João 17
Oriya Bible (GL_ORIYA) vs ARIB
1 ଯୀଶୁ ଏସମସ୍ତ କଥା କହିସାରିବା ପରେ ସ୍ବର୍ଗ ଆଡେ ଚାହିଁଲେ। ସେ ପ୍ରାର୍ଥାନା କଲେ, ହେ ପରମପିତା, ବର୍ତ୍ତମାନ ସମୟ ଉପସ୍ଥିତ ହାଇେଛି। ତୁମ୍ଭେ ଆପଣା ପୁତ୍ରଙ୍କୁ ଗୌରବାନ୍ବିତ କରିଦିଅ, ଯେପରି ପୁତ୍ର ତୁମ୍ଭକୁ ଗୌରବନ୍ବିତ ଦଇେ ପାରିବେ।
1 Depois de assim falar, Jesus, levantando os olhos ao céu, disse: Pai, é chegada a hora; glorifica a teu Filho, para que também o Filho te glorifique;
2 ତୁମ୍ଭେ ତାହାଙ୍କୁ ସମସ୍ତ ଲୋକଙ୍କ ଉପରେ କ୍ଷମତା ହଇେଛ। ଯେପରି ତୁମ୍ଭେ ତାହାଙ୍କୁ ଯେଉଁମାନଙ୍କ ପାଇଁ ଦଇେଛ, ସେସମସ୍ତଙ୍କୁ ସହେି ପୁତ୍ର ଅନନ୍ତ ଜୀବନ ଦିଅନ୍ତି।
2 assim como lhe deste autoridade sobre toda a carne, para que dê a vida eterna a todos aqueles que lhe tens dado.
3 ମ୍ଭେ ଯେ ଏକମାତ୍ର ସତ୍ଯ ପରମେଶ୍ବର, ତୁମ୍ଭଙ୍କୁ ଓ ଯାହାଙ୍କୁ ତୁମ୍ଭେ ପଠାଇଛ, ସହେି ଯୀଶୁଖ୍ରୀଷ୍ଟଙ୍କୁ ଜାଣିବାହିଁ ଅନନ୍ତଜୀବନ ଅଟେ।
3 E a vida eterna é esta: que te conheçam a ti, como o único Deus verdadeiro, e a Jesus Cristo, aquele que tu enviaste.
4 ମ୍ଭେ ମାେତେ ଯେଉଁ କାମ ଦଇେଥିଲ ତାହା ମୁଁ କରିସାରିଛି। ମୁଁ ତୁମ୍ଭକୁ ଏ ସଂସାର ରେ ଗୌରବାନ୍ବିତ କରିଛି।
4 Eu te glorifiquei na terra, completando a obra que me deste para fazer.
5 ବର୍ତ୍ତମାନ ପରମପିତା ତୁମ୍ଭର ଉପସ୍ଥିତି ରେ ମାେତେ ଗୌରବାନ୍ବିତ କର। ଜଗତ ଆରମ୍ଭ ହବୋ ପୂର୍ବରୁ, ମାରେ ତୁମ୍ଭ ସହିତ ଯେଉଁ ଗୌରବ ଥିଲା, ତୁମ୍ଭେ ମାେତେ ତୁମ୍ଭ ସହିତ ଗୌରବାନ୍ବିତ କର।
5 Agora, pois, glorifica-me tu, ó Pai, junto de ti mesmo, com aquela glória que eu tinha contigo antes que o mundo existisse.
6 ତୁମ୍ଭେ ପୃଥିବୀର କେତକେ ଲୋକଙ୍କୁ ମାେତେ ଦଲେ।
6 Manifestei o teu nome aos homens que do mundo me deste. Eram teus, e tu mos deste; e guardaram a tua palavra.
7 ମୁଁ ସମାନଙ୍କେଠା ରେ ତୁମ୍ଭକୁ ପ୍ରକାଶ କରିଛି। ସମାନେେ ତୁମ୍ଭର ଥିଲେ ଓ ତୁମ୍ଭେ ସମାନଙ୍କେୁ ମାେତେ ଦଲେ। ସମାନେେ ଜାଣନ୍ତି, ତୁମ୍ଭେ ମାେତେ ଯାହା ସବୁ ଦଇେଛ, ସେ ସବୁ ତୁମ୍ଭ ପାଖରୁ ଆ ସେ।
7 Agora sabem que tudo quanto me deste provém de ti;
8 ମାେତେ ତୁମ୍ଭେ ଯେଉଁ ଉପଦେଶ ଦଇେଥିଲ, ମୁଁ ସହେି ଉପଦେଶ ଏହି ଲୋକଙ୍କୁ ଦଇେଛି। ସମାନେେ ତାହା ଗ୍ରହଣ କରିଛନ୍ତି। ସମାନେେ ଜାଣି ପାରିଲେ ଯେ, ମୁଁ ପ୍ରକୃତ ରେ ତୁମ୍ଭଠାରୁ ଆସିଛି ଓ ତୁମ୍ଭେ ମାେତେ ପଠାଇଛ ବୋଲି ସମାନେେ ବିଶ୍ବାସ କରିଛନ୍ତି।
8 porque eu lhes dei as palavras que tu me deste, e eles as receberam, e verdadeiramente conheceram que saí de ti, e creram que tu me enviaste.
9 ମୁଁ ସମାନଙ୍କେ ପାଇଁ ଏବେ ପ୍ରାର୍ଥନା କରୁଛି। ମୁଁ ପୃଥିବୀର ଲୋକମାନଙ୍କ ପାଇଁ ପ୍ରାର୍ଥନା କରୁ ନାହିଁ। ମୁଁ ସହେିମାନଙ୍କ ପାଇଁ ପ୍ରାର୍ଥନା କରୁଛି, ଯେଉଁମାନଙ୍କୁ ତୁମ୍ଭେ ମାେତେ ଦଇେଥିଲ। କାରଣ ସମାନେେ ତୁମ୍ଭର ଅଟନ୍ତି।
9 Eu rogo por eles; não rogo pelo mundo, mas por aqueles que me tens dado, porque são teus;
10 ମାରଯାେହା ସବୁ ଅଛି, ସବୁ ତୁମ୍ଭର ଏବଂ ତୁମ୍ଭର ଯାହା ଅଛି, ସବୁ ମାରେ। ଏହି ଲୋକମାନେ ମାେତେ ଗୌରବାନ୍ବିତ କରନ୍ତି।
10 todas as minhas coisas são tuas, e as tuas coisas são minhas; e neles sou glorificado.
11 ମୁଁ ବର୍ତ୍ତମାନ ତୁମ୍ଭ ପାଖକୁ ଆସୁଛି। ମୁଁ ବର୍ତ୍ତମାନ ଜଗତ ରେ ଆଉ ରହିବି ନାହିଁ। କିନ୍ତୁ ଏହି ଲୋକମାନେ ଜଗତ ରେ ରହିଛନ୍ତି। ହେ ପବିତ୍ର ପରମପିତା, ତୁମ୍ଭେ ସମାନଙ୍କେୁ ନିରାପଦ ରେ ରଖ। ତୁମ୍ଭ ନାମର ଶକ୍ତି ଦ୍ବାରା ସମାନଙ୍କେୁ ନିରାପଦ ରେ ରଖ ଯେପରି ତୁମ୍ଭେ ଓ ମୁଁ ଏକ, ସମାନେେ ସହେିପରି ଏକ ହାଇେ ପାରିବେ।
11 Eu não estou mais no mundo; mas eles estão no mundo, e eu vou para ti. Pai santo, guarda-os no teu nome, o qual me deste, para que eles sejam um, assim como nós.
12 ମୁଁ ଯେତବେେଳେ ସମାନଙ୍କେ ସହିତ ଥିଲି, ମୁଁ ସମାନଙ୍କେୁ ନିରାପଦ ରେ ରଖିଥିଲି। ମୁଁ ତୁମ୍ଭ ନାମର ଶକ୍ତି ବଳ ରେ ସମାନଙ୍କେୁ ନିରାପଦ ରେ ରଖିଥିଲି। ସହେି ନାମ ତୁମ୍ଭେ ମାେତେ ଦଇେଥିଲ। ମୁଁ ସମାନଙ୍କେୁ ସୁରକ୍ଷିତ କଲି। ସମାନଙ୍କେ ଭିତରୁ କବଳେ ଜଣେ ବିନାଶ ପାଇଁ ଉଦ୍ଦିଷ୍ଟ ଥିଲା। ଧର୍ମଶାସ୍ତ୍ର ଯେପରି ସଫଳ ହୁଏ ସେଥିପାଇଁ ସେ ନଷ୍ଟ ହେଲା।
12 Enquanto eu estava com eles, eu os guardava no teu nome que me deste; e os conservei, e nenhum deles se perdeu, senão o filho da perdição, para que se cumprisse a Escritura.
13 ମୁଁ ତୁମ୍ଭ ପାଖକୁ ଏବେ ଆସୁଛି। କିନ୍ତୁ ମୁଁ ଜଗତ ରେ ଥାଉ ଥାଉ ଏହିସବୁ ପାଇଁ ପ୍ରାର୍ଥନା କରୁଛି। ମୁଁ ଏହିସବୁ କ ହେ, ଯେପରି ଏହି ଲୋକମାନେ ମାଠାେ ରେ ଥିବା ଆନନ୍ଦ ପାଇ ପାରିବେ। ମୁଁ ଚା ହେଁ, ସମାନେେ ସମାନଙ୍କେ ଭିତ ରେ ମାରେ ପୂର୍ଣ୍ଣ ଆନନ୍ଦ ପାଆନ୍ତୁ।
13 Mas agora vou para ti; e isto falo no mundo, para que eles tenham a minha alegria completa em si mesmos.
14 ମୁଁ ସମାନଙ୍କେୁ ତୁମ୍ଭର ଉପଦେଶ ଦଇେଅଛି। ଆଉ ଏହି ଜଗତର ଲୋକମାନେ ସମାନଙ୍କେୁ ଘୃଣା କରନ୍ତି। କାରଣ ସମାନେେ ଜଗତର ନୁହଁନ୍ତି ଓ ଯେପରି ମୁଁ ମଧ୍ଯ ଏହି ଜଗତରୁ ଉତ୍ପନ୍ନ ନୁହେଁ।
14 Eu lhes dei a tua palavra; e o mundo os odiou, porque não são do mundo, assim como eu não sou do mundo.
15 ମୁଁ ତୁମ୍ଭକୁ ସମାନଙ୍କେୁ ଜଗତରୁ ନଇୟିବୋ ପାଇଁ କହୁନାହିଁ। ମୁଁ ତୁମକୁ ସମାନଙ୍କେୁ ପାପାତ୍ମା ଶୟତାନଠାରୁ ନିରାପଦ ରେ ରଖିବା ପାଇଁ କହୁଛି।
15 Não rogo que os tires do mundo, mas que os guardes do Maligno.
16 ମୁଁ ଯେପରି ଜଗତର ନୁହେଁ, ସମାନେେ ସହେିପରି ଏହି ଜଗତର ନୁହଁନ୍ତି।
16 Eles não são do mundo, assim como eu não sou do mundo.
17 ତେଣୁ ତୁମ୍ଭେ ତୁମ୍ଭର ସତ୍ଯ ଦ୍ବାରା ସମାନଙ୍କେୁ ତୁମ୍ଭର ମବୋ ପାଇଁ ପ୍ରସ୍ତୁତ କରାଅ। ତୁମ୍ଭର ଉପଦେଶ ହେଉଛି ସତ୍ଯ।
17 Santifica-os na verdade, a tua palavra é a verdade.
18 ମୁଁ ସମାନଙ୍କେୁ ଜଗତ ମଧ୍ଯକୁ ପଠାଇ ଦଇେଛି ଯେପରି ତୁମ୍ଭେ ମାେତେ ଏହି ଜଗତକୁ ପଠାଇଲ।
18 Assim como tu me enviaste ao mundo, também eu os enviarei ao mundo.
19 ମୁଁ ନିଜକୁ ସବୋ ପାଇଁ ପ୍ରସ୍ତୁତ କରୁଛି। ମୁଁ ସମାନଙ୍କେ ପାଇଁ ଏହା କରୁଛି ଯେ ହତେୁ ସମାନେେ ତୁମ୍ଭର ସବୋ ପାଇଁ ପ୍ରକୃତ ରେ ପ୍ରସ୍ତୁତ ହାଇପୋରିବେ।
19 E por eles eu me santifico, para que também eles sejam santificados na verdade.
20 ମୁଁ ଏହି ଲୋକମାନଙ୍କ ପାଇଁ ପ୍ରାର୍ଥନା କରେ ଓ ଏହି ଲୋକମାନଙ୍କର ଶିକ୍ଷା ହତେୁ ମାଠାେ ରେ ବିଶ୍ବାସ କରିବାକୁ ଯାଉଥିବା ସମସ୍ତ ଲୋକମାନଙ୍କ ପାଇଁ ମଧ୍ଯ ପ୍ରାର୍ଥନା କରୁଛି।
20 E rogo não somente por estes, mas também por aqueles que pela sua palavra hão de crer em mim;
21 ହେ ପରମପିତା, ମୁଁ ତୁମ୍ଭଠା ରେ ପ୍ରାର୍ଥନା କରେ ଯେପରି ମାେ ଉପରେ ବିଶ୍ବାସ ରଖୁଥିବା ଲୋକମାନେ ଏକ ହାଇପୋରିବେ। ତୁମ୍ଭେ ମାଠାେ ରେ ରହିଛ ଓ ମୁଁ ତୁମ୍ଭଠା ରେ ଅଛି। ମୁଁ ପ୍ରାର୍ଥନା କରେ, ଏହି ଲୋକମାନେ ଆମ୍ଭଠା ରେ ଯେପରି ଏକ ହାଇେ ପାରିବେ। ତଦ୍ଦ୍ବାରା ଜଗତ ବିଶ୍ବାସ କରିବ, ଯେ ତୁମ୍ଭେ ମାେତେ ପଠାଇଅଛ।
21 para que todos sejam um; assim como tu, ó Pai, és em mim, e eu em ti, que também eles sejam um em nós; para que o mundo creia que tu me enviaste.
22 ମାେତେ ତୁମ୍ଭେ ଯେଉଁ ଗୌରବ ଦଇେଥିଲ, ମୁଁ ତାହା ଏହି ଲୋକମାନଙ୍କୁ ଦଇେଛି। ଏହି ଗୌରବ ଦବୋର କାରଣ ହେଉଛି ଯେ, ଯେପରି 'ତୁମ୍ଭେ ଓ ମୁଁ ଏକ, ସପରେି ସମାନେେ ମଧ୍ଯ ଏକ ହାଇପୋରିବେ।'
22 E eu lhes dei a glória que a mim me deste, para que sejam um, como nós somos um;
23 ମୁଁ ସମାନଙ୍କେଠା ରେ ରହିବି ଓ ତୁମ୍ଭେ ମାଠାେ ରେ ରହିବ। ତେଣୁ ସମାନେେ ସଂମ୍ପୂର୍ଣ୍ଣ ଭାବେ ଏକ ହାଇପୋରିବେ। ତାହା ହେଲେ ଏହି ଜଗତ ଜାଣିପାରିବ ଯେ, ତୁମ୍ଭେ ମାେତେ ପଠାଇଛ। ଏ ଜଗତ ଜାଣିବ ଯେ, ତୁମ୍ଭେ ମାେତେ ଯେପରି ପ୍ ରମେ କରୁଥିଲ ଠିକ୍ ସହେିପରି ଏହି ଲୋକମାନଙ୍କୁ ମଧ୍ଯ ପ୍ ରମେ କରୁଛ।
23 eu neles, e tu em mim, para que eles sejam perfeitos em unidade, a fim de que o mundo conheça que tu me enviaste, e que os amaste a eles, assim como me amaste a mim.
24 ହେ ପରମପିତା, ତୁମ୍ଭେ ମାେତେ ଯେଉଁ ଲୋକମାନଙ୍କୁ ଦଇେଛ, ମୁଁ ଗ୍ଭ ହେ, ମୁଁ ଥିବା ପ୍ରେତ୍ୟକକ ସ୍ଥାନ ରେ ସମାନେେ ମାେ ସହିତ ରୁହନ୍ତୁ। ମୁଁ ଇଚ୍ଛା କରେ, ସମାନେେ ମାରେ ଗୌରବ ଦେଖନ୍ତୁ। ଏହି ଗୌରବ ତୁମ୍ଭେ ମାେତେ ଦଇେଛ, କାରଣ ତୁମ୍ଭେ ପୃଥିବୀ ସୃଷ୍ଟି ହବୋ ପୂର୍ବରୁ ମାେତେ ପ୍ ରମେ କଲ।
24 Pai, desejo que onde eu estou, estejam comigo também aqueles que me tens dado, para verem a minha glória, a qual me deste; pois que me amaste antes da fundação do mundo.
25 ହେ ପରମପିତା ତୁମ୍ଭେ ହେଉଛ ଉତ୍ତମ। ଏହି ଜଗତ ତୁମ୍ଭକୁ ଚିହ୍ନି ନାହିଁ କିନ୍ତୁ ମୁଁ ତୁମ୍ଭକୁ ଚିହ୍ନେ। ଏହି ଲୋକମାନେ ଜାଣନ୍ତି ଯେ, ତୁମ୍ଭେ ମାେତେ ପଠାଇଛ।
25 Pai justo, o mundo não te conheceu, mas eu te conheço; conheceram que tu me enviaste;
26 ତୁମ୍ଭେ କିପରି ତାହା ମୁଁ ସମାନଙ୍କେଠା ରେ ପ୍ରକାଶ କରିଛି। ଏବଂ ପୁନର୍ବାର ସମାନଙ୍କେଠା ରେ ପ୍ରକାଶ କରିବି। ତାପରେ ମାେ ପ୍ରତି ତୁମ୍ଭର ଯେପରି ପ୍ ରମେ ରହିଛି, ସହେିପରି ପ୍ ରମେ ତାହାଙ୍କଠା ରେ ରହିବ ଓ ମୁଁ ସମାନଙ୍କେଠା ରେ ବାସ କରିବି।
26 e eu lhes fiz conhecer o teu nome, e lho farei conhecer ainda; para que haja neles aquele amor com que me amaste, e também eu neles esteja.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar João 17, comparar traduções ou montar um estudo — tudo direto pelo WhatsApp.