Joel 2
Oriya Bible (GL_ORIYA) vs NTLH
1 ତୁମ୍ଭମାନେେ ସିୟୋନ ରେ ତୂରୀ ବଜାଅ। ଆମ୍ଭର ପବିତ୍ର ପର୍ବତ ଉପ ରେ ଗୋଟିଏ ବିପଦ ସଂକତେ କରି ପାଟି କର। ସମଗ୍ର ଦେଶବାସୀ ଭୟ ରେ କମ୍ପିତ ହବେ। ସଦାପ୍ରଭୁଙ୍କର ବିଶଷେ ଦିନ ଆସୁଛି। ସହେି ବିଶଷେ ଦିନଟି ଅତି ସନ୍ନିକଟ।
1 Toquem as cornetas no monte Sião , deem um grito de alarme no monte de Deus! Trema de medo, povo de Judá, pois está chegando o Dia do
2 ତାହା ଏକ ଅନ୍ଧାକାର ଓ ତମସାଚ୍ଛାନ୍ନ ଦିନ, ତାହା ନିବିଡ ଅନ୍ଧକାର ଓ ମଘାେଛନ୍ନ ଦିନ ହବେ। ସୂର୍ େଯ୍ଯାଦଯ ରେ ପର୍ବତ ଉପ ରେ ସୈନ୍ଯମାନେ ଘରେି ୟାଇଥିବାର ତୁମ୍ଭେ ଦେଖିବ। ସମାନେେ ମହାନ୍ ଶକ୍ତିଶାଳୀ ସୈନ୍ଯବାହିନୀ ହବେେ। ପୂର୍ବରୁ ଏପରି କବେେ ହାଇନୋହିଁ, ଆଉ ମଧ୍ଯ ଏହା ପୁନର୍ବାର କବେେ ହବେ ନାହିଁ।
2 Será um dia de escuridão e trevas, um dia de nuvens negras. Os gafanhotos avançam como um exército enorme e poderoso, como uma nuvem escura que cobre as montanhas. Nunca houve uma coisa assim no passado e no futuro nunca mais haverá.
3 ଜ୍ବଳନ୍ତ ଅଗ୍ନି ସଦୃଶ ସହେି ସୈନ୍ଯବାହିନୀ ଦେଶକୁ ଧ୍ବଂସ କରି ଦବେେ। ସମାନଙ୍କେ ସମ୍ମୁଖ ରେ ଦେଶ ଏଦନ୍ର ବଗିଗ୍ଭ ସଦୃଶ ହବେ। ପଶ୍ଚାତ୍ଭାଗ ରେ ଦେଶଟି ଏକ ଶୂନ୍ଯ ମରୁଭୂମି ସଦୃଶ ହବେ। ସମାନଙ୍କେଠାରୁ କିଛି ରକ୍ଷା ପାଇବ ନାହିଁ।
3 Eles devoram tudo, como se fossem fogo, como o fogo que queima e destrói. Antes de chegarem, a terra é como um paraíso; mas, depois de passarem, ela parece um deserto. Os gafanhotos acabam com tudo!
4 ସମାନେେ ଅଶ୍ବ ସଦୃଶ ଦଖାୟୋଆନ୍ତି। ୟୁଦ୍ଧ ଅଶ୍ବ ପରି ସମାନେେ ଦୌଡିବେ।
4 Eles parecem cavalos e correm como cavalos de guerra.
5 ସମାନଙ୍କେ ଶଦ୍ଦ ପର୍ବତ ଉପ ରେ ନାଚୁଥିବା ରଥ ପରି, ନଡାକୁ ଅଗ୍ନି ଜାଳିଲା ପରି, ୟୁଦ୍ଧ ପାଇଁ ପ୍ରସ୍ତୁତ ବଳବାନ୍ ଲୋକ ପରି ହବେ।
5 Vêm saltando no alto das montanhas, fazendo barulho como carros de guerra, como galhos secos estalando no fogo. São como um enorme exército posto em ordem de combate.
6 ଲୋକମାନେ ସହେି ସୈନ୍ଯ ସମ୍ମୁଖ ରେ ଭୟ ରେ ଥରିବେ। ସମାନଙ୍କେର ମୁଖମଣ୍ତଳ ଭୟ ରେ ମଳିନ ହାଇଯେିବ।
6 Eles vão avançando, e todo mundo treme, todos ficam pálidos de medo.
7 ସମାନେେ ସୈନ୍ଯ ତୁଲ୍ଯ ଦ୍ରୁତଗତି ରେ ଦୌଡ଼ନ୍ତି। ସମାନେେ କାନ୍ଥ ଉପ ରେ ଚଢନ୍ତି। ପ୍ରେତ୍ୟକକ ସୈନ୍ଯ ସଦୃଶ ସିଧା ସମ୍ମୁଖ ରେ ଅଗ୍ରସର ହୁଅନ୍ତି। ସମାନେେ ନିଜ ପଥରୁ ବିଚ୍ଯୁତ ହୁଅନ୍ତି ନାହିଁ।
7 Eles atacam como soldados valentes; correm, sobem pelos muros e continuam sempre avançando. Marcham em linha reta
8 ସମାନେେ ପରସ୍ପରକୁ ଠଲନ୍େତି ନାହିଁ। ପ୍ରେତ୍ୟକକ ନିଜ ପଥରେ ଅଗ୍ରସର ହୁଅନ୍ତି। ଯଦି ଜଣେ ଅନ୍ୟ ଜଣଙ୍କୁ ଆଘାତ କରେ ଓ ସେ ଖସିପଡେ, ତବେେ ଅନ୍ୟ ଜଣକ ସହେି ପଥରେ ଅଗ୍ରସର ହୁଏ।
8 e não empurram uns aos outros, pois cada um segue o seu caminho. Marcham sempre em frente, e não há armas que possam fazê-los parar.
9 ସମାନେେ ନଗର ଆଡକୁ ଦୌଡ଼ନ୍ତିନ୍ତି। ସମାନେେ ଦ୍ରୁତଗତି ରେ କାନ୍ଥଗୁଡିକ ଆରୋହଣ କରନ୍ତି। ଘରଗୁଡିକରେ ଆରୋହଣ କରନ୍ତି। ଚୋର ପରି ଝରକାବାଟେ ପ୍ରବେଶ କରନ୍ତି।
9 Eles atacam a cidade, sobem pelas paredes das casas e entram pelas janelas como ladrões.
10 ସମାନଙ୍କେ ସମ୍ମୁଖ ରେ ପୃଥିବୀ ଓ ଆକାଶ ଥରିଉେଠ। ସୂର୍ୟ୍ଯ ଚନ୍ଦ୍ର ଅନ୍ଧକାରମଯ ହୁଅନ୍ତି। ତାରକାଗଣ ନିଜର ତଜେ ହରାନ୍ତି।
10 Avançam sem parar, e a terra treme, o céu estremece, o sol e a lua se escurecem, e as estrelas deixam de brilhar.
11 ସଦାପ୍ରଭୁ ଉଚ୍ଚ ସ୍ବର ରେ ତାଙ୍କର ସୈନ୍ଯବାହିନୀକୁ ଆହ୍ବାନ କରନ୍ତି। ତାଙ୍କର ଶିବୀର ଅତି ବିରାଟ। ସହେି ସୈନ୍ଯଗଣ ତାଙ୍କର ଆଦେଶକୁ ପାଳନ କରନ୍ତି। ସମାନେେ ଅତି ଶକ୍ତିଶାଳୀ। ସଦାପ୍ରଭୁଙ୍କର ସହେି ଦିନଟି ଅତି ମହାନ୍ ଓ ଭୟଙ୍କର। କହେି ତାକୁ ଅଟକାଇ ପାରିବେ ନାହିଁ।
11 À frente do seu exército, o O exército é enorme, e os soldados são valentes! Como é terrível o Dia do Quem poderá suportá-lo?
12 ଏହା ସଦାପ୍ରଭୁଙ୍କର ବାର୍ତ୍ତା: ବର୍ତ୍ତମାନ ତୁମ୍ଭମାନେେ ସର୍ବାନ୍ତକରଣ ରେ ଆମ୍ଭ ନିକଟକୁ ଫରେିଆସ। ମନ୍ଦ କର୍ମ କରିଥିଲ ବୋଲି ବିଳାପ କର। ସେଥିପାଇଁ ଉପବାସ କରି ପ୍ରାର୍ଥନା କର।
12 O Senhor Deus diz: “Mas agora voltem para mim com todo o coração, jejuando, chorando e se lamentando.
13 ନିଜର ବସ୍ତ୍ରକୁ ନଫୋପାଡି ହୃଦଯକୁ ଚିର। ତୁମ୍ଭର ପ୍ରିଯ ସଦାପ୍ରଭୁ ପରମେଶ୍ବରଙ୍କ ନିକଟକୁ ଫରେିଆସ। ସେ ଅତି ଦୟାଳୁ ଓ କରୁଣାମଯ। ସେ ହଠାତ୍ ରାଗନ୍ତି ନାହିଁ। ତାଙ୍କର ଅନନ୍ତ ପ୍ ରମେ ଅଛି। ସେ ହୁଏତ ତାଙ୍କର ମନକୁ ବଦଳାଇ ପାରନ୍ତି। ଯେଉଁ କଠାେର ଦଣ୍ତ ଦବୋକୁ ଯୋଜନା କରିଥିଲେ ହୁଏତ ତାହା ଦଇେ ନପାରନ୍ତି।
13 Em sinal de arrependimento, não rasguem as roupas, mas sim o coração.” Voltem para o pois ele é bondoso e misericordioso; é paciente e muito amoroso e está sempre pronto a mudar de ideia e não castigar.
14 କିଏ ଜାଣେ ସଦାପ୍ରଭୁ ତାଙ୍କର ହୃଦଯ ପରିବର୍ତ୍ତନ କରିବେ, ଏବଂ ତୁମ୍ଭମାନଙ୍କ ପାଇଁ ଆଶୀର୍ବାଦ ରଖିଯିବେ। ତା'ପ ରେ ତୁମ୍ଭମାନେେ ତୁମ୍ଭ ପ୍ରିଯ ସଦାପ୍ରଭୁ ପରମେଶ୍ବରଙ୍କୁ ଭକ୍ଷ୍ଯ ନବୈେଦ୍ଯ ଓ ପଯେ ନବୈେଦ୍ଯ ଦଇେ ପାରିବ।
14 Talvez o Senhor , nosso Deus, mude de ideia e abençoe o seu povo, dando-lhe boas colheitas. Então vocês poderão apresentar a Deus ofertas de alimento e de vinho.
15 ସିୟୋନ ରେ ତୂରୀ ବଜାଅ। ମହାସଭା ପାଇଁ ଆହ୍ବାନ କର। ପ୍ରଭୁଙ୍କ ପାଇଁ ଉପବାସ କରିବାକୁ ଆହ୍ବାନ କର।
15 Toquem as trombetas no monte Sião ! Anunciem um dia santo de jejum e convoquem o povo para se reunir no Templo!
16 ସବୁ ଲୋକଙ୍କୁ ଏକତ୍ରୀତ କର। ସ୍ବତନ୍ତ୍ର ସଭାର ଆଯୋଜନ କର। ବୃଦ୍ଧ, ପିଲା, ଶିଶୁ ଓ ଦୁଗ୍ଧପୋଷ୍ଯ ଶିଶୁମାନଙ୍କୁ ଏକତ୍ରୀତ କର। ନବ ବିବାହିତ ବର କନ୍ଯା ନିଜ ଶଯନକକ୍ଷରୁ ବାହାରକୁ ଆସନ୍ତୁ।
16 Reúnam todo o povo e mandem que eles se Que venham todos, velhos e crianças e até as criancinhas de peito! Que os recém-casados saiam de casa e venham ao Templo também!
17 ସଦାପ୍ରଭୁଙ୍କର ସବେକଗଣ, ଯାଜକମାନେ ମଣ୍ତପ ଓ ୟଜ୍ଞବଦେୀ ରେ ନିଶ୍ଚିତ କାନ୍ଦିବେ ଓ ଆକୁଳ ରେ ସଦାପ୍ରଭୁଙ୍କୁ ନିବଦନେ କରିବେ, ହେ ସଦାପ୍ରଭୁ, ଆପଣଙ୍କର ଲୋକମାନଙ୍କୁ ଦୟାକର, ଏବଂ ଆପଣଙ୍କର ଲୋକମାନଙ୍କୁ ଲଜ୍ଜିତ କରାଅ ନାହିଁ। ଅନ୍ୟମାନଙ୍କ ଦ୍ବାରା ନିଜର ଲୋକଙ୍କୁ ପରିହାସ କରିବାକୁ ଦିଅ ନାହିଁ ଏବଂ ଅନ୍ୟ ଦେଶର ଲୋକମାନଙ୍କ ଦ୍ବାରା ଆପଣାର ଲୋକଙ୍କୁ ଶାସନ କରିବାକୁ ଦିଅନାହିଁ ଏବଂ ସମାନଙ୍କେୁ କହିବାକୁ ସୁଯୋଗ ଦିଅ ନାହିଁ ଯେ, 'ତୁମ୍ଭର ସଦାପ୍ରଭୁ କାହାନ୍ତି।'
17 E vocês, sacerdotes, que no pátio do Templo servem a Deus, o chorem e façam esta oração: “Ó Deus, não castigues o teu povo! Não nos humilhes diante dos outros povos para que eles não caçoem de nós e perguntem: ‘Onde está o Deus de vocês?’ ”
18 ତା'ପ ରେ ସଦାପ୍ରଭୁ ନିଜ ଭୂମି ପାଇଁ ଇର୍ଷାପରାଯଣ ହେଲେ। ସେ ତାଙ୍କର ଲୋକମାନଙ୍କ ଉପ ରେ ଦୟା ଦଖାଇେଲେ।
18 Então o Senhor mostrou o seu grande amor para com a sua terra e teve pena do seu povo.
19 ସଦାପ୍ରଭୁ ତାଙ୍କ ନିଜ ଲୋକଙ୍କୁ କହିଲେ, ଆମ୍ଭେ ତୁମ୍ଭମାନଙ୍କୁ ଶସ୍ଯ, ଦ୍ରାକ୍ଷାରସ ଓ ତୈଳ ପ୍ରଚୁର ପରିମାଣ ରେ ଦବୋ ଓ ତୁମ୍ଭମାନେେ ସେଥି ରେ ତୃପ୍ତ ହବେ। ଆଉ ଏଣିକି ତୁମ୍ଭମାନଙ୍କୁ ଅନ୍ୟ ଦେଶର ଲୋକମାନଙ୍କ ଦ୍ବାରା ନିନ୍ଦିତ କରିବା ନାହିଁ।
19 E respondeu: “Agora, vou lhes dar cereais, vinho e azeite; assim vocês comerão e ficarão satisfeitos. Nunca mais deixarei que os outros povos caçoem de vocês.
20 ଆମ୍ଭେ ସହେି ଲୋକମାନଙ୍କୁ ତୁମ୍ଭର ରାଜ୍ଯ ଛାଡି ୟିବାକୁ ଉତ୍ତର ଦିଗକୁ ବିତାଡିତ କରିବା। ସମାନଙ୍କେୁ ଏକ ଶୁଷ୍କ, ଶୂନ୍ଯ ସ୍ଥାନକୁ ତଡିଦବୋ। ସମାନଙ୍କେ ମଧ୍ଯରୁ କେତକେ ପୂର୍ବ ସମୁଦ୍ର ଆଡେ ଯିବେ ଓ ଆଉ କେତକେ ପଶ୍ଚିମ ସମୁଦ୍ର ଆଡେ ଯିବେ। ସମାନେେ ଏପରି ଭୟଙ୍କର କାର୍ୟ୍ଯ କରିଛନ୍ତି, ସମାନେେ ମୃତ ପ୍ରାଯ ହବେେ, ପଚିଯିବେ ଓ ସଠାରୁେ ଦୁର୍ଗନ୍ଧ ନିର୍ଗତ ହବେ।
20 Enxotarei para longe de vocês a praga de gafanhotos que vem do Norte e os jogarei no deserto. Os gafanhotos que vêm na frente serão jogados no mar Morto, e os que vêm atrás cairão no mar Mediterrâneo. Os gafanhotos mortos, aos montões, vão apodrecer e cheirar mal. Eu vou fazer grandes coisas!
21 ହେ ଦେଶ, ଭୟ କରନାହିଁ। ସୁଖୀ ହୁଅ, ଆନନ୍ଦ କର କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପାଇଁ ମହାନ୍ କାର୍ୟ୍ଯ କରିବେ।
21 “Alegrem-se, ó campos, e não tenham medo, pois eu, o
22 ହେ କ୍ଷେତ୍ରସ୍ଥ ପଶୁଗଣ, ଭୟଭୀତ ହୁଅନାହିଁ। ମରୁପ୍ରାଯ ଗ୍ଭରଣ ଭୂମି ତୃଣାଚ୍ଛାଦିତ ହବେ। ବୃକ୍ଷଗୁଡିକ ଫଳ ଧାରଣ କରିବେ। ଡିମ୍ବିରି ବୃକ୍ଷ ଓ ଦ୍ରାକ୍ଷାଲତା ପ୍ରଚୁର ଫଳ ଧାରଣ କରିବ।
22 Animais selvagens, não fiquem com medo, pois o capim vai ficar verde, as árvores darão frutas, e haverá muito figo e muita uva.
23 ତେଣୁ ହେ ସିୟୋନର ସନ୍ତାନଗଣ, ତୁମ୍ଭମାନେେ ସୁଖ କର, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କ ନିକଟରେ ଆନନ୍ଦ ଉଲ୍ଲାସ କର। ସେ ମଙ୍ଗଳମଯ ଏବଂ ତୁମ୍ଭମାନଙ୍କୁ ବୃଷ୍ଟି ଦବେେ। ସେ ତୁମ୍ଭକୁ ଆଦ୍ଯ ବୃଷ୍ଟି ଓ ଶଷେ ବୃଷ୍ଟି ପୂର୍ବପରି ଦବେେ।
23 “Alegrem-se, moradores de Jerusalém, pois eu, o Eu lhes dei chuvas no tempo certo, as do outono e as da primavera, muita chuva, como no passado.
24 ତୁମ୍ଭମାନଙ୍କର ଖଳାସବୁ ଗହମ ରେ ପରିପୂର୍ଣ୍ଣ ହବେ ଏବଂ ତୁମ୍ଭମାନଙ୍କର କୁଣ୍ତଗୁଡିକ ଦ୍ରାକ୍ଷାରସ ଓ ତୈଳ ରେ ଉଚ୍ଛୁଳି ପଡିବ।
24 A colheita de trigo será boa, e haverá muito vinho e muito azeite.
25 ଆମ୍ଭେ ସଦାପ୍ରଭୁ, ତୁମ୍ଭମାନଙ୍କ ମଧ୍ଯକୁ ଆପଣା ଯେଉଁ ମହା ସୈନ୍ଯଦଳ ଅର୍ଥାତ ପଙ୍ଗପାଳ, ଶୂକ ଘୁଘୁର୍ରିଯା ଓ ପରିପକ୍ବ ତୁମ୍ଭମାନଙ୍କ ବିରୁଦ୍ଧ ରେ ପଠାଇଲୁ। ସମାନେେ ତୁମ୍ଭମାନଙ୍କର ଯେଉଁ ସମସ୍ତ ଖାଦ୍ୟ ଖାଇ ଦେଲେ। ଆମ୍ଭେ ତାହା ତୁମ୍ଭମାନଙ୍କୁ ଫରୋଇ ଦବୋ, ଯାହା ବର୍ଷଧରି ଖାଇୟାଇଛନ୍ତି।
25 Devolverei tudo o que vocês perderam quando eu mandei as enormes nuvens de gafanhotos, que, como exércitos, destruíram as colheitas.
26 ତତ୍ପ ରେ ତୁମ୍ଭେ ପ୍ରଚୁର ଖାଇବାକୁ ପାଇବ। ତୁମ୍ଭର ସବୁ ପରିପୂର୍ଣ୍ଣ ହବେ। ତୁମ୍ଭମାନେେ ସଦାପ୍ରଭୁ ତୁମ୍ଭର ପରମେଶ୍ବରଙ୍କର ପ୍ରଶଂସାଗାନ କରିବ। କାରଣ ସେ ତୁମ୍ଭମାନଙ୍କ ପାଇଁ ଆଶ୍ଚର୍ୟ୍ଯ କାର୍ୟ୍ଯମାନ କରିଛନ୍ତି। ସେ ଆପଣାର ଲୋକମାନଙ୍କୁ ଆଉ ଲଜ୍ଜିତ କରିବାକୁ ଦବେେ ନାହିଁ।
26 Vocês terão comida até não querer mais e louvarão o que derramou tantas bênçãos sobre vocês. E o meu povo nunca mais será humilhado.
27 ଏହାଦ୍ବାରା ତୁମ୍ଭମାନେେ ଜାଣିବ ଯେ ଆମ୍ଭେ ଇଶ୍ରାୟେଲ ସହିତ ଅଛୁ। ଆଉ ମଧ୍ଯ ତୁମ୍ଭମାନେେ ଜାଣିବ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର, ତୁମ୍ଭର ଅନ୍ୟ କହେି ପରମେଶ୍ବର ନାହିଁନ୍ତି। ଆମ୍ଭର ଲୋକମାନେ ଆଉ କବେେ ଲଜ୍ଜିତ ହବେେ ନାହିଁ।
27 Vocês ficarão sabendo que eu estou com vocês; saberão que eu, o e que não há nenhum outro Deus. E o meu povo nunca mais será humilhado.”
28 ଏହାପ ରେ ସବୁପ୍ରକାର ଲୋକଙ୍କ ଉପ ରେ ଆମ୍ଭର ଆତ୍ମା ପ୍ରଦାନ କରିବା। ତହିଁରେ ତୁମ୍ଭର ପୁତ୍ର ଓ କନ୍ଯାଗଣ ସଦାପ୍ରଭୁଙ୍କର ଭବିଷ୍ଯତବାର୍ତ୍ତା ଗ୍ରହଣ କରି ଲୋକମାନଙ୍କ ମଧିଅରେ ପ୍ରଗ୍ଭର କରିବେ। ତୁମ୍ଭର ବୃଦ୍ଧ ଲୋକମାନେ ସ୍ବପ୍ନ ଦେଖିବେ ଓ ତୁମ୍ଭର ୟୁବକଗଣ ଦର୍ଶନ ଲାଭ କରିବେ।
28 O Senhor diz ao seu povo: “Depois disso, eu derramarei o meu Espírito sobre todas as pessoas: os filhos e as filhas de vocês anunciarão a minha mensagem; os velhos sonharão, e os moços terão visões.
29 ସହେି ସମୟରେ ଆମ୍ଭେ ମଧ୍ଯ ଆପଣା ଦାସ ଓ ଦାସୀଙ୍କ ଉପ ରେ ଆମ୍ଭର ଆତ୍ମା ଢାଳିବା।
29 Até sobre os escravos e as escravas eu derramarei o meu Espírito naqueles dias.
30 ସହେି ସମୟରେ ଆମ୍ଭେ ଆକାଶ ଓ ପୃଥିବୀ ରେ ଅଲୌକିକ ଦୃଶ୍ଯ ଦଖାଇବୋ। ରକ୍ତ, ଅଗ୍ନି ଓ ଧୂମ ସ୍ତମ୍ଭସବୁ ଦଖାୟିବେ।
30 Farei com que apareçam coisas espantosas no céu e na terra: haverá sangue, e fogo, e nuvens de fumaça.
31 ସଦାପ୍ରଭୁଙ୍କର ସହେି ମହାନ୍ ଓ ଅଦ୍ଭୁତ ଦିନର ଆଗମନ ରେ ସୂର୍ୟ୍ଯ ଅନ୍ଧକାରମଯ ଓ ଚନ୍ଦ୍ର ରକ୍ତବର୍ଣ୍ଣ ହାଇଯେିବେ।
31 O sol ficará escuro, e a lua se tornará cor de sangue, antes que chegue o grande e terrível Dia do
32 ସହେି ସମୟରେ, ଯେ କହେି ସଦାପ୍ରଭୁଙ୍କ ନାମକୁ ଡାକ ପକାଇବି, ସେ ହିଁ ଉଦ୍ଧାର ପାଇବ। କାରଣ ଶରଣାର୍ଥୀ ଲୋକମାନେ ୟିରୁଶାଲମର ଓ ସିୟୋନ୍ପର୍ବତ ଉପ ରେ ରକ୍ଷାପ୍ରାପ୍ତ ଲୋକମାନେ ଏକତ୍ର ହବେେ, ଯାହାକି ସଦାପ୍ରଭୁ କହିଛନ୍ତି ଏବଂ ସମାନେେ ବଞ୍ଚିଥିବା ଲୋକମାନଙ୍କ ସହିତ ଥିବେ, ଯେଉଁମାନଙ୍କୁ ସଦାପ୍ରଭୁ ଆହ୍ବାନ କରୁଛନ୍ତି।
32 Então todo aquele que pedir a ajuda do Senhor será salvo. Pois o Senhor prometeu que todos os que não tiverem sido destruídos estarão no monte Sião, em Jerusalém. Aqueles que o Senhor escolheu serão salvos.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Joel 2, comparar traduções ou montar um estudo — tudo direto pelo WhatsApp.