João 14

Oriya Bible (GL_ORIYA) vs VC

Sair da comparação
VC Versão Católica
1 ଯୀଶୁ କହିଲେ, ତୁମ୍ଭମାନଙ୍କେର ହୃଦୟ ଦୁଃଖିତ ନ ହେଉ। ପରମେଶ୍ବରଙ୍କଠା ରେ ବିଶ୍ବାସ ରଖିଥାଅ। ମାଠାେ ରେ ମଧ୍ଯ ବିଶ୍ବାସ ରଖ,
1 Não se perturbe o vosso coração. Credes em Deus, crede também em mim.
2 ମାରେ ପରମପିତାଙ୍କ ଘ ରେ ଅନକଗେୁଡିଏ ବଖରା ଅଛି। ତାହା ନ ହାଇେଥିଲେ ମୁଁ ତୁମ୍ଭକୁ ଏହା କହି ନଥାନ୍ତି। ମୁଁ ତୁମ୍ଭ ପାଇଁ ଗୋଟିଏ ସ୍ଥାନ ପ୍ରସ୍ତୁତ କରିବା ଉଦ୍ଦେଶ୍ଯ ରେ ସଠାେକୁ ଯାଉଛି।
2 Na casa de meu Pai há muitas moradas. Não fora assim, e eu vos teria dito; pois vou preparar-vos um lugar.
3 ମୁଁ ଯାଇ ତୁମ୍ଭ ପାଇଁ ସ୍ଥାନ ପ୍ରସ୍ତୁତ କଲା ପରେ ଫରେି ଆସିବି। ତା'ପରେ ତୁମ୍ଭକୁ ମାେ ସହିତ ନଇୟିବେି। ମୁଁ ଯେଉଁଠା ରେ ରହିବି ତୁମେମାନେ ମଧ୍ଯ ସଠାେରେ ମାେ ସହିତ ରହିପାରିବ।
3 Depois de ir e vos preparar um lugar, voltarei e tomar-vos-ei comigo, para que, onde eu estou, também vós estejais.
4 ମୁଁ ଯେଉଁଠାକୁ ଯାଉଛି, ତୁମ୍ଭମାନେେ ସଠାେକୁ ୟିବାର ପଥ ଜାଣ।
4 E vós conheceis o caminho para ir aonde vou.
5 ଥୋମା କହିଲେ, ପ୍ରଭୁ, ଆପଣ କେଉଁଆଡେ ଯାଉଛନ୍ତି, ଆମ୍ଭେ ଜାଣି ନାହୁଁ। ତେଣୁ ସଠାେକୁ ୟିବାର ପଥ ଆମ୍ଭେ ଜାଣିବୁ କିପରି?
5 Disse-lhe Tomé: Senhor, não sabemos para onde vais. Como podemos conhecer o caminho?
6 ଯୀଶୁ ଉତ୍ତର ଦେଲେ, ମୁଁ ପଥ। ମୁଁ ସତ୍ଯ ଓ ଜୀବନ। ପରମପିତାଙ୍କ ପାଖକୁ ୟିବା ପାଇଁ ମୁଁ ହେଉଛି ଏକମାତ୍ର ପଥ।
6 Jesus lhe respondeu: Eu sou o caminho, a verdade e a vida; ninguém vem ao Pai senão por mim.
7 ତୁମ୍ଭେ ଯଦି ମାେତେ ପ୍ରକୃତ ରେ ଜାଣିଥାନ୍ତ, ତବେେ ପରମପିତାଙ୍କୁ ମଧ୍ଯ ଜାଣିଥାଆନ୍ତ। ବର୍ତ୍ତମାନ ତୁମ୍ଭେ ତାହାଙ୍କୁ ଜାଣିଛ ଓ ତାହାଙ୍କୁ ଦେଖିଛ।
7 Se me conhecêsseis, também certamente conheceríeis meu Pai; desde agora já o conheceis, pois o tendes visto.
8 ଫିଲିପ୍ପ ଯୀଶୁଙ୍କୁ କହିଲେ, ପ୍ରଭୁ, ଆମ୍ଭକୁ ପରମପିତାଙ୍କୁ ଦଖାେନ୍ତୁ। ଆମ୍ଭର ସତେିକି ଦରକାର।
8 Disse-lhe Filipe: Senhor, mostra-nos o Pai e isso nos basta.
9 ଯୀଶୁ ଉତ୍ତର ଦେଲେ, ଫିଲିପ୍ପ, ମୁଁ ତୁମ୍ଭ ସହିତ ଦୀର୍ଘ ସମୟଧରି ରହିଛି। ସେଥିପାଇଁ ତୁମ୍ଭେ ମାେତେ ଜାଣିବା ଉଚିତ। ମାେତେ ୟିଏ ଦେଖିଛି, ସେ ପରମପିତାଙ୍କୁ ମଧ୍ଯ ଦେଖିଛି। ତେଣୁ ତୁମ୍ଭେ ମାେତେ କାହିଁକି କହୁଛ, 'ଆମ୍ଭକୁ ପରମପିତାଙ୍କୁ ଦଖାେଅ?'
9 Respondeu Jesus: Há tanto tempo que estou convosco e não me conheceste, Filipe! Aquele que me viu, viu também o Pai. Como, pois, dizes: Mostra-nos o Pai...
10 ତୁମ୍ଭେ କ'ଣ ପ୍ରକୃତ ରେ ବିଶ୍ବାସ କର ଯେ, ମୁଁ ପରମପିତାଙ୍କଠା ରେ ଓ ପରମପିତା ମାଠାେ ରେ ଅଛନ୍ତି? ମୁଁ ତୁମ୍ଭକୁ ଯାହା ଯାହା କହିଛି ତାହା ମାଠାରୁେ ଆସି ନାହିଁ। ପରମପିତେ ମାେ ଭିତ ରେ ଅଛନ୍ତି ଓ ସେ ତାହାଙ୍କ କାର୍ୟ୍ଯ କରୁଛନ୍ତି।
10 Não credes que estou no Pai, e que o Pai está em mim? As palavras que vos digo não as digo de mim mesmo; mas o Pai, que permanece em mim, é que realiza as suas próprias obras.
11 ମୁଁ ପରମପିତାଙ୍କଠା ରେ ଓ ପରମପିତା ମାେ'ଠା ରେ ଅଛନ୍ତି। ତୁମ୍ଭେ ମାରେ ଏହି କଥା ବିଶ୍ବାସ କର। କିମ୍ବା ମୁଁ ଯେଉଁ ସବୁ ଆଶ୍ଚର୍ୟ୍ଯ କାର୍ୟ୍ଯ କରିଛି ସେଥିପାଇଁ ବିଶ୍ବାସ କର।
11 Crede-me: estou no Pai, e o Pai em mim. Crede-o ao menos por causa destas obras.
12 ମୁଁ ତୁମ୍ଭକୁ ସତ୍ଯ କହୁଛି। ମାଠାେ ରେ ବିଶ୍ବାସ କରୁଥିବା ବ୍ଯକ୍ତି, ମୁଁ ଯାହା କରିଛି, ତାହା କରିବ। ହଁ, ସେ ମୁଁ କରିଥିବା କାମଠାରୁ ମଧ୍ଯ ଅଧିକ ବଡ କାମ କରିବ, କାରଣ ମୁଁ ପରମପିତାଙ୍କ ନିକଟକୁ ଯାଉଛି।
12 Em verdade, em verdade vos digo: aquele que crê em mim fará também as obras que eu faço, e fará ainda maiores do que estas, porque vou para junto do Pai.
13 ତୁମ୍ଭେ ମାେ ନାମ ରେ ଯାହା ମାଗିବ, ମୁଁ ତାହା ତୁମ୍ଭ ପାଇଁ କରିବି। ଏହା ଦ୍ବାରା ପୁତ୍ରଙ୍କ ମାଧ୍ଯମ ରେ ପରମପିତାଙ୍କ ଗୌରବ ପ୍ରକାଶିତ ହବେ।
13 E tudo o que pedirdes ao Pai em meu nome, vo-lo farei, para que o Pai seja glorificado no Filho.
14 ମାେ' ନାମ ରେ ତୁମ୍ଭେ ଯାହା ମାଗିବ, ମୁଁ ତାହା କରିବି।
14 Qualquer coisa que me pedirdes em meu nome, vo-lo farei.
15 ମାେତେ ଯଦି ତୁମ୍ଭେ ପ୍ ରମେ କର, ତବେେ ମାରେ ଆଜ୍ଞା ଅନୁସାରେ ତୁମ୍ଭେ କାମ କରିବ।
15 Se me amais, guardareis os meus mandamentos.
16 ମୁଁ ପରମପିତାଙ୍କୁ କହିବି ଓ ସେ ତୁମ୍ଭକୁ ଆଉ ଜଣେ ସାହାୟ୍ଯକାରୀଙ୍କୁ ଦବେେ। ସେ ସହେି ସାହାୟ୍ଯକାରୀଙ୍କୁ ତୁମ୍ଭ ପାଖ ରେ ସର୍ବଦା ରହିବା ପାଇଁ ଦବେେ।
16 E eu rogarei ao Pai, e ele vos dará outro Paráclito, para que fique eternamente convosco.
17 ସହେି ସାହାୟ୍ଯକାରୀ ଜଣକ ସତ୍ଯମୟ ଆତ୍ମା। ଏ ଜଗତ ତାହାଙ୍କୁ ଗ୍ରହଣ କରି ପାରିବ ନାହିଁ। ଯେ ହତେୁ ଜଗତ ତାହାଙ୍କୁ ଦେଖୁନାହିଁ ବା ଜାଣି ନାହିଁ। କିନ୍ତୁ ତୁମ୍ଭେ ତାହାଙ୍କୁ ଜାଣିଛ। ସେ ତୁମ୍ଭ ସହିତ ରହନ୍ତି ଓ ତୁମ୍ଭ ହୃଦୟ ରେ ବାସ କରିବେ।
17 É o Espírito da Verdade, que o mundo não pode receber, porque não o vê nem o conhece, mas vós o conhecereis, porque permanecerá convosco e estará em vós.
18 ମୁଁ ତୁମ୍ଭକୁ ଅନାଥ ପିଲାମାନଙ୍କ ପରି ଛାଡିୟିବି ନାହିଁ। ମୁଁ ତୁମ୍ଭ ପାଖକୁ ଫରେିଆସିବି।
18 Não vos deixarei órfãos. Voltarei a vós.
19 ଜଗତର ବାସିନ୍ଦାମାନେ ଖୁବ୍ ଅଳ୍ପ ସମୟ ପରେ ମାେତେ ଆଉ ଦେଖି ପାରିବେ ନାହିଁ। କିନ୍ତୁ ତୁମ୍ଭେ ମାେତେ ଦେଖି ପାରିବ। ତୁମ୍ଭମାନେେ ଜୀବିତ ରହିବ, କାରଣ ମୁଁ ଜୀବିତ।
19 Ainda um pouco de tempo e o mundo já não me verá. Vós, porém, me tornareis a ver, porque eu vivo e vós vivereis.
20 ତୁମ୍ଭେ ସଦେିନ ଜାଣିବ ଯେ, ମୁଁ ପରମପିତାଙ୍କଠା ରେ ରହିଛି। ତୁମ୍ବେ ଜାଣିବ ଯେ, ତୁମ୍ଭେ ମାେ'ଠା ରେ ଓ ମୁଁ ତୁମ୍ଭଠା ରେ ଅଛି।
20 Naquele dia conhecereis que estou em meu Pai, e vós em mim e eu em vós.
21 ଯେଉଁ ଲୋକ ମାରେ ଆଜ୍ଞା ଜାଣେ ଓ ପାଳନ କରେ, ସେ ଲୋକ ପ୍ରକୃତ ରେ ମାେତେ ପ୍ ରମେ କରେ। ମାେତେ ପ୍ ରମେ କରୁଥିବା ଲୋକକୁ ମାେ ପରମପିତା ମଧ୍ଯ ପ୍ ରମେ କରିବେ। ମୁଁ ମଧ୍ଯ ତାକୁ ପ୍ ରମେ କରିବି ଓ ନିଜକୁ ତା' ନିକଟରେ ପ୍ରକାଶ କରିବି।
21 Aquele que tem os meus mandamentos e os guarda, esse é que me ama. E aquele que me ama será amado por meu Pai, e eu o amarei e manifestar-me-ei a ele.
22 ତା'ପରେ ୟିହୂଦା (ଈଷ୍କରିଯୋଥ ନୁହଁନ୍ତି) ତାହାଙ୍କୁ ପଚାରିଲେ, କିନ୍ତୁ ପ୍ରଭୁ ଆପଣ କାହିଁକି ଆମଠା ରେ ନିଜକୁ ଦଖାଇବୋ ପାଇଁ ଯୋଜନା କରୁଛନ୍ତି, ସାରା ଜଗତକୁ କାହିଁକି ଦଖାେଉ ନାହାଁନ୍ତି।
22 Pergunta-lhe Judas, não o Iscariotes: Senhor, por que razão hás de manifestar-te a nós e não ao mundo?
23 ଯୀଶୁ ଉତ୍ତର ଦେଲେ, ଯଦି କହେି ମାେତେ ପ୍ ରମେ କରେ ତବେେ ସେ ମାହେର ଉପଦେଶ ପାଳନ କରିବ। ମାରେ ପରମପିତା ତାକୁ ପ୍ ରମେ କରିବେ। ମାରେ ପରମପିତା ଓ ମୁଁ ସହେି ଲୋକ ପାଖକୁ ଆସିବୁ ଓ ତା' ସହିତ ରହିବୁ।
23 Respondeu-lhe Jesus: Se alguém me ama, guardará a minha palavra e meu Pai o amará, e nós viremos a ele e nele faremos nossa morada.
24 କିନ୍ତୁ ଯେଉଁ ଲୋକ ମାେତେ ପ୍ ରମେ କରେ ନାହିଁ, ସେ ମାରେ ଉପଦେଶ ମାନେ ନାହିଁ। ମାଠାରୁେ ଯେଉଁ ଉପଦେଶ ତୁମ୍ଭେ ଶୁଣୁଛ, ତାହା ପ୍ରକୃତ ରେ ମାରେ ନୁହେଁ। ଏହା ମାେତେ ପଠାଇ ଥିବା ପରମପିତାଙ୍କର।
24 Aquele que não me ama não guarda as minhas palavras. A palavra que tendes ouvido não é minha, mas sim do Pai que me enviou.
25 ମୁଁ ତୁମ୍ଭ ସହିତ ଥିବା ସମୟରେ ଏହି ସବୁ କଥା ତୁମ୍ଭମାନଙ୍କୁ କହିଛି।
25 Disse-vos estas coisas enquanto estou convosco.
26 କିନ୍ତୁ ତୁମ୍ଭକୁ ସାହାର୍ୟ୍ଯକାରୀ ସବୁ ଶିକ୍ଷା ଦବେେ। ମୁଁ ତୁମକୁ କହିଥିବା ସମସ୍ତ କଥା ମନେ ରଖିବା ପାଇଁ ସେ ସାହାୟ୍ଯ ମଧ୍ଯ କରିବେ। ଏହି ସାହାୟ୍ଯକାରୀ ହେଉଛନ୍ତି ପବିତ୍ରଆତ୍ମା, ଯାହାଙ୍କୁ ପରମପିତା ମାେ ନାମ ରେ ପଠାଇବେ।
26 Mas o Paráclito, o Espírito Santo, que o Pai enviará em meu nome, ensinar-vos-á todas as coisas e vos recordará tudo o que vos tenho dito.
27 ମୁଁ ତୁମ୍ଭକୁ ଶାନ୍ତି ଦଇେ ଯାଉଛି। ଏହି ଶାନ୍ତି ମାେ ନିଜର, ଯାହା ମୁଁ ତୁମ୍ଭକୁ ଦେଉଛି। ଜଗତ ଯେପରି ଶାନ୍ତି ଦିଏ, ତା'ଠାରୁ ଭିନ୍ନ ଶାନ୍ତି ମୁଁ ତୁମ୍ଭକୁ ଦେଉଛି। ତେଣୁ ମନ ରେ ଦୁଃଖ କର ନାହିଁ। ଭୟ ମଧ୍ଯ କର ନାହିଁ।
27 Deixo-vos a paz, dou-vos a minha paz. Não vo-la dou como o mundo a dá. Não se perturbe o vosso coração, nem se atemorize!
28 ତୁମ୍ଭେ ମାରେ କଥା ଶୁଣିଛ ଯେ 'ମୁଁ ଯାଉଛି, କିନ୍ତୁ ମୁଁ ପୁଣି ତୁମ୍ଭ ପାଖକୁ ଫରେିବି।' ଯଦି ତୁମ୍ଭେ ମାେତେ ପ୍ରକୃତ ରେ ପ୍ ରମେ କରୁଥାଅ, ତବେେ ମାେ ପାଇଁ ତୁମ୍ଭେ ଖୁସି ହବେ, କାରଣ ବର୍ତ୍ତମାନ ମୁଁ ପରମପିତାଙ୍କ ନିକଟକୁ ଯାଉଛି। ପରମପିତା ମାଠାରୁେ ମହାନ୍।
28 Ouvistes que eu vos disse: Vou e volto a vós. Se me amardes, certamente haveis de alegrar-vos, que vou para junto do Pai, porque o Pai é maior do que eu.
29 ଏ ସମସ୍ତ ଘଟଣା ଘଟିବା ପୂର୍ବରୁ ମୁଁ ତୁମ୍ଭକୁ ସବୁ ବିଷୟଗୁଡିକ ବର୍ତ୍ତମାନ ଜଣାଇଦଲେି, ଯେପରି ଏସବୁ ଘଟିଲା ବେଳେ ତୁମ୍ଭେ ବିଶ୍ବାସ କରିବ।
29 E disse-vos agora estas coisas, antes que aconteçam, para que creiais quando acontecerem.
30 ମୁଁ ତୁମ୍ଭ ସହିତ ବେଶୀ ସମୟ କଥାବାର୍ତ୍ତା ହବେି ନାହିଁ। ଏ ଜଗତର ଶାସକ ଆସୁଛି। ମାେ ଉପରେ ତାର କୌଣସି କ୍ଷମତା ନାହିଁ।
30 Já não falarei muito convosco, porque vem o príncipe deste mundo; mas ele não tem nada em mim.
31 କିନ୍ତୁ ଏହି ଜଗତ ଜାଣିବା ଉଚିତ ଯେ, ମୁଁ ପରମପିତାଙ୍କୁ ପ୍ ରମେ କରେ। ତେଣୁ ପରମପିତା ମାେତେ ଯେପରି କହିଛନ୍ତି, ମୁଁ ଠିକ୍ ସପରେି କରିବି। ଚାଲ ୟିବା । ଆମ୍ଭେ ଏ ସ୍ଥାନ ତ୍ଯାଗ କରିବା।
31 O mundo, porém, deve saber que amo o Pai e procedo como o Pai me ordenou. Levantai-vos, vamo-nos daqui.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar João 14, comparar traduções ou montar um estudo — tudo direto pelo WhatsApp.