João 13

Oriya Bible (GL_ORIYA) vs NVT

Sair da comparação
NVT Nova Versão Transformadora
1 ସେତବେେଳେ ଯିହୂଦୀମାନଙ୍କର ନିସ୍ତାର ପର୍ବ ସମୟ ପ୍ରାୟ ହାଇଯୋଇଥିଲା। ଯୀଶୁ ଜାଣିଥିଲେ, ତାହାଙ୍କୁ ଜଗତକୁ ଛାଡି ୟିବାର ସମୟ ଉପସ୍ଥିତ ହାଇଗେଲାଣି। ବର୍ତ୍ତମାନ ସେ ତାହାଙ୍କ ପରମପିତାଙ୍କ ନିକଟକୁ ଫରେିଯିବେ। ସେ ସବୁବେଳେ ଏହି ଜଗତ ରେ ଥିବା ତାହାଙ୍କ ନିଜର ହାଇଯୋଇଥିବା ଲୋକମାନଙ୍କୁ ଭଲ ପାଉଥିଲେ। ସେ ସମାନଙ୍କେ ପ୍ରତି ତାହାଙ୍କର ଗଭୀର ଓ ଚୁଡାନ୍ତ ପ୍ ରମେ ଦଖାଇେଥିଲେ।
1 Antes da festa da Páscoa, Jesus sabia que havia chegado sua hora de deixar este mundo e voltar para o Pai. Ele tinha amado seus discípulos durante seu ministério na terra, e os amou até o fim.
2 ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ସନ୍ଧ୍ଯା ଭୋଜନ ରେ ବସିଥିଲେ। ଶିମାନରେ ପୁତ୍ର ଈଷ୍କରିଯୋଥ ୟିହୂଦାଙ୍କୁ ଯୀଶୁଙ୍କ ବିରୁଦ୍ଧ ରେ ଶୟତାନ ପ୍ରବର୍ତ୍ତାଇ ସାରିଥିଲା।
2 Estava na hora do jantar, e o diabo já havia instigado Judas, filho de Simão Iscariotes, a trair Jesus.
3 ପରମପିତା ଯୀଶୁଙ୍କୁ ସବୁ ବିଷୟ ରେ କ୍ଷମତା ଦଇେଥିଲେ। ଯୀଶୁ ଏହା ଜାଣିଥିଲେ। ସେ ପରମେଶ୍ବରଙ୍କଠାରୁ ଆସିଛନ୍ତି, ବୋଲି ମଧ୍ଯ ଜାଣିଥିଲେ। ସେ ତାହାଙ୍କ ପାଖକୁ ଫରେିଯାଉଛନ୍ତି ବୋଲି ମଧ୍ଯ ଜାଣିଥିଲେ।
3 Jesus sabia que o Pai lhe dera autoridade sobre todas as coisas e que viera de Deus e voltaria para Deus.
4 ସମାନେେ ଖାଇବା ସମୟରେ ଯୀଶୁ ଠିଆ ହାଇେ ପିନ୍ଧିଥିବା ଲମ୍ବା ପୋଷାକଟି ଖାଲିେ ଦେଲେ। ସେ ଅଣ୍ଟା ରେ ଗୋଟିଏ ତଉଲିଆ ଗୁଡଇେ ହାଇେ ପଡିଲେ।
4 Assim, levantou-se da mesa, tirou a capa e enrolou uma toalha na cintura.
5 ତା'ପରେ ସେ ପାତ୍ର ରେ ଜଳ ଭର୍ତ୍ତି କଲେ ଓ ଶିଷ୍ଯମାନଙ୍କର ପାଦ ଧୋଇବା ଆରମ୍ଭ କଲେ। ସେ ଅଣ୍ଟା ରେ ବାନ୍ଧିଥିବା ତଉଲିଆ ରେ ସମାନଙ୍କେର ପାଦ ପୋଛିଲେ।
5 Depois, derramou água numa bacia e começou a lavar os pés de seus discípulos, enxugando-os com a toalha que estava em sua cintura.
6 ଯୀଶୁ ଶିମାନେ ପିତରଙ୍କ ପାଖକୁ ଆସିଲେ। କିନ୍ତୁ ପିତର ତାହାଙ୍କୁ କହିଲେ, ପ୍ରଭୁ, ତୁମେ ମାରେ ପାଦ ଧୋଇବା ଉଚିତ ନୁହେଁ।
6 Quando Jesus chegou a Simão Pedro, este lhe disse: “O Senhor vai lavar os meus pés?”.
7 ଯୀଶୁ କହିଲେ, ତୁମେ ଏବେ ଜାଣିପାରୁ ନାହଁ ଯେ, ମୁଁ କ'ଣ କରୁଛି। କିନ୍ତୁ ପରେ ତୁମେ ବୁଝିବ।
7 Jesus respondeu: “Você não entende agora o que estou fazendo, mas algum dia entenderá”.
8 ପିତର କହିଲେ, ନା, ଆପଣ ମାେ ପାଦ କବେେ ଧୋଇବେ ନାହିଁ।
8 “Lavar os meus pés? De jeito nenhum!”, protestou Pedro. Jesus respondeu: “Se eu não os lavar, você não terá comunhão comigo”.
9 ଶିମାନେ ପିତର ଉତ୍ତର ଦେଲେ, ହେ ପ୍ରଭୁ, ତୁମେ ମାରେ ପାଦ ଧୋଇବା ପରେ ମାରେ ହାତ ଓ ମୁଣ୍ଡ ମଧ୍ଯ ଧୋଇ ଦିଅ।
9 Simão Pedro exclamou: “Senhor, então lave também minhas mãos e minha cabeça, e não somente os pés!”.
10 ଯୀଶୁ କହିଲେ, ଜଣେ ଲୋକ ସ୍ନାନ କରିବାପରେ ତା'ର ସମ୍ପୂର୍ଣ୍ଣ ଶରୀରଟା ନିର୍ମଳ ହାଇଯୋଏ। କବଳେ ତା'ର ପାଦ ସେ ଧୋଇବ ଦରକାର। ମୁଁ ଜାଣେ ତୁମ୍ଭମାନେେ ପରିଷ୍କାର ହାଇେଛ, କିନ୍ତୁ ତୁମ୍ଭମାନଙ୍କ ଭିତରୁ ସମସ୍ତେ ପରିଷ୍କାର ନୁହନ୍ତି।
10 Jesus respondeu: “A pessoa que tomou banho completo só precisa lavar os pés para ficar totalmente limpa. E vocês estão limpos, mas nem todos”.
11 ଯୀଶୁ ଜାଣିଥିଲେ ଯେ କିଏ ତାହାଙ୍କ ବିରୁଦ୍ଧ ରେ ଉଠିବ, ତେଣୁ ସେ କହିଲେ, ତୁମ୍ଭମାନଙ୍କ ଭିତରୁ ସମସ୍ତେ ପରିଷ୍କାର ନୁହଁନ୍ତି।
11 Pois Jesus sabia quem o trairia. Foi a isso que se referiu quando disse: “Nem todos vocês estão limpos”.
12 ଯୀଶୁ ଶିଷ୍ଯମାନଙ୍କ ପାଦ ଧୋଇ ସାରିଲେ। ତା'ପରେ ସେ ଲୁଗାପଟା ପିନ୍ଧି ମଜେ ପାଖ ରେ ପୁଣି ବସିଲେ, ଯୀଶୁ ପଚାରିଲେ, ମୁଁ ତୁମ ପାଇଁ କ'ଣ କଲି, ତୁମ୍ଭେ ତାହା ବୁଝିପାରିଲ କି?
12 Depois de lavar os pés deles, Jesus vestiu a capa novamente, retornou a seu lugar e perguntou: “Vocês entendem o que fiz?
13 ତୁମେ ମାେତେ 'ଗୁରୁ' ଓ 'ପ୍ରଭୁ' କହୁଛ। ଅବଶ୍ଯ, ଏହା ଠିକ୍, କାରଣ ମୁଁ ତାହା ଅଟେ।
13 Vocês me chamam ‘Mestre’ e ‘Senhor’, e têm razão, porque eu sou.
14 ମୁଁ ତୁମ୍ଭର ଗୁରୁ ଓ ପ୍ରଭୁ। କିନ୍ତୁ ମୁଁ ତୁମ୍ଭର ପାଦକୁ ଗୋଟିଏ ସବେକ ରୂପେ ଧୋଇଲି। ତେଣୁ ତୁମେ ମଧ୍ଯ ପରସ୍ପରର ପାଦ ଧୋଇବା ଉଚିତ।
14 E uma vez que eu, seu Senhor e Mestre, lavei seus pés, vocês devem lavar os pés uns dos outros.
15 ମୁଁ ଏହା ତୁମ୍ଭ ପାଇଁ ଗୋଟିଏ ଆଦର୍ଶ ସ୍ବରୂପ କଲି। ତେଣୁ ତୁମ୍ଭେ ପରସ୍ପର ମଧିଅରେ ଏହିପରି କରିବ।
15 Eu lhes dei um exemplo a ser seguido. Façam como eu fiz a vocês.
16 ମୁଁ ଏହା ସତ୍ଯ କହୁଛି, ଜଣେ ସବେକ ତାର ପ୍ରଭୁଠାରୁ ବଡ ନୁହେଁ। ଯେଉଁ ଲୋକକୁ କିଛି କାର୍ୟ୍ଯ କରିବା ପାଇଁ ପଠାଯାଇଛି, ସେ ପ୍ ରରଣକେର୍ତ୍ତାଙ୍କଠାରୁ ବଡ ନୁହେଁ।
16 Eu lhes digo a verdade: o escravo não é maior que o seu senhor, nem o mensageiro é mais importante que aquele que o envia.
17 ଯଦି ତୁମ୍ଭେ ଏହା ସବୁ ଜାଣ ତବେେ ତୁମ୍ଭେ ଏହି କାର୍ୟ୍ଯ କରି ଖୁସି ହବେ।
17 Agora que vocês sabem estas coisas, serão felizes se as praticarem.”
18 ମୁଁ ତୁମ୍ଭ ସମସ୍ତଙ୍କ ବିଷୟ ରେ କହୁନାହିଁ। ମୁଁ ଯେଉଁମାନଙ୍କୁ ବାଛିଛି, ସମାନଙ୍କେୁ ଜାଣେ। କିନ୍ତୁ ଶାସ୍ତ୍ର ରେ ଯାହା ଲଖାେଅଛି, ତାହା ନିଶ୍ଚୟ ଘଟିବ: ' ଯେଉଁଲୋକ ମାେ ସହିତ ଖାଏ, ସେ ମାେ ବିରୁଦ୍ଧ ରେ ଠିଆ ହବେ।'
18 “Não digo estas coisas a todos vocês; conheço os que escolhi. Mas isto cumpre as Escrituras que dizem: ‘Aquele que come do meu alimento voltou-se contra mim’.
19 ବର୍ତ୍ତମାନ ଏହା ନ ଘଟିବା ପୂର୍ବରୁ ମୁଁ ତୁମ୍ଭକୁ ଏକଥା କହୁଛି। ତେଣୁ ଯେତବେେଳେ ଏହା ଘଟିବ, ତୁମ୍ଭେ ବିଶ୍ବାସ କରିବ, ମୁଁ ସହେି ଅଟେ।
19 Eu lhes digo isso de antemão, para que, quando acontecer, vocês creiam que eu sou aquele de quem falam as Escrituras.
20 ମୁଁ ତୁମ୍ଭକୁ ସତ୍ଯ କହୁଛି, ମାେତେ ପଠାଇଥିବା ବ୍ଯକ୍ତିକୁ ୟିଏ ଗ୍ରହଣ କରେ ସେ ମାେତେ ଗ୍ରହଣ କରେ। ମାେତେ ଯେଉଁ ଲୋକ ଗ୍ରହଣ କରେ, ସେ ମାରେ ପ୍ ରରଣକେର୍ତ୍ତାଙ୍କୁ ମଧ୍ଯ ଗ୍ରହଣ କରେ।
20 Eu lhes digo a verdade: quem recebe aquele que envio recebe a mim, e quem recebe a mim recebe o Pai, que me enviou”.
21 ଯୀଶୁ ଏକଥା କହିବା ପରେ ସେ ବହୁତ ଦୁଃଖିତ ହେଲେ। ସେ ମୁକ୍ତ ରେ କହିଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି, ତୁମ୍ଭମାନଙ୍କ ମଧ୍ଯରୁ ଜଣେ ମାେ ବିରୁଦ୍ଧ ରେ ୟିବ।
21 Então Jesus sentiu profunda angústia e exclamou: “Eu lhes digo a verdade: um de vocês vai me trair!”.
22 ଯୀଶୁଙ୍କର ଶିଷ୍ଯମାନେ ସମସ୍ତେ ପରସ୍ପରକୁ ଚାହିଁଲେ। ସମାନେେ ବୁଝି ପାରିଲେ ନାହିଁ ଯେ ଯୀଶୁ କାହା ବିଷୟ ରେ କହୁଛିନ୍ତି।
22 Os discípulos olharam uns para os outros, sem saber a quem ele se referia.
23 ଯୀଶୁଙ୍କ ପାଖ ରେ ଆଉ ଜଣେ ଶିଷ୍ଯ ବସିଥିଲା। ଯୀଶୁ ତାହାକୁ ବହୁତ ଭଲ ପାଉଥିଲେ।
23 O discípulo a quem Jesus amava ocupava o lugar ao lado dele à mesa.
24 ଶିମାନେ ପିତର, ସହେି ଶିଷ୍ଯକୁ ଯୀଶୁ କାହା ସମ୍ବନ୍ଧ ରେ କହୁଛନ୍ତି ତାହା ତାହାଙ୍କୁ ପଚାରିବା ପାଇଁ ଠାରିଲେ।
24 Simão Pedro lhe fez um sinal para que perguntasse a quem Jesus se referia.
25 ସେ ଷ୍ଯ ଜଣକ ଯୀଶୁଙ୍କର ବକ୍ଷସ୍ଥଳ ରେ ଆହୁରି ଆଉଜି ପଡି ପଚାରିଲେ, ପ୍ରଭୁ କିଏ ତୁମ୍ଭ ବିରୁଦ୍ଧ ରେ ୟିବ?
25 Então o discípulo se inclinou para Jesus e perguntou: “Senhor, quem é?”.
26 ଯୀଶୁ ଉତ୍ତର ଦେଲେ, ମୁଁ ଏହି ରୋଟୀ ଖଣ୍ଡିକ ପାତ୍ର ରେ ବୁଡଇେ ଯାହାକୁ ଦବେି, ସହେି ଲୋକ ମାେ ବିରୁଦ୍ଧ ରେ ୟିବ। ତେଣୁ ଯୀଶୁ ଖଣ୍ଡେ ରୋଟୀ ନଇେ ପାତ୍ର ରେ ବୁଡାଇଲେ ଓ ଶିମାନଙ୍କେ ପୁତ୍ର ଈଷ୍କରିଯୋଥ ୟିହୂଦାକୁ ଦେଲେ।
26 Jesus respondeu: “É aquele a quem eu der o pedaço de pão que molhei na tigela”. E, depois de molhar o pedaço de pão, deu-o a Judas, filho de Simão Iscariotes.
27 ୟିହୂଦା ରୋଟୀ ନଲୋ ବେଳେ ଶୟତାନ ତା' ଭିତ ରେ ପ୍ରବେଶ କଲା। ଯୀଶୁ ୟିହୂଦାକୁ କହିଲେ, ତୁମ୍ଭେ ଯାହା କରିବା କଥା, ତାହା ଶୀଘ୍ର କର।
27 Quando Judas comeu o pão, Satanás entrou nele. Então Jesus lhe disse: “O que você vai fazer, faça logo”.
28 ଯୀଶୁ ଏକଥା ୟିହୂଦାଙ୍କୁ କାହିଁକି କହିଲେ ତାହା ମଜେ ପାଖ ରେ ବସିଥିବା ଲୋକମାନଙ୍କ ଭିତରୁ କହେି ହେଲେ ବୁଝିପାରିଲେ ନାହିଁ।
28 Nenhum dos outros à mesa entendeu o que Jesus quis dizer.
29 ୟିହୂଦା ଦଳର ସାମୂହିକ ଟଙ୍କା ବାକ୍ସ ନିଜ ପାଖ ରେ ରଖୁଥିଲା। ତେଣୁ କେତକେ ଶିଷ୍ଯ ଭାବିଲେ ଯେ ଯୀଶୁ ତାକୁ ପର୍ବ ପାଇଁ କିଛି କିଣିବାକୁ କହିଲେ। କିଅବା ସମାନେେ ଏକଥା ମଧ୍ଯ ଭାବିଲେ, ଯୀଶୁ ବୋଧେ ୟିହୂଦାକୁ ଦରିଦ୍ରମାନଙ୍କୁ କିଛି ଦାନ ଦବୋ ପାଇଁ କହିଲେ।
29 Como Judas era o tesoureiro, alguns imaginaram que Jesus tinha mandado que ele comprasse o necessário para a festa ou desse algum dinheiro aos pobres.
30 ୟିହୂଦା ଯୀଶୁ ଦଇେଥିବା ରୋଟୀ ଗ୍ରହଣ କଲେ। ତା'ପରେ ୟିହୂଦା ବାହାରି ଚାଲିଗଲେ। ସେତବେେଳେ ରାତ୍ରି ହାଇେଥିଲା।
30 Judas saiu depressa, e era noite.
31 ୟିହୂଦା ଗଲାପରେ ଯୀଶୁ କହିଲେ, ବର୍ତ୍ତମାନ ମନୁଷ୍ଯପୁତ୍ର ଗୌରବ ପାଉଛନ୍ତି। ପରମେଶ୍ବର ମଧ୍ଯ ମନୁଷ୍ଯ ପୁତ୍ରଙ୍କ ଦ୍ବାରା ଗୌରବ ପାଉଛନ୍ତି।
31 Assim que Judas saiu, Jesus disse: “Chegou a hora de o Filho do Homem ser glorificado e, por causa dele, Deus será glorificado.
32 ଯଦି ପରମେଶ୍ବର ତାହାଙ୍କ ମାଧ୍ଯମ ରେ ଗୌରବ ଅର୍ଜ୍ଜନ କରନ୍ତି, ତବେେ ପରମେଶ୍ବର ତାହାଙ୍କଠା ରେ ପୁତ୍ରଙ୍କୁ ଗୌରବ ଦବେେ। ସେ ତାହାଙ୍କୁ ଅତି ଶୀଘ୍ର ଗୌରବନ୍ବିତ କରିବେ।
32 Uma vez que Deus recebe glória por causa do Filho, ele dará ao Filho sua glória, de uma vez por todas.
33 ଯୀଶୁ କହିଲେ, ମାରେ ସନ୍ତାନମାନେ, ମୁଁ ତୁମ୍ଭମାନଙ୍କ ସହିତ ମାତ୍ର ଅଳ୍ପ ସମୟ ପାଇଁ ରହିବି। ତୁମ୍ଭେ ମାେତେ ଖାଜେିବ। ମୁଁ ଯିହୂଦୀମାନଙ୍କୁ ଯାହା କହିଛି, ତାହା ମୁଁ ବର୍ତ୍ତମାନ ତୁମ୍ଭକୁ କହୁଛି। ମୁଁ ଯେଉଁଠିକୁ ଯାଉଛି, ତୁମ୍ଭେ ସଠାେକୁ ଆସିପାରିବ ନାହିଁ।
33 Meus filhos, estarei com vocês apenas mais um pouco. E, como eu disse aos líderes judeus, vocês me procurarão, mas não poderão ir para onde eu vou.
34 ମୁଁ ତୁମ୍ଭକୁ ଗୋଟିଏ ନୂତନ ଆଜ୍ଞା ଦେଉଛି। ତୁମ୍ଭମାନେେ ପରସ୍ପରକୁ ପ୍ ରମେ କର। ମୁଁ ତୁମ୍ଭମାନଙ୍କୁ ଯେପରି ପ୍ ରମେ କରୁଛି, ତୁମ୍ଭମାନେେ ପରସ୍ପରକୁ ସହେିପରି ପ୍ ରମେ କରିବା ଉଚିତ୍ ା
34 Por isso, agora eu lhes dou um novo mandamento: Amem uns aos outros. Assim como eu os amei, vocês devem amar uns aos outros.
35 ତୁମ୍ଭେ ଯଦି ପରସ୍ପରକୁ ପ୍ ରମେ କରିବ, ତବେେ ସମସ୍ତେ ଜାଣିବେ ଯେ ତୁମ୍ଭମାନେେ ମାରେ ଶିଷ୍ଯ।
35 Seu amor uns pelos outros provará ao mundo que são meus discípulos”.
36 ଶିମାନେ ପିତର ଯୀଶୁଙ୍କୁ ପଚାରିଲେ, ପ୍ରଭୁ, ତୁମ୍ଭେ କେଉଁଆଡେ ଯାଉଛ? ଯୀଶୁ ଉତ୍ତର ଦେଲେ ମୁଁ ଯେଉଁ ଆଡେ ଯାଉଛି ତୁମେ ମାରେ ପେଛ ପେଛ ଏବେ ସଠାେକୁ ଯାଇ ପାରିବ ନାହିଁ। କିନ୍ତୁ ପରେ ତୁମେ ମାରେ ଅନୁଗମନ କରିବ।
36 Simão Pedro perguntou: “Para onde o Senhor vai?”. Jesus respondeu: “Para onde vou vocês não podem ir agora, mas me seguirão mais tarde”.
37 ପିତର ପଚାରିଲେ, ପ୍ରଭୁ, ମୁଁ ବର୍ତ୍ତମାନ କାହିଁକି ତୁମ୍ଭର ପେଛ ପେଛ ଯାଇ ପାରିବି ନାହିଁ? ମୁଁ ତୁମ୍ଭ ପାଇଁ ମରିବାକୁ ମଧ୍ଯ ପ୍ରସ୍ତୁତ।
37 “Senhor, por que não posso ir agora?”, perguntou ele. “Estou disposto a morrer pelo senhor.”
38 ଯୀଶୁ ଉତ୍ତର ଦେଲେ, ତୁମ୍ଭେ କ'ଣ ପ୍ରକୃତ ରେ ମାେ ପାଇଁ ଜୀବନ ଦବେ? ମୁଁ ତୁମ୍ଭକୁ ସତ୍ଯ କହୁଛି, କୁକୁଡା ଡାକିବା ପୂର୍ବରୁ ତୁମ୍ଭେ ମାେତେ ଚିହ୍ନିନାହଁ ବୋଲି ତିନିଥର ଅସ୍ବୀକାର କରିବ।
38 “Morrer por mim?”, disse Jesus. “Eu lhe digo a verdade, Pedro: antes que o galo cante, você me negará três vezes.”

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar João 13, comparar traduções ou montar um estudo — tudo direto pelo WhatsApp.