଫିଙ୍ଗି ଦଇେଛନ୍ତି।
7 Fez da minha vide uma assolação, e tirou a casca à minha figueira; despiu-a toda, e a lançou por terra; os seus sarmentos se embranqueceram.
8 ଗୋଟିଏ କୁଆଁରୀକନ୍ଯା ପରି କାନ୍ଦ ଏବଂ ଦୁଃଖ କର ଯେପରି ତା'ର ବର ମରିଛି। ସେ ତା'ର ବିବାହ ପୋଷାକ ଖାଲିେ ଦେଉ ଏବଂ ଶୋକରେ ଚଟ ବସ୍ତ୍ର ପରିଧାନ କରୁ।
8 Lamenta como a virgem que está cingida de saco, pelo marido da sua mocidade.
9 ସଦାପ୍ରଭୁଙ୍କର ଯାଜକ ଓ ପରିଗ୍ଭଳକଗଣ ରୋଦନ କର। କାରଣ ସଦାପ୍ରଭୁଙ୍କ ମନ୍ଦିରର ଶସ୍ଯ ନବୈେଦ୍ଯ ଓ ପଯେ ନବୈେଦ୍ଯ ଆଉ ରହିବ ନାହିଁ।
9 Está cortada da casa do Senhor a oferta de cereais e a libação; os sacerdotes, ministros do Senhor, estão entristecidos.
10 ଶସ୍ଯ କ୍ଷେତ୍ର ଧ୍ବଂସ ହାଇେଛି, ଏପରିକି ଭୂମି ମଧ୍ଯ କାନ୍ଦୁଛି। କାରଣ ଶସ୍ଯସବୁ ନଷ୍ଟ ହାଇେଛି ଏବଂ ନୂତନ ଦ୍ରାକ୍ଷାଲତା ଶୁଖି ୟାଇଛି। ଅଲିଭ ତଲେ ଶଷେ ହାଇୟୋଇଛି।
10 O campo está assolado, e a terra chora; porque o trigo está destruído, o mosto se secou, o azeite falta.
11 ହେ କୃଷକଗଣ, ଦୁଃଖ କର। ଉଚ୍ଚ ସ୍ବର ରେ କ୍ରନ୍ଦନ କର। ଦ୍ରାକ୍ଷା କୃଷିକାରୀଗଣ, ତୁମ୍ଭମାନେେ ମଧ୍ଯ ରୋଦନ କର। କାରଣ ତୁମ୍ଭର କ୍ଷତେ ରେ ଗହମ ଓ ବାର୍ଲି ଅମଳ ସମ୍ପୂର୍ଣ୍ଣ ଧ୍ବଂସ ହାଇେଛି।
11 Envergonhai-vos, lavradores, uivai, vinhateiros, sobre o trigo e a cevada; porque a colheita do campo pereceu.
12 ଦ୍ରାକ୍ଷାଲତାଗୁଡିକ ଶୁଷ୍କ ହାଇେଛନ୍ତି ଓ ଡିମିରି ବୃକ୍ଷ ମରି ୟାଇଛି। ସମସ୍ତ ଡାଳିମ୍ବ, ତାଳ ଓ ସେଓ ବୃକ୍ଷଗୁଡିକ ଶୁଖି ୟାଇଛି। ଲୋକମାନଙ୍କର ସମସ୍ତ ସୁଖ ମରିୟାଇଛି।
12 A vide se secou, a figueira se murchou; a romeira também, e a palmeira e a macieira, sim, todas as árvores do campo se secaram; e a alegria esmoreceu entre os filhos dos homens.
13 ହେ ଯାଜକଗଣ, ଚଟ ବସ୍ତ୍ର ପରିଧାନ କରି ଉଚ୍ଚ ସ୍ବର ରେ ବିଳାପ କର। ହେ ୟଜ୍ଞବଦେୀର ପରିଗ୍ଭଳକ ଗଣ, ତୁମ୍ଭମାନେେ ଚଟ ବସ୍ତ୍ର ପରିଧାନ କରି ରାତ୍ରିୟାପନ କର। କାରଣ ପରମେଶ୍ବରଙ୍କ ମନ୍ଦିର ରେ ଶସ୍ଯ ନବୈେଦ୍ଯ ଓ ପଯେ ନବୈେଦ୍ଯ ମିଳିବ ନାହିଁ।
13 Cingi-vos de saco e lamentai-vos, sacerdotes; uivai, ministros do altar; entrai e passai a noite vestidos de saco, ministros do meu Deus; porque foi cortada da casa do vosso Deus a oferta de cereais e a libação.
14 ଲୋକମାନଙ୍କୁ କୁହ ଯେ ଉପବାସ ପାଇଁ ଗୋଟିଏ ସ୍ବତନ୍ତ୍ର ସମୟ ହବେ। ସମସ୍ତ ଲୋକଙ୍କୁ ଏକ ସ୍ବତନ୍ତ୍ର ସଭାକୁ ଆହ୍ବାନ କର। ପ୍ରାଚୀନ ଲୋକମାନଙ୍କୁ ଓ ନାଗରିକମାନଙ୍କୁ ଏକତ୍ରୀତ କର। ସମାନଙ୍କେୁ ସଦାପ୍ରଭୁଙ୍କ ମନ୍ଦିରକୁ ଆଣି ସାରିଲା ପ ରେ ପରମେଶ୍ବରଙ୍କୁ ପ୍ରାର୍ଥନା କରିବାକୁ ସମାନଙ୍କେୁ କୁହ।
14 Santificai um jejum, convocai uma assembléia solene, congregai os anciãos, e todos os moradores da terra, na casa do Senhor vosso Deus, e clamai ao Senhor.
15 ଦୁଃଖ କର, କାରଣ ସଦାପ୍ରଭୁଙ୍କ ସମୟ ଅତି ନିକଟ। ସହେି ସମୟରେ ସର୍ବଶକ୍ତିମାନ ପରମେଶ୍ବରଙ୍କ ନିକଟରୁ ଦଣ୍ତ ପ୍ରଳଯ ତୁଲ୍ଯ ଆସିବ।
15 Ai do dia! pois o dia do senhor está perto, e vem como assolação da parte do Todo-Poderoso.
16 ଆମ୍ଭମାନଙ୍କର ଖାଦ୍ୟ ଓ ଆନନ୍ଦ ଉଲ୍ଲାସ ପରମେଶ୍ବରଙ୍କ ମନ୍ଦିରରୁ ଗ୍ଭଲି ୟାଇଛି।
16 Porventura não está cortado o mantimento de diante de nossos olhos? a alegria e o regozijo da casa do nosso Deus?
17 ଆମ୍ଭମାନେେ ଯେଉଁ ମଞ୍ଜି ଭୁମି ରେ ରୋପଣ କରିଥିଲୁ ସଗେୁଡିକ ମାଟି ରେ ଶୁଖି ମରିୟାଇଛି। ଆମ୍ଭମାନଙ୍କର ରୋପିତ ବୃକ୍ଷ ଶୁଷ୍କ ଓ ମୃତ। ଆମ୍ଭର ଶସ୍ଯ ଅମାର ଶୂନ୍ଯ ଓ ଭଗ୍ନ ପ୍ରାଯ।
17 A semente mirrou debaixo dos seus torrões; os celeiros estão desolados, os armazéns arruinados; porque falharam os cereais.
18 ପଶୁଗଣ କ୍ଷୁଧା ରେ ବିଳାପ କରୁଛନ୍ତି। ଗୋରୁପଲ ଏଣତେଣେେ ବିଚରଣ କରୁଛନ୍ତି, ଘାସ ନପାଇ ବ୍ଯାକୁଳ ହେଉଛନ୍ତି। ମଷେପଲ ମଧ୍ଯ ୟନ୍ତ୍ରଣା ଭୋଗ କରୁଛନ୍ତି।
18 Como geme o gado! As manadas de vacas estão confusas, porque não têm pasto; também os rebanhos de ovelhas estão desolados.
19 ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ସାହାୟ୍ଯ ପାଇଁ ପ୍ରାର୍ଥନା କରୁଛି। ଅଗ୍ନି ସବୁଜ ପ୍ରାନ୍ତରକୁ ମରୁଭୂମିରେ ପରିଗତ କରି ଦଇେଛି। ସହେି ଅଗ୍ନି ଶିଖା ପ୍ରାନ୍ତରର ସମସ୍ତ ବୃକ୍ଷକୁ ପୋଡି଼ ଜାଳି ଦଇେଛି।
19 A ti clamo, ó Senhor; porque o fogo consumiu os pastos do deserto, e a chama abrasou todas as árvores do campo.
20 ବନ୍ଯ ପ୍ରାଣୀମାନେ ମଧ୍ଯ ତୁମ୍ଭର ସାହାୟ୍ଯ ଭିକ୍ଷା କରୁଛନ୍ତି। ଝରଣାଗୁଡିକ ଜଳଶୂନ୍ଯ ଓ ଶୁଷ୍କ। ଅଗ୍ନି ଆମ୍ଭର ସବୁଜ ପ୍ରାନ୍ତରକୁ ମରୁଭୂମିରେ ପରିଣତ କରିଛି।
20 Até os animais do campo suspiram por ti; porque as correntes d'água se secaram, e o fogo consumiu os pastos do deserto.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Joel 1, comparar traduções ou montar um estudo — tudo direto pelo WhatsApp.