João 15

Oriya Bible (GL_ORIYA) vs ARC

Sair da comparação
ARC Almeida Revista e Corrigida 2009
1 ଯୀଶୁ କହିଲେ, ମୁଁ ହେଉଛ ପ୍ରକୃତ ଦ୍ରାକ୍ଷାଲତା ଓ ମାରେ ପରମପିତା କୃଷକ ଅଟନ୍ତି।
1 Eu sou a videira verdadeira, e meu Pai é o lavrador.
2 ମାଠାେ ରେ ଥିବା ଯେଉଁ ଶାଖା ରେ ଫଳ ଫଳେ ନାହିଁ, ସେ ତାକୁ କାଟିଦିଅନ୍ତି। ଯେଉଁ ଶାଖା ରେ ଫଳ ଫଳି ଥାଏ, ସେ ସଗେୁଡିକ ଆହୁରି ଅଧିକ ଫଳ ପ୍ରଦାନ କରିବା ପାଇଁ ଅଗ କଟାକଟି କରି ପରିଷ୍କାର କରନ୍ତି।
2 Toda vara em mim que não dá fruto, a tira; e limpa toda aquela que dá fruto, para que dê mais fruto.
3 ମୁଁ ତୁମ୍ଭକୁ ଯେଉଁ ଉପଦେଶ ଦଇେଛି, ତାହା ଦ୍ବାରା ତୁମ୍ଭେ ପରିଷ୍କୃତ ହାଇେ ସାରିଅଛ।
3 Vós
4 ମାେ'ଠା ରେ ରୁହ ଓ ମୁଁ ତୁମ୍ଭଠା ରେ ରହିବି। ଗୋଟିଏ ଶାଖା ଏକୁଟିଆ ଅଲଗା ରେ କବେେ ଫଳ ଦବେ ନାହିଁ। ଏହା ଲତା ରେ ଲାଗି ରହିବା ଉଚିତ। ତୁମ୍ଭମାନେେ ମଧ୍ଯ ଏକା ଥାଇ ଫଳ ଫଳି ପାରିବ ନାହିଁ। ତେଣୁ ତୁମ୍ଭେ ମାେ ସହିତ ମିଶି ରହିବା ଉଚିତ।
4 Estai em mim, e eu, em vós; como a vara de si mesma não pode dar fruto, se não estiver na videira, assim também vós, se não estiverdes em mim.
5 ମୁଁ ଦ୍ରାକ୍ଷାଲତା ଓ ତୁମ୍ଭମାନେେ ଶାଖା। ଯେଉଁ ଲୋକ ମାେ'ଠା ରେ ରହେ ଓ ମୁଁ ତାଠା ରେ ରହେ, ସହେି ଲୋକ ପ୍ରଚୁର ଫଳ ଫଳେ। କିନ୍ତୁ ମାେ ବିନା ସେ କିଛି କରି ପାରିବ ନାହିଁ।
5 Eu sou a videira, vós, as varas; quem está em mim, e eu nele, este dá muito fruto, porque sem mim nada podereis fazer.
6 ଯଦି କହେି ବ୍ଯକ୍ତି ମାଠାେ ରେ ରୁ ହେ ନାହିଁ, ତବେେ ତାକୁ ଶାଖା ପରି ଫିଙ୍ଗି ଦିଆୟିବ। ସହେି ଫିଙ୍ଗା ଯାଇଥିବା ଶାଖା ଶୁଖିଯାଏ। ଲକମାନେେ ଶୁଖିଲା ଶାଖାକୁ ଉଠାଇ ନିଆଁ ରେ ଫୋପାଡି ଦିଅନ୍ତି। ସଗେୁଡିକ ଜଳି ଯାଏ।
6 Se alguém não estiver em mim, será lançado fora, como a vara, e secará; e os colhem e lançam no fogo, e ardem.
7 ମାଠାେ ରେ ରୁହ ଓ ମାରେଉପଦେଶ ପାଳନ କର। ଯଦି ତୁମ୍ଭେ ଏହା କର, ତବେେ ଯାହା ଇଚ୍ଛା କର ତାହା ମାଗ ଆଉ ତାହା ତୁମ୍ଭକୁ ଦିଆୟିବ।
7 Se vós estiverdes em mim, e as minhas palavras estiverem em vós, pedireis tudo o que quiserdes, e vos será feito.
8 ତୁମ୍ଭମାନେେ ପ୍ରଚୁର ଫଳ ଉତ୍ପାଦନା କର ଓ ମାରେ ଶିଷ୍ଯ ବୋଲି ଦର୍ଶାଇ ଦିଅ। ଏହା ଦ୍ବାରା ମାରେ ପରମପିତା ଗୌରବ ପାଇବେ।
8 Nisto é glorificado meu Pai: que deis muito fruto; e assim sereis meus discípulos.
9 ମାେ ପରମପିତା ମାେତେ ଯେପରି ପ୍ ରମେ କରୁଥିଲେ, ମୁଁ ତୁମ୍ଭକୁ ସପରେି ପ୍ ରମେ କରିଛି। ବର୍ତ୍ତମାନ ମାେ ପ୍ ରମେ ରେ ସ୍ଥିର ରୁହ।
9 Como o Pai me amou, também eu vos amei a vós; permanecei no meu amor.
10 ମୁଁ ମାରେ ପରମପିତାଙ୍କର ଆଜ୍ଞା ମାନିଛି ଓ ମୁଁ ତାହାଙ୍କ ପ୍ ରମେ ରେ ରହିଛି। ସହେିପରି ତୁମ୍ଭେ ଯଦି ମାରେ ଆଜ୍ଞା ପାଳନ କରିବ, ତୁମ୍ଭେ ମାେ ପ୍ ରମେ ରେ ରହିବ।
10 Se guardardes os meus mandamentos, permanecereis no meu amor, do mesmo modo que eu tenho guardado os mandamentos de meu Pai e permaneço no seu amor.
11 ମୁଁ ତୁମ୍ଭକୁ ଏସବୁ କଥା କହିଛି, ତା ହେଲେ ମୁଁ ଯେପରି ଆନନ୍ଦ ରେ ଅଛି, ତୁମ୍ଭେ ମଧ୍ଯ ମାେପରି ଆନନ୍ଦ ପାଇବ। ମୁଁ ଚା ହେଁ, ତୁମ୍ଭର ଆନନ୍ଦ ସଂମ୍ପୂର୍ଣ୍ଣ ହେଉ।
11 Tenho-vos dito isso para que a minha alegria permaneça em vós, e a vossa alegria seja completa.
12 ମୁଁ ତୁମ୍ଭକୁ ଏହି ଆଜ୍ଞା ଦେଉଛି! ଯେପରି ମୁଁ ତୁମ୍ଭକୁ ପ୍ ରମେ କରିଛି ତୁମ୍ଭମାନେେ ମଧ୍ଯ ପରସ୍ପରକୁ ସହେିପରି ପ୍ ରମେ କର।
12 O meu mandamento é este: Que vos ameis uns aos outros, assim como eu vos amei.
13 ନିଜ ବନ୍ଧୁମାନଙ୍କ ପାଇଁ ପ୍ରାଣଦାନ ଦଇେ ଜଣେ ବ୍ଯକ୍ତି ସର୍ବୋତ୍କୃଷ୍ଟ ପ୍ ରମେ ଦଖାଇେ ପାରିବ।
13 Ninguém tem maior amor do que este: de dar alguém a sua vida pelos seus amigos.
14 ତୁମ୍ଭେ ଯଦି ମାେ କହିବା ଅନୁଯାଯୀ କାମ କର, ତବେେ ତୁମ୍ଭମାନେେ ମାରେ ବନ୍ଧୁ।
14 Vós sereis meus amigos, se fizerdes o que eu vos mando.
15 ମୁଁ ତୁମ୍ଭମାନଙ୍କୁ ବର୍ତ୍ତମାନ ସବେକ ବୋଲି କହୁନାହିଁ। ଜଣେ ସବେକ,ତାର ମୁନିବ କ'ଣ କରେ, ଜାଣେ ନାହିଁ। କିନ୍ତୁ ବର୍ତ୍ତମାନ ମୁଁ ତୁମ୍ଭମାନଙ୍କୁ ବନ୍ଧୁ ବୋଲି କହୁଛି, କାରଣ ମୁଁ ପରମପିତାଙ୍କଠାରୁ ଯାହା ସବୁ ଶୁଣିଛି ତାହା କହିଛି।
15 Já vos não chamarei servos, porque o servo não sabe o que faz o seu senhor, mas tenho-vos chamado amigos, porque tudo quanto ouvi de meu Pai vos tenho feito conhecer.
16 ତୁମ୍ଭେ ମାେତେ ମନୋନୀତ କରିନାହଁ, କିନ୍ତୁ ମୁଁ ତୁମ୍ଭକୁ ମନୋନୀତ କରିଛି। ମୁଁ ତୁମ୍ଭକୁ ଏହି କାର୍ୟ୍ଯ ଦଇେଛି, ଯେପରି ତୁମ୍ଭେ ଯାଇ ଫଳ ଫଳିବ। ମୁଁ ଚା ହେଁ, ତୁମ୍ଭ ଜୀବନ ରେ ଏହି ଫଳ ଲାଗିରହୁ। ସେଥି ରେ ମାେ ନାମ ନଇେ ଯାହା ମାଗିବ, ପରମପିତା ତୁମ୍ଭକୁ ତାହା ଦବେେ।
16 Não me escolhestes vós a mim, mas eu vos escolhi a vós, e vos nomeei, para que vades e deis fruto, e o vosso fruto permaneça, a fim de que tudo quanto em meu nome pedirdes ao Pai ele vos conceda.
17 ଏହା ମାରେ ଆଦେଶ, ତୁମ୍ଭମାନେେ ପରସ୍ପରକୁ ପ୍ ରମେ କର।
17 Isto vos mando: que vos ameis uns aos outros.
18 ଯଦି ତୁମ୍ଭକୁ ଜଗତ ଘୃଣା କରେ, ତବେେ ମନରେଖ, ତୁମ୍ଭମାନଙ୍କୁ ଘୃଣା କରିବା ପୂର୍ବରୁ ଜଗତ ମାେତେ ଘୃଣା କରିଛି।
18 Se o mundo vos aborrece, sabei que, primeiro do que a vós, me aborreceu a mim.
19 ତୁମ୍ଭମାନେେ ଯଦି ଏ ଜଗତର ହାଇେଥାଆନ୍ତ, ତବେେ ସଂସାର ତୁମ୍ଭମାନଙ୍କୁ ଭଲ ପାଉଥାଆନ୍ତା, ଯେପରି ଏହା ନିଜ ଲୋକକୁ ଭଲ ପାଏ। କିନ୍ତୁ ମୁଁ ତୁମ୍ଭକୁ ଜଗତ ଭିତରୁ ବାଛିଛି। ତେଣୁ ତୁମ୍ଭେ ଏ ଜଗତର ନୁହଁ। ସେଥିପାଇଁ ଜଗତ ତୁମ୍ଭକୁ ଘୃଣା କରେ।
19 Se vós fôsseis do mundo, o mundo amaria o que era seu, mas, porque não sois do mundo, antes eu vos escolhi do mundo, por isso é que o mundo vos aborrece.
20 ମୁଁ ତୁମ୍ଭକୁ ଯାହା କହିଥିଲି ତାହା ମନରେଖ: ଜଣେ ଚାକର ତାର ମୁନିବଠାରୁ ବଡ ନୁହେଁ। ଯଦି ଲୋକମାନେ ମାେତେ ତାଡନା କରିଛନ୍ତି, ତବେେ ସମାନେେ ତୁମ୍ଭକୁ ମଧ୍ଯ ତାଡନା କରିବେ। ସମାନେେ ମାରେ ଉପଦେଶ ମାନିଛନ୍ତି, ତେଣୁ ତୁମ୍ଭର ଉପଦେଶ ମଧ୍ଯ ମାନିବେ।
20 Lembrai-vos da palavra que vos disse: não é o servo maior do que o seu senhor. Se a mim me perseguiram, também vos perseguirão a vós; se guardarem a minha palavra, também guardarão a vossa.
21 ଲୋକମାନେ ମାେ ଯୋଗୁଁ ତୁମ୍ଭ ପ୍ରତି ଏଭଳି ବ୍ଯବହାର କରିବେ। କାରଣ ସମାନେେ ମାରେ ପ୍ ରରଣୋକର୍ତ୍ତାଙ୍କୁ ଜାଣନ୍ତି ନାହିଁ।
21 Mas tudo isso vos farão por causa do meu nome, porque não conhecem aquele que me enviou.
22 ମୁଁ ଯଦି ଆସି ନଥାନ୍ତି ଓ ଏଜଗତର ଲୋକମାନଙ୍କୁ କହିନଥାନ୍ତି, ତବେେ ସମାନେେ ପାପରେ ଦୋଷୀ ବୋଲି ବିବଚେିତ ହୁଅନ୍ତେ ନାହିଁ। କିନ୍ତୁ ମୁଁ ବର୍ତ୍ତମାନ ସମାନଙ୍କେୁ କହିଛି। ତେଣୁ ତାହାଙ୍କ ପାପ ପାଇଁ ସମାନଙ୍କେ ପାଖ ରେ କୌଣସି ଆଳ ନାହିଁ।
22 Se eu não viera, nem lhes houvera falado, não teriam pecado, mas, agora, não têm desculpa do seu pecado.
23 ମାେତେ ଘୃଣା କରୁଥିବା ବ୍ଯକ୍ତି ମାରେପରମପିତାଙ୍କୁ ମଧ୍ଯ ଘୃଣା କରେ। ମୁଁ ଯେଉଁ ଆଶ୍ଚର୍ୟ୍ଯକାର୍ୟ୍ଯ ସେ ଲୋକମାନଙ୍କ ମଧିଅରେ କରିଛି, ତାହା କୌଣସି ଲୋକ କବେେ କରିନାହିଁ।
23 Aquele que me aborrece aborrece também a meu Pai.
24 ଯଦି ମୁଁ ସହେି କାର୍ୟ୍ଯ କରିନଥାନ୍ତି, ତବେେ ସମାନେେ ପାପଦ୍ବାରା ଦୋଷୀ ସାବ୍ଯସ୍ତ ହାଇନେଥାଆନ୍ତେ। କିନ୍ତୁ ସମାନେେ ମାରେ ସହେି ଆଶ୍ଚର୍ୟ୍ଯ କାର୍ୟ୍ଯ କରିବା ଦେଖିଛନ୍ତି। ତଥାପି ସମାନେେ ମାେତେ ଓ ପରମପିତାଙ୍କୁ ଘୃଣା କରନ୍ତି।
24 Se eu, entre eles, não fizesse tais obras, quais nenhum outro têm feito, não teriam pecado; mas, agora, viram-nas e me aborreceram a mim e a meu Pai.
25 ଏସବୁ ଘଟିବା ଦ୍ବାରା ତାହାଙ୍କ ବିଧି ବ୍ଯବସ୍ଥା ରେ ଯାହା ଲଖାେଥିଲା ତାହା ସତ୍ଯ ହେଲା: ' ସମାନେେ ମାେତେ ବିନା କାରଣ ରେ ଘୃଣା କଲେ।'
25 Mas é para que se cumpra a palavra que está escrita na sua lei: Aborreceram-me sem causa.
26 ମୁଁ ପରମପିତାଙ୍କ ପାଖରୁ ତୁମ୍ଭମାନଙ୍କ ନିକଟକୁ ସହେି ସାହାୟ୍ଯକାରୀଙ୍କୁ ପଠାଇବି। ସହେି ସାହାର୍ୟ୍ଯକାରୀ ସତ୍ଯମୟ ଆତ୍ମା ଅଟନ୍ତି। ସେ ପରମପାତାଙ୍କ ପାଖରୁ ଆସନ୍ତି। ସେ ଯେତବେେଳେ ଆସିବେ, ସେ ମାେ ବିଷୟ ରେ ସାକ୍ଷ୍ଯ ଦବେେ।
26 Mas, quando vier o Consolador, que eu da parte do Pai vos hei de enviar, aquele Espírito da verdade, que procede do Pai, testificará de mim.
27 ତୁମ୍ଭେ ମାେ ବିଷୟ ରେ ଲୋକମାନଙ୍କୁ ମଧ୍ଯ କହିବ, କାରଣ ତୁମ୍ଭମାନେେ ପ୍ରଥମରୁ ମାେ ସହିତ ରହିଛ।
27 E vós também testificareis, pois estivestes comigo desde o princípio.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar João 15, comparar traduções ou montar um estudo — tudo direto pelo WhatsApp.