João 16

Oriya Bible (GL_ORIYA) vs ARIB

Sair da comparação
ARIB Almeida Revisada Imprensa Bíblica
1 ମୁଁ ତୁମ୍ଭକୁ ଏହିସବୁ କଥା କହିଛି, ଯେପରି ଲୋକମାନେ ତୁମ୍ଭର ବିଶ୍ବାସ ନଷ୍ଟ କରି ନପାରନ୍ତି।
1 Tenho-vos dito estas coisas para que não vos escandalizeis.
2 ତୁମ୍ଭମାନଙ୍କୁ ଲୋକମାନେ ସମାନଙ୍କେର ସମାଜଗୃହଗୁଡିକରୁ ବାହାର କରି ଦବେେ। ହଁ, ଏପରି ସମୟ ଆସୁଛି ଯେତବେେଳେ ଲୋକମାନେ ଭାବିବେ ଯେ ତୁମ୍ଭକୁ ବଧ କରିବା ଦ୍ବାରା ସମାନେେ ପରମେଶ୍ବରଙ୍କ ସବୋ କରୁଛନ୍ତି।
2 Expulsar-vos-ão das sinagogas; ainda mais, vem a hora em que qualquer que vos matar julgará prestar um serviço a Deus.
3 କାରଣ ସମାନେେ ପରମପିତାଙ୍କୁ ଜାଣି ନାହାଁନ୍ତି ଓ ସମାନେେ ମାେତେ ମଧ୍ଯ ଜାଣି ନାହାଁନ୍ତି।
3 E isto vos farão, porque não conheceram ao Pai nem a mim.
4 ମୁଁ ତୁମ୍ଭକୁ ଏସବୁ କଥା ବର୍ତ୍ତମାନ କହିଛି, ତେଣୁ ଯେତବେେଳେ ଏସବୁ ଘଟିବାର ସମୟ ଆସିବ, ସେତବେେଳେ ତୁମ୍ଭମାନେେ ମନେ ପକାଇବ ଯେ ମୁଁ ତୁମ୍ଭକୁ ସତର୍କ କରିଥିଲି।
4 Mas tenho-vos dito estas coisas, a fim de que, quando chegar aquela hora, vos lembreis de que eu vo-las tinha dito. Não vo-las disse desde o princípio, porque estava convosco.
5 ବର୍ତ୍ତମାନ ମୁଁ ମାରେ ପ୍ ରରଣକେର୍ତ୍ତାଙ୍କ ପାଖକୁ ଯାଉଛି। କିନ୍ତୁ ତୁମ୍ଭମାନଙ୍କ ମଧ୍ଯରୁ ମାେତେ କହେି ପଚାରୁନାହଁ, ତୁମ୍ଭେ କେଉଁଆଡେ ଯାଉଛ?
5 Agora, porém, vou para aquele que me enviou; e nenhum de vós me pergunta: Para onde vais?
6 ତୁମ୍ଭମାନଙ୍କ ହୃଦୟ ଦୁଃଖ ରେ ପରିପୂର୍ଣ୍ଣ କାରଣ ମୁଁ ତୁମ୍ଭକୁ ଏସବୁ କହିଲି।
6 Antes, porque vos disse isto, o vosso coração se encheu de tristeza.
7 କିନ୍ତୁ ମୁଁ ତୁମ୍ଭକୁ ସତ୍ଯ କହୁଛି ଯେ ମାରେ ଚାଲିୟିବା ତୁମ୍ଭମାନଙ୍କ ପାଇଁ ମଙ୍ଗଳଜନକ ଅଟେ। କାରଣ ମୁଁ ଚାଲିଗଲା ପରେ, ମୁଁ ତୁମ୍ଭପାଖକୁ ସହେି ସାହାୟ୍ଯକାରୀଙ୍କୁ ପଠାଇବି। କିନ୍ତୁ ଯଦି ମୁଁ ନ ଯାଏ, ତବେେ ସାହାୟ୍ଯକାରୀ ଆସିବେ ନାହିଁ।
7 Todavia, digo-vos a verdade, convém-vos que eu vá; pois se eu não for, o Ajudador não virá a vós; mas, se eu for, vo-lo enviarei.
8 ସେ ଯେତବେେଳେ ଆସିବେ, ସେତବେେଳେ ସେ ଜଗତର ଲୋକମାନଙ୍କୁ ଏହି କଥାଗୁଡିକର ସତ୍ଯତା, ପାପ, ଈଶ୍ବରଙ୍କଠା ରେ ଧାର୍ମିକତା ବିଚାର ଇତ୍ଯାଦି ବିଷୟ ରେ ପ୍ରମାଣ ଦବେେ।
8 E quando ele vier, convencerá o mundo do pecado, da justiça e do juízo:
9 ସହେି ସାହାୟ୍ଯକାରୀ ପ୍ରମାଣ ଦବେେ ଯେ ଲୋକମାନଙ୍କଠା ରେ ପାପ ରହିଛି, କାରଣ ସମାନେେ ମାଠାେ ରେ ବିଶ୍ବାସ କରନ୍ତି ନାହିଁ।
9 do pecado, porque não crêem em mim;
10 ପରମେଶ୍ବରଙ୍କ ସହିତ ମାରେ ସୁସଂପର୍କ ସମ୍ବନ୍ଧ ରେ ସେ ସମାନଙ୍କେୁ ପ୍ରମାଣ ଦବେେ, କାରଣ ମୁଁ ପରମପିତାଙ୍କ ପାଖକୁ ଯାଉଛି। ତା'ପରେ ଆଉ ତୁମ୍ଭେ ମାେତେ ଦେଖିବ ନାହିଁ।
10 da justiça, porque vou para meu Pai, e não me vereis mais,
11 ସହେି ସାହାୟ୍ଯକାରୀ ବିଚାରର ସତ୍ଯତା ବିଷୟ ରେ ଜଗତକୁ ପ୍ରମାଣ ଦବେେ, କାରଣ ଏହି ଜଗତର ଶାସକର ବିଚାର ହାଇେ ସାରିଲଣେି।
11 e do juízo, porque o príncipe deste mundo já está julgado.
12 ମାରେ ତୁମ୍ଭମାନଙ୍କୁ କହିବା ପାଇଁ ବହୁତ କଥା ଅଛି। କିନ୍ତୁ େସତେ ମାତ୍ରା ରେ ସଗେୁଡିକ ବର୍ତ୍ତମାନ ତୁମ୍ଭେ ଗ୍ରହଣ କରିପାରିବ ନାହିଁ।
12 Ainda tenho muito que vos dizer; mas vós não o podeis suportar agora.
13 କିନ୍ତୁ ଯେତବେେଳେ ସତ୍ଯମୟ ଆତ୍ମା ଆସିବେ, ସେତବେେଳେ ସେ ତୁମକୁ ସମସ୍ତ ସତ୍ଯ ପଥରେ କଢାଇନବେେ। ସେ ତାହାଙ୍କ ନିଜର କଥା କହିବେ ନାହିଁ। ସେ କବଳେ ଯାହା ଶୁଣିବେ, ତାହା କହିବେ। ସେ ତୁମକୁ ଭବିଷ୍ଯତର ଘଟଣା ବିଷୟ ରେ କହିବେ।
13 Quando vier, porém, aquele, o Espírito da verdade, ele vos guiará a toda a verdade; porque não falará por si mesmo, mas dirá o que tiver ouvido, e vos anunciará as coisas vindouras.
14 ପବିତ୍ର ଆତ୍ମା ମାେ ପାଇଁ ଗୌରବ ଆଣିବେ। ସେ ମାଠାରୁେ ସମସ୍ତ ସତ୍ଯ ବିଷୟ ଗ୍ରହଣ କରି ତୁମକୁ କହିବେ।
14 Ele me glorificará, porque receberá do que é meu, e vo-lo anunciará.
15 ଯାହା ପରମପିତାଙ୍କର ତାହା ସବୁ କିଛି ମାରେ। ସେଥିପାଇଁ ମୁଁ କହିଲି, ପବିତ୍ରଆତ୍ମା ମାଠାରୁେ ସବୁ ନଇେ ତୁମ୍ଭକୁ କହିବେ।
15 Tudo quanto o Pai tem é meu; por isso eu vos disse que ele, recebendo do que é meu, vo-lo anunciará.
16 ତୁମ୍ଭେ ମାେତେ ଅଳ୍ପ ସମୟ ପରେ ଆଉ ଦେଖିବ ନାହିଁ। ତା'ପରେ ଆଉ ଅଳ୍ପ ସମୟ ଉତ୍ତା ରେ ତୁମ୍ଭମାନେେ ମାେତେ ପୁଣି ଦେଖିବ।
16 Um pouco, e já não me vereis; e outra vez um pouco, e ver-me-eis.
17 କେତଜେଣ ଶିଷ୍ଯ ପରସ୍ପରକୁ କହିଲେ, ଯୀଶୁଙ୍କର ଏପରି କହିବା ଅର୍ଥ କ'ଣ, 'ଅଳ୍ପ ସମୟ ପରେ ତୁମ୍ଭେ ମାେତେ ଦେଖି ପାରିବ ନାହିଁ। ପୁଣି ଆଉ ଅଳ୍ପକ୍ଷଣ ଉତ୍ତା ରେ ତୁମ୍ଭେ ମାେତେ ଦେଖିପାରିବ। ପିତାଙ୍କ ନିକଟକୁ ୟିବାର ଅର୍ଥ କ'ଣ? ତାହାଙ୍କ କଥାର ଅର୍ଥ ତ ଆମ୍ଭେ କିଛି ବୁଝି ପାରୁନାହୁଁ।
17 Então alguns dos seus discípulos perguntaram uns para os outros: Que é isto que nos diz? Um pouco, e não me vereis; e outra vez um pouco, e ver-me-eis; e: Porquanto vou para o Pai?
18 ଶିଷ୍ଯମାନେ ପଚାରିଲେ, ତାହାଙ୍କ କହିବା ଅନୁସାରେ ସହେି 'ଅଳ୍ପ ସମୟର ଅର୍ଥ କ'ଣ?' ସେ ଏପରି କ'ଣ କହୁଛନ୍ତି ଆମ୍ଭେ ବୁଝିପାରୁନାହୁଁ।
18 Diziam pois: Que quer dizer isto: Um pouco? Não compreendemos o que ele está dizendo.
19 ଯୀଶୁ ଜାଣିଲେ ଯେ ଶିଷ୍ଯମାନେ ତାହାଙ୍କୁ ଏ ବିଷୟ ରେ ପଚାରିବା ପାଇଁ ଇଚ୍ଛା କରୁଛନ୍ତି। ତେଣୁ ସେ ଶିଷ୍ଯମାନଙ୍କୁ କହିଲେ, ମାେ କଥାର ଅର୍ଥ କ'ଣ, ତାହା ତୁମ୍ଭେ ପରସ୍ପରକୁ ପଚାରୁଛ। ମୁଁ କହିଲି, ଅଳ୍ପକ୍ଷଣ ପରେ ତୁମ୍ଭମାନେେ ମାେତେ ଦେଖିପାରିବ ନାହିଁ ଓ ପୁଣି ଆଉ ଅଳ୍ପ ସମୟ ଉତ୍ତା ରେ ତୁମ୍ଭମାନେେ ମାେତେ ଦେଖିପାରିବ।
19 Percebeu Jesus que o queriam interrogar, e disse-lhes: Indagais entre vós acerca disto que disse: Um pouco, e não me vereis; e outra vez um pouco, e ver-me-eis?
20 ମୁଁ ତୁମ୍ଭକୁ ସତ୍ଯ କହୁଛି, ତୁମ୍ଭମାନେେ କାନ୍ଦିବ ଓ ଦୁଃଖିତ ହବେ, କିନ୍ତୁ ଜଗତ ଆନନ୍ଦିତ ହବେ। ତୁମ୍ଭେ ଦୁଃଖୀ ହବେ, କିନ୍ତୁ ତୁମ୍ଭର ଦୁଃଖ ଆନନ୍ଦ ରେ ପରିଣତ ହବେ,
20 Em verdade, em verdade, vos digo que vós chorareis e vos lamentareis, mas o mundo se alegrará; vós estareis tristes, porém a vossa tristeza se converterá em alegria.
21 ଯେତବେେଳେ ଜଣେ ସ୍ତ୍ରୀଲୋକ ଗୋଟିଏ ସନ୍ତାନକୁ ଜନ୍ମ ଦିଏ, ସେ ୟନ୍ତ୍ରଣା ଭୋଗ କରେ କାରଣ ଜନ୍ମ ଦବୋର ସମୟ ଆସିଯାଇଥାଏ। କିନ୍ତୁ ତାର ସନ୍ତାନ ଜନ୍ମ ହବୋ ପରେ ସେ କଷ୍ଟ ଭୁଲିଯାଏ। ଜଗତ ରେ ସନ୍ତାନଟିଏ ଜନ୍ମ ହଇେଥିବା କାରଣରୁ ସେ ଏବେ ଖୁସି ଅନୁଭବ କରେ।
21 A mulher, quando está para dar à luz, sente tristeza porque é chegada a sua hora; mas, depois de ter dado à luz a criança, já não se lembra da aflição, pelo gozo de haver um homem nascido ao mundo.
22 ଏହିପରି ତୁମ୍ଭ କ୍ଷେତ୍ର ରେ ମଧ୍ଯ ତାହା ଘଟିବ। ବର୍ତ୍ତମାନ ତୁମ୍ଭେ ଦୁଃଖିତ। କିନ୍ତୁ ମୁଁ ତୁମ୍ଭଙ୍କୁ ପୁଣି ଭଟେିବି ଓ ତୁମ୍ଭମାନେେ ଖୁସି ହବେ। କହେି ତୁମ୍ଭର ଆନନ୍ଦ ନଇେ ୟିବ ନାହିଁ।
22 Assim também vós agora, na verdade, tendes tristeza; mas eu vos tornarei a ver, e alegrar-se-á o vosso coração, e a vossa alegria ninguém vo-la tirará.
23 ସହେିଦିନ ତୁମ୍ଭମାନେେ ମାେତେ କିଛି ମାଗିବ ନାହିଁ। ମୁଁ ତୁମ୍ଭକୁ ସତ୍ଯ କହୁଛି, ମାେ ନାମ ରେ ତୁମ୍ଭେ ଯାହା ପରମପିତାଙ୍କୁ ମାଗିବ, ସେ ତାହା ଦବେେ।
23 Naquele dia nada me perguntareis. Em verdade, em verdade vos digo que tudo quanto pedirdes ao Pai, ele vo-lo concederá em meu nome.
24 ଏପର୍ୟ୍ଯନ୍ତ ତୁମ୍ଭେ ମାେ ନାମ ରେ କିଛି ମାଗି ନାହଁ। ମାଗ, ତୁମ୍ଭମାନେେ ପାଇବ ଓ ତୁମ୍ଭର ଆନନ୍ଦ ପରିପୂର୍ଣ୍ଣ ହବେ।
24 Até agora nada pedistes em meu nome; pedi, e recebereis, para que o vosso gozo seja completo.
25 ମୁଁ ତୁମ୍ଭକୁ ସାଙ୍କତେିକ ଭାବରେ ଏ ସମସ୍ତ ବିଷୟ କହିଛି। କିନ୍ତୁ ସମୟ ଆସୁଛି, ଯେତବେେଳେ ମୁଁ ତୁମ୍ଭକୁ ଏସବୁ ଏପରି ଭାବରେ କହିବି ନାହିଁ। ମୁଁ ତୁମ୍ଭକୁ ପରମପିତାଙ୍କ ବିଷୟ ରେ ସରଳ ଭାଷା ରେ କହିବି।
25 Disse-vos estas coisas por figuras; chega, porém, a hora em que vos não falarei mais por figuras, mas abertamente vos falarei acerca do Pai.
26 ତୁମ୍ଭେ ସହେିଦିନ ପରମପିତାଙ୍କୁ ମାେ ନାମ ରେ ଅନକେ ବିଷୟ ମାଗିବ। ମୁଁ କହିଛି, ତୁମ୍ଭ ପାଇଁ ମାେତେ ପରମପିତାଙ୍କୁ କିଛି କହିବାର ଆବଶ୍ଯକତା ପଡିବ ନାହିଁ।
26 Naquele dia pedireis em meu nome, e não vos digo que eu rogarei por vós ao Pai;
27 ପରମପିତା ତୁମ୍ଭଙ୍କୁ ପ୍ ରମେ କରନ୍ତି। ସେ ତୁମ୍ଭକୁ ପ୍ ରମେ କରନ୍ତି କାରଣ ତୁମ୍ଭେ ମାେତେ ପ୍ ରମେ କରିଛ। ସେ ତୁମ୍ଭଙ୍କୁ ପ୍ ରମେ କରନ୍ତି କାରଣ ମୁଁ ପରମେଶ୍ବରଙ୍କଠାରୁ ଆସିଛି ବୋଲି ତୁମ୍ଭେ ବିଶ୍ବାସ କରିଛ।
27 pois o Pai mesmo vos ama; visto que vós me amastes e crestes que eu saí de Deus.
28 ମୁଁ ଏହି ଜଗତକୁ ପରମପିତାଙ୍କଠାରୁ ଆସିଛି। ବର୍ତ୍ତମାନ ମୁଁ ଏହି ଜଗତ ଛାଡି ପରମେଶ୍ବରଙ୍କ ପାଖକୁ ଫରେିୟିବି।
28 Saí do Pai, e vim ao mundo; outra vez deixo o mundo, e vou para o Pai.
29 ଯୀଶୁଙ୍କର ଶିଷ୍ଯମାନେ କହିଲେ, ତୁମ୍ଭେ ବର୍ତ୍ତମାନ ଆମ୍ଭକୁ ସ୍ପଷ୍ଟ ଭାବରେ କହୁଛ। ବୁଝି ନ ପାରିଲା ଭଳି କଷ୍ଟକର ଶବ୍ଦ ତୁମ୍ଭେ କହୁନାହଁ।
29 Disseram os seus discípulos: Eis que agora falas abertamente, e não por figura alguma.
30 ଆମ୍ଭେ ବର୍ତ୍ତମାନ ଦେଖି ପାରୁଛୁ ଯେ ତୁମ୍ଭେ ସବୁ କିଛି ଜାଣ। ତୁମ୍ଭେ ଜଣଙ୍କୁ ତା'ର ପ୍ରଶ୍ନ ପଚାରିବା ପୂର୍ବରୁ ଉତ୍ତର କହିପାର। ଏହା ଦ୍ବାରା ଆମ୍ଭର ବିଶ୍ବାସ ହାଇେଛି ଯେ ତୁମ୍ଭେ ପରମେଶ୍ବରଙ୍କଠାରୁ ଆସିଛ।
30 Agora conhecemos que sabes todas as coisas, e não necessitas de que alguém te interrogue. Por isso cremos que saíste de Deus.
31 ଯୀଶୁ କହିଲେ, ତବେେ ବର୍ତ୍ତମାନ ତୁମ୍ଭେ ବିଶ୍ବାସ କରୁଛ?
31 Respondeu-lhes Jesus: Credes agora?
32 ଶୁଣ! ସମୟ ଆସୁଛି ଯେତବେେଳେ ତୁମ୍ଭେ ଛିନ୍ନଭିନ୍ନ ହଇୟିବେ। ତୁମ୍ଭମାନଙ୍କୁ ମଧ୍ଯରୁ ପ୍ରେତ୍ୟକକ ନିଜ ନିଜର ଘର ଭିତରକୁ ଛିନ୍ନଭିନ୍ନ ହାଇେ ଚାଲିୟିବ। ସହେି ସମୟ ଆସି ପହଞ୍ଚିଛି। ତୁମ୍ଭେ ମାେତେ ଏକାକୀ ଛାଡି ଦବେ। ମୁଁ ଏକୁଟିଆ ଥିବି। କିନ୍ତୁ ମୁଁ କଦାପି ଏକୁଟିଆ ନୁହେଁ, କାରଣ ପରମପିତା ସବୁବେଳେ ମାେ ସହିତ ଅଛନ୍ତି।
32 Eis que vem a hora, e já é chegada, em que vós sereis dispersos cada um para o seu lado, e me deixareis só; mas não estou só, porque o Pai está comigo.
33 ମାଠାେ ରେ ତୁମ୍ଭମାନେେ ଯେପରି ଶାନ୍ତି ପାଇବ, ଏଥିପାଇଁ ମୁଁ ତୁମ୍ଭମାନଙ୍କୁ ଏସମସ୍ତ କଥା କହିଲିି। ଏହି ଜଗତ ରେ ତୁମ୍ଭେ କଷ୍ଟ ପାଇବ। କିନ୍ତୁ ସାହାସୀ ହୁଅ ମୁଁ ଜଗତକୁ ଜୟ କରିଛି।
33 Tenho-vos dito estas coisas, para que em mim tenhais paz. No mundo tereis tribulações; mas tende bom ânimo, eu venci o mundo.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar João 16, comparar traduções ou montar um estudo — tudo direto pelo WhatsApp.