João 18
Oriya Bible (GL_ORIYA) vs NVI
1 ଯୀଶୁ ଏହି ପ୍ରାର୍ଥନା କରି ସାରିବା ପରେ, ଶିଷ୍ଯମାନଙ୍କ ସହିତ ଚାଲିଗଲେ। ସମାନେେ କିଦ୍ରୋଣ ଉପତ୍ୟକା ପାରି ହାଇଗେଲେ। ଆର ପଟେ ଜଳପାଇ ବୃକ୍ଷର ଗୋଟିଏ ବଗିଚା ଥିଲା। ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ସଠାେକୁ ଗଲେ।
1 Tendo terminado de orar, Jesus saiu com os seus discípulos e atravessou o vale do Cedrom. Do outro lado havia um olival, onde entrou com eles.
2 ୟିହୂଦା ଏହି ସ୍ଥାନ ଜାଣିଥିଲା। କାରଣ ଯୀଶୁ ପ୍ରାୟ ତାହାଙ୍କ ଶିଷ୍ଯମାନଙ୍କ ସହିତ ସହେି ସ୍ଥାନକୁ ଯାଉଥିଲେ। ସହେି ୟିହୂଦା ହିଁ ଯୀଶୁଙ୍କର ବିରୁଦ୍ଧ ରେ ଗଲା।
2 Ora, Judas, o traidor, conhecia aquele lugar, porque Jesus muitas vezes se reunira ali com os seus discípulos.
3 ତେଣୁ ସେ ଦଳେ ସୈନ୍ଯଙ୍କୁ ନଇେ ବଗିଗ୍ଭକୁ ଗଲା। ସେ ମୁଖ୍ଯ ଯାଜକ ଓ ଫାରୂଶୀମାନଙ୍କ ମଧ୍ଯରୁ କେତକେ ପ୍ରହରୀମାନଙ୍କୁ ମଧ୍ଯ ଆଣିଥିଲା। ସମାନେେ ମଶାଲ, ଲଣ୍ଠନ ଓ ଅସ୍ତ୍ରଶସ୍ତ୍ର ଆଣି ସଠାେରେ ପହନ୍ଚିଲେ।
3 Então Judas foi para o olival, levando consigo um destacamento de soldados e alguns guardas enviados pelos chefes dos sacerdotes e fariseus, levando tochas, lanternas e armas.
4 ତାହାଙ୍କ ପ୍ରତି କ'ଣ ଘଟିବ, ସେ କଥା ଯୀଶୁ ଆଗରୁ ଜାଣିଥିଲେ। ସେ ସମାନଙ୍କେ ନିକଟକୁ ଯାଇ ପଚାରିଲେ, ତୁମ୍ଭେ କାହାକୁ ଖୋଜୁଛ?
4 Jesus, sabendo tudo o que lhe ia acontecer, saiu e lhes perguntou: "A quem vocês estão procurando? "
5 ସହେି ଲୋକମାନେ ଉତ୍ତର ଦେଲେ, 'ନାଜରିତୀୟ ଯୀଶୁଙ୍କୁ।' ଯୀଶୁ କହିଲେ, 'ମୁଁ ନିଜେ ସହେି ଯୀଶୁ।' ଯୀଶୁଙ୍କ ବିରୁଦ୍ଧ ରେ ଯାଇଥିବା ୟିହୂଦା ମଧ୍ଯ ସମାନଙ୍କେ ସହିତ ଠିଆ ହାଇେଥିଲା।
5 "A Jesus de Nazaré", responderam eles. "Sou eu", disse Jesus. ( E Judas, o traidor, estava com eles. )
6 ଯେତବେେଳେ ଯୀଶୁ କହିଲେ, ମୁଁ ଯୀଶୁ, ଲୋକମାନେ ପଛକୁ ଘୁଞ୍ଚିଯାଇ ତଳେ ପଡିଗଲେ।
6 Quando Jesus disse: "Sou eu", eles recuaram e caíram por terra.
7 ଯୀଶୁ ସମାନଙ୍କେୁ ପୁଣି ଥରେ ପଚାରିଲେ, ତୁମ୍ଭେ କାହାକୁ ଖାଜେୁଛ?
7 Novamente lhes perguntou: "A quem procuram? " E eles disseram: "A Jesus de Nazaré".
8 ଯୀଶୁ କହିଲେ, ମୁଁ ତ କହିଲି ଯେ ମୁଁ ସହେି ଯୀଶୁ। ଯଦି ତୁମ୍ଭେ ମାେତେ ଖୋଜୁଛ, ତବେେ ଏହି ଅନ୍ୟ ଲୋକମାନଙ୍କୁ ଏଠାରୁ ୟିବାକୁ ଛାଡିଦିଅ।
8 Respondeu Jesus: "Já lhes disse que sou eu. Se vocês estão me procurando, deixem ir embora estes homens".
9 ଏପରି ଘଟିଲା ଯେ ହତେୁ ପୂର୍ବରୁ ତାହାଙ୍କ ଦ୍ବାରା କଥିତ ବାଣୀ ସତ୍ଯ ହବେ: ମୁଁ ତୁମ୍ଭେ ଦଇେଥିବା ଜଣେ ଲୋକକୁ ମଧ୍ଯ ହ ରଇେ ନାହିଁ।
9 Isso aconteceu para que se cumprissem as palavras que ele dissera: "Não perdi nenhum dos que me deste".
10 ଶିମାନେ ପିତରଙ୍କ ପାଖ ରେ ଗୋଟିଏ ଖଣ୍ଡା ଥିଲା। ସେ ଖଣ୍ଡା ବାହାର କରି ମୁଖ୍ଯ ଯାଜକଙ୍କ ଦାସକୁ ଆଘାତ କଲେ। ସେ ଦାସର ଡାହାଣ କାନ କଟି ଗଲା। ସହେି ଦାସର ନାମ ମାଲ୍ଖ ଥିଲା।
10 Simão Pedro, que trazia uma espada, tirou-a e feriu o servo do sumo sacerdote, decepando-lhe a orelha direita. ( O nome daquele servo era Malco. )
11 ଯୀଶୁ ପିତରଙ୍କୁ କହିଲେ, ତୁମ୍ଭେ ଖଣ୍ଡା ଖାପରେ ରଖି ଦିଅ। ପରମପିତା ମାେତେ ଏହି ପିଆଲା ପିଇବାକୁ ଦଇେଛନ୍ତି, ମୁଁ ଏହା ଗ୍ରହଣ କରିବା ଉଚିତ।
11 Jesus, porém, ordenou a Pedro: "Guarde a espada! Acaso não haverei de beber o cálice que o Pai me deu? "
12 ତା'ପରେ ସୈନ୍ଯମାନେ ଓ ସମାନଙ୍କେ ସନୋପତିମାନେ ଓ ଯିହୂଦୀମାନଙ୍କର ପ୍ରହରୀମାନେ ଯୀଶୁଙ୍କୁ ବନ୍ଦୀ କଲେ।
12 Assim, o destacamento de soldados com o seu comandante e os guardas dos judeus prenderam Jesus. Amarraram-no
13 ସମାନେେ ତାହାଙ୍କୁ ବାନ୍ଧିଲେ ଓ ହାନାନଙ୍କ ନିକଟକୁ ଘନେିଗଲେ। ହାନାନ କଯାଫାଙ୍କର ଶ୍ବଶୁର ଥିଲେ। ସହେି ବର୍ଷ କଯାଫା ମହାୟାଜକ ଥିଲେ।
13 e o levaram primeiramente a Anás, que era sogro de Caifás, o sumo sacerdote naquele ano.
14 କଯାଫା ଯିହୂଦୀମାନଙ୍କୁ ପରାମର୍ଶ ଦଇେଥିଲେ, ସବୁ ଲୋକମାନଙ୍କ ମଙ୍ଗଳ ପାଇଁ ଜଣେ ପ୍ରାଣ ଦବୋ ବରଂ ଭଲ।
14 Caifás era quem tinha dito aos judeus que seria bom que um homem morresse pelo povo.
15 ଶିମାନେ ପିତର ଓ ଅନ୍ୟ ଜଣେ ଶିଷ୍ଯ ଯୀଶୁଙ୍କ ସହିତ ଗଲେ। ସହେି ଶିଷ୍ଯଜଣ ମହାୟାଜକଙ୍କୁ ଜାଣିଥିଲେ। ତେଣୁ ସେ ଯୀଶୁଙ୍କ ସହିତ ମହାୟାଜକଙ୍କ ଘର ଅଗଣା ପର୍ୟ୍ଯନ୍ତ ଗଲେ।
15 Simão Pedro e outro discípulo estavam seguindo Jesus. Por ser conhecido do sumo sacerdote, este discípulo entrou com Jesus no pátio da casa do sumo sacerdote,
16 କିନ୍ତୁ ପିତର ଫାଟକ ବାହା ରେ ଅପେକ୍ଷା କଲେ। ମହାୟାଜକଙ୍କୁ ଜାଣିଥିବା ସହେି ଶିଷ୍ଯ ଜଣକ ବାହାରକୁ ଫରେି ଆସିଲେ। ସେ ଫାଟକ ଜଗିଥିବା ଦାସୀକୁ କହି ସେ ପିତରଙ୍କୁ ଭିତରକୁ ଆଣିଲେ।
16 mas Pedro teve que ficar esperando do lado de fora da porta. O outro discípulo, que era conhecido do sumo sacerdote, voltou, falou com a moça encarregada da porta e fez Pedro entrar.
17 ସହେି ଦାସୀ ପିତରଙ୍କୁ ପଚାରିଲା, ତୁମ୍ଭେ ବି କ'ଣ ଏହି ଲୋକର ଶିଷ୍ଯମାନଙ୍କ ମଧ୍ଯରୁ ଜଣେ?
17 Ela então perguntou a Pedro: "Você não é um dos discípulos desse homem? " Ele respondeu: "Não sou".
18 ଶୀତ ହେଉଥିଲା। ଦାସ ଓ ପ୍ରହରୀମାନେ ନିଆଁ ଜାଳିଥିଲେ। ସମାନେେ ନିଆଁ ଚାରିପଟେ ଠିଆ ହାଇେ ଦହକେୁ ସକେୁଥିଲେ। ପିତର ମଧ୍ଯ ସଠାେରେ ସମାନଙ୍କେ ସହିତ ଠିଆ ହାଇେଥିଲେ।
18 Fazia frio; os servos e os guardas estavam ao redor de uma fogueira que haviam feito para se aquecerem. Pedro também estava em pé com eles, aquecendo-se.
19 ମହାୟାଜକ ଯୀଶୁଙ୍କୁ ତାହାଙ୍କ ଶିଷ୍ଯମାନଙ୍କ ବିଷୟ ରେ ପ୍ରଶ୍ନ ପଚାରିଲେ। ସେ ଯୀଶୁଙ୍କୁ ତାହାଙ୍କ ଶିକ୍ଷା ବିଷୟ ରେ ପ୍ରଶ୍ନ କଲେ।
19 Enquanto isso, o sumo sacerdote interrogou Jesus acerca dos seus discípulos e dos seus ensinamentos.
20 ଯୀଶୁ ଉତ୍ତର ଦେଲେ, ମୁଁ ଲୋକମାନଙ୍କୁ ସବୁବେଳେ ଖାଲିେଖାଲିେ ଭାବେ ଶିକ୍ଷା ଦଇେଛି। ମୁଁ ସର୍ବଦା ସମାଜଗୃହ ଓ ମନ୍ଦିର ରେ ଶିକ୍ଷା ଦଇେ ଆସିଛି। ସଠାେରେ ସବୁ ଯିହୂଦୀମାନେ ଏକତ୍ର ହୁଅନ୍ତି। ମୁଁ କୌଣସି ବିଷୟ ଗୁପ୍ତ ଭାବରେ କହି ନାହିଁ।
20 Respondeu-lhe Jesus: "Eu falei abertamente ao mundo; sempre ensinei nas sinagogas e no templo, onde todos os judeus se reúnem. Nada disse em segredo.
21 ତୁମ୍ଭେ ମାେତେ କାହିଁକି ପ୍ରଶ୍ନ ପଚାରୁଛ? ମାରେ ଶିକ୍ଷା ଶୁଣିଥିବା ଲୋକଙ୍କୁ ପଚାର, ମୁଁ କ'ଣ କହିଥିଲି, ସମାନେେ ଜାଣନ୍ତି।
21 Por que me interrogas? Pergunta aos que me ouviram. Certamente eles sabem o que eu disse".
22 ଯୀଶୁ ଏହି କଥା କହିବା ବେଳେ ଯୀଶୁଙ୍କ ପାଖ ରେ ଠିଆ ହାଇେଥିବା ଜଣେ ପ୍ରହରୀ ତାହାଙ୍କୁ ପ୍ରହାର କଲା। ସେ କହିଲା, ତୁମ୍ଭେ ମହାୟାଜକଙ୍କୁ ସପରେି ଉତ୍ତର ଦବୋ ଉଚିତ ନୁହେଁ।
22 Quando Jesus disse isso, um dos guardas que estava perto bateu-lhe no rosto. "Isso é jeito de responder ao sumo sacerdote? ", perguntou ele.
23 ଯୀଶୁ ଉତ୍ତର ଦେଲେ, ଯଦି ମୁଁ କିଛି ଭୂଲ କହିଲି ତବେେ ଏଠା ରେ ଥିବା ପ୍ରେତ୍ୟକକଙ୍କୁ ମାରେ ଭୂଲ ଜଣାଇଦିଅ। ଯଦି ମାରେ କହିବା ଠିକ୍, ତବେେ ମାେତେ ତୁମ୍ଭେ କାହିଁକି ମାରିଲ?
23 Respondeu Jesus: "Se eu disse algo de mal, denuncie o mal. Mas se falei a verdade, por que me bateu? "
24 ତେଣୁ ହାନାନ ଯୀଶୁଙ୍କୁ ବନ୍ଧା ହାଇେଥିବା ଅବସ୍ଥା ରେ ମହାୟାଜକ କଯାଫାଙ୍କ ନିକଟକୁ ପଠାଇ ଦେଲେ।
24 Então, Anás enviou Jesus, de mãos amarradas, a Caifás, o sumo sacerdote.
25 ଶିମାନେ ପିତର ନିଆଁ ପାଖେ ଠିଆ ହାଇେ ସକେି ହେଉଥିଲେ। ଅନ୍ୟ ଲୋକମାନେ ତାହାଙ୍କୁ ପଚାରିଲେ, ତୁମ୍ଭେ କ'ଣ ଏହି ଲୋକର ଶିଷ୍ଯମାନଙ୍କ ଭିତରୁ ଜଣେ? କିନ୍ତୁ ପିତର ମନା କଲେ।
25 Enquanto Simão Pedro estava se aquecendo, perguntaram-lhe: "Você não é um dos discípulos dele? " Ele negou, dizendo: "Não sou".
26 ମହାୟାଜକଙ୍କର ଜଣେ ଦାସ ସଠାେରେ ଥିଲା। ପିତର ଯେଉଁ ଲୋକର କାନ କାଟି ଦଇେଥିଲେ, ସେ ସହେି ଦାସର ସମ୍ପର୍କୀୟ। ତେଣୁ ସେ କହିଲା, ମୁଁ ଭାବୁଛି, ମୁଁ ବଗିଚା ରେ ଏହି ଲୋକ ସହିତ ତୁମ୍ଭକୁ ଦେଖିଥିଲି।
26 Um dos servos do sumo sacerdote, parente do homem cuja orelha Pedro decepara, insistiu: "Eu não o vi com ele no olival? "
27 କିନ୍ତୁ ପିତର ପୁଣି ଥରେ କହିଲେ, ନା, ମୁଁ ତାହାଙ୍କ ସହିତ ନଥିଲି। ଠିକ୍ ସତେିକି ବେଳେ ଗୋଟିଏ କୁକୁଡା ଡାକିଲା।
27 Mais uma vez Pedro negou, e no mesmo instante um galo cantou.
28 ତା'ପରେ ସମାନେେ ଯୀଶୁଙ୍କୁ କଯାଫାଙ୍କ ଘରୁ ରୋମୀୟ ରାଜ୍ଯପାଳଙ୍କ ପ୍ରାସାଦକୁ ନଇଗେଲେ। ସେତବେେଳେ ପାହାନ୍ତିଆ ସମୟ। ଯିହୂଦୀମାନେ ପ୍ରାସାଦ ଭିତରକୁ ଗଲେ ନାହିଁ। ସମାନେେ ନିଜକୁ ଅପବିତ୍ର କରିବା ପାଇଁ ଚାହୁଁ ନଥିଲେ, କାରଣ ସମାନେେ ନିସ୍ତାରପର୍ବର ଭୋଜନ ଖାଇବା ପାଇଁ ଚାହୁଁଥିଲେ।
28 Em seguida, de Caifás os judeus levaram Jesus para o Pretório. Já estava amanhecendo e, para evitar contaminação cerimonial, os judeus não entraram no Pretório; pois queriam participar da Páscoa.
29 ତେଣୁ ପୀଲାତ ପ୍ରାସାଦ ବାହା ରେ ଯିହୂଦୀମାନଙ୍କ ପାଖକୁ ଗଲେ। ସେ ପଚାରିଲେ, ଏହି ଲୋକ ବିରୁଦ୍ଧ ରେ ତୁମ୍ଭମାନଙ୍କର ଅଭିଯୋଗ କ'ଣ?
29 Então Pilatos saiu para falar com eles e perguntou: "Que acusação vocês têm contra este homem? "
30 ସମାନେେ ଉତ୍ତର ଦେଲେ , ସେ ଜଣେ ମନ୍ଦ ଲୋକ। ସେଥିପାଇଁ ଆମ୍ଭେ ତାହାକୁ ତୁମ୍ଭ ନିକଟକୁ ଆଣିଛୁ।
30 Responderam eles: "Se ele não fosse criminoso, não o teríamos entregado a ti".
31 ପୀଲାତ ଯିହୂଦୀମାନଙ୍କୁ କହିଲେ, ତୁମ୍ଭେ ତାହାକୁ ନଇଯାେଅ ଓ ତୁମ୍ଭ ବ୍ଯବସ୍ଥା ଅନୁସାରେ ତାହାର ବିଚାର କର। ଯିହୂଦୀମାନେ କହିଲେ, କିନ୍ତୁ ଆପଣଙ୍କର ଆଇନ ଅନୁସାରେ ଆମ୍ଭେ କାହାକୁ ମୃତ୍ଯୁଦଣ୍ଡ ଦଇପୋରିବୁ ନାହିଁ।
31 Pilatos disse: "Levem-no e julguem-no conforme a lei de vocês". "Mas nós não temos o direito de executar ninguém", protestaram os judeus.
32 ଏହାଦ୍ବାରା ସେ କିପରି ମରିବେ, ସେ ବିଷୟ ରେ ଯୀଶୁଙ୍କର ବାଣୀ ସତ୍ଯ ହେଲା।
32 Isso aconteceu para que se cumprissem as palavras que Jesus tinha dito, indicando a espécie de morte que ele estava para sofrer.
33 ତା'ପରେ ପୀଲାତ ପ୍ରାସାଦ ଭିତରକୁ ଚାଲିଗଲେ। ସେ ଯୀଶୁଙ୍କୁ ଆପଣା ନିକଟକୁ ଡାକିଲେ। ତାହାଙ୍କୁ ପଚାରିଲେ, ତୁମ୍ଭେ କ'ଣ ଯିହୂଦୀମାନଙ୍କର ରାଜା?
33 Pilatos então voltou para o Pretório, chamou Jesus e lhe perguntou: "Você é o rei dos judeus? "
34 ଯୀଶୁ କହିଲେ, ଏହା ତୁମ୍ଭ ନିଜର ପ୍ରଶ୍ନ, ନା ଅନ୍ୟମାନେ ତୁମ୍ଭକୁ ମାେ ବିଷୟ ରେ କହିଛନ୍ତି?
34 Perguntou-lhe Jesus: "Essa pergunta é tua, ou outros te falaram a meu respeito? "
35 ପୀଲାତ କହିଲେ, ମୁଁ ଜଣେ ଯିହୂଦୀ ନୁହେଁ। ତୁମ୍ଭ ନିଜର ଲୋକମାନେ ଓ ସମାନଙ୍କେର ପ୍ରଧାନଯାଜକମାନେ ତୁମ୍ଭକୁ ମାେ ପାଖକୁ ଆଣିଛନ୍ତି। ତୁମ୍ଭେ କ'ଣ ଦୋଷ କରିଛ?
35 Respondeu Pilatos: "Acaso sou judeu? Foram o seu povo e os chefes dos sacerdotes que entregaram você a mim. Que é que você fez? "
36 ଯୀଶୁ କହିଲେ, ମାରେ ରାଜ୍ଯ ଏ ଜଗତର ନୁହେଁ। ଯଦି ଏହା ଜଗତର ହାଇେଥା'ନ୍ତା, ତବେେ ମାରେ ଦାସମାନେ ୟୁଦ୍ଧ କରିଥାଆନ୍ତେ ଓ ମାେତେ ଯିହୂଦୀମାନେ ଧରିପାରି ନଥାନ୍ତେ। କିନ୍ତୁ ମାେ ରାଜ୍ଯ ଅନ୍ୟ ଏକ ସ୍ଥାନ ରେ।
36 Disse Jesus: "O meu Reino não é deste mundo. Se fosse, os meus servos lutariam para impedir que os judeus me prendessem. Mas agora o meu Reino não é daqui".
37 ପୀଲାତ କହିଲେ, ତବେେ ତୁମ୍ଭେ ଜଣେ ରାଜା।
37 "Então, você é rei! ", disse Pilatos. Jesus respondeu: "Tu dizes que sou rei. De fato, por esta razão nasci e para isto vim ao mundo: para testemunhar da verdade. Todos os que são da verdade me ouvem".
38 ପୀଲାତ କହିଲେ, ସତ୍ଯ କ'ଣ? ସେ ଏହା କହିବା ପରେ ପୁଣି ଯିହୂଦୀମାନଙ୍କ ପାଖକୁ ଗଲେ। ପୀଲାତ କହିଲେ, ଏହି ଲୋକ ବିରୁଦ୍ଧ ରେ କୌଣସି ଅଭିଯୋଗ ମୁଁ ପାଉ ନାହିଁ।
38 "Que é a verdade? ", perguntou Pilatos. Ele disse isso e saiu novamente para onde estavam os judeus e disse: "Não acho nele motivo algum de acusação.
39 ପ୍ରେତ୍ୟକକ ବର୍ଷ ନିସ୍ତାରପର୍ବ ବେଳେ ମାଠାରୁେ ଜଣେ ବନ୍ଦୀର ମୁକ୍ତି ମାଗିବା ନିମନ୍ତେ ତୁମ୍ଭମାନଙ୍କର ପ୍ରଥା ଅଛି। ତେଣୁ ତୁମ୍ଭେ ଯଦି ଚାହଁ, ମୁଁ ଏହି 'ଯିହୂଦୀମାନଙ୍କ ରାଜାଙ୍କୁ' ମୁକ୍ତି ଦବେି।
39 Contudo, segundo o costume de vocês, devo libertar um prisioneiro por ocasião da Páscoa. Querem que eu solte ‘o rei dos judeus’? "
40 ମାତ୍ର ଯିହୂଦୀମାନେ ଚିତ୍କାର କଲେ, ନା, ଏ ଲୋକକୁ ନୁହେଁ। ବାରବ୍ବାକୁ ମୁକ୍ତି ଦିଅ। ଏହି ବାରବ୍ବା ଜଣେ ଡକାୟତ ଥିଲା।
40 Eles, em resposta, gritaram: "Não, ele não! Queremos Barrabás! " Ora, Barrabás era um bandido.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar João 18, comparar traduções ou montar um estudo — tudo direto pelo WhatsApp.