Jonas 1
Oriya Bible (GL_ORIYA) vs NTLH
1 ଅମିତାଯଙ୍କ ପୁତ୍ର ୟୂନସକୁ ସଦାପ୍ରଭୁ କହିଲେ।
1 Certo dia, o Senhor Deus disse a Jonas, filho de Amitai:
2 ସଦାପ୍ରଭୁ କହିଲେ, ନୀନିବୀ ଗୋଟିଏ ବିରାଟ ନଗରୀ। ସଠାେ ରେ ଲୋକମାନେ ବହୁତ ମନ୍ଦକାର୍ୟ୍ଯ କରୁଛନ୍ତି ବୋଲି ଆମ୍ଭେ ଶୁଣିଲୁ। ଉଠ ଓ ସହେି ନଗରୀକୁ ୟାଅ ଏବଂ ତାହା ବିରୁଦ୍ଧ ରେ ଆମ୍ଭ ବିଚାରଧାରା ଘାଷେଣା କର।
2 — Apronte-se, vá à grande cidade de Nínive e grite contra ela, porque a maldade daquela gente chegou aos meus ouvidos.
3 ୟୂନସ ପରମେଶ୍ବରଙ୍କ କଥା ମାନିବାକୁ ଗ୍ଭହିଁଲା ନାହିଁ। ତେଣୁ ସେ ସଦାପ୍ରଭୁଙ୍କଠାରୁ ଦୂ ରଇେ ୟିବାକୁ ଚେଷ୍ଟା କଲା। ସେ ୟୋଫୋକୁ ଗ୍ଭଲିଗଲା। ସେ ଦେଖିଲା ଗୋଟିଏ ନେ ୗକା ସୁଦୂର ତର୍ଶୀଶ ନଗରୀକୁ ଯାଉଥିଲା। ସେ ଅର୍ଥ ଦଇେ ସହେି ନେ ୗକା ରେ ୟାତ୍ରା କଲା। ସେ ତର୍ଶୀଶ ଯାଉଥିବା ଲୋକମାନଙ୍କ ସହିତ ଭ୍ରମଣ କରିବାକୁ ଇଚ୍ଛା କଲା ଏବଂ ସଦାପ୍ରଭୁଙ୍କଠାରୁ ଦୂ ରଇେ ଗଲା।
3 Jonas se aprontou, mas fugiu do Senhor , indo na direção contrária. Ele desceu a Jope e ali encontrou um navio que estava de saída para a Espanha. Pagou a passagem e embarcou a fim de viajar com os marinheiros para a Espanha, para longe do Senhor .
4 କିନ୍ତୁ ସଦାପ୍ରଭୁ ଗୋଟିଏ ପ୍ରକାଣ୍ତ ଝଡି ସହେି ସମୁଦ୍ରକୁ ପ୍ ରରଣେ କଲେ। ସହେି ବାତ୍ଯା ସମୁଦ୍ରକୁ ଅଶାନ୍ତ କରି ଦଲୋ। ସହେି ଝଡ ଅତି ଶକ୍ତିଶାଳୀ ଥିଲା ଏବଂ ନେ ୗକାଟି ଭାଙ୍ଗି ଖଣ୍ତ ଖଣ୍ତ ହବୋକୁ ବସିଲା।
4 No entanto, Deus mandou um forte vento, e houve uma tempestade no mar. Era tão violenta, que o navio estava em perigo de se partir ao meio.
5 ଲୋକମାନେ ବୁଡି ଯାଉଥିବା ନେ ୗକାକୁ ହାଲୁକା କରିବାକୁ ଇଚ୍ଛା କଲେ। ସମାନେେ ନେ ୗକା ରେ ବୋଝଇେ ହାଇେଥିବା ମାଲକୁ ସମୁଦ୍ରକୁ ଫିଙ୍ଗିବା ଆରମ୍ଭ କଲେ। ନାବିକମାନେ ଭୟଭୀତ ହାଇେ ପଡିଲେ। ସମସ୍ତେ ନିଜ ନିଜ ଇଶ୍ବରଙ୍କୁ ଡାକିବା ଆରମ୍ଭ କଲେ।
5 Os marinheiros ficaram com muito medo e gritavam por socorro, cada um ao seu deus. E, para que o navio ficasse mais leve, jogaram a carga no mar. Porém Jonas tinha descido ao porão e ali havia se deitado e caído num sono profundo.
6 ୟୂନସ ଜାହଜ ରେ ଶାଇେଥିବାର ଦେଖି ଜାହାଜର କାପ୍ତାନ କହିଲେ, ଉଠ ଜାଗ୍ରତ ହୁଅ। ଶୋଇଛ କାହିଁକି? ତୁମ୍ଭର ଈଶ୍ବରଙ୍କୁ ପ୍ରାର୍ଥନା କର। ତୁମ୍ଭର ପ୍ରଭୁ ହୁଏତ ତୁମ୍ଭର ପ୍ରାର୍ଥନା ଶୁଣିବେ ଓ ଆମ୍ଭମାନଙ୍କୁ ରକ୍ଷା କରିବେ।
6 O capitão do navio o encontrou ali e disse: — Como é que você está aí dormindo? Levante-se e peça socorro ao seu deus. Pode ser que ele tenha pena de nós e não deixe a gente morrer.
7 ତା'ପ ରେ ନାବିକମାନେ ପରସ୍ପର କୁହାକୁହି ହେଲେ, ଆମ୍ଭମାନେେ ଗୁଳାବାଣ୍ଟ ଫିଙ୍ଗି ଜାଣିବା, କାହିଁକି ଏ ଦୁଃଖ ଆମ୍ଭମାନଙ୍କ ଉପ ରେ ଘଟୁଛି।
7 Os marinheiros disseram uns aos outros: — Vamos tirar a sorte para descobrir quem é o culpado de estarmos neste perigo. Eles fizeram isso, e o nome de Jonas foi sorteado.
8 ତା'ପ ରେ ଲୋକମାନେ ୟୂନସକୁ କହିଲେ, ଏହା ହେଉଛି ତୁମ୍ଭର ଦୋଷ, ଯାହା ଯୋଗୁଁ ଆମ୍ଭମାନଙ୍କର ଏହି ଭୟଙ୍କର ଦୁଃଖ ଘଟୁଛି। ତେଣୁ ତୁମ୍ଭେ କ'ଣ କରିଛ ଆମ୍ଭମାନଙ୍କୁ କୁହ। ତୁମ୍ଭର କାମ କ'ଣ? ତୁମ୍ଭେ କେଉଁଠାରୁ ଆସିଛ ଓ ତୁମ୍ଭର ଘର କେଉଁଠି? ତୁମ୍ଭର ଲୋକ କିଏ?
8 Então lhe perguntaram: — Agora diga: quem é o culpado de tudo isso? O que você está fazendo aqui? De onde você vem? De que país você é, e qual é o seu povo?
9 ୟୂନସ ସହେି ନାବିକମାନଙ୍କୁ କହିଲେ, ମୁଁ ଜଣେ ହିବ୍ରୁ ଏବଂ ସଦାପ୍ରଭୁଙ୍କୁ ଉପାସନା କରେ ୟିଏକି ସ୍ବର୍ଗର ପରମେଶ୍ବର। ସହେି ହେଉଛନ୍ତି ପରମେଶ୍ବର ୟିଏକି ସମୁଦ୍ର ଓ ଦେଶର ସୃଷ୍ଟିକର୍ତ୍ତା।
9 — Eu sou hebreu — respondeu Jonas — e adoro o Senhor , o Deus do céu, que fez o mar e a terra.
10 ୟୂନସ ସଦାପ୍ରଭୁଙ୍କଠାରୁ ଦୂ ରଇେ ଯାଉଥିଲା ବୋଲି ସହେି ନାବିକମାନଙ୍କୁ କହିଲା। ଯେତବେେଳେ ସମାନେେ ଏକଥା ଜାଣିଲେ, ସମାନେେ ଭୟଭୀତ ହାଇେ ପଡିଲେ। ସମାନେେ ୟୂନସକୁ ପଚାରିଲେ, ତୁମ୍ଭେ କି ଭୟଙ୍କର କାର୍ୟ୍ଯ ପରମେଶ୍ବରଙ୍କ ବିରୁଦ୍ଧ ରେ କଲ?
10 Em seguida, Jonas contou que estava fugindo de Deus, o Senhor . Aí os marinheiros ficaram mais apavorados ainda e disseram: — Veja só o que você fez!
11 ପବନ ଓ ଢେଉ ସମୁଦ୍ର ରେ ଅଧିକ ଶକ୍ତିଶାଳୀ ହାଇେ ବଢିବାକୁ ଲାଗିଲା। ତେଣୁ ଲୋକମାନେ ୟୂନସକୁ କହିଲେ, ଆମ୍ଭମାନେେ ଆମ୍ଭମାନଙ୍କୁ ରକ୍ଷା କରିବାକୁ କ'ଣ କରିବୁ? ତୁମ୍ଭ ପ୍ରତି କ'ଣ କଲେ ସମୁଦ୍ର ଶାନ୍ତ ହବେ?
11 A tempestade piorava cada vez mais, de modo que os marinheiros perguntaram a Jonas: — Que devemos fazer com você para que o mar se acalme?
12 ୟୂନସ ସହେି ନାବିକମାନଙ୍କୁ କହିଲେ, ମୁଁ ଜାଣେ, ମୁଁ ଭୂଲ୍ କରିଛି, ସେଥିପାଇଁ ସମୁଦ୍ର ରେ ଝଡ ଆସିଲା। ତେଣୁ ତୁମ୍ଭମାନେେ ମାେତେ ସମୁଦ୍ରକୁ ଫିଙ୍ଗି ଦିଅ, ତହିଁରେ ସମୁଦ୍ର ଶାନ୍ତ ହାଇଯେିବ।
12 Jonas respondeu: — Vocês me peguem e joguem no mar, que ele ficará calmo. Pois eu sei que foi por minha culpa que esta terrível tempestade caiu sobre vocês.
13 କିନ୍ତୁ ସହେି ନାବିକମାନେ ୟୂନସକୁ ସମୁଦ୍ରକୁ ଫିଙ୍ଗିବାକୁ ଇଚ୍ଛା କରି ନଥିଲେ। ସମାନେେ ଜାହାଜକୁ କୂଳକୁ ନବୋକୁ ବହୁ ଚେଷ୍ଟା କଲେ, କିନ୍ତୁ କୂଳକୁ ନବୋକୁ ସକ୍ଷମ ହେଲେ ନାହିଁ। ପବନ ଓ ତରଙ୍ଗ ଅଧିକ ଶକ୍ତିଶାଳୀ ହାଇେ ସମାନଙ୍କେ ବିରୁଦ୍ଧ ରେ ବହିବାକୁ ଲାଗିଲା।
13 Em vez de fazerem isso, os marinheiros começaram a remar com toda a força, tentando levar o navio para a praia; porém não conseguiam nada porque a tempestade piorava ainda mais.
14 ତେଣୁ ସହେି ନାବିକମାନେ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ, ହେ ପ୍ରଭୁ, ଆମ୍ଭମାନେେ ୟୂନସକୁ ସମୁଦ୍ର ମଧ୍ଯକୁ ପକାଉଛୁ କାରଣ ସେ ବହୁ ମନ୍ଦକାର୍ୟ୍ଯ କରିଛି। ଏଥିପାଇଁ ଆମ୍ଭକୁ ଦୋଷୀ କର ନାହିଁ, ସତେ ଯେପରି ଆମ୍ଭେ ଏକ ନିରୀହ ବ୍ଯକ୍ତିକୁ ବଧ କରୁଅଛୁ। ପୁଣି ନିରୀହ ବ୍ଯକ୍ତିର ରକ୍ତପାତ ଦୋଷ ଆମ୍ଭମାନଙ୍କ ଉପ ରେ ବର୍ତ୍ତାଅ ନାହିଁ। ଆମ୍ଭମାନେେ ଜାଣୁ ତୁମ୍ଭେ ସଦାପ୍ରଭୁ ଅଟ ଏବଂ ତୁମ୍ଭେ ଯାହା ଗ୍ଭହିଁବ ତାହା କରିବ। କିନ୍ତୁ ଆମ୍ଭମାନଙ୍କ ପ୍ରତି ସଦଯ ହୁଅ।
14 Então oraram bem alto, assim: — Ó
15 ତେଣୁ ସହେି ନାବିକମାନେ ୟୂନସକୁ ସମୁଦ୍ର ରେ ଫିଙ୍ଗି ଦେଲେ। ଝଡ ବନ୍ଦ ହେଲା ଓ ସମୁଦ୍ର ଶାନ୍ତ ହେଲା।
15 Em seguida, os marinheiros pegaram Jonas e o jogaram no mar, e logo o mar se acalmou.
16 ଯେତବେେଳେ ଲୋକମାନେ ଏହା ଦେଖିଲେ ସମାନେେ ଭୟଭୀତ ହାଇେ ପଡିଲେ ଏବଂ ସଦାପ୍ରଭୁଙ୍କୁ ଉପାସନା କଲେ। ସମାନେେ ସଦାପ୍ରଭୁଙ୍କୁ ବଳି ଦେଲେ ଏବଂ ସଦାପ୍ରଭୁଙ୍କ ନିକଟରେ ମାନସିକ କରି ଶପଥ କଲେ।
16 Eles ficaram com tanto medo do Senhor , que lhe ofereceram um sacrifício e lhe fizeram promessas.
17 ଯେତବେେଳେ ୟୂନସ ସମୁଦ୍ର ରେ ପଡିଲା, ସେତବେେଳେ ସଦାପ୍ରଭୁ ଏକ ବିରାଟ ମାଛ ୟୂନସକୁ ଗିଲିବାକୁ ପଠାଇଲେ। ୟୂନସ ସହେି ମାଛ ଗର୍ଭ ରେ ତିନିଦିନ ଓ ତିନିରାତି ରହିଲା।
17 O Senhor ordenou que um grande peixe engolisse Jonas. E ele ficou dentro do peixe três dias e três noites.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Jonas 1, comparar traduções ou montar um estudo — tudo direto pelo WhatsApp.